Home Left

ନିଜ ଦରମାରୁ ରନ୍ଧାଖାଦ୍ୟ ଦେଉଛନ୍ତି କୃଷ୍ଣଚନ୍ଦ୍ର

ଭୁବନେଶ୍ୱର,୭ା୬(ବ୍ୟୁରୋ): କରୋନା ସଙ୍କଟ ଭିତରେ ଓଡ଼ିଶା, ଭାରତ ସମେତ ସମଗ୍ର ବିଶ୍ୱ ଫସି ରହିଛି। ଲକ୍ଷ ଲକ୍ଷ ଲୋକ ରୋଜଗାର ହରାଇ ଭୋକରେ ରହୁଥିବାବେଳେ ଏଭଳି ଘଡିସନ୍ଧି ମୁହୂର୍ତ୍ତରେ ଅନେକ ସହୃଦୟ ବ୍ୟକ୍ତି ଓ ଅନୁଷ୍ଠାନ ସହଯୋଗର ହାତ ବଢାଉଛନ୍ତି। ସେପରି…

ବେଆଇନ ଭାବେ ଖୋଳିନେଲେ ମାଟି

ପୁରୀ ଅଫିସ,୭ା୬: ଶ୍ରୀଜଗନ୍ନାଥ ମେଡିକାଲ ଓ କଲେଜ ପର୍ଯ୍ୟନ୍ତ ଲମ୍ବିଥିବା ମୁଖ୍ୟରାସ୍ତା ବିପଦସଙ୍କୁଳ ହୋଇ ପଡ଼ିଛି। ରାସ୍ତା ନିର୍ମାଣ ପାଇଁ ସଂଲଗ୍ନ ଜମିରୁ ବେଆଇନ ଭାବେ ମାଟି ଖୋଳି ନିଆଯାଇଛି। ଫଳରେ ପ୍ରାୟ ୨କି.ମି. ପର୍ଯ୍ୟନ୍ତ ରାସ୍ତା ଉଭୟ ପାର୍ଶ୍ୱରେ ୧୦…

ବ୍ରାହ୍ମଣୀ ସହ ସଂଯୋଗୀକରଣ ଯୋଜନା ବାଧାପ୍ରାପ୍ତ

ପଟ୍ଟାମୁଣ୍ଡାଇ,୭ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ପୋତା ଗୋବରୀ ନଦୀ ଓ ପଠା ସରକାରୀ ଜମି ପ୍ରଭାବଶାଳୀ ବ୍ୟକ୍ତିମାନେ ହାତେଇ ନେବାରେ ସକ୍ଷମ ହୋଇଛନ୍ତି। ଫଳରେ ପଟ୍ଟାମୁଣ୍ଡାଇରେ ପ୍ରବାହିତ ୨୦କିମି ବ୍ୟାପୀ ଗୋବରୀ ନଦୀ କ୍ରମଶଃ ପୋତି ହୋଇପଡୁଛି। ନଦୀ ପୋତି…

ଓଡ଼ିଶା ତଟକୁ ସୁରକ୍ଷା ଦେବ ବନାନୀ

କେନ୍ଦ୍ରାପଡ଼ା ଅଫିସ,୭।୬: ଜାତୀୟ ଉଦ୍ୟାନ ଭିତରକନିକା ନିକଟରେ ମେ’ ୨୬ରେ ହୋଇଥିବା ସାମୁଦ୍ରିକ ଝଡ଼ ୟାସ୍‌ର ବେଗ ଘଣ୍ଟା ପ୍ରତି ୧୪୫ କି.ମି.ରୁ ଅଧିକ ଥିଲା। ଝଡ଼ ପ୍ରଭାବରେ ରଙ୍ଗଣୀ, ତାଳଚୁଆ, ସାତଭାୟା ଅଞ୍ଚଳ ମଧ୍ୟକୁ ସମୁଦ୍ର ଜୁଆର ମାଡ଼ି ଆସିଥିଲା।…

ହାତକୁ ଦି’ ହାତ ହେଲେ ଏହି ଅଭିନେତ୍ରୀ

ନିକଟରେ ବଲିଉଡ ଅଭିନେତ୍ରୀ ୟାମି ଗୌତମ ‘ଉରି’ ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କୁ ବିବାହ କରି ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛନ୍ତି। ଏବେ ଅଭିନେତ୍ରୀ ଏଭଲିନ ଶର୍ମା ମଧ୍ୟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଏଭଲିନ ନିକଟରେ ଅଷ୍ଟ୍ରେଲିୟ ପ୍ରେମିକ ତୁଷାନ…

ମା’ ହେବାକୁ ଯାଉଛନ୍ତି ନୁଶ୍‌ରତ୍‌! ସ୍ବାମୀ କହିଲେ ଜାଣିନି, ୬ ମାସ ହେବ ମୁଁ ଅଲଗା ରହୁଛି

ତୃଣମୂଳ କଂଗ୍ରେସ ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁଶ୍‌ରତ୍‌ ଜାହାଁ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ଚଳଚ୍ଚିତ୍ରରେ ସଫଳ କ୍ୟାରିୟର, ନିର୍ବାଚନରେ ଜିତିବା ଏବଂ ନିଖିଲ ଜୈନଙ୍କୁ ଅନ୍ୟ ଧର୍ମରେ ବିବାହ କରିବା ପାଇଁ ଚର୍ଚ୍ଚାରେ ଥିଲେ ନୁଶ୍‌ରତ୍‌। ଏବେ ସେ ଏକ…

ବିଦ୍ୟୁତ୍‌ ଆଘାତରେ ଦନ୍ତାହାତୀର ଜୀବନ ଗଲା

ଭଞ୍ଜନଗର,୭ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଲାଠିପଡ଼ା ବିଟ୍‌ ଢଉପଲ୍ଲୀ କାଜୁ ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ବିଦ୍ୟୁତ୍‌ତାର ଲାଗି ଦନ୍ତାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବନବିଭାଗ ଏହାର ତଦନ୍ତ କରୁଛି।

ଦୀପିକା-ଯୁବରାଜଙ୍କ ମଧ୍ୟରେ କାହିଁକି ହୋଇଥିଲା ବ୍ରେକ୍‌ଅପ୍‌

କ୍ରିକେଟ ଏବଂ ବଲିଉଡ ମଧ୍ୟରେ ସର୍ବଦା ସମ୍ପର୍କ ରହିଆସିଛି। ଅଭିନେତ୍ରୀ ଏବଂ କ୍ରିକେଟ୍‌ରଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ସବୁବେଳେ ଲାଗି ରହିଥାଏ। ଅନେକ କଳାକାର କ୍ରିକେଟର୍‌ଙ୍କୁ ବିବାହ କରିଛନ୍ତି। ଏପରି ଅନେକ କଳାକାର ଅଛନ୍ତି ଯିଏ କି କ୍ରିକେଟ୍‌ରଙ୍କ ସହ ସମ୍ପର୍କରେ…

ଏଲ୍‌ ସାଲଭେଡରରେ ବୈଧ ହେବ ବିଟ୍‌କଏନ

ସେଣ୍ଟ୍ରାଲ ଆମେରିକାର ଦେଶ ଏଲ୍‌ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍‌କଏନ୍‌କୁ ବୈଧ କରିବାକୁ ଯୋଜନା କରିଛି। ରାଷ୍ଟ୍ରପତି ନାଏବ ବୁକେଲେ ଏ ନେଇ କଂଗ୍ରେସରେ ବିଲ୍‌ ଆଣିବେ ବୋଲି ମିଆମିରେ ଅନୁଷ୍ଠିତ ବିଟ୍‌କଏନ-୨୦୨୧ କନଫରେନ୍ସରେ ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି। ଏପରି…

ଭାରତୀୟ ସାମଗ୍ରୀ ଉପରେ ଶୁଳ୍କ ବଢ଼ାଇବୁ

ନୂଆଦିଲ୍ଲୀ,୭।୬: ଭାରତ ବିରୋଧରେ ଆମେରିକାର ଟାରିଫ୍‌ ଯୁଦ୍ଧକୁ ରାଷ୍ଟ୍ରପତି ଜୋ ବାଇଡେନ୍‌ ପୁଣିଥରେ ବଢ଼ାଇଛନ୍ତି। ଭାରତରୁ ଆମେରିକା ଆମଦାନୀ କରୁଥିତ୍ବା ଚିଙ୍ଗୁଡ଼ି, ବାସମତି ଚାଉଳଠାରୁ ଆରମ୍ଭ କରି ଆସବାବପତ୍ର ଏବଂ ଅଳଙ୍କାର ଆଦି ସମସ୍ତ ସାମଗ୍ରୀ ଉପରେ ଆମଦାନୀ ଶୁଳ୍କ ବଢ଼ାଇବା…

ବ୍ୟାଟ୍‌ ଛାଡି ମାଇକ୍‌ ଧରିବେ ଏହି କ୍ରିକେଟର୍‌

ଲଣ୍ଡନ,୬।୬: ଜୁନ ୧୮ରୁ ୨୨ ପର୍ଯ୍ୟନ୍ତ ଇଂଲଣ୍ଡର ସାଉଥମ୍ପଟନ୍‌ରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲ୍ୟୁଟିସି) ମ୍ୟାଚ ଖେଳାଯିବ। ଏହି ମ୍ୟାଚ ପାଇଁ ଭାରତୀୟ ଦଳ ଜୁନ ୩ରେ ସାଉଥମ୍ପଟନରେ ପହଞ୍ଚିଛି। ତେବେ ସମସ୍ତ ଖେଳାଳିଙ୍କୁ ଏବେ…

୧୧ ସହ ଗୁଣନର ସରଳ ଟ୍ରିକ୍‌

ଓଣ୍ଟାରିଓ, ୭ା୬: କାନାଡା ଓଣ୍ଟାରିଓର ଜଣେ ଗଣିତ ଶିକ୍ଷୟିତ୍ରୀ ୧୧ ସହ ଯେକୌଣସି ସଂଖ୍ୟାର ଗୁଣନ ମାତ୍ର କିଛି ସେକେଣ୍ଡରେ କରିବା ପାଇଁ ଏକ ସରଳ କୌଶଳ ବାହାର କରିଛନ୍ତି। ସାଇଲେଣ୍ଟ ମାଥ୍‌ ନାମରେ ସେ ଏହି ଟ୍ରିକ୍‌କୁ ସୋସିଆଲ ମିଡିଆରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri