Home Left

ପାଣି ଟିକକ ପାଇଁ ହାତୀ କରୁଛି ଏମିତି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ଅକ୍ସିଜେନ ବୋଝେଇ ଟ୍ରେନ୍‌ରୁ ଦୀର୍ଘ ୧୧ ଘଣ୍ଟା ଧରି ଅକ୍ସିଜେନ ଲିକ୍‌

କେସିଙ୍ଗା,୯ା୬(ଡି.ଏନ୍‌.ଏ.): ସମ୍ବଲପୁର ରେଲଓ୍ବେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲଓ୍ବେ ଷ୍ଟେଶନରେ ଏକ ଅକ୍ସିଜେନ ବୋଝେଇ ଟ୍ରେନ୍‌ରୁ ମଙ୍ଗଳବାର ବିଳମ୍ବିତ ରାତିରେ ଲିକ୍‌ ହୋଇଥିଲା। କେସିଙ୍ଗା ରେଲଓ୍ବେ ଷ୍ଟେଶନ ମାଷ୍ଟର ସ୍ଥାନୀୟ ଅଗ୍ନିଶମ ବିଭାଗର ଓଆଇସି ଅନିଲ କୁମାର ମିଶ୍ରଙ୍କୁ ଜଣାଇଥିଲେ। ଖବର…

ସ୍ବାମୀଙ୍କ ନାଁରେ ଅଭିଯୋଗ ଆଣିଲେ ନୁଶ୍‌ରତ୍‌: ବ୍ୟାଙ୍କ୍‌ରୁ ନେଇଯାଇଛନ୍ତି ମୋ ଟଙ୍କା, ପୈତୃକ ଅଳଙ୍କାର

ତୃଣମୂଳ କଂଗ୍ରେସ ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁଶ୍‌ରତ୍‌ ଜାହାଁ ଏବେ ଚର୍ଚ୍ଚାରେ ଅଛନ୍ତି। ଏବେ ଚର୍ଚ୍ଚା ହେଉଛି ନୁଶ୍‌ରତ୍‌ କୁଆଡେ ୬ ମାସର ଗର୍ଭବତୀ ଅଛନ୍ତି। କିନ୍ତୁ ତାଙ୍କ ସ୍ବାମୀ ନିଖିଲ ଜୈନଙ୍କୁ ଏହି ଗର୍ଭଧାରଣ ବିଷୟରେ କୌଣସି ସୂଚନା…

ବାହା ହେବାକୁ ଆସି ବର ଖାଉଥିଲେ ଗୁଟ୍‌ଖା, ଦେଖିନେଲେ କନ୍ୟା; ଆଉ ତା’ପରେ…

ଲକ୍ଷ୍ନୌ,୯ା୬: ବିଭିନ୍ନ କାରଣରୁ ବରଙ୍କୁ କନ୍ୟା ବାହା ହେବାକୁ ମନା କରିଦେଇଥିବା ଘଟଣା ପୂର୍ବରୁ ଅନେକ ଥର ଶୁଣିଥିବେ। ମାତ୍ର ଏଥରକ କନ୍ୟା ବରକୁ ବାହା ହେବା ପାଇଁ ମନା କରିବା ଟିକେ ନିଆରା କାରଣ ରହିଛି। ଉତ୍ତରପ୍ରଦେଶର ବାଲିଆ ଜିଲାରୁ…

ଭର୍ଚୁଆଲ କରେନ୍ସି ବିଟ୍‌କଏନ ଏବେ ଏଲ୍‌ ସାଲଭେଡରରେ ହେବ ଲାଗୁ…

ସାନ୍‌ ସାଲଭେଡର, ୯।୬: ସେଣ୍ଟ୍ରାଲ ଆମେରିକାର ଦେଶ ଏଲ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍‌କଏନ ବୈଧ କରିବାକୁ ଯୋଜନା ହୋଇଛି। ପୂର୍ବରୁ ରାଷ୍ଟ୍ରପତି ନାଏବ ବୁକେଲେ ଏ ନେଇ କଂଗ୍ରେସରେ ବିଲ ଆଣିବେ ବୋଲି ମିଆମିରେ ଅନୁଷ୍ଠିତ ବିଟ୍‌କଏନ-୨୦୨୧ କନଫରେନ୍ସରେ ଏକ…

ଲଘୁଚାପ: ଗୁରୁବାରଠାରୁୁ ବର୍ଷିବ

ଭୁବନେଶ୍ୱର, ୯।୬(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଆସନ୍ତା ୧୧ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିସହ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗାମୀ ୨ ରୁ ୩ ଦିନ ମଧ୍ୟରେ ଓ କେତେକ…

ବାବା ରାମଦେବଙ୍କୁ ଝଟ୍‌କା ଦେଲା ନେପାଳ

କାଠମାଣ୍ଠୁ,୯।୬: ନେପାଳ ସରକାର ଦେଶରେ ପତଞ୍ଜଳି ଦ୍ୱାରା ପ୍ରସ୍ତୁତ କରୋନିଲ କିଟ୍‌ର ବିତରଣ ଉପରେ ରୋକ ଲଗାଇଛନ୍ତି। ଯୋଗ ଗୁରୁ ରାମଦେବଙ୍କ କମ୍ପାନୀ ପତଞ୍ଜଳି ଉପହାର ସ୍ବରୂପ କରୋନିଲଙ୍କ କିଟ ନେପାଳକୁ ପଠାଇଥିଲା। କିନ୍ତୁ ନେପାଳ ସରକାର କହିଛନ୍ତି ଯେ, କୋଭିଡ-୧୯…

ପାଠକ ବାପାପୁଅଙ୍କୁ ମିଳିଲା ଜାମିନ: ହେଲେ ବାହାରିପାରିବେନି ଜେଲ୍‌ରୁ

ଭୁବନେଶ୍ୱର, ୯।୬(ବ୍ୟୁରୋ): ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ତଥା ଠକେଇ ଅଭିଯୋଗରେ ପାଠକ ବାପାପୁଅ ଗତ ବର୍ଷ ଗିରଫ ହୋଇଥିଲେ। ତେବେ ବୁଧବାର ତାଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ହୋଇଥିବା ଠକେଇ ଅଭିଯୋଗରେ…

ପୁଅ ବାହା ହେବାକୁ ମନା କରିବାରୁ ମା-ବାପା ନେଲେ ଏମିତି ଚରମ ପଦକ୍ଷେପ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ତେହେରାନ,୯ା୬: ଇରାନରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ବୃଦ୍ଧ ଦମ୍ପତି ତାଙ୍କର ୪୭ ବର୍ଷୀୟ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ଜଣକ ଫିଲ୍ମନିର୍ମାତା ଥିଲେ। ଖାଲି ପୁଅ ନୁହନ୍ତି ଏହି ଦମ୍ପତି ଝିଅ ଏବଂ ଜ୍ୱାଇଙ୍କୁ ମଧ୍ୟ ହତ୍ୟା…

୧୪୮ ବର୍ଷ ପରେ ଶନି ଜୟନ୍ତୀରେ ସୂର୍ଯ୍ୟପରାଗ: ସୌଭାଗ୍ୟ ପ୍ରାପ୍ତି ପାଇଁ କରନ୍ତୁ ଏପରି…

ନୂଆଦିଲ୍ଲୀ,୯।୬: ଜୁନ୍‌ ୧୦ରେ ଜ୍ୟେଷ୍ଠମାସ ଅମାବାସ୍ୟ ତିଥିରେ ବୃଷ ରାଶିରେ ରାଶିରେ ଅନୁଷ୍ଠିତ ହେବ। ଦୀର୍ଘ ୧୪୮ ବର୍ଷ ପରେ ଶନି ଜୟନ୍ତୀରେ ସୂର୍ଯ୍ୟପରାଗ ଗୁରୁବାର ଅନଷ୍ଠିତ ହେବ। ଏହାପୂର୍ବରୁ ୧୮୭୩ ମେ’ ୨୬ରେ ଏଭଳି ଯୋଗ ସୃଷ୍ଟି ହୋଇଥିଲା। ଭାରତର…

ଗଞ୍ଜାମକୁ ଡରାଉଛି କରୋନା ମୃତ୍ୟୁ: ପୁଣି ଗଲା ୨ ଯୁବକଙ୍କ ଜୀବନ

ଛତ୍ରପୁର,୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ଏପରିକି ଗଞ୍ଜାମ ଗ୍ରୀନ ଜୋନ୍‌ରେ ରହିଛି ଅପରପକ୍ଷରେ କରୋନା ଜନିତ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ପୁଣି ଜିଲାର ଆଉ ୨ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି।…

ଭିକି-କ୍ୟାଟ୍ରିନାଙ୍କ ପ୍ରେମ ସମ୍ପର୍କକୁ ସତ ବୋଲି କହିଲେ ଏହି ଅଭିନେତା

ମୁମ୍ବାଇ: ଭିକି କୌଶଲ ଏବଂ କ୍ୟାଟ୍ରିନା କୈଫ୍‌ଙ୍କ ପ୍ରେମସମ୍ପର୍କକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ହେଉଛି। ତେବେ ଉଭୟ ଏହି ସମ୍ପର୍କ ବିଷୟରେ ଏପର୍ଯ୍ୟନ୍ତ ବିଧିବଦ୍ଧ ଭାବେ କୌଣସି ଘୋଷଣା କରିନାହାନ୍ତି। କିନ୍ତୁ ବର୍ତ୍ତମାନ ଅନିଲ କପୁରଙ୍କ ପୁଅ ତଥା ଅଭିନେତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri