ଆନ୍ଧ୍ର ଛୁଇଁଲା ମୌସୁମୀ
ନୂଆଦିଲ୍ଲୀ,୭।୬(ପି.ଟି.): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରବିବାର ସମଗ୍ର ଉତ୍ତରପୂର୍ବାଞ୍ଚଳରେ ପହଞ୍ଚତ୍ଥିବା ଭାରତର ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ କୁହାଯାଇଛି। ଏହା ସ୍ବାଭାବିକ ତାରିଖର ୪ ଦିନ ବିଳମ୍ବରେ ପହଞ୍ଚତ୍ଛି। ସୂଚନାଯୋଗ୍ୟ ଏବର୍ଷ ଦୁଇଦିନ ବିଳମ୍ବ ଅର୍ଥାତ ଜୁନ୍ ୩ରେ ମୌସୁମୀ କେରଳ…
ଆଜିଠାରୁ ୧୮ରୁ ୪୪ଙ୍କୁ ଦ୍ୱିତୀୟ ଡୋଜ୍ ଟିକା
ଭୁବନେଶ୍ୱର,୭।୬ (ବ୍ୟୁରୋ): ୧୮ରୁ ୪୪ବର୍ଷ ବୟସ୍କଙ୍କ ଟିକାକରଣକୁ ନେଇ ଉପୁଜିଥିବା ଆଶଙ୍କା ଶେଷରେ ଦୂର ହେବାକୁ ଯାଉଛି। ଏହି ବର୍ଗର ହିତାଧିକାରୀଙ୍କ ଦ୍ୱିତୀୟ ଡୋଜ୍ ପାଇଁ ବିଏମ୍ସି ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଟିକା ଅଭାବ ଭିତରେ ଦ୍ୱିତୀୟ ଡୋଜ୍ ଅବଧି…
ଭାରତ ୨ ପାଦ ତଳକୁ ଖସିଲା
ନୂଆଦିଲ୍ଲୀ,୭।୬: ୧୭ ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍ଡିଜି)ରେ ଭାରତ ୨ ସ୍ଥାନ ତଳକୁ ଖସି ୧୧୭ତମ ସ୍ଥାନରେ ରହିଛି। ୨୦୧୫ରେ ଜାତିସଂଘର ୧୯୩ ସଦସ୍ୟ ରାଷ୍ଟ୍ର ୨୦୩୦ କାର୍ଯ୍ୟସୂଚୀର ଅଂଶବିଶେଷ ଭାବେ ନିରନ୍ତର ବିକାଶ ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ। ଷ୍ଟେଟ୍ ଅଫ୍…
୨ ସାଇବର ଠକ ଗିରଫ
କଟକ ଅଫିସ,୭।୬: ଚାଉଳିଆଗଞ୍ଜ ପୋଲିସ ୨ଜଣ ସାଇବର ଠକଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଉଛନ୍ତି ପୁରୀ ସତ୍ୟବାଦୀ ଥାନା ଅନ୍ତର୍ଗତ ହିରଣପଡ଼ା ଅଞ୍ଚଳର ସୁପ୍ରଭାତ ମହାପାତ୍ର (୨୬) ଏବଂ ଜଗତସିଂହପୁର ବିରିଡ଼ି ଥାନା ଅଧୀନ…
କୃଷକଙ୍କ ପାଇଁ ନୂଆ ପ୍ରକଳ୍ପ ‘ରିୱାର୍ଡ’
ଭୁବନେଶ୍ୱର,୭।୬(ବ୍ୟୁରୋ): ଜଳଛାୟା ଅଞ୍ଚଳରେ ନିରନ୍ତର ଜୀବିକା ସୃଷ୍ଟି ଓ ସମନ୍ବିତ ବିକାଶ ପାଇଁ ରାଜ୍ୟ ସରକାର ନୂଆ ପରିକଳ୍ପନା ଆରମ୍ଭ କରିଛନ୍ତି। ଏହି ପ୍ରକଳ୍ପର ନାଁ ରହିଛି ‘ରିଜୁଭେନେଟିଂ ୱାଟରଶେଡ୍ସ ଫର୍ ଏଗ୍ରିକଲଚରାଲ୍ ରେଜିଲେନ୍ସ ଥ୍ରୋ ଇନୋଭେଟିଭ୍ ଡେଭଲପ୍ମେଣ୍ଟ’ ବା ‘ରିୱାର୍ଡ’।…
ପ୍ରସ୍ତାବ ମାତ୍ରେ ଅଣଦେଖା
ଯାଜପୁର ଅଫିସ,୭ା୬: ଯାଜପୁର ଜିଲାରେ ପ୍ରାୟ ପ୍ରତିବର୍ଷ ବନ୍ୟା ବିଭୀଷିକା ଦେଖିବାକୁ ମିଳୁଛି। ବିପୁଳ ପରିମାଣର ଚାଷଜମି ପ୍ରଭାବିତ ହେବାଯୋଗୁ ଚାଷୀମାନେ ବିପୁଳ କ୍ଷତି ସହୁଛନ୍ତି। ବ୍ୟକ୍ତିଗତ ଓ ସରକାରୀ ସମ୍ପତ୍ତି ନଷ୍ଟ ହେଉଛି। ଏହି ସମସ୍ୟାକୁ ସରକାର ହୃଦୟଙ୍ଗମ କଲେ…
ମର୍ମନ୍ତୁଦ ରେଳ ଦୁର୍ଘଟଣା: ୫୦ରୁ ଅଧିକଙ୍କ ଜୀବନ ଗଲା…
କରାଚି,୭।୬: ପାକିସ୍ତାନରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣାରେ ୫୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଘୋଟକି ଅଞ୍ଚଳର ରେତି ଏବଂ ଡହାରକି ଷ୍ଟେଶନ ମଧ୍ୟରେ ସାର୍ ସୟଦ ଏକ୍ସପ୍ରେସ୍ ମିଲ୍ଲତ ଏକ୍ସପ୍ରେସ୍କୁ ଧକ୍କା ଦେଇଛି। ବହୁ ଲୋକ ଆହତ ହୋଇଛନ୍ତି। ଉଦ୍ଧାର…
ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୩୦୦୦ ଟପିଲା
ଭୁବନେଶ୍ୱର,୭ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ୪୧ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା…
ଖୁବ୍ଶୀଘ୍ର ଏସ୍ସିବିରେ ଏକ୍ମୋ ଚିକିତ୍ସା
ଭୁବନେଶ୍ୱର,୭।୬(ବ୍ୟୁରୋ): ଏସ୍ସିବି ମେଡିକାଲରେ ଏକ୍ମୋ ଚିକିତ୍ସା ସେବା ଖୁବ୍ଶୀଘ୍ର ଆରମ୍ଭ ହେବ। ଏଥିପାଇଁ ୬ଟି ମେଶିନ ଆସିବାକୁ ଥିବାବେଳେ କାର୍ଡିଓଥେରାସିସ୍ ବିଭାଗରେ ସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଥିବା ଡିଏମ୍ଇଟି ସିବିକେ ମହାନ୍ତି ରବିବାର ସୂଚନା ଦେଇଛନ୍ତି। ଫଳରେ ଏଣିକି ଏହି ଚିକିତ୍ସା…
ଆଜି ରାଜ୍ୟରୁ ୬୧୧୮ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ
ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ ଲଗାତର କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୬୧୧୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୧୯,୨୧୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…
ଟିକାକୁ ନେଇ ଟଣାଓଟରା: ଓଡ଼ିଶାରେ ୬୦୦ କେନ୍ଦ୍ର ବନ୍ଦ
ଭୁବନେଶ୍ୱର,୭।୬(ବ୍ୟୁରୋ): କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ପର୍ଯ୍ୟାପ୍ତ କୋଭିଡ୍ ଭାକ୍ସିନ ଯୋଗାଇ ଦେଉଛୁ ବୋଲି ଦାବି କରୁଥିବା ବେଳେ ଓଡ଼ିଶାରେ ଟିକା ଅଭାବରୁ ପ୍ରାୟ ୬୦୦ଟିକାକରଣ କେନ୍ଦ୍ର ବନ୍ଦ ପଡ଼ିଛି। ରାଜ୍ୟରେ ଏବେ ବି ଟିକା ସମସ୍ୟା ଲାଗି ରହିଛି। ଓଡ଼ିଶା ସରକାର…
ଆଣ୍ଠୁମାଡି ସ୍ତ୍ରୀଙ୍କ ଫଟୋ ଉଠାଇଲେ କୋହଲି: ମହିଳା କ୍ରିକେଟର୍ କଲେ ଖୁଲାସା
ଭାରତୀୟ ମହିଳା ଏବଂ ପୁରୁଷ ଦଳ କେବଳ ଜୁନ ୩ରେ ଇଂଲଣ୍ଡରେ ପହଞ୍ଚିଛନ୍ତି। ଉଭୟ ଦଳ ଏବେ ସାଉଥମ୍ପଟନରେ କ୍ୱାରାଣ୍ଟାଇନ୍ରେ ଅଛନ୍ତି। ମହିଳା ଦଳ ଜୁନ୍ ୧୬ରେ ଆୟୋଜକ ଇଂଲଣ୍ଡ ବିପକ୍ଷରେ ଏକମାତ୍ର ଟେଷ୍ଟ ମ୍ୟାଚ ଖେଳିବ। ଏଥି ସହିତ ପୁରୁଷ…
Archives


