ଅଖାରେ ପୂରାଇ ଶିଶୁକନ୍ୟାଙ୍କୁ ଫୋପାଡ଼ି ଦେଲେ
ବଡ଼ବିଲ,୯।୬ : କେନ୍ଦୁଝର ଜିଲା ବଡ଼ବିଲ ଥାନା ଭଦ୍ରାସାହି ପଞ୍ଚାୟତ ୪ନଂ. ଓ୍ବାର୍ଡ ଅନ୍ତର୍ଗତ ଭୁଷୁଗାଁରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଏକ ଜରି ଅଖାରେ ପୂରାଇ ଶିଶୁକନ୍ୟାକୁ ଭୁଷୁଗାଁସ୍ଥିତ ଷ୍ଟକ ୟାର୍ଡରେ କେହି ଜଣେ ଫୋପାଡ଼ି ଦେଇଥିଲେ। ବୁଧବାର…
କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର
ବ୍ରହ୍ମପୁର ଅଫିସ,୯ା୬: ଜଣେ ଯୁକ୍ତ ୨ କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗରେ ସଦର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଦିଗପହଣ୍ଡି ଥାନା ଅଧୀନ ବଡଡୁମ୍ବୁଳା ଗ୍ରାମର। ପୋଲିସ ତାଙ୍କୁ ବୁଧବାର କୋର୍ଟ ଚାଲାଣ…
ମିନେରାଲ ବଦଳରେ ଗ୍ରାହକଙ୍କୁ ଏସିଡ୍ ଦେଲେ ଦୋକାନୀ
କୁଲଗାମ(କଶ୍ମୀର),୯।୬ : ଦକ୍ଷିଣ କଶ୍ମୀରର କୁଲଗାମ ଜିଲାର ଜଣେ ତହସିଲଦାର ବୁଧବାର ଏକ ଦୋକାନରୁ ମିନେରାଲ ପାଣି ବୋତଲ କିଣିଥିଲେ। କିନ୍ତୁ ପାଣି ବଦଳରେ ଭୁଲ ବଶତଃ ବ୍ୟାଟେରି ଏସିଡ୍ ଭର୍ତ୍ତି ଥିବା ବୋତଲ ଦେଇଥିଲେ ଦୋକାନୀ। ଏହାକୁ ପିଇବା ପରେ…
ପୋଖରୀରେ ବୁଡ଼ି ୨ ଭଉଣୀଙ୍କ ଜୀବନ ଗଲା
ବାସୁଦେବପୁର,୯।୬: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବ୍ରଜାନନ୍ଦପୁର ଗ୍ରାମରେ ବୁଧବାର ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତ ନାବାଳିକା ହେଲେ ବ୍ରଜାନନ୍ଦପୁର ଗ୍ରାମର ଘନଶ୍ୟାମ ବାରିକଙ୍କ ଝିଅ ଟିକି ବାରିକ(୯)। ଅନ୍ୟ ଜଣେ ହେଲେ ଘଣ୍ଟେଶ୍ୱର ଗ୍ରାମର ଚଗଲା…
କୃଷକଙ୍କ ସହ ଛିଡ଼ା ହେବ ଟିଏମ୍ସି
କୋଲକାତା,୯।୬ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ବୁଧବାର ଭେଟିଛନ୍ତି ଭାରତୀୟ କିଷାନ ୟୁନିଅନ (ବିକେୟୁ) ନେତା ରାକେଶ ଟିକାଏତ। ବୈଠକରେ ୩ ବିବାଦୀୟ କୃଷି ଆଇନ ବିରୋଧରେ ଚାଲିଥିବା ଚାଷୀ ଆନ୍ଦୋଳନକୁ ସମର୍ଥନ ଦେବା ଲାଗି ଆଶ୍ୱାସନା ଦେଇଛନ୍ତି ତୃଣମୂଳ…
ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ
କୋକସରା,୯।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ମହିମା ପଞ୍ଚାୟତ ତେନ୍ତୁଲିପଡାର ଚାଷ ଜମି ନିକଟ ଏକ ବରଗଛରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ବୁଧବାର ପୋଲିସ ଜବତ କରିଛି। ଉଭୟ ଯୁବକ ଓ ଯୁବତୀ ନିକଟ ଗୌନ୍ତିଆପଡାର ଅମିତ…
ବାଲେଶ୍ୱରରୁ ଇସ୍ରୋର ବୈଜ୍ଞାନିକ
ସଜନାଗଡ଼, ୯।୬(ଡି.ଏନ.ଏ.)-ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ(ଇସ୍ରୋ)ର ବୈଜ୍ଞାନିକ ଭାବେ ଯୋଗଦେବେ ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ଅଭିଷେକ ପରିଡ଼ା। ମାର୍ଚ୍ଚରେ ଅନୁଷ୍ଠିତ ଏ ସମ୍ପର୍କିତ ପରୀକ୍ଷାରେ ସେ ସର୍ବଭାରତୀୟ ସ୍ତରରେ ୪ର୍ଥ ସ୍ଥାନ ଅଧିକାର କରି ନୀଳଗିରି ତଥା ବାଲେଶ୍ୱର ଜିଲା…
କ୍ୟୁବାରେ ଗର୍ଲଫ୍ରେଣ୍ଡକୁ ଭେଟିବାକୁ ଯୋଜନା କରିଥିଲେ ଚୋକ୍ସି
ନୂଆଦିଲ୍ଲୀ,୯।୬ : ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍ସି ଡୋମିନିକା ଦେଇ କ୍ୟୁବା ଖସି ପଳାଇବାକୁ ଯୋଜନା କରିଥିଲେ। ତାଙ୍କ ଗର୍ଲଫ୍ରେଣ୍ଡ ବାରବାରା ଜାବାରିକା ବୁଧବାର କହିଛନ୍ତି। ଖସିବା ଭଳି ଶବ୍ଦ ସେ କଦାପି ବ୍ୟବହାର କରି ନ ଥିଲେ କିମ୍ବା…
ମୁମ୍ବାଇକୁ ବୁଡ଼ାଇଲା ମୌସୁମୀ: ୨ ଦିନରେ ପହଞ୍ଚିବ ଓଡ଼ିଶା
ନୂଆଦିଲ୍ଲୀ,୯।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବୁଧବାର ମୁମ୍ବାଇ ସମେତ ଆଭ୍ୟନ୍ତରୀଣ ମହାରାଷ୍ଟ୍ରର କିଛି ଅଞ୍ଚଳ ଏବଂ ଦକ୍ଷିଣ ଗୁଜୁରାଟ ଏବଂ ତେଲେଙ୍ଗାନା ଓ ଆନ୍ଧ୍ରପ୍ରଦେଶର କିଛି ଅଂଶ ଛୁଇଁଛି । ମୌସୁମୀ ପ୍ରଭାବରେ ମୁମ୍ବାଇ ସମେତ ମହାରାଷ୍ଟ୍ରର ଅଧିକାଂଶ ସ୍ଥାନରେ ପ୍ରବଳ…
‘ଟିଭିରେ ସଚିନଙ୍କୁ ଦେଖି ଶିଖିଥିଲି ଷ୍ଟ୍ରେଟ୍ ଡ୍ରାଇଭ୍’
ନୂଆଦିଲ୍ଲୀ,୯।୬ : ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ସିଗନେଚର ଷ୍ଟ୍ରେଟ୍ ଡ୍ରାଇଭ ଓ ବ୍ୟାକଫୁଟ ପଞ୍ଚ ଟିଭିରେ ଦେଖି ଶିଖିଥିଲେ ପୂର୍ବତନ ଭାରତୀୟ ଓପନର ବୀରେନ୍ଦ୍ର ସେହ୍ବାଗ। ଏକ ମୋବାଇଲ ଆପିଲେକଶନ ଉଦ୍ଘାଟନ କାର୍ଯ୍ୟକ୍ରମରେ ଯୋଗଦେଇ ସେହ୍ବାଗ ଏହା କହିଛନ୍ତି। ୧୯୯୨…
ସାବିତ୍ରୀ ଅମାବାସ୍ୟା ପାଇଁ ବଜାରରେ ପ୍ରବଳ ଭିଡ଼: ୧୮ ଦୋକାନ ସିଲ୍ କଲା ପ୍ରଶାସନ
ବାଲିଗୁଡ଼ା,୯ା୬(ଡି.ଏନ୍.ଏ.): ମହାମାରୀ କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଲକ୍ଡାଉନ୍ ଶଟ୍ଡାଉନ୍ ପ୍ରକ୍ରିୟାକୁ କଡ଼ାକଡ଼ି କରାଯାଇଛି। ଫଳରେ ରାଜ୍ୟରେ ବର୍ତ୍ତମାନ ସଂକ୍ରମିତଙ୍କ ସଂଖ୍ୟା କମିଛି ହେଲେ ବିପଦ ଟଳିନି। ଏଭଳି ପରିସ୍ଥିତିରେ କୋଭିଡ୍ ନିୟମ ଉଲ୍ଲଂଘନ…
ପାଣି ଟିକକ ପାଇଁ ହାତୀ କରୁଛି ଏମିତି
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
Archives


