Home Left

ଚାଷୀ ଆନ୍ଦୋଳନରେ ସାମିଲ ହେବେ ମମତା

କୋଲକାତା, ୧୦।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ବିରୋଧରେ ଚାଲିଥିବା ଆନ୍ଦୋଳନକୁ ସମର୍ଥନ କରିବେ। ଏନେଇ ସେ ରାକେଶ ଟିକାଏତ୍‌, ୟୁଧଭୀର ସିଂ ପ୍ରମୁଖ କୃଷକ ନେତାଙ୍କୁ ବୁଧବାର ପ୍ରତିଶ୍ରୁତି ଦେଇଛନ୍ତି। ଚାଷୀନେତାମାନଙ୍କ ସହ…

ଅନୁପ ପାଣ୍ଡେ ନୂଆ ଇସି

ନୂଆଦିଲ୍ଲୀ, ୧୦।୬(ପି.ଟି.): ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ଅନୁପ ଚନ୍ଦ୍ର ପାଣ୍ଡେଙ୍କୁ ଭାରତର ଅନ୍ୟତମ ନିର୍ବାଚନ କମିଶନ (ଇସି) ଭାବେ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ୧୯୮୪ ବ୍ୟାଚ୍‌ର ଏହି ଉତ୍ତରପ୍ରଦେଶ କ୍ୟାଡର ଅଫିସରଙ୍କୁ ନିଯୁକ୍ତି ଦେଇଥିବା ଆଇନ ମନ୍ତ୍ରଣାଳୟର…

ସଂଶୋଧନ ହୋଇପାରିବ ଟିକା ପ୍ରମାଣପତ୍ର ତ୍ରୁଟି

ନୂଆଦିଲ୍ଲୀ, ୧୦ା୬: ଟିକା ନେଇଥିବା ବ୍ୟକ୍ତିଙ୍କ ପ୍ରମାଣପତ୍ରରେ କୌଣସି ତ୍ରୁଟି ଥିଲେ ଏଣିକି ସେମାନେ କୋଓ୍ବିନ୍‌ ଆପ୍‌ ଯୋଗେ ତାହାକୁ ସଂଶୋଧନ କରିପାରିବେ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଏ ନେଇ କୋଓ୍ବିନ୍‌ ଆପ୍ଲିକେଶନରେ ନୂଆ ଫିଚର ଆଣିଛନ୍ତି ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟର…

୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩

ନୂଆଦିଲ୍ଲୀ, ୧୦।୬(ପି.ଟି.): ବିଶ୍ୱର ୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩ଟି ସ୍ଥାନ ପାଇଛି। ବୁଧବାର ପ୍ରକାଶିତ କ୍ୟୁଏସ୍‌ ଓ୍ବାଲର୍‌ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌ସରେ ଇଣ୍ଡିଆନ ଇନ୍‌ଷ୍ଟଚ୍ୟୁଟ୍‌ ଅଫ୍‌ ସାଇନ୍ସ, ବାଙ୍ଗାଲୋର ଶ୍ରେଷ୍ଠ ଗବେଷଣା ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ପାଇଛି। ସାଇଟେଶନ ପର୍‌…

୫ମ ମହାସାଗର ହେଲା ସଦର୍ନ ଓସେନ୍‌

ଦକ୍ଷିଣ ମହାସାଗର ବା ସଦର୍ନ ଓସେନ୍‌କୁ ପୃଥିବୀର ୫ମ ମହାସାଗର ମାନ୍ୟତା ପ୍ରଦାନ କରାଯାଇଛି। ୧୯୧୫ ମସିହାରୁ ଓସେନ୍‌ ମାନଚିତ୍ର ପ୍ରସ୍ତୁତ କରୁଥିବା ନ୍ୟାଶନାଲ ଜିଓଗ୍ରାଫି ସୋସାଇଟି ଜୁନ୍‌ ୮ ବିଶ୍ୱ ମହାସାଗର ଦିବସ ଅବସରରେ ଦକ୍ଷିଣ ମହାସାଗରକୁ ୫ମ ଓସେନ୍‌…

୬୯ ବର୍ଷ ପରେ ଫେରୁଛି ଦ୍ରୁତତମ ଚିତା

ନୂଆଦିଲ୍ଲୀ, ୧୦ା୬: ଭାରତରେ ପୁଣି ଦେଖିବାକୁ ମିଳିବ ବିଶ୍ୱର ଦ୍ରୁତତମ ଚିତା। ଏହି ବନ୍ୟପ୍ରାଣୀର ସଂରକ୍ଷଣ ପାଇଁ ଦକ୍ଷିଣ ଆଫ୍ରିକାରୁ ୮ ଚିତା ଭାରତକୁ ଅଣାଯିବ। ଘଣ୍ଟାକୁ ୧୧୨ କି.ମି. ବେଗରେ ଦୌଡ଼ି ପାରୁଥିବା ଚିତାକୁ ୧୯୫୨ରେ ବିଲୁପ୍ତ ଘୋଷଣା କରାଯାଇଥିଲା।…

ମାଆବାପା ପଜିଟିଭ୍‌ ହେଲେ କର୍ମଚାରୀଙ୍କୁ ୧୫ ଦିନ ସ୍ବତନ୍ତ୍ର ଛୁଟି

ନୂଆଦିଲ୍ଲୀ, ୧୦।୬(ପି.ଟି.): କୌଣସି କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କର ମାଆବାପା, କିମ୍ବା ତାଙ୍କ ଉପରେ ନିର୍ଭରଶୀଳ ପରିବାର ସଦସ୍ୟ ଯଦି କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୁଅନ୍ତି, ତେବେ ସମ୍ପୃକ୍ତ କର୍ମଚାରୀଙ୍କୁ ୧୫ ଦିନ ସ୍ବତନ୍ତ୍ର ଛୁଟି (ଏସ୍‌ସିଏଲ୍‌) ମିଳିପାରିବ। କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ…

କରୋନାକୁ ସର୍ଜିକାଲ ଷ୍ଟ୍ରାଇକ୍‌ କର

ମୁମ୍ବାଇ,୧୦ା୬: କେନ୍ଦ୍ର ସରକାର ସୀମାରେ ଅପେକ୍ଷା କରନ୍ତୁ ନାହିଁ। କରୋନା ଭାଇରସ୍‌ ଆମର ସବୁଠୁ ବଡ଼ ଶତ୍ରୁ। ଏହାକୁ ଶେଷ କରିବାକୁ ପଡ଼ିବ। କେନ୍ଦ୍ରର ଆଭିମୁଖ୍ୟ କରୋନା ଉପରେ ସର୍ଜିକାଲ ଷ୍ଟାଇକ୍‌ ଭଳି ହେବା ଆବଶ୍ୟକ ବୋଲି ବୁଧବାର ବମ୍ବେ ହାଇକୋର୍ଟ…

ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୪ ଜୀବନ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୪ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୧୬୭କୁ ବୃଦ୍ଧି…

ବାତ୍ୟା ଚିହ୍ନଟ ପ୍ରଯୁକ୍ତି ବିକଶିତ କଲେ ଓଡ଼ିଆ ବୈଜ୍ଞାନିକ

ନୂଆଦିଲ୍ଲୀ, ୧୦।୬: ଜଣେ ଓଡ଼ିଆଙ୍କ ସମେତ ୩ ଭାରତୀୟ ବୈଜ୍ଞାନିକ ଏକ ନୂଆ ପ୍ରଯୁକ୍ତି ବିକଶିତ କରିଛନ୍ତି, ଯାହା ଭାରତ ମହାସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼କୁ ସାଟେଲାଇଟ ଅପେକ୍ଷା ଆଗୁଆ ଠାବ କରିପାରିବ। ଫଳରେ ବାତ୍ୟାଜନିତ କ୍ଷୟକ୍ଷତି ରୋକିବାରେ ବିଭିନ୍ନ ପ୍ରତିକାର…

ଆୟକର ଫାଙ୍କିଛନ୍ତି ବେଜୋସ୍‌, ମସ୍କ

ଓ୍ବାଶିଂଟନ,୧୦ା୬ : ବିଶ୍ୱର ଆର୍ଥିକ ଢାଞ୍ଚା ଏପରି ହୋଇଯାଇଛି ଯେ, ପ୍ରତିବର୍ଷ ଗରିବ ଓ ଧନୀଙ୍କ ମଧ୍ୟରେ ବ୍ୟବଧାନ ବଢ଼ିବାରେ ଲାଗିଛି। ଏହା ଦୀର୍ଘ ବର୍ଷ ଧରି ବିତର୍କର ବିଷୟ ହୋଇଥିବାବେଳେ ଆମେରିକାର ଅଣଲାଭକାରୀ ମିଡିଆ ସଂସ୍ଥା ପ୍ରୋପବ୍ଲିକାର ଏକ ସଦ୍ୟ…

କରୋନାରୁ ସୁସ୍ଥ ହେବା ପରେ ରୋଗୀଙ୍କଠାରେ ଦେଖାଦେଉଛି ଏସବୁ ଲକ୍ଷଣ

ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଛି । ସଂକ୍ରମଣ କମୁଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ହ୍ରାସ ପାଉଥିବା ଲକ୍ଷ୍ୟ କରାଯାଇଛି। କିନ୍ତୁ କରୋନାରୁ ସୁସ୍ଥ ହେବା ପରେ ରୋଗୀଙ୍କଠାରେ ନଖ ଓ କେଶ ଝଡ଼ିବା ପରି ସମସ୍ୟା ଦେଖାଦେଉଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri