Home Left

ପ୍ରଧାନମନ୍ତ୍ରୀଙ୍କ ପାଖରେ ପହଞ୍ଚିଲା ଏହି କ୍ରିକେଟର୍‌ଙ୍କ ମାମଲା

ଲଣ୍ଡନ,୮।୬: ଇଂଲଣ୍ଡ ପେସର୍‌ ଓଲି ରବିନ୍‌ସନ୍‌ ବିବାଦୀୟ ଟୁଇଟ୍‌ ପ୍ରସଙ୍ଗ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ନିକଟରେ ପହଞ୍ଚିଛି। ଜନସନ ତାଙ୍କ କ୍ରୀଡ଼ା ମନ୍ତ୍ରୀଙ୍କ ମନ୍ତବ୍ୟକୁ ସମର୍ଥନ କରିଛନ୍ତି ଯେ, ଓଲିଙ୍କୁ ନିଲମ୍ବନ କରି ଇଂଲଣ୍ଡ କ୍ରିକେଟ ଏକ କଠୋର ଆଭିମୁଖ୍ୟ…

ପୁଦିନାର ଘରୋଇ ବ୍ୟବହାର

ଖରା ଏବଂ ବର୍ଷାଦିନେ ପୁଦିନା ସଞ୍ଜୀବନୀବୁଟି ଭଳି କାମ ଦେଇଥାଏ। ଗୃହିଣୀମାନେ ଏହାକୁ ଘରୋଇ ଉପାୟରେ ବହୁଳ ଭାବରେ ବ୍ୟବହାର କରିପାରିବେ.. – ପୁଦିନା ଓ ଅଦା ରସ ସହିତ ମହୁ ମିଶାଇ ଖାଇଲେ କାଶ ଭଲ ହୋଇଥାଏ। – ପୁଦିନା…

ଗୁଜରାଟୀ ମ୍ୟାଙ୍ଗୋ କଡ଼ି

ଆବଶ୍ୟକ ସାମଗ୍ରୀ ଆମ୍ବ ପ୍ଲପ- ୧ କପ୍‌, ଖଟା ଦହି- ୧ କପ୍‌, ବେସନ- ୨ ବଡ଼ ଚାମଚ, ତେଲ- ୨ ଚାମଚ, ଅଦା- ଖଣ୍ଡେ, କଞ୍ଚା ଲଙ୍କା- ୨ଟି, ମେଥି- ଅଧା ଚାମଚ, ଜିରା- ଅଧା ଚାମଚ, ସୋରିଷ- ଅଧା…

ସାବିତ୍ରୀ

ସତ୍ୟବାନ ଅର୍ଥ ଯିଏ ସତ୍ୟରେ ଅଧିଷ୍ଠିତ ଆଉ ସାବିତ୍ରୀ ଅର୍ଥ ଯିଏ ସମର୍ପିତା। ସତ୍ୟ ପ୍ରତି ସମର୍ପିତ ହେଲେ ମଣିଷ ମୃତ୍ୟୁକୁ ବି ଜୟ କରିପାରେ। ଏହା ହିଁ ପୌରାଣିକ ଉପାଖ୍ୟାନ ସାବିତ୍ରୀ ବ୍ରତ କଥାର ସାର କଥା। କିନ୍ତୁ ଏହି…

ଖରାଦିନିଆ ଫଳରୁ ସୌନ୍ଦର୍ଯ୍ୟ

ଘନକଳା ତଥା ମୁଲାୟମ କେଶ ପାଇବାକୁ ଚାହୁଁଥିଲେ ଖରାଦିନେ ମିଳୁଥିବା ଫଳ ସବୁ ନିଶ୍ଚୟ ଖାଆନ୍ତୁ…   ଖରାଦିନିଆ ଫଳରୁ ସୌନ୍ଦର୍ଯ୍ୟ ଖରାଦିନେ ମିଳୁଥିବା ବିଭିନ୍ନ ପ୍ରକାରର ଷ୍ଟ୍ରବେରୀ, ବ୍ଲୁବେରୀ, କ୍ରାନବେରୀ ଆଦି ବିଭିନ୍ନ ପ୍ରକାରର ଫଳରେ ଭିଟାମିନ୍‌ ସି ଏବଂ…

ଏମିତି ଫଟୋ ଛାଡିଲେ ଜାଡେଜା: ପ୍ରଶଂସକ କଲେ ସନ୍ଦେହ

ଲଣ୍ଡନ,୮।୬: ଭାରତୀୟ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଇଂଲଣ୍ଡର ଟିମ ଇଣ୍ଡିଆ ସହିତ ଅଛନ୍ତି ଏବଂ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ (ଡବ୍ଲୁଟିସି ଫାଇନାଲ) ପାଇଁ ପ୍ରସ୍ତୁତ ହେଉଛନ୍ତି। ଜାଡେଜା ସୋସିଆଲ ମିଡିଆରେ ମଧ୍ୟ ସକ୍ରିୟ ଏବଂ ପ୍ରଶଂସକଙ୍କ ପାଇଁ ଫଟୋ-ଭିଡିଓ ମଧ୍ୟ…

ନୀଳଗିରି ବିଧାୟକଙ୍କ ବିରୋଧରେ ଏତଲା

ପୁରୀ ଅଫିସ, ୮।୬:  ବାଲେଶ୍ୱର ଜିଲାର ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକଙ୍କ ବିରୋଧରେ ସୋମବାର ଶ୍ରୀଜଗନ୍ନାଥ ସେନା ପକ୍ଷରୁ ପୁରୀ ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଛି। ଶ୍ରୀଜଗନ୍ନାଥ ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ଏହି ଏତଲା ଦେବା ସହ ବିଧାୟକ…

ସବ୍ୟସାଚୀଙ୍କ ପାଇଁ ବଞ୍ଚିଲା ୨ ଜୀବନ

ଭୁବନେଶ୍ୱର, ୮।୬(ବ୍ୟୁରୋ): କରୋନା ସମୟରେ ଅସହାୟଙ୍କୁ ସାହାଯ୍ୟ କରି ସମସ୍ତଙ୍କ ଆଦର୍ଶ ପାଲଟିଥିବା ଅଭିନେତା ସବ୍ୟସାଚୀ ମିଶ୍ର ଦେବଦୂତ ସାଜି ପୁଣି ଆଉ ୨ ଜୀବନ ବଞ୍ଚାଇଛନ୍ତି। କରୋନା ସଂକ୍ରମିତ ୭ ମାସର ଗର୍ଭବତୀଙ୍କୁ କୋରାପୁଟରୁ ଭୁବନେଶ୍ୱରର ଆମ୍ରି ହସ୍ପିଟାଲକୁ ସ୍ଥାନାନ୍ତର…

ପାଣି ତଳେ ଧାରଣା ଦେଇ ପ୍ରଶାସକଙ୍କୁ ହଟାଇବା ପାଇଁ ଦାବି…

କାଭର୍ତ୍ତିି,୮।୬: ପ୍ରଶାସକଙ୍କୁ ହଟାଇବା ପାଇଁ ଲୋକେ ପାଣିତଳେ ଧାରଣା ଦେଇଛନ୍ତି। ଏଭଳି ନିଆରା ଘଟଣା ଲାକ୍ଷାଦ୍ୱୀପରେ ଘଟିଛି। ପ୍ରଶାସକ ପ୍ରଫୁଲ୍ଲ ପଟେଲଙ୍କୁ ଦାୟିତ୍ୱରୁ ହଟାଇବା ଲାଗି ସୋମବାର ଲୋକେ ପାଣି ତଳେ ପ୍ରଦର୍ଶନ କରିଛନ୍ତି। ଅନ୍ୟ ଲୋକେ ନିଜ ନିଜ ଘର…

ୱାର୍ଡମେମ୍ବରଙ୍କ ଘର ଉପରେ ବୋମାମାଡ଼

ସାଲେପୁର, ୮।୬(ଡି.ଏନ୍‌.ଏ.): ସାଲେପୁର ଥାନା ଅଧୀନ ବାରିଗୋଳ ଗ୍ରାମର ଓ୍ବାର୍ଡମେମ୍ବରଙ୍କ ଘର ଉପରେ ରବିବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ଏଥିରେ ମୋକିମ୍‌ ଖାଁଙ୍କ ଘର କ୍ଷତିଗ୍ରସ୍ତ ହୋଇଥିବା ବେଳେ ଶାଶୁ ଆହତ ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କ ଘର ଉପରେ ୨ଟି…

ଦ୍ୱିତୀୟ ଡୋଜ୍‌ ପାଇଁ ହିତାଧିକାରୀ ହଟହଟା

ଭୁବନେଶ୍ୱର, ୮।୬ (ବ୍ୟୁରୋ):  ଟିକା ଅଭାବର ବିକଳ୍ପ ପନ୍ଥା ବାହାର କରାଯିବା ପରେ ୧୮ରୁ ୪୪ ବର୍ଷୀୟ ହିତାଧିକାରୀଙ୍କ ପାଇଁ ସୋମବାରଠାରୁ ଟିକାକରଣ ଆରମ୍ଭ ହୋଇଛି। ପ୍ରଥମ ଡୋଜ୍‌ ନେଇ ସାରିଥିବା ବ୍ୟକ୍ତିମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ଏହି ଟିକାକରଣ କରାଯାଉଛି। ଯାତ୍ରୀ…

ମୁହଁରେ ବଲ୍‌ ବାଜିବାରୁ ବ୍ୟାଟ୍ସମ୍ୟାନ୍‌ଙ୍କ ପଡିଲା ୭ ଷ୍ଟିଚ୍‌

କରୋନା କାରଣରୁ ସ୍ଥଗିତ ରଖାଯାଇଥିବା ପାକିସ୍ତାନ ସୁପର ଲିଗ (ପିଏସଏଲ)ର ଏହି ସିଜିନର ଅବଶିଷ୍ଟ ମ୍ୟାଚ ବୁଧବାରଠାରୁ ଆରମ୍ଭ ହେଉଛି। କିନ୍ତୁ ଏହାପୂର୍ବରୁ ଲାହୋର କଲନ୍ଦର୍ସ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଅଭ୍ୟାସ ସମୟରେ ଦଳର ଷ୍ଟାର ବିଦେଶୀ ଖେଳାଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri