ଶିଳ୍ପାଙ୍କ ବନ୍ଧୁ ଥିଲେ ଟ୍ବିଙ୍କଲ ଖାନ୍ନା, ଯାହାଙ୍କୁ ଲୁଚିଲୁଚି ପ୍ରେମ କରୁଥିଲେ ଅକ୍ଷୟ; ଜାଣିବା ପରେ ପାଗେଳି ପ୍ରାୟ ହୋଇଯାଇଥିଲେ…
ବମ୍ବେ: ବଲିଉଡ୍ର ଖିଲାଡି ବୟ ଅକ୍ଷୟ କୁମାରଙ୍କ ନାମ ଏକାଧିକ ଅଭିନେତ୍ରୀଙ୍କ ସହ ଯୋଡ଼ା ଯାଇଛି। ତନ୍ବଧ୍ୟରୁ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଜଣେ। ଚଳଚ୍ଚିତ୍ର ‘ବାଜିଗର’ରୁ ବଲିଉଡ୍ରେ ଡେବ୍ୟୁ କରିଥିବା ଶିଳ୍ପା ୧୯୯୪ରେ ‘ମେ ଖିଲାଡି ତୁ ଅନାଡ଼ି’ରେ ଅକ୍ଷୟଙ୍କ ନାୟିକା…
ବିଶ୍ୱର ଅନେକ ବଡ଼ ବଡ଼ ଓ୍ବେବ୍ସାଇଟ୍ ଠପ୍
ନୂଆଦିଲ୍ଲୀ,୮।୬: ସାରା ବିଶ୍ୱରେ ଅନେକ ବଡ ବଡ ଓ୍ବେବସାଇଟ୍ ଡାଉନ୍ ହୋଇଯାଇଛି। ଏଥିରେ ରେଡିଟ୍, ଟ୍ବିଚ୍ ଏବଂ ସିଏନଏନ ଭଳି ବଡ ଅନ୍ତର୍ଜାତୀୟ ଚ୍ୟାନେଲ୍ର ଓ୍ବେବ୍ସାଇଟ୍ ସାମିଲ ଅଛି। ଏସବୁ ଓ୍ବେବସାଇଟ୍କୁ ଖୋଲିବା ମାତ୍ରେ ତାହା ଏରର୍ ଦେଖାଯାଉଛି। ଅଧ ଘଣ୍ଟା…
୫ ମିନିଟ ଅକ୍ସିଜେନ୍ ସପ୍ଲାଏ ବନ୍ଦ ହେବାରୁ ଚାଲିଗଲା ୨୨ ଜୀବନ! ହସ୍ପିଟାଲ୍ ସିଲ୍
ଆଗ୍ରା,୮। ୧୧: ଆଗ୍ରାର ଏକ ପ୍ରାଇଭେଟ ହସ୍ପିଟାଲରେ ଅକ୍ସିଜେନ ମକ ଡ୍ରିଲ ବେଳେ ୨୨ ଜଣ ରୋଗୀଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ମଙ୍ଗଳବାର ହସ୍ପିଟାଲକୁ ସିଲ୍ କରିଦିଆଯାଇଛି। ଆଗ୍ରାର ପାରସ ହସ୍ପିଟାଲ ମାଲିକଙ୍କର ଭିଡିଓ…
ମୋଦିଙ୍କ ସାକ୍ଷାତକୁ ନେଇ ଉଦ୍ଧବ କହିଲେ, ମୁଁ ନଓ୍ବାଜ ସରିଫଙ୍କୁ ଭେଟିବାକୁ ଯାଇ ନ ଥିଲି
ନୂଆଦିଲ୍ଲୀ,୮।୬: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମଙ୍ଗଳବାର ଦିଲ୍ଲୀରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହ ସମ୍ପର୍କ ଏବଂ ସାକ୍ଷାତ ସମ୍ପର୍କରେ ପଚରାଯାଇଥିବା ପ୍ରଶ୍ନର ଉତ୍ତରରେ ଠାକରେ ଏକ ଅଜବ ଉତ୍ତର ଦେଇଛନ୍ତି। ଉଦ୍ଧବ ଠାକରେ କହିଛନ୍ତି ଯେ,…
୬୯ ସନ୍ତାନ ଜନ୍ମ ଦେଇଥିଲେ ଏହି ମହିଳା! ୨୭ଥର ହୋଇଥିଲେ ଗର୍ଭବତୀ
ନିକଟରେ ମୋରକୋର ଜଣେ ମହିଳା ସମଗ୍ର ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଥିଲେ। କାରଣ ଏହି ମହିଳା ଜଣଙ୍କ ଏକାସାଙ୍ଗରେ ୯ ସନ୍ତାନ ଜନ୍ମ ଦେଇଥିଲେ। ରିପୋର୍ଟ ଅନୁଯାୟୀ, ପୂର୍ବରୁ କୌଣସି ମହିଳା ଏକାସାଙ୍ଗରେ ୯ ସନ୍ତାନ ଜନ୍ମ ଦେଇ ନ ଥିଲେ।…
ଛିଡ଼ିଲା ଦୁଃଖର ପାହାଡ଼: ସ୍ବାମୀଙ୍କ ପରେ ପରେ ୨ ଝିଅ ବୁଜିଲେ ଆଖି
ରେଢ଼ାଖୋଲ, ୮।୬(ଡି.ଏନ.ଏ): ରେଢ଼ାଖୋଲ ଉପଖଣ୍ଡ କିସିଣ୍ଡା ଥାନା ଅଧୀନ ହିରାଲୋଇ ଗ୍ରାମରେ ବିଷଧର ସାପ କାମୁଡାରେ ୨ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତ ୨ ଭଉଣୀ ହେଲେ ଲଳିତା ସୋରେନ (୧୨) ଓ ସସ୍ମିତା ସୋରେନ଼ (୯)। ପ୍ରକାଶ ଯେ, ସୋମବାର…
ଉଠା ଦୋକାନୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା
ଭୁବନେଶ୍ୱର,୮।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ଭୟଙ୍କର ରୂପ ନେବାରୁ ଗତ ମେ’ ୫ ତାରିଖରୁ ରାଜ୍ୟରେ ଲକ୍ଡାଉନ୍ ଘୋଷଣା କରାଯାଇଥିଲା। ଏହାର ଅବଧି ୧୪ ଦିନ ଥିବା ବେଳେ ଏହାକୁ ପ୍ରଥମେ ଜୁନ ୧ ଓ ପରେ ଜୁନ ୧୭ ତାରିଖ…
ଟିକାକରଣ କେନ୍ଦ୍ରରେ ସେଲ୍ଫି ବୁଥ୍
ଛତ୍ରପୁର,୮।୬(ଡି.ଏନ୍.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ଲାଗି ଗଞ୍ଜାମ ଜିଲାରେ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଉଛି। ୧୮-୪୪ ବର୍ଷ ବୟସର ଲୋକଙ୍କ ପାଇଁ ବ୍ରହ୍ମପୁର ଓ ଛତ୍ରପୁରରେ ଟିକା ଦେବାର ବ୍ୟବସ୍ଥା କରାଯାଇଛି। ଅପରପକ୍ଷରେ ଜିଲାର ସମସ୍ତ ସହରାଞ୍ଚଳ ଓ ଗ୍ରାମାଞ୍ଚଳ…
ଅଧିକାଂଶ ଜିଲାରେ ଆଜିଠୁ ବର୍ଷା
ଭୁବନେଶ୍ୱର,୮।୬(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୧୧ ତାରିଖକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ସକ୍ରିୟ ହେବ। ଏହା ପୂର୍ବରୁ ମଙ୍ଗଳବାର ଓ ବୁଧବାର ରାଜ୍ୟର ଅଧିକାଂଶ…
ପୁରୁଷଙ୍କ ଗର୍ଭରେ ଶିଶୁ, ଏପରି କିପରି ହୁଏ, ଜାଣନ୍ତୁ…
ଲଣ୍ଡନ,୮।୬: ମହିଳାଙ୍କ ଗର୍ଭରେ ଶିଶୁ ସୃଷ୍ଟି ପାଇଁ ପ୍ରକୃତି ସମସ୍ତ ପ୍ରକାର ସୁବିଧା ସୁଯୋଗ ଖଞ୍ଜି ଦେଇଛି। ତେବେ ପୁରୁଷଙ୍କ ଶରୀରରେ ଏଭଳି ସ୍ଥିତି ସୃଷ୍ଟି ହେବା ପ୍ରାୟତଃ ଦେଖାଯାଇ ନ ଥାଏ। ତେବେ ଆଧୁନିକ ବିଜ୍ଞାନ ଯୋଗୁ ଏବେ ସବୁ…
ଉଠିଲା ଲକ୍ଡାଉନ୍: ଅପରାହ୍ନ ୫ ପର୍ଯ୍ୟନ୍ତ ଖୋଲିବ ଦୋକାନ ବଜାର
ପାଟନା,୮।୬:ଦେଶରେ କରୋନାର ଦ୍ୱିତୀୟ ଲହରରେ ସଂକ୍ରମଣ କମିବା ପରେ ବିଭିନ୍ନ ରାଜ୍ୟରେ କଟକଣା ସାମାନ୍ୟ କୋହଳ କରାଯାଇଛି। ମଙ୍ଗଳବାର ବିହାରରେ ଲକଡାଉନ୍ କଟକଣା ଉଠାଇ ଦିଆଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ସୂଚନା ଦେଇଛନ୍ତି। ଦୀର୍ଘ ମାସେ ପରେ ଏହି ନିଷ୍ପତ୍ତି…
ଦିନେ ଟିକା ନେବାକୁ ମନା କରୁଥିଲେ ଅଖିଳେଶ: ଏବେ କହିଲେ, ମୁଁ ବି ନେବି ଟିକା
ଲକ୍ଷ୍ନୌ,୮।୬: ଶେଷରେ ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବ ମଙ୍ଗଳବାର କରୋନା ଟିକା ନେବେ ବୋଲି ଘୋଷଣା କରିଛନ୍ତି। ସେ ଟୁଇଟ୍ କରି କହିଛନ୍ତି ଯେ ଜନସାଧାରଣଙ୍କ କ୍ରୋଧକୁ ଦୃଷ୍ଟିରେ ରଖି ସରକାର କରୋନା ଟିକାକୁ ରାଜନୀତିକରଣ କରିବା ପରିବର୍ତ୍ତେ ମାଗଣା…
Archives


