Home Left

ଲକ୍ଷ୍ମଣଙ୍କୁ ଏହି ପ୍ରତିଶ୍ରୁତି ଦେଇଥିଲେ ସେହ୍ବାଗ: ୪ ବର୍ଷ ଭିତରେ କରିଥିଲେ ପୂରଣ

ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ ଦୁନିଆର ସବୁଠାରୁ ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଗଣିତ ହୋଇଛନ୍ତି। ଭାରତ ପାଇଁ ଟେଷ୍ଟରେ ତ୍ରିଗୁଣ ଶତକ ହାସଲ କରିଥିବା ସେହ୍ବାଗ ହେଉଛନ୍ତି ପ୍ରଥମ ବ୍ୟାଟ୍ସମ୍ୟାନ। ତାଙ୍କ ପୂର୍ବରୁ, ଭିଭିଏସ ଲକ୍ଷ୍ମଣ ୨୦୦୧ କୋଲକାତା ଟେଷ୍ଟରେ…

ସାଙ୍ଗଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସାଙ୍ଗ

ଝାରସୁଗୁଡ଼ା ଅଫିସ,୧୦ା୬: ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅନ୍ତର୍ଗତ ଲୁହୁରାପଡ଼ା ପାଣି ଟାଙ୍କି ନିକଟରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ସାଙ୍ଗ ଅନ୍ୟ ଜଣେ ସାଙ୍ଗଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କରିଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ ଗୁମାଡେରା…

ଅଧା ପୃଥିବୀ ବୁଲି ରେକର୍ଡ କଲା ଗ୍ରେ ହ୍ବେଲ୍‌…

ଓ୍ବିଣ୍ଡ୍‌ହୋକ୍‌,୧୦।୬: ପୃଥିବୀର ବୃହତ୍‌ ସ୍ତନ୍ୟପାୟୀ ପ୍ରାଣୀ ଅଧା ପୃଥିବୀ ବୁଲି ଏବେ ରେକର୍ଡ କରିଛି। ଏହି ହେଉଛି ଏକ ଗ୍ରେ ହ୍ବେଲ୍‌(ଧୂସର ତିମି)। ଇତିମଧ୍ୟରେ ତିମିଟି ୨୦ ହଜାର କିଲୋମିଟର ସମୁଦ୍ରରେ ବୁଲି ସାରିଲାଣି। ୨୦୧୩ରେ ଏହି ତିମିକୁ ଆଫ୍ରିକାର ନାମ୍ବିଆ…

ଆଡ୍‌ମିଶନ ପାଇଁ ଯୁବତୀଙ୍କ ସହ ରାତି କାଟିବାକୁ ଅଫର ଦେଉଛି ଏହି ବିଶ୍ୱବିଦ୍ୟାଳୟ, ଜାଣିଲେ କରିବେ ନିନ୍ଦା

ବେଜିଂ,୧୦ା୬: ଚାଇନାର ଏକ ବିଶ୍ୱବିଦ୍ୟାଳୟ ଏବେ କଡ଼ା ବିବାଦର ସମ୍ମୁଖୀନ ହୋଇଛି। ଏହି ବିଶ୍ୱବିଦ୍ୟାଳୟ ଆଡ୍‌ମିଶନ ପାଇଁ ସୋସିଆଲ ମିଡିଆରେ ଏକ ବିଜ୍ଞାପନ ଦେଇଥିଲା। କିନ୍ତୁ ଏହି ବିଜ୍ଞାପନ ଦେଖି ଲୋକଙ୍କ ମଧ୍ୟରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ନାନଜିଙ୍ଗ୍‌ ବିଶ୍ୱବିଦ୍ୟାଳୟ…

ପାଦରୁ ଲିଭିନି ଅଳତା ଚାଲିଗଲା ନବବଧୂଙ୍କ ଜୀବନ

ଗଞ୍ଜାମ,୧୦ା୬(ଡି.ଏନ୍‌.ଏ.): ହାତରୁ ମେହେନ୍ଦୀ ଓ ପାଦରୁ ଅଳତା ଲିଭିନି ହେଲେ ଜଳିଲା ଜୁଇ l ଏମିତି ଏକ ହୃଦୟ ବିଦାରକ ଘଟଣା ଗଞ୍ଜାମ ଜିଲା ରମ୍ଭା ସହରରେ ଘଟିଥିବା ଦେଖିବାକୁ ମିଳିଛି। ବିବାହକୁ ମାସେ ପୂରିନି ଏକ ନବବଧୂକୁ ଯୌତୁକ ଜନିତ…

ପାକିସ୍ତାନୀ ଗାୟକ ଫର୍‌ହାଦ୍‌ଙ୍କ ପରଲୋକ

ଇସ୍‌ଲାମାବାଦ: ପାକିସ୍ତାନୀ ଗାୟକ ଫର୍‌ହାଦ୍‌ ହୁମାୟନ୍‌ଙ୍କ ପରଲୋକ ହୋଇଛି। ତାଙ୍କୁ ୪୨ ବର୍ଷ ହୋଇଥିଲା। ଗାୟକ ଅତିଫ୍‌ ଅସ୍‌ଲାମ, ଅଭିନେତା ଅଲି ଜାଫର୍‌, ଅର୍ଜୁନ ମାଥୁରଙ୍କ ସମେତ ଅନେକ ଭାରତୀୟ ଓ ପାକିସ୍ତାନୀ କଳାକାର ତାଙ୍କ ଅକାଳ ବିୟୋଗରେ ଶୋକ ବ୍ୟକ୍ତ…

ପ୍ରଦୂଷଣରେ ଆମେରିକା ସେନା ନମ୍ବର ୧

ଯୁଦ୍ଧକୌଶଳରେ ନିପୁଣ ଆମେରିକା ସେନାର ପତିଆରା ସାରା ବିଶ୍ୱରେ ଦୀର୍ଘବର୍ଷ ଧରି ରହିଆସିଛି। ହେଲେ ଏଭଳି ଦୁର୍ଦ୍ଧର୍ଷ ସୈନ୍ୟବାହିନୀ ଉପରେ ନମ୍ବର ୧ ପ୍ରଦୂଷଣକାରୀର କଳଙ୍କ ଲାଗିଛି। ପ୍ରତିରକ୍ଷା ସମ୍ପର୍କରେ ବିଶ୍ଳେଷଣ କରୁଥିବା ଓ୍ବେବସାଇଟ୍‌ ‘ମିଲିଟାରି ଡାଇରେକ୍ଟ’ର ଏକ ତଥ୍ୟ ଅନୁଯାୟୀ…

ଲାଇଭ୍‌ ଶୋ’ବେଳେ ଏମ୍‌ପିଙ୍କ କଲର୍‌ ଧରି ଚାପୁଡା ମାରିଲେ ମହିଳା ନେତ୍ରୀ

ଇସଲମାବାଦ,୧୦।୬: ଆଜିକାଲି ନ୍ୟୁଜ୍‌ ଚ୍ୟାନେଲଗୁଡିକରେ ବିତର୍କ ସମୟରେ ପ୍ୟାନେଲିଷ୍ଟମାନଙ୍କ ମଧ୍ୟରେ ତୀବ୍ର ବିତର୍କ ସାଧାରଣ କଥା ହୋଇଗଲାଣି। ପାକିସ୍ତାନରେ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି। ପାକିସ୍ତାନର ଏକ ନ୍ୟୁଜ ଚ୍ୟାନେଲରେ ଲାଇଭ ଶୋ’ରେ ବିତର୍କ ସମୟରେ ଶାସକ ଦଳର ଜଣେ…

ରିୟାଙ୍କ ନିକଟକୁ ଆସୁଛି ଅଫର ପରେ ଅଫର, ବଡ଼ ପ୍ରୋଜେକ୍ଟରେ ଆସିବେ ନଜର

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଏକ ବଡ଼ ପ୍ରୋଜେକ୍ଟରେ ନଜର ଆସିବେ। ଏହି ପ୍ରୋଜେକ୍ଟ ବିଷୟରେ ରିୟା ଏବେ ଚିନ୍ତା କରୁଛନ୍ତି। ରିୟା ଶେଷଥର ପାଇଁ ଫିଲ୍ମ ‘ଜଲେବୀ’ରେ ନଜର ଆସିଥିଲେ। ଯାହା ଏକ ରୋମାଣ୍ଟିକ୍‌ ଡ୍ରାମା ଫିଲ୍ମ ଥିଲା।…

ପ୍ରତି ଘଣ୍ଟାକୁ ଏତିକି ଟଙ୍କା କମାନ୍ତି ଭାରତୀୟ କ୍ରିକେଟର୍‌: ଦ୍ୱିଶତକ ମାରିଲେ ମାଲାମାଲ୍‌

ଭାରତୀୟ କ୍ରିକେଟ୍‌ କଣ୍ଟ୍ରେଲ୍‌ ବୋର୍ଡ(ବିସିସିଆଇ)କୁ ବିଶ୍ୱର ସବୁଠାରୁ ଧନୀ କ୍ରିକେଟ୍‌ ବୋର୍ଡ କୁହାଯାଏ। ବିସିସିଆଇ ଖେଳାଳିମାନଙ୍କୁ କୋଟି କୋଟି ଟଙ୍କା ବେତନ ଆକାରରେ ଦେଇଥାଏ। ପ୍ରତ୍ୟେକ ଖେଳାଳିଙ୍କୁ ବାର୍ଷିକ ଚୁକ୍ତି ହିସାବରେ ଟଙ୍କା ଦିଆଯାଇଥାଏ। ବୋର୍ଡ ଖେଳାଳିଙ୍କୁ ୪ଟି ଗ୍ରେଡ୍‌ରେ ବିଭକ୍ତ…

ଆଉ ୩ ସ୍ଥାନରେ ଡ୍ରାଇଭ୍‌ ଇନ୍‌ ଭାକ୍ସିନେଶନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଡ୍ରାଇଭ୍‌ ଇନ୍‌ ଭାକ୍ସିନେଶନର ସୁଫଳ ମିଳିବା ପରେ ଆଉ ୩ଟି ସ୍ଥାନରେ ଏଭଳି ଟିକାକରଣ କରିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ବ୍ୟବସ୍ଥା କରିଛି। ଉକ୍ତ ସ୍ଥାନଗୁଡ଼ିକ ହେଲା ପୋଖରୀପୁଟସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୬, ପଟିଆସ୍ଥିତ ସିଲିକନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି…

୨୧ରୁ ସ୍କୁଲପିଲାଙ୍କୁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌

ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌ ଆରମ୍ଭ ହେବ। ଖୋର୍ଦ୍ଧା, ବଲାଙ୍ଗୀର, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, କୋରାପୁଟ, ପୁରୀ, ଢେଙ୍କାନାଳ, ସୁନ୍ଦରଗଡ଼, ନୟାଗଡ଼, ଭଦ୍ରକ, ବାଲେଶ୍ୱର, ସମ୍ବଲପୁର ଆଦି ୧୩ ଜିଲାରେ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri