Home Left

ଟିକାକରଣ କେନ୍ଦ୍ରରେ ସେଲ୍‌ଫି ବୁଥ୍‌

ଛତ୍ରପୁର,୮।୬(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ଲାଗି ଗଞ୍ଜାମ ଜିଲାରେ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଉଛି। ୧୮-୪୪ ବର୍ଷ ବୟସର ଲୋକଙ୍କ ପାଇଁ ବ୍ରହ୍ମପୁର ଓ ଛତ୍ରପୁରରେ ଟିକା ଦେବାର ବ୍ୟବସ୍ଥା କରାଯାଇଛି। ଅପରପକ୍ଷରେ ଜିଲାର ସମସ୍ତ ସହରାଞ୍ଚଳ ଓ ଗ୍ରାମାଞ୍ଚଳ…

ଅଧିକାଂଶ ଜିଲାରେ ଆଜିଠୁ ବର୍ଷା

ଭୁବନେଶ୍ୱର,୮।୬(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୧୧ ତାରିଖକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ସକ୍ରିୟ ହେବ। ଏହା ପୂର୍ବରୁ ମଙ୍ଗଳବାର ଓ ବୁଧବାର ରାଜ୍ୟର ଅଧିକାଂଶ…

ପୁରୁଷଙ୍କ ଗର୍ଭରେ ଶିଶୁ, ଏପରି କିପରି ହୁଏ, ଜାଣନ୍ତୁ…

ଲଣ୍ଡନ,୮।୬: ମହିଳାଙ୍କ ଗର୍ଭରେ ଶିଶୁ ସୃଷ୍ଟି ପାଇଁ ପ୍ରକୃତି ସମସ୍ତ ପ୍ରକାର ସୁବିଧା ସୁଯୋଗ ଖଞ୍ଜି ଦେଇଛି। ତେବେ ପୁରୁଷଙ୍କ ଶରୀରରେ ଏଭଳି ସ୍ଥିତି ସୃଷ୍ଟି ହେବା ପ୍ରାୟତଃ ଦେଖାଯାଇ ନ ଥାଏ। ତେବେ ଆଧୁନିକ ବିଜ୍ଞାନ ଯୋଗୁ ଏବେ ସବୁ…

ଉଠିଲା ଲକ୍‌ଡାଉନ୍‌: ଅପରାହ୍ନ ୫ ପର୍ଯ୍ୟନ୍ତ ଖୋଲିବ ଦୋକାନ ବଜାର

ପାଟନା,୮।୬:ଦେଶରେ କରୋନାର ଦ୍ୱିତୀୟ ଲହରରେ ସଂକ୍ରମଣ କମିବା ପରେ ବିଭିନ୍ନ ରାଜ୍ୟରେ କଟକଣା ସାମାନ୍ୟ କୋହଳ କରାଯାଇଛି। ମଙ୍ଗଳବାର ବିହାରରେ ଲକଡାଉନ୍‌ କଟକଣା ଉଠାଇ ଦିଆଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ସୂଚନା ଦେଇଛନ୍ତି। ଦୀର୍ଘ ମାସେ ପରେ ଏହି ନିଷ୍ପତ୍ତି…

ଦିନେ ଟିକା ନେବାକୁ ମନା କରୁଥିଲେ ଅଖିଳେଶ: ଏବେ କହିଲେ, ମୁଁ ବି ନେବି ଟିକା

ଲକ୍ଷ୍ନୌ,୮।୬: ଶେଷରେ ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବ ମଙ୍ଗଳବାର କରୋନା ଟିକା ନେବେ ବୋଲି ଘୋଷଣା କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ ଜନସାଧାରଣଙ୍କ କ୍ରୋଧକୁ ଦୃଷ୍ଟିରେ ରଖି ସରକାର କରୋନା ଟିକାକୁ ରାଜନୀତିକରଣ କରିବା ପରିବର୍ତ୍ତେ ମାଗଣା…

୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଲା ଏହି ପ୍ରାଣୀ…

ମସ୍କୋ,୮।୬: ଦିନେ ଦୁଇ ଦିନ ଅବା ସପ୍ତାହେ ନୁହେଁ। ଏକାଥରେ ୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଛି ଏକ ପ୍ରାଣୀ। ଏହି ଅତି ସୁକ୍ଷ୍ମ ପ୍ରାଣୀଟି ସାଇବେରିଆର ବରଫ ତଳେ ଉପଯୁକ୍ତ ସମୟକୁ ଅପେକ୍ଷା କରିଥିଲା।…

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୮।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୪୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୦୮୦କୁ ବୃଦ୍ଧି ପାଇଛି। ଏହି ୪୫…

‘ଏମିତି କୁହ ନାହିଁ, ମୋତେ ବହୁତ୍‌ କଷ୍ଟ ହେଉଛି’;କାହିଁକି ଏମିତି କହିଲେ ଅଶ୍ୱିନ୍‌

ନୂଆଦିଲ୍ଲୀ,୮।୬: ଟିମ ଇଣ୍ଡିଆର ଅଫ ସ୍ପିନର ଆର ଅଶ୍ୱିନ ତାଙ୍କ ଟୁଇଟ୍‌ରେ ସଞ୍ଜୟ ମଞ୍ଜରେକରଙ୍କୁ ଏକ କଡା ଜବାବ ଦେଇଛନ୍ତି। ଅଶ୍ୱିନ ଟୁଇଟର୍‌ରେ ତାମିଲ ଚଳଚ୍ଚିତ୍ର ଏନିଅନର ଏକ ଅଂଶ ପୋଷ୍ଟ କରିଛନ୍ତି, ଯେଉଁଥିରେ ଅଭିନେତା ବିକ୍ରମ ତାଙ୍କ ବନ୍ଧୁଙ୍କୁ କହୁଛନ୍ତି,…

ସଫା ରଖନ୍ତୁ ଫ୍ରିଜ୍‌

ଠିକ୍‌ ଭାବରେ ଜିନିଷ ସାଇତି ରଖିଲେ ଫ୍ରିଜ୍‌ ଶୀଘ୍ର ଅପରିଷ୍କାର ହେବ ନାହିଁ। ତେଣୁ କେଉଁ ଜିନିଷ କେଉଁଠି ରଖିବେ ସେ ସମ୍ପର୍କରେ ଭଲଭାବେ ଜାଣି ରଖନ୍ତୁ… ପ୍ରତିଦିନ ବ୍ୟବହାର କରୁଥିବା ଜିନିଷ ଓ ବଳକା ଖାଦ୍ୟକୁ ଫ୍ରିଜ୍‌ର ଉପର ଥାକରେ…

ରାଜ୍ୟରେ ୬ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୮।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୫,୮୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩,୩୩୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨,୫୬୪ ଜଣ…

୧୫ ବର୍ଷ ବଡ଼ ଅଭିନେତାଙ୍କୁ ପ୍ରେମରେ ପଡିଥିଲେ ଡିମ୍ପଲ୍‌; ବିବାହ ପରେ ମାନି ନଥିଲେ ଏହି ସର୍ତ୍ତ

ବଲିଉଡର ପ୍ରସିଦ୍ଧ ଅଭିନେତ୍ରୀ ଡିମ୍ପଲ କାପାଡିଆ ଆଜି ୬୪ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୮ ଜୁନ ୧୯୫୭ରେ ଏକ ଧନୀ ପରିବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପିତା ଚୁନିଭାଇ କାପାଡିଆଙ୍କୁ ଫିଲ୍ମ ଷ୍ଟାରମାନଙ୍କ ମଧ୍ୟରେ ସମୟ ବିତାଉଥିଲେ। ସେ ପ୍ରାୟତଃ…

୨୮ ବଲ୍‌ରୁ ବିସ୍ଫୋରକ ଶତକ ମାରି ଇତିହାସ ରଚିଲେ ଏହି କ୍ରିକେଟର୍‌

କ୍ରିକେଟରେ ପ୍ରାୟତଃ ଅନେକ ବିସ୍ଫୋରକ ଇନିଂସ ଦେଖିବାକୁ ମିଳିଥାଏ, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ୟୁରୋପୀୟ ଟି-୧୦ କ୍ରିକେଟ ଲିଗରେ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଏଭଳି ଏକ ଇନିଂସ ଖେଳିଛନ୍ତି। ଇସିଏସ୍‌ ଟି୧୦ ଟୁର୍ନାମେଣ୍ଟରେ ମୁସାଦ୍ଦିକ ଅହମ୍ମଦ ମାତ୍ର ୨୮ ବଲରେ ଶତକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri