Home Left

ଦ୍ୱିତୀୟ ଡୋଜ୍‌ ପାଇଁ ହିତାଧିକାରୀ ହଟହଟା

ଭୁବନେଶ୍ୱର, ୮।୬ (ବ୍ୟୁରୋ):  ଟିକା ଅଭାବର ବିକଳ୍ପ ପନ୍ଥା ବାହାର କରାଯିବା ପରେ ୧୮ରୁ ୪୪ ବର୍ଷୀୟ ହିତାଧିକାରୀଙ୍କ ପାଇଁ ସୋମବାରଠାରୁ ଟିକାକରଣ ଆରମ୍ଭ ହୋଇଛି। ପ୍ରଥମ ଡୋଜ୍‌ ନେଇ ସାରିଥିବା ବ୍ୟକ୍ତିମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ଏହି ଟିକାକରଣ କରାଯାଉଛି। ଯାତ୍ରୀ…

ମୁହଁରେ ବଲ୍‌ ବାଜିବାରୁ ବ୍ୟାଟ୍ସମ୍ୟାନ୍‌ଙ୍କ ପଡିଲା ୭ ଷ୍ଟିଚ୍‌

କରୋନା କାରଣରୁ ସ୍ଥଗିତ ରଖାଯାଇଥିବା ପାକିସ୍ତାନ ସୁପର ଲିଗ (ପିଏସଏଲ)ର ଏହି ସିଜିନର ଅବଶିଷ୍ଟ ମ୍ୟାଚ ବୁଧବାରଠାରୁ ଆରମ୍ଭ ହେଉଛି। କିନ୍ତୁ ଏହାପୂର୍ବରୁ ଲାହୋର କଲନ୍ଦର୍ସ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଅଭ୍ୟାସ ସମୟରେ ଦଳର ଷ୍ଟାର ବିଦେଶୀ ଖେଳାଳି…

ମାଗଣା ଟିକା ଘୋଷଣା: ପ୍ରଧାନମନ୍ତ୍ରୀଙ୍କ ନିଷ୍ପତ୍ତିକୁ ଧର୍ମେନ୍ଦ୍ରଙ୍କ ସ୍ବାଗତ

ଭୁବନେଶ୍ୱର,୮।୬(ବ୍ୟୁରୋ): ଦେଶବାସୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତଙ୍କୁ ମାଗଣା ଟିକା ପ୍ରଦାନ ଏବଂ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାର ସମ୍ପ୍ରସାରଣ ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତିକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ବାଗତ କରିଛନ୍ତି। ସେ ଟ୍ବିଟ୍‌ କରିଛନ୍ତି…

ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ ଗୁରୁତର

କଟକ ଅଫିସ,୮।୬: କରୋନାରେ ଆକ୍ରାନ୍ତ ହୋଇ କଟକ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର ରହିଛି। ଉନ୍ନତ ଚିକିତ୍ସା ପାଇଁ ସୋମବାର ବିଳମ୍ବିତ ରାତିରେ ତାଙ୍କୁ ଏୟାର ଆମ୍ବୁଲାନ୍ସରେ କୋଲକାତାର ଏକ ଘରୋଇ ସୁପର…

କରୋନାରେ ୩୦ ହଜାର ପିଲା ଅନାଥ

ନୂଆଦିଲ୍ଲୀ, ୮ା୬: କରୋନାରେ ଦେଶର ୩୦,୦୭୧ ପିଲା ଅନାଥ ହୋଇଛନ୍ତି। ଜୁନ୍‌ ୫ ସୁଦ୍ଧା ରାଜ୍ୟଗୁଡ଼ିକ ପକ୍ଷରୁ ଏ ନେଇ ତଥ୍ୟ ଦାଖଲ ହୋଇଥିବା ଜାତୀୟ ଶିଶୁ ଅଧିକାର ସୁରକ୍ଷା କମିଶନ (ଏନ୍‌ସିପିସିଆର୍‌) ସୋମବାର ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି। ମୋଟ ୨୬,୧୭୬ ଜଣ…

ହାରିସ୍‌ଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି

ଆମେରିକା ଉପରାଷ୍ଟ୍ରପତି ହେବା ପରେ ପ୍ରଥମ କରି ବିଦେଶ ଯାତ୍ରାରେ ବାହାରିଥିବା କମଲା ହାରିସ୍‌ଙ୍କ ବିମାନ ଯାନ୍ତ୍ରିକ ତ୍ରୁଟି ଯୋଗୁ ଅଧା ବାଟରୁ ଫେରିଆସିଛି। ହାରିସ୍‌ ରବିବାର ଗୁଏତ୍‌ମାଲା ଏବଂ ମେକ୍ସିକୋ ଯିବାକୁ ବାହାରିବାର ଅଧଘଣ୍ଟା ପରେ ଯାନ୍ତ୍ରିକ ତ୍ରୁଟି ଦେଖାଯିବାରୁ…

ମହାକାଶକୁ ଯିବେ ବେଜୋସ୍‌

ଆମାଜନ୍‌ ପ୍ରତିଷ୍ଠାତା ତଥା ସ୍ପେସ୍‌ କମ୍ପାନୀ ବ୍ଲୁ ଅରିଜନ୍‌ର ମାଲିକ ଜେଫ୍‌ ବେଜୋସ୍‌ ଜୁଲାଇ ୨୦ରେ ମହାକାଶକୁ ଯିବେ। ବ୍ଲୁ ଅରିଜିନ୍‌ ଦ୍ୱାରା ପଠାଯାଉଥିବା ପ୍ରଥମ ମାନବ ମହାକାଶ ଯାନରେ ସେ ତାଙ୍କ ଭାଇ ମାର୍କଙ୍କ ସହ ସ୍ପେସ୍‌କୁ ଯିବେ ବୋଲି…

ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୬(ବ୍ୟୁରୋ): ମାଗଣାରେ ଟିକା ଯୋଗାଣ ଘୋଷଣା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିପାଇଁ ପ୍ରାଧନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି ଯେ ପ୍ରତ୍ୟେକ ଜୀବନ ମୂଲ୍ୟବାନ। ଟିକା ନ ନେବା ଯାଏ କେହି ବି ସୁରକ୍ଷିତ…

ସ୍ୟାଟ୍‌ ଉଚ୍ଛେଦ ନିଷ୍ପତ୍ତି ହାଇକୋର୍ଟରେ କାଏମ

କଟକ ଅଫିସ, ୮।୬: ରାଜ୍ୟ ପ୍ରଶାସନିକ ନ୍ୟାୟାଧିକରଣ(ସ୍ୟାଟ୍‌) ଉଚ୍ଛେଦ ପାଇଁ କେନ୍ଦ୍ର ସରକାର ନେଇଥିବା ନିଷ୍ପତ୍ତି ଉପରେ ହସ୍ତକ୍ଷେପ କରିବାକୁ ହାଇକୋର୍ଟ ମନା କରିଦେଇଛନ୍ତି। ଫଳରେ ସ୍ୟାଟ୍‌ ଉଚ୍ଛେଦ ପାଇଁ ବାଟ ସଫା ହେବା ସହ ଅଦାଲତି ବିବାଦର ଅନ୍ତ ଘଟିଛି।…

ବିନା ନମୁନାରେ ଜାଣିହେବ ରକ୍ତଶୂନ୍ୟତା, ସର୍କରା ସ୍ଥିତି

ଭୁବନେଶ୍ୱର, ୮।୬(ବ୍ୟୁରୋ): ଏଣିକି ବିନା ରକ୍ତ ନମୁନା ପରୀକ୍ଷାରେ ଜାଣିହେବ ଶରୀରର ରକ୍ତଶୂନ୍ୟତା ଓ ରକ୍ତ ସର୍କରାର ସ୍ଥିତି। ଏଥିସହିତ ଯକୃତ, ଫୁସ୍‌ଫୁସ୍‌ ଓ ବୃକକ୍‌ରେ ରହିଥିବା ସମସ୍ୟା ମଧ୍ୟ ଜଣାପଡ଼ିବ। ତାହା ପୁଣି ଏକ ମିନିଟ୍‌ରୁ କମ୍‌ ସମୟ ମଧ୍ୟରେ।…

ସାନିଟାଇଜର ଫାର୍ମରେ ନିଅଁ।: ୧୮ ମୃତ

ପୁଣେ,୮ା୬: ମହାରାଷ୍ଟ୍ରର ପୁଣେସ୍ଥିତ ଏକ ରାସାୟନିକ କାରଖାନାରେ ସୋମବାର ଅଗ୍ନିକାଣ୍ଡ ଘଟି ୧୮ କର୍ମଚାରୀଙ୍କ ମୃତ୍ୟୁ ହେବା ସହ ଅନ୍ୟ କେତେଜଣ ନିଖୋଜ ଅଛନ୍ତି। ମୃତକଙ୍କ ମଧ୍ୟରେ ୧୫ ଜଣ ମହିଳା ଥିବା ଜଣାପଡ଼ିଛି। ଉକ୍ତ କାରଖାନାରେ ସାନିଟାଇଜର ତିଆରି ହେଉଥିଲା।…

ଶୁଟିଂ ସେଟ୍‌ରେ ଏହି ଅଭିନେତ୍ରୀଙ୍କ ହାତରେ ଛେପ ପକାଇଥିଲେ ଅମିର, ଆଉ ତା’ ପରେ

୧୯୯୦ ମସିହାରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ଦିଲ’ ଦର୍ଶକଙ୍କ ହୃଦୟ ଜିତିଥିଲା। ଏହି ଫିଲ୍ମରେ ଅମିର ଖାନ ଏବଂ ମାଧୁରୀ ଦୀକ୍ଷିତଙ୍କ କେମେଷ୍ଟ୍ରିକୁ ନେଇ ଚର୍ଚ୍ଚା ହୋଇଥିଲା। ଆଜି ବି ଏହି ଫିଲ୍ମ ଏବଂ ଏହାର ଗୀତକୁ ଦର୍ଶକ ମନେ ରଖିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri