Home Left

ଉଜ୍ଜ୍ୱଳ ତ୍ୱଚା ଚାହୁଁଥିଲେ

ସୌନ୍ଦର୍ଯ୍ୟକୁ ନେଇ ପ୍ରାୟ ଅଧିକାଂଶ ଲୋକ ବେଶ୍‌ ଚିନ୍ତିତ। ଏକ ସୁନ୍ଦର ତ୍ୱଚା ପାଇବା ଲାଗି ସମସ୍ତଙ୍କର ଇଚ୍ଛା ଥାଏ। ଏ ନେଇ ବଜାରରେ ମିଳୁଥିବା ଅନେକେ ସୌଖୀନ ରାସାୟନିକ ପଦାର୍ଥ ବ୍ୟବହାର କରନ୍ତି, ଯାହାର ଅନେକ ପାର୍ଶ୍ୱପ୍ରତିକ୍ରିୟା ରହିଛି। ମାତ୍ର…

ଖିଲାଡ଼ି ବୟଙ୍କ ସମ୍ପର୍କରେ ଏଭଳି କହିଥିଲେ ଖିଲାଡ଼ି ଗର୍ଲ….

ମୁମ୍ବାଇ, ୮।୬: ବଲିଉଡ୍‌ର ଖିଲାଡି ଗର୍ଲ ଭାବେ ପରିଚିତି ହାସଲ କରିଥିବା ଶିଳ୍ପା ଶେଟ୍ଟିଙ୍କୁ ମଙ୍ଗଳବାର ୪୬ ବର୍ଷ ପୂରଣ ହୋଇଛି। ସେ ୧୯୭୫ ଜୁନ ୮ରେ ମାଙ୍ଗାଲୋଠାରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍‌ରେ ନିଜର ସୃଜନଶୀଳ ଅଭିନୟ ମାଧ୍ୟମରେ ସେ ପ୍ରଶଂସକଙ୍କ…

ରାତାରାତି ମିଳିଥିଲା ଷ୍ଟାର୍‌ ଡମ୍‌…

ମୁମ୍ବାଇ,୮।୬: ବଲିଉଡ୍‌ ଅଭିନେତ୍ରୀ ଡିମ୍ପଲ କପାଡ଼ିଆ ମଙ୍ଗଳବାର ୬୪ ବର୍ଷ ପୂରଣ ହୋଇଛି। ୧୯୫୭ ଜୁନ ୮ରେ ସେ ମୁମ୍ବାଇଠାରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କୁ ୧୬ ବର୍ଷ ବୟସ ହୋଇଥିବାବେଳେ ରାଜକପୁର ଡିମ୍ପଲଙ୍କୁ ଫିଲ୍ମ ବବି ମାଧ୍ୟମରେ ବଲିଉଡ୍‌ରେ ଡେବ୍ୟୁ…

ଅଦା ଖାଇ ମାଙ୍କଡ଼ ହେଉଛି ଏପରି, ମୁହଁକୁ ଦେଖିଲେ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ୩ ମାଙ୍କଡକୁ ଦେଖିବାକୁ ମିଳୁଛି। ପରେ ସେମାନେ ଏକ ଅଦାକୁ…

ଅଧିକ ଆଣ୍ଟିବଡି ସୃଷ୍ଟି କରୁଛି କୋଭିଶିଲ୍ଡ

ନୂଆଦିଲ୍ଲୀ,୭।୬: କୋଭାକ୍ସିନ ଅପେକ୍ଷା କୋଭିଶିଲ୍ଡ ଟିକା ଅଧିକ ଆଣ୍ଟିବଡି ସୃଷ୍ଟି କରୁଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ଉପରୋକ୍ତ ଟିକାର ଦୁଇଟି ଡୋଜ୍‌ ନେଇଥିବା ସ୍ବାସ୍ଥ୍ୟ କର୍ମଚାରୀଙ୍କ ଉପରେ କରୋନା ଭାଇରସ୍‌ ଭାକ୍ସିନ୍‌ ଇଣ୍ଡ୍ୟୁସ୍‌ଡ ଆଣ୍ଟିବଡି ଟିଟ୍ରେ (କୋଭାଟ) ପକ୍ଷରୁ ଏହି ଅଧ୍ୟୟନ…

ମୁଢ଼ି ବସ୍ତାରେ ଗଞ୍ଜେଇ ଚାଲାଣ

ଜୟପୁର,୭ା୬: ଅଭିନବ ଉପାୟରେ ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚାଲାଣ ବେଳେ କୋରାପୁଟ ଜିଲା ଜୟପୁର ସଦର ପୋଲିସ ଚଢାଉ କରି ଏହାକୁ ଧରିଛି। ପ୍ରାୟ ୧ ଟନ ଗଞ୍ଜେଇ ଜବତ ହୋଇଛି। ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ଅଟକ ରଖି…

ମାମୁ ଘରେ ରହିବେ ଅନାଥ ଭଉଣୀ ଭାଇ: ମିଳିବ ସରକାରୀ ସୁବିଧା

ଝାରସୁଗୁଡା ଅଫିସ୍‌,୭।୬: ମହାମାରୀ କରୋନା ଅନେକଙ୍କୁ ମା’ ବାପା ଛେଉଣ୍ଡ କରିଛି। ସେମାନେ କିପରି ସମାଜରେ ମଣିଷ ହେବେ ଏନେଇ ସୁପ୍ରୀମକୋର୍ଟ ଥଇଥାନ ଚିନ୍ତା କରିଛନ୍ତି। ଏନେଇ କେନ୍ଦ୍ର ଓ ରାଜ୍ୟ ସରକାର ଅନାଥଙ୍କୁ ସୁରକ୍ଷା ଦେବା ପାଇଁ ଆଗେଇ ଆସିଛନ୍ତି।…

କ୍ଷମା ମାଗିଲେ ହରଭଜନ

ନୂଆଦିଲ୍ଲୀ, ୭ା୬: ହରଭଜନ ସିଂ ସୋମବାର କ୍ଷମା ପ୍ରାର୍ଥନା କରିଛନ୍ତି। ଏହି ଭେଟେରାନ ଭାରତୀୟ ଅଫ୍‌ ସ୍ପିନର ଖଲିସ୍ଥାନୀ ସନ୍ତ୍ରାସବାଦୀ ଜର୍ନେଲ ସିଂ ଭିନ୍ଦ୍ରନଓ୍ବାଲେଙ୍କ ପ୍ରତି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରି ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଥିଲେ। ଭିନ୍ଦ୍ରନଓ୍ବାଲେ ୧୯୮୪…

ଆଇପିଏଲ୍‌ ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ

ନୂଆଦିଲ୍ଲୀ, ୭।୬: ଅଧାରୁ ବନ୍ଦ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ। ପ୍ରତିଯୋଗିତା ସ୍ଥଳ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ରେ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ଡବଲ ହେଡର (ଦିନକୁ ୨ ମ୍ୟାଚ) ସଂଖ୍ୟା କମାଇ…

ଭିମ୍‌ସାରରେ ୧୦ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ

ସମ୍ବଲପୁର,୭ା୬ (ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍‌ସାରରେ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ସୋମବାର ମିଳିଥିବା ରିପୋର୍ଟ ମୁତାବକ, ଭିମ୍‌ସାରରେ ୧୦ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିକିତ୍ସିତ ହେଉଛନ୍ତି। ରୋଗୀ ସଂଖ୍ୟା ବୃଦ୍ଧିକୁ ନେଇ…

ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ଉଦ୍ଧବ

ମୁମ୍ବାଇ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଙ୍ଗଳବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ଗୃହମନ୍ତ୍ରୀ ଦଲୀପ ପାଟିଲ ସୋମବାର ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ନେତୃତ୍ୱରେ ଗୋଟିଏ ପ୍ରତିନିଧି ଦଳ…

ମହିଳାଙ୍କୁ ଗଣବଳାତ୍କାର

କେନ୍ଦୁଝର, ୭ା୬ : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳର ଜଣେ ବିଧବା ମହିଳାଙ୍କୁ ଗାଡ଼ିରେ ଉଠାଇ ନେଇ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରିଥିବା ବେଳେ ଜଣେ ନାବାଳକଙ୍କୁ ଜୁଭେନାଇଲ ଜଷ୍ଟିସ ବୋର୍ଡ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri