Home Left

ବିଧାୟକ ପାଣ୍ଠି ସଂଶୋଧନ କର

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ବିଧାୟକ ପାଣ୍ଠି (ଏମ୍‌ଏଲ୍‌ଏ ଲ୍ୟାଡ୍‌ ଫଣ୍ଡ)କୁ କୋଭିଡ୍‌ ପରିଚାଳନା ଭିତ୍ତିିଭୂମି ପ୍ରସ୍ତୁତି ଦିଗରେ ଖର୍ଚ୍ଚ କରିବାକୁ ରାଜ୍ୟ ସରକାର ଆଣିଥିବା ଗାଇଡ୍‌ଲାଇନରେ ଆବଶ୍ୟକ ସଂଶୋଧନ କରିବାକୁ ଭାଜପା ବିଧାୟକମାନେ ଦାବି କରିଛନ୍ତି। କେବଳ ମାସ୍କ ପାଇଁ ନୁହେଁ ବରଂ ରାଜ୍ୟର…

ଭଉଣୀଙ୍କୁ ଇର୍ଷା କରୁଛନ୍ତି ପ୍ରିୟଙ୍କା ଚୋପ୍ରା

ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ଆଜିକାଲି ତୁର୍କୀରେ ଛୁଟି କାଟୁଛନ୍ତି। ସେ ଇନଷ୍ଟାଗ୍ରାମରେ ଏହାର ଫଟୋ ମଧ୍ୟ ଶେୟାର କରୁଛନ୍ତି। ଯାହା ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏଥି ସହ ତାଙ୍କ ବଡ଼ ଭଉଣୀ ପ୍ରିୟଙ୍କା ଚୋପ୍ରା ମଧ୍ୟ ତାଙ୍କ ପୋଷ୍ଟ…

କ୍ୟାପିଟାଲ ହସ୍ପିଟାଲରେ ପ୍ରତିଷ୍ଠା ହେବ ଏକ୍‌ମୋ ମେଶିନ

ଭୁବନେଶ୍ୱର, ୧୦ା୬(ବ୍ୟୁରୋ): କରୋନାରେ ଗୁରୁତର ରୋଗୀଙ୍କ ପାଇଁ ଏବେ ଏକ୍‌ମୋ ଚିକିତ୍ସା ଜରୁରୀ ହୋଇପଡୁଛି। ରାଜ୍ୟରେ କୌଣସି ସରକାରୀ ହସ୍ପିଟାଲରେ ଏହି ମେଶିନ ନ ଥିବାରୁ ବହୁ ରୋଗୀ ଚିକିତ୍ସା ପାଇଁ ଅନ୍ୟ ରାଜ୍ୟକୁ ସ୍ଥାନାନ୍ତର ହେଉଛନ୍ତି। ତେଣୁ ଆବଶ୍ୟକତାକୁ ଦୃଷ୍ଟିରେ…

କୋଭିଡ୍‌ ପରିଚାଳନା ତ୍ରୁଟିପୂର୍ଣ୍ଣ, ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଦୁର୍ବଳ: ନିରଞ୍ଜନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଗତ ଦୁଇବର୍ଷ ଧରି ସମଗ୍ର ବିଶ୍ୱ ସମେତ ଭାରତରେ କରୋନା ମହାମାରୀ ଯେପରି ଭାବେ ବ୍ୟାପିଛି ପୃଥିବୀ ଇତିହାସରେ କେବେ ଦେଖାଯାଇ ନ ଥିଲା। କରୋନା ମହାମାରୀରେ ସଂକ୍ରମିତ ହୋଇ ଲକ୍ଷ ଲକ୍ଷ ଲୋକ ମୃତ୍ୟୁମୁଖରେ ପଡୁଛନ୍ତି। ଅର୍ଥନୈତିକ ଦୃଷ୍ଟିରୁ…

ସାମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ଶିଶୁଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ

ବୁଗୁଡ଼ା,୧୦।୬(ଡି.ଏନ୍‌.ଏ): ଓଡ଼ିଶାରେ କରୋନାର ତୃତୀୟ ଲହର ମୁକାବିଲା ପାଇଁ ଜିଲାପାଳ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଜିଲାପାଳ ବିଜୟ କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ବୁଗୁଡ଼ା ବ୍ଲକର ବିଭିନ୍ନ ପଞ୍ଚାୟତରେ ଶିଶୁମାନଙ୍କ କୋଭିଡ ଲକ୍ଷଣ ସହ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ ହୋଇଛି। ଏଥିସହ ଶିଶୁମାନଙ୍କ…

ଆଖିବୁଜିଲେ ପ୍ରସିଦ୍ଧ ଫିଲ୍ମ ନିର୍ମାତା

କିମ୍ବଦନ୍ତୀ ବଙ୍ଗଳା ଫିଲ୍ମ ନିର୍ମାତା ବୁଦ୍ଧଦେବ ଦାସଗୁପ୍ତାଙ୍କ ଆଜି ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ଧରି ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ଥିଲା। ସେ ଦକ୍ଷିଣ କୋଲକାତାରେ ଥିବା ତାଙ୍କ ବାସଭବନରେ ରହି…

ସ୍ବାମୀଙ୍କ ସହ ସମସ୍ତ ଫଟୋ ସୋସିଆଲ୍‌ ମିଡିଆରୁ ହଟାଇଲେ ଏହି ଅଭିନେତ୍ରୀ

ତୃଣମୂଳ କଂଗ୍ରେସ ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁଶ୍‌ରତ୍‌ ଜାହାଁଙ୍କ ବିବାହ ବିଚ୍ଛେଦ ହେବାକୁ ଯାଉଛି। ଏବେ ଚର୍ଚ୍ଚା ହେଉଛି ନୁଶ୍‌ରତ୍‌ କୁଆଡେ ୬ ମାସର ଗର୍ଭବତୀ ଅଛନ୍ତି। କିନ୍ତୁ ତାଙ୍କ ସ୍ବାମୀ ନିଖିଲ ଜୈନଙ୍କୁ ଏହି ଗର୍ଭଧାରଣ ବିଷୟରେ କୌଣସି…

ପାନୀୟ ଜଳ ସମସ୍ୟାକୁ ନେଇ କନିଷ୍ଠ ଯନ୍ତ୍ରୀଙ୍କୁ ଭେଟିଲେ ଗ୍ରାମବାସୀ

ଗଞ୍ଜାମ,୧୦।୬(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ପାନୀୟ ଜଳ ସମସ୍ୟା ଦୀର୍ଘ ଦିନ ଧରି ଲାଗି ରହିଛି l ଏନେଇ ଗ୍ରାମବାସୀ ଜନସ୍ବାସ୍ଥ୍ୟ ବିଭାଗକୁ ବାରମ୍ବାର ଅବଗତ କରାଇଥିଲେ ମଧ୍ୟ କୌଣସି ସୁଫଳ ମିଳିପାରିନାହିଁ। ଗୁରୁବାର ଏନେଇ ଗ୍ରାମବାସୀ କନିଷ୍ଠଯନ୍ତ୍ରୀ ଆଶିଷ କୁମାର ବରାଳଙ୍କୁ…

ଆଜି ସାବିତ୍ରୀ ବ୍ରତ: ରାଜଧାନୀର ଦେବାଳୟ ଖାଁ ଖାଁ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଆଜି ସାବିତ୍ରୀ ଅମାବାସ୍ୟା। ଚଳିତବର୍ଷ କରୋନା ମହାମାରୀ ଯୋଗୁ ବିଭିନ୍ନ ରାଜଧାନୀର ଦେବାଳୟ ଖାଁ ଖାଁ ଦେଖିବାକୁ ମିଳିଛି। କରୋନା କଟକଣା ଯୋଗୁ ଶ୍ରଦ୍ଧାଳୁଙ୍କ ଗହଳି ଚହଳି ନାହିଁ। କରୋନା ଯୋଗୁ ଘରେ ରହି ପୂଜାର୍ଚ୍ଚନା କରିଛନ୍ତି ମହିଳାମାନେ। ସ୍ବାମୀଙ୍କ…

ବିବାହ ମୁଦି କଥା ଭୁଲି ଯାଇଥିଲେ ରୋହିତ୍‌ ଶର୍ମା: କୋହଲି ଦେଲେ ବଡ଼ ଖବର

ଭାରତୀୟ କ୍ରିକେଟ ଦଳ ସହ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର୍‌ ଫାଇନାଲ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି ଷ୍ଟାର୍‌ କ୍ରିକେଟର୍‌ ରୋହିତ ଶର୍ମା। ଜୁନ ୧୮ରୁ ୨୨ ପର୍ଯ୍ୟନ୍ତ ସାଉଥମ୍ପଟନରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ଖେଳାଯିବ। ହିଟ୍‌ମ୍ୟାନ…

ପ୍ରେମ ନିବେଦନରେ ବିଫଳ ହେବା ପରେ ଯୁବକଙ୍କ ଉନ୍ମତ୍ତକାଣ୍ଡ: ନାବାଳିକାଙ୍କୁ ଛୁରିରେ ମରଣାନ୍ତକ ଆକ୍ରମଣ

ଖଇରା,୧୦।୬(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ତୁଟୋ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ନିବେଦନରେ ବିଫଳ ହେବା ପରେ ଜଣେ ଯୁବକ ଜଣକ ଏକ ଧାରୁଆ ଛୁରିରେ ଉକ୍ତ ଗ୍ରାମର ଜନୈକ ନାବାଳିକାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ…

ଏହି ଅଭିନେତ୍ରୀଙ୍କ ସହ ଚାଲିଛି ସଲମାନଙ୍କ ଲୁଚାଛପା ପ୍ରେମ

ମୁମ୍ବାଇ: ସୁନ୍ଦରୀ ନାୟିକା କ୍ୟାଟ୍ରିନା କୈଫଙ୍କ ସହ ବ୍ରେକଅପ୍‌ ପରେ ଦବଙ୍ଗ ଖାନ ସଲମାନଙ୍କ ନାମ ଆଉ ଜଣେ ମଡେଲଙ୍କ ସହ ଯୋଡ଼ା ଯାଇଛି। ସେ ଆଉ କେହି ନୁହନ୍ତି, ସେ ହେଉଛନ୍ତି ରୋମାନିଆର ବିଉଟି କୁଇନ୍‌ ୟୁଲିଆ ବନ୍ତୁର। ମାତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri