Home Left

ମମିତା ମିଷ୍ଟ୍ରି : ଷ୍ଟାଡିୟମ ଖୋଳୁ ଖୋଳୁ ମିଳିଲା ପୋଡ଼ା ମୃତଦେହ

ଭବାନୀପାଟଣା,୧୯।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ମହାଲିଙ୍ଗର ଏକ ଘରୋଇ ସ୍କୁଲର ଅଧ୍ୟକ୍ଷା ମମିତା ମେହେର ଗତ ୧୧ ଦିନ ହେବ ନିଖୋଜ ଥିବା ବେଳେ ଏହି ଘଟଣା ଏବେ ନୂଆମୋଡ଼ ନେଇଛି। କୌଣସି ଖବରପାଇ ପୋଲିସ ମଙ୍ଗଳବାର ସକାଳେ ସ୍କୁଲ ଷ୍ଟାଡିୟମରେ ଖୋଜାଖୋଜି…

୬ ମାସ ପରେ ପେଟରୁ ବାହାରିଲା ନୋକିଆ ଫୋନ୍‌; ସର୍ଜରୀ ପରେ ଡାକ୍ତର…

ଜଣେ ୩୩ ବର୍ଷୀୟ ବ୍ୟକ୍ତିଙ୍କ ପେଟରେ ପ୍ରବଳ ଯନ୍ତ୍ରଣା ହେଉଥିବା ଯୋଗୁ ସେ ଡାକ୍ତର ପାଖକୁ ଚିକିତ୍ସା ପାଇଁ ଯାଇଥିଲେ। ପରେ ବ୍ୟକ୍ତିଙ୍କ ଏକ୍ସ-ରେ କରିବା ପରେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ ଡାକ୍ତର। କାରଣ ବ୍ୟକ୍ତିଙ୍କ ପେଟ ଭିତରେ ଏକ ମୋବାଇଲ ଫୋନ…

ପାକିସ୍ତାନ ଅଧିନାୟକଙ୍କ ଖେଳ ଦେଖିଲେ ଭାରତୀୟ ଷ୍ଟାଫ୍‌

ଦୁବାଇ,୧୯।୧୦: ଟି -୨୦ ବିଶ୍ୱକପ ୨୦୨୧ ଆରମ୍ଭ ହୋଇଛି। ଅକ୍ଟୋବର ୨୪ରେ ଖେଳାଯିବାକୁ ଥିବା ଭାରତ ଏବଂ ପାକିସ୍ତାନ ମ୍ୟାଚ୍‌କୁ ସମସ୍ତେ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ନିଜ ଅଭ୍ୟାସ ଉପରେ ଧ୍ୟାନ ଦେବା ସହିତ ଉଭୟ ଦଳ ଆଗ ଦଳ…

ଏପରି ସ୍ତ୍ରୀଙ୍କୁ ବିବାହ କଲେ ପୁରୁଷ ଜୀବନ ଧନ୍ୟ; ଜାଣନ୍ତୁ ଏପରି କାହାକୁ କହିଛନ୍ତି ଚାଣକ୍ୟ…

ବିବାହକୁ ସମସ୍ତଙ୍କର ଭିନ୍ନ ଚିନ୍ତାଧାରା ଥାଏ। ହେଲେ ବହୁତ ଭଲପାଉଥିବା ଏବଂ ମନର କଥାକୁ ସହଜରେ ବୁଝିପାରୁଥିବା ଜୀବନସାଥୀଟିଏ ଲୋଡିଥାନ୍ତି ସମସ୍ତେ। ଚାଣକ୍ୟ ନୀତିରେ ଏପରି କିଛି ସ୍ତ୍ରୀଙ୍କ ବିଷୟରେ କୁହାଯାଇଛି ଯାହାଙ୍କୁ ବିବାହ କଲେ ଯେକୌଣସି ପୁରୁଷର ଜୀବନ ଧନ୍ୟ…

କାକର ପଡ଼ିବାକୁ ଦେଖି ଖେଳାଳି ଚୟନ କରାଯିବ: ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୧୯।୧୦: ଆରମ୍ଭ ହୋଇଛି ଟି-୨୦ ବିଶ୍ୱକପ୍‌। ପାକିସ୍ତାନ ବିପକ୍ଷରେ ବିଜୟ ଅଭିଯାନ ଆରମ୍ଭ କରିବ ଭାରତ। ମ୍ୟାଚ୍‌ଟି ବେଶ ଗୁରୁତ୍ୱପୂର୍ଣ୍ଣ ଥିବାରୁ ଭାରତ ଏକାଦଶରେ କିଏ କିଏ ସ୍ଥାନ ପାଇବ ସେ ନେଇ ଚର୍ଚ୍ଚା ଏବେଠୁ ହେବାରେ ଲାଗିଛି। ଏସବୁ ମଧ୍ୟରେ…

ସବୁଠୁ ବୟସ୍କ ମାଛ

ପାଣିରେ ତିମି ମାଛ ଦୀର୍ଘ ଦିନ ବଞ୍ଚି ରହିବା କଥା ଅଧିକାଂଶ ଲୋକେ ଜାଣନ୍ତି। କିନ୍ତୁ ଏବେ ଅନ୍ୟ ଏକ ପ୍ରଜାତିର ମାଛ ସାମ୍ନାକୁ ଆସିଛି, ଯାହା ଏହି ପୃଥିବୀରେ ଅଧିକ ଦିନ ବଞ୍ଚିଥାଏ। ଏହି ମାଛ ମଣିଷ ଅପେକ୍ଷା ତିନିରୁ…

ନୈନିତାଲରେ ବାଦଲ ଫଟା ବର୍ଷା: ବନ୍ୟାରେ ୧୭ ମୃତ

ହରିଦ୍ୱାର,୧୯ ।୧୦: ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ପରେ ଜଳ ପ୍ରଳୟ ସୃଷ୍ଟି ହୋଇଛି । ଏହାରି ଭିତରେ ନୈନିତାଲରେ ବାଦଲ ଫଟା ବର୍ଷା ହୋଇଥିବା ଜଣାପଡିଛି । ରାମଗଡ଼ରେ ମଙ୍ଗଳବାର ସକାଳେ ବାଦଲ ଫାଟିବା ଫଳରେ ରାମନଗର ସମେତ ଆଉ କିଛି…

ଭାରତ ବିପକ୍ଷ ଅଭ୍ୟାସ ମ୍ୟାଚ୍‌ରେ ଆହତ ହେଲେ ଏହି ଷ୍ଟାର ଅଲରାଉଣ୍ଡର, ବିଶ୍ୱକପ୍‌ ଖେଳିବା ନେଇ…

ନୂଆଦିଲ୍ଲୀ,୧୯।୧୦: ଟି-୨୦ ବିଶ୍ୱକପ୍‌ରେ ଭାରତ ବିପକ୍ଷ ଅଭ୍ୟାସ ମ୍ୟାଚ୍‌ରେ ଆହତ ହୋଇଛନ୍ତି ଇଂଲଣ୍ଡ ଅଲରାଉଣ୍ଡର ଲିଆମ୍‌ ଲିଭିଙ୍ଗଷ୍ଟୋନ୍‌। ତାଙ୍କର ଆଙ୍ଗୁଠିରେ ଆଘାତ ଲାଗିଛି। ଆସନ୍ତା ୨୪ ଘଣ୍ଟା ପାଇଁ ତାଙ୍କ ଆଘାତ ଉପରେ ନଜର ରଖାଯାଇଛି। ଏହାପରେ ସେ ବିଶ୍ୱକପ୍‌ରେ ଖେଳିବେ…

ମିଳିଥିବା ଅସ୍ଥିର କରାଯିବ ଫରେନସିକ ଯାଞ୍ଚ

ବଲାଙ୍ଗୀର ଅଫିସ,୧୯।୧୦: ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାରେ ବଡଧରଣର ଖୁଲାସା ହୋଇଛି । କଳାହାଣ୍ଡି ଜିଲା ମହାଲିଙ୍ଗ ଗ୍ରାମ ନିର୍ମାଣାଧୀନ ମିନି ଷ୍ଟାଡିୟମ ପଡିଆ ଖୋଳା ଯିବା ପରେ ମଙ୍ଗଳବାର ସେଠାରୁ କିଛି ଖଣ୍ଡ ହାଡ଼, ପାଉଁଜି,…

ବୁଗୁଡ଼ାରେ ଗର୍ଜିଲେ ଚାଷୀ

ବୁଗୁଡ଼ା,୧୮।୧୦(ଡି.ଏନ୍‌.ଏ.):ଗଞ୍ଜାମ ଜିଲା ଏନ୍‌ଏସିର ଶତାଧିକ ଚାଷୀ ମଙ୍ଗଳବାର ତହସିଲଦାରଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ସେମାନେ ସ୍ଥାନୀୟ ପ୍ରାଣୀଧନ ଚିକିତ୍ସାଳୟ ପରିସରରୁ ଏକ ଶୋଭାଯାତ୍ରାରେ ବାହାରି ତହସିଲ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ପରେ ତହସିଲଦାର ସଂଗ୍ରାମ କେଶରୀ ଜେନାଙ୍କ ଜରିଆରେ ଗଞ୍ଜାମ ଜିଲାପାଳ,…

ଗୋବିନ୍ଦ ସାହୁଙ୍କ ବିଷୟରେ ସୂଚନା ଦେଲେ ମିଳିବ ୧ ଲକ୍ଷ ଟଙ୍କା

ବଲାଙ୍ଗୀର ଅଫିସ,୧୯ା୧୦: ଶିକ୍ଷୟିତ୍ରୀ ମମିତା ମେହେର ନିଖୋଜ ଘଟଣାରେ ଅଭିଯୁକ୍ତ ଥିବା ଗୋବିନ୍ଦ ସାହୁ ରବିବାର ରାତିରେ ଟିଟିଲାଗଡ଼ ପୋଲିସ ବାରାକରୁ ଫେରାର ହୋଇଯାଇଥିଲେ। ତାଙ୍କ ବିଷୟରେ ସୂଚନା ଦେଲେ ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ଦିଆଯିବ ବୋଲି ବଲାଙ୍ଗୀର…

ଖୁବ୍‌ଶୀଘ୍ର ହାତକୁ ଦୁଇହାତ ହେବାକୁ ଯାଉଛନ୍ତି ଏହି ଅଭିନେତା, ସରିଲା ନିର୍ବନ୍ଧ-ମେହେନ୍ଦି

ବମ୍ବେ: ହାତକୁ ଦୁଇହାତ ହେବେ ‘ୟେ ହେ ମୋହବତେ’ ଫ୍ରେମ୍‌ ଅଭିନେତା ଅଭିଷେକ ମଲିକ। ପ୍ରେମିକା ସୁହାନୀ ଚୌଧୁରୀଙ୍କୁ ବିବାହ କରିବେ ସେ। ଉତ୍ସବକୁ ନେଇ ପ୍ରାରମ୍ଭିକ କାର୍ଯ୍ୟକ୍ରମ ଆରମ୍ଭ ହୋଇସାରିଛି। ନିର୍ବନ୍ଧ ଶେଷ ହୋଇଥିବା ବେଳେ ମେହେନ୍ଦି ମଧ୍ୟ ସରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?