Home Left

କରୋନାକୁ ସର୍ଜିକାଲ ଷ୍ଟ୍ରାଇକ୍‌ କର

ମୁମ୍ବାଇ,୧୦ା୬: କେନ୍ଦ୍ର ସରକାର ସୀମାରେ ଅପେକ୍ଷା କରନ୍ତୁ ନାହିଁ। କରୋନା ଭାଇରସ୍‌ ଆମର ସବୁଠୁ ବଡ଼ ଶତ୍ରୁ। ଏହାକୁ ଶେଷ କରିବାକୁ ପଡ଼ିବ। କେନ୍ଦ୍ରର ଆଭିମୁଖ୍ୟ କରୋନା ଉପରେ ସର୍ଜିକାଲ ଷ୍ଟାଇକ୍‌ ଭଳି ହେବା ଆବଶ୍ୟକ ବୋଲି ବୁଧବାର ବମ୍ବେ ହାଇକୋର୍ଟ…

ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୪ ଜୀବନ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୪ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୧୬୭କୁ ବୃଦ୍ଧି…

ବାତ୍ୟା ଚିହ୍ନଟ ପ୍ରଯୁକ୍ତି ବିକଶିତ କଲେ ଓଡ଼ିଆ ବୈଜ୍ଞାନିକ

ନୂଆଦିଲ୍ଲୀ, ୧୦।୬: ଜଣେ ଓଡ଼ିଆଙ୍କ ସମେତ ୩ ଭାରତୀୟ ବୈଜ୍ଞାନିକ ଏକ ନୂଆ ପ୍ରଯୁକ୍ତି ବିକଶିତ କରିଛନ୍ତି, ଯାହା ଭାରତ ମହାସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼କୁ ସାଟେଲାଇଟ ଅପେକ୍ଷା ଆଗୁଆ ଠାବ କରିପାରିବ। ଫଳରେ ବାତ୍ୟାଜନିତ କ୍ଷୟକ୍ଷତି ରୋକିବାରେ ବିଭିନ୍ନ ପ୍ରତିକାର…

ଆୟକର ଫାଙ୍କିଛନ୍ତି ବେଜୋସ୍‌, ମସ୍କ

ଓ୍ବାଶିଂଟନ,୧୦ା୬ : ବିଶ୍ୱର ଆର୍ଥିକ ଢାଞ୍ଚା ଏପରି ହୋଇଯାଇଛି ଯେ, ପ୍ରତିବର୍ଷ ଗରିବ ଓ ଧନୀଙ୍କ ମଧ୍ୟରେ ବ୍ୟବଧାନ ବଢ଼ିବାରେ ଲାଗିଛି। ଏହା ଦୀର୍ଘ ବର୍ଷ ଧରି ବିତର୍କର ବିଷୟ ହୋଇଥିବାବେଳେ ଆମେରିକାର ଅଣଲାଭକାରୀ ମିଡିଆ ସଂସ୍ଥା ପ୍ରୋପବ୍ଲିକାର ଏକ ସଦ୍ୟ…

କରୋନାରୁ ସୁସ୍ଥ ହେବା ପରେ ରୋଗୀଙ୍କଠାରେ ଦେଖାଦେଉଛି ଏସବୁ ଲକ୍ଷଣ

ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଛି । ସଂକ୍ରମଣ କମୁଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ହ୍ରାସ ପାଉଥିବା ଲକ୍ଷ୍ୟ କରାଯାଇଛି। କିନ୍ତୁ କରୋନାରୁ ସୁସ୍ଥ ହେବା ପରେ ରୋଗୀଙ୍କଠାରେ ନଖ ଓ କେଶ ଝଡ଼ିବା ପରି ସମସ୍ୟା ଦେଖାଦେଉଛି।…

ଆଜି ସାବିତ୍ରୀ ବ୍ରତ: ଜାଣନ୍ତୁ ଏହିଦିନ କାହିଁକି ପୂଜା କରାଯାଏ ବାଉଁଶ ଗଛ

ନାରଦ ପୁରାଣରେ ସାବିତ୍ରୀ ବ୍ରତ ବିଷୟରେ ବର୍ଣ୍ଣନା କରାଯାଇଛି। ଏହା ଜ୍ୟେଷ୍ଠ ମାସ ଅମାବାସ୍ୟା ତିଥିରେ ପଡ଼ିଥାଏ। ଆଜି ଅର୍ଥାତ୍‌ ଗୁରୁବାରରେ ପଡ଼ିଛି ଏହି ବ୍ରତ। ଏହି ଦିନ ବିବାହିତ ମହିଳାମାନେ ସ୍ବାମୀଙ୍କ ଦୀର୍ଘ ଜୀବନ କାମନା କରି ଉପବାସ ରଖିଥାନ୍ତି।…

ଏହିସବୁ ତେଲ ଶିଶୁଙ୍କୁ କରିଥାଏ ଶକ୍ତ

  ଶିଶୁ ଜନ୍ମ ନେବା ପରେ ତାର ଲାଳନପାଳନ କ୍ଷେତ୍ରରେ ଅନେକ ଯତ୍ନ ନେବାକୁ ପଡ଼ିଥାଏ । ଜନ୍ମ ହେବା ପରେ ସେମାନଙ୍କୁ କ’ଣ ଖାଇବାକୁ ଦିଆଯିବ, ସେମାନଙ୍କଠାରେ କେଉଁ ତେଲ ମାଲିସ କରାଯିବ ସେ ନେଇ ମା’ମାନେ ଦ୍ୱନ୍ଦ୍ୱରେ ଥାନ୍ତି।…

ଭାଜପାର ଚିନ୍ତା ବଢ଼ାଇଲେ ମୁକୁଲ

କୋଲକାତା, ୯।୬: ପଶ୍ଚିମବଙ୍ଗ ନିର୍ବାଚନରେ ପରାଜୟ ପରେ ଭାଜପାର ଚିନ୍ତା ବଢ଼ିବାରେ ଲାଗିଛି। ଟିଏମ୍‌ସିର ବହୁ ପୂର୍ବତନ ନେତାଙ୍କ ଭଳି ବରିଷ୍ଠ ନେତା ମୁକୁଲ ରୟ ମଧ୍ୟ ମମତା ବାନାର୍ଜୀଙ୍କ ପାଖକୁ ଫେରିପାରନ୍ତି। କୋଲକାତା ଠାରେ ବୁଧବାର ଗୁରୁତ୍ୱପୂର୍ଣ୍ଣ ବୈଠକ ଡକାଇଥିଲେ…

ଟପ୍‌ ୨୦୦ ମଧ୍ୟରେ ଭାରତର ୩ ବିଶ୍ୱବିଦ୍ୟାଳୟ

ନୂଆଦିଲ୍ଲୀ, ୯।୬: ବିଶ୍ୱର ୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩ଟି ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି। ବୁଧବାର ପ୍ରକାଶିତ କ୍ୟୁଏସ୍‌ ଓ୍ବାଲର୍‌ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌ରେ ଇଣ୍ଡିଆନ ଇନ୍‌ଷ୍ଟଚ୍ୟୁଟ୍‌ ଅଫ୍‌ ସାଇନ୍ସ ବାଙ୍ଗାଲୋର ଶ୍ରେଷ୍ଠ ଗବେଷଣା ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ପାଇଛି। ସାଇଟେଶନ…

ଭାଜପା ନେତାଙ୍କ ଝିଅଙ୍କୁ ନିସ୍ତୁକ ମାଡ଼ ପରେ ହତ୍ୟା

ରାଞ୍ଚି, ୯।୬: ଝାଡ଼ଖଣ୍ଡର ପାଲାମୁ ଜିଲାର ଲାଲିମାଟି ଜଙ୍ଗଲରୁ ବୁଧବାର ୧୬ ବର୍ଷୀୟା ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ସ୍ଥାନୀୟ ଭାଜପା ନେତାଙ୍କ ଝିଅ ବୋଲି ଜଣାପଡ଼ିଛି। ନାବାଳିକାଙ୍କୁ ହତ୍ୟା ପୂର୍ବରୁ ତାଙ୍କ ଡାହାଣ ଆଖି ତାଡ଼ି ଦିଆଯାଇଥିବା ପୋଲିସ…

ୟୁପିର ପୂର୍ବତନ ମୁଖ୍ୟ ଶାସନ ସଚିବ ଅନୁପ ହେଲେ ନୂଆ ଇସି

ନୂଆଦିଲ୍ଲୀ,୯।୬: ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ଅନୁପ ଚନ୍ଦ୍ର ପାଣ୍ଡେଙ୍କୁ ଭାରତର ଅନ୍ୟତମ ନିର୍ବାଚନ କମିଶନର (ଇସି) ଭାବେ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ୧୯୮୪ ବ୍ୟାଚ୍‌ର ଏହି ଉତ୍ତରପ୍ରଦେଶ କ୍ୟାଡର ଅଫିସରଙ୍କୁ ନିଯୁକ୍ତି ଦେଇଥିବା ଆଇନ ମନ୍ତ୍ରଣାଳୟର ବ୍ୟବସ୍ଥାପିକା…

ମୃତଦେହ ପ୍ୟାକିଂ ବେଳେ ଚୋରି ହୋଇଥିଲା ସୁନା ଚେନ

ଝାରସୁଗଡ଼ା ଅଫିସ୍‌,୯।୬: ଝାରସୁଗୁଡ଼ା ଜିଲା କୋଭିଡ୍‌ ହସ୍ପିଟାଲ୍‌ରେ କନକତୋରା ଗ୍ରାମର ନନ୍ଦଲାଲ୍‌ ବିଶ୍ୱାଳଙ୍କ ନାମକ ବୃଦ୍ଧ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଗତ ୩୦ ତାରିଖରେ ମୃତ୍ୟୁ ଘଟିଥିଲା। ବୃଦ୍ଧ ନନ୍ଦଲାଲ୍‌ଙ୍କ ନିକଟରୁ ସୁନାଚେନ୍‌ ଓ ୧୦ ହଜାର ଟଙ୍କା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri