Home Left

୩ କିଲୋମିଟର ଦୂର କାନ୍ଧରେ ବସି କନ୍ୟାଙ୍କ ଘରେ ପହଞ୍ଚିଲେ ବର, କାରଣ ଜାଣିଲେ…

ପାଟଣା,୭ା୬: ବିହାରର ବକ୍ସର ଜିଲାସ୍ଥିତ ଡୁନମରାଓ ଗାଁରେ କିଛିଦିନ ତଳେ ବର୍ଷା ହୋଇଥିଲା। ଗାଁ ରାସ୍ତାର ଅବସ୍ଥା ସମ୍ପୂର୍ଣ୍ଣ ବିଗିଡ଼ି ଯାଇଥିଲା। ଫଳରେ ଜଣେ ବର ବିବାହ ପାଇଁ ଆସି ହଟହଟା ହୋଇଛନ୍ତି। ରାସ୍ତା କାଦୁଅରେ ଭରି ଥିବାରୁ ୩ କିଲୋମିଟର…

ଆଖିବୁଜିଲେ ଏହି ଅଭିିନେତ୍ରୀ

ଅଭିନେତ୍ରୀ ତାର୍‌ଲା ଜୋଷୀଙ୍କ ପରଲୋକ ଘଟିଛି। ‘ସାରାଭାଇ ଭର୍ସେସ ସାରାଭାଇ’, ଏକ ହଜାରୋଁ ମେଁ ମେରୀ ବେହନା ହୈ ଭଳି ଅନେକ ସିରିଏଲରେ କାମ କରିଥିବା ତାରଲା ଯୋଶୀଙ୍କର ମୃତ୍ୟୁ ବିଷୟରେ ଅଭିନେତ୍ରୀ ନିଆ ଶର୍ମା ସୋସିଆଲ ମିଡିଆ ଜରିଆରେ ତାଙ୍କ…

ଶାଳୀଙ୍କୁ କୁରାଢ଼ିରେ ହାଣି ହତ୍ୟା କରିବା ପରେ ଶାଶୁଙ୍କୁ ବଳାତ୍କାର କଲେ ଜ୍ୱାଇଁ, ୨୦୦ ଫୁଟ ତଳକୁ ଫିଙ୍ଗିଲେ ମୃତଦେହ

କେନ୍ଦୁଝର,୭ା୬(ସ୍ବ.ପ୍ର.): ଶାଳୀଙ୍କୁ କୁରାଢ଼ିରେ ହାଣି ଜଘନ୍ୟ ହତ୍ୟା ପରେ ଶାଶୁଙ୍କ ହାତ ବାନ୍ଧି ବଳାତ୍କାର କରିଛନ୍ତି ଜ୍ୱାଇଁ। ପରେ ମୃତଦେହକୁ ୨୦୦ ଫୁଟ ଖାଲକୁ ଫିଙ୍ଗି ଦେଇଛନ୍ତି। ଏଭଳି ଅମାନୁଷିକ ଘଟଣା ଘଟିଛି କେନ୍ଦୁଝର ଜିଲା ବଲାଣି ଥାନା କିରିବୁର ନିକଟ…

ବାତ୍ୟା ‘ୟାସ୍‌’ କ୍ଷୟକ୍ଷତିର ଅନୁଧ୍ୟାନ ଲାଗି ବାଲେଶ୍ୱରରେ କେନ୍ଦ୍ରୀୟ ଟିମ୍‌

ବାଲେଶ୍ୱର ଅଫିସ,୭ା୬: ବାତ୍ୟା ‘ୟାସ୍‌’ କ୍ଷୟକ୍ଷତିର ଅନୁଧ୍ୟାନ କରିବାକୁ ସୋମବାର କେନ୍ଦ୍ରୀୟ ଟିମ୍‌ ବାଲେଶ୍ୱରରେ ପହଞ୍ଚିଛନ୍ତ। କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବଙ୍କ ନେତୃତ୍ୱରେ ଏହି କେନ୍ଦ୍ରୀୟ ଟିମ୍‌ କେନ୍ଦ୍ରରୁ ୭ଜଣ ସଦସ୍ୟ ଆସି ପ୍ରଥମେ ରେମୁଣା ବ୍ଲକ ସାର୍ଥା ଅଞ୍ଚଳ…

କେବଳ ବାପାଙ୍କ ଏହି ସର୍ତ୍ତ ପାଇଁ ଆଜି ବି କୁଆଁରୀ ଅଛନ୍ତି ଏକତା କପୁର, ହେଲେ ପୁଅକୁ ନେଇ ଭାରି ଖୁସି

ଟିଭିର କ୍ୱିନ୍‌ କୁହାଯାଉଥିବା ଏକତା କପୁରଙ୍କ ଆଜି ଜନ୍ମ ଦିନ। ସେ ତାଙ୍କର ୪୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଅଭିନେତା ଜିତେନ୍ଦ୍ର ଏବଂ ଶୋଭା କପୁରଙ୍କ ଝିଅ ଏକତା ଛୋଟ ପରଦାରୁ ଆରମ୍ଭ କରି ବଲିଉଡ ପର୍ଯ୍ୟନ୍ତ ସେ ଅନେକ…

ଏହି ଅଭିନେତ୍ରୀଙ୍କ ସୌନ୍ଦର୍ଯ୍ୟରେ ପାଗଳ ଥିଲେ ଏମ୍‌ଏଫ୍‌ ହୁସେନ୍‌

ବଲିଉଡ୍‌ ଅଭିନେତ୍ରୀ ଅମୃତା ରାଓ ଆଜି ନିଜର ୪୦ତମ ଜନ୍ମଦିନ ପାଳନ କରୁଛନ୍ତି। ଅମୃତା ଇଶ୍କ-ଭିସ୍କ, ମେଁ ହୁଁ ନା, ବିବାହ, ମସ୍ତି ଏବଂ ଜଲି ଏଲ୍‌ଏଲ୍‌ବି ଭଳି ଚଳଚ୍ଚିତ୍ରରେ ଦମ୍‌ଦାର୍‌ ଅଭିନୟ ପାଇଁ ବେଶ ଜଣାଶୁଣା। ହିନ୍ଦୀ ଚଳଚ୍ଚିତ୍ର ପରେ…

ମଦ ପିଇ ବାହା ହେବାକୁ ଆସିଥିଲେ ବର, କନ୍ୟା ନେଲେ ବଡ଼ ନିଷ୍ପତ୍ତି

ଲକ୍ଷ୍ନୌ,୭ା୬: ଉତ୍ତରପ୍ରଦେଶର ପ୍ରତାପଗଡ଼ର ଜଣେ ବର ମଦ ପିଇ ବିବାହ ପାଇଁ କନ୍ୟା ଘରେ ପହଞ୍ଚିବା ଭାରି ପଡ଼ିଛି। ବରକୁ ଏପରି ଅବସ୍ଥାରେ ଦେଖି କନ୍ୟା ବିବାହ କରିବାକୁ ମନା କରିଦେଇଛନ୍ତି। ଖାଲି ଏତିକି ନୁହେଁ, କନ୍ୟାପକ୍ଷ ବରଙ୍କ ସମେତ ବରଯାତ୍ରୀଙ୍କୁ…

ମେଦବହୁଳତା ଓ ଆଜ୍‌ମା

ଆଜ୍‌ମା ଏକ ଶ୍ୱାସଜନିତ ସମସ୍ୟା। ଏହାର ସ୍ଥାୟୀ ଉପଚାର ନାହିଁ। ତେଣୁ ନିୟମିତ ସମୟ ଅନ୍ତରାଳରେ ଡାକ୍ତରଙ୍କ ସହ ପରାମର୍ଶ କରି ଚିକିତ୍ସିତ ହେବାକୁ ପଡ଼ିଥାଏ। ଓଜନ ବୃଦ୍ଧି ବା ମେଦବହୁଳତା ଯୋଗୁ ଏପରି ସମସ୍ୟା ଦେଖାଯିବାର ଆଶଙ୍କା ରହିଛି। ଜଣେ…

ନିଉଟନୀୟ ଓ ଆଇନଷ୍ଟାଇନୀୟ ମାଧ୍ୟାକର୍ଷଣ

ଆମେ ଟେକାଟିଏ ଫିଙ୍ଗିଲେ ତାହା ଉଚ୍ଚକୁ କିଛି ଦୂର ପର୍ଯ୍ୟନ୍ତ ଯାଇ ପୃଥିବୀ ପୃଷ୍ଠକୁ ଖସି ପଡୁଛି। ଫଳଟିଏ ପାଚିଲେ ଗଛରୁ ଛିଣ୍ଡିଯାଇ ତଳେ ପଡୁଛି। ଏହା କାହିଁକି ହେଉଛି? ପୃଥିବୀର ମାଧ୍ୟାକର୍ଷଣ ବଳ ଟେକାଟିକୁ କିମ୍ବା ଫଳଟିକୁ ନିଜ ଆଡ଼କୁ…

ଝିଅ ଜନ୍ମ ହେବାରୁ ବାପା ନେଲେ ଏମିତି ନିଷ୍ପତ୍ତି; ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୭।୬: ମଧ୍ୟପ୍ରଦେଶର ଛତ୍ରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୪୨ ବର୍ଷୀୟ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ଦୁଇ ଝିଅଙ୍କୁ କୂଅରେ ପକାଇଦେଇଛନ୍ତି। ଏଥିରେ ଜଣେ ୮ ବର୍ଷୀୟା ଝିଅଙ୍କ ମୃତ୍ୟୁ ଘଟିଛି। ପୁଅ ନ ଥିବାରୁ ବ୍ୟକ୍ତି…

ଜେଆଇପିଟିଏଲ୍‌ ଫାଟକ ସମ୍ମୁଖରେ ମୃତଦେହ ରଖି ଆନ୍ଦୋଳନ

କଣିହାଁ,୭ା୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଡେରେଙ୍ଗସ୍ଥିତ ଜିନ୍ଦଲ ଇଣ୍ଡିଆ ଥର୍ମାଲ ପାଓ୍ବାର ଲିମିଟେଡ୍‌ (ଜେଆଇଟିପିଏଲ୍‌) ଫାଟକ ସମ୍ମୁଖରେ ସୋମବାର ଜନୈକ ବ୍ୟକ୍ତିଙ୍କ ମୃତଦେହ ରଖି ନିଯୁକ୍ତି ଓ କ୍ଷତିପୂରଣ ଦାବିରେ ଆନ୍ଦୋଳନ ଚାଲିଛି। ସୂଚନାରୁ ଜଣାଯାଏ, ଗତ ୩୦ ତାରିଖ…

ବିଦ୍ୟୁତ୍‌ ବିଲ୍‌ ଦେଖି ପ୍ରସିଦ୍ଧ କବିଙ୍କୁ ଲାଗିଲା ଝଟ୍‌କା

ପ୍ରସିଦ୍ଧ କବି ମଞ୍ଜର ଭୋପାଳୀଙ୍କୁ ବିଜୁଳି ବିଭାଗ ପକ୍ଷରୁ ଏକ ବଡ଼ ଝଟକା ଲାଗିଛି। ଜୁନ ମାସରେ ମଞ୍ଜର୍‌ଙ୍କ ବିଦ୍ୟୁତ୍‌ ବିଲ୍‌ ୩୬ ଲକ୍ଷ ଟଙ୍କାରୁ ଅଧିକ ହୋଇଛି। ଏମ୍‌ପି ସେଣ୍ଟ୍ରାଲ ଡିସକମ ପକ୍ଷରୁ ଏହି ବିଲ୍‌ ମଞ୍ଜରଙ୍କୁ ପଠାଯାଇଛି। ବିଦ୍ୟୁତ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri