Home Left

ଟିକାକୁ ନେଇ ଟଣାଓଟରା: ଓଡ଼ିଶାରେ ୬୦୦ କେନ୍ଦ୍ର ବନ୍ଦ

ଭୁବନେଶ୍ୱର,୭।୬(ବ୍ୟୁରୋ): କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ପର୍ଯ୍ୟାପ୍ତ କୋଭିଡ୍‌ ଭାକ୍ସିନ ଯୋଗାଇ ଦେଉଛୁ ବୋଲି ଦାବି କରୁଥିବା ବେଳେ ଓଡ଼ିଶାରେ ଟିକା ଅଭାବରୁ ପ୍ରାୟ ୬୦୦ଟିକାକରଣ କେନ୍ଦ୍ର ବନ୍ଦ ପଡ଼ିଛି। ରାଜ୍ୟରେ ଏବେ ବି ଟିକା ସମସ୍ୟା ଲାଗି ରହିଛି। ଓଡ଼ିଶା ସରକାର…

ଆଣ୍ଠୁମାଡି ସ୍ତ୍ରୀଙ୍କ ଫଟୋ ଉଠାଇଲେ କୋହଲି: ମହିଳା କ୍ରିକେଟର୍‌ କଲେ ଖୁଲାସା

ଭାରତୀୟ ମହିଳା ଏବଂ ପୁରୁଷ ଦଳ କେବଳ ଜୁନ ୩ରେ ଇଂଲଣ୍ଡରେ ପହଞ୍ଚିଛନ୍ତି। ଉଭୟ ଦଳ ଏବେ ସାଉଥମ୍ପଟନରେ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ମହିଳା ଦଳ ଜୁନ୍‌ ୧୬ରେ ଆୟୋଜକ ଇଂଲଣ୍ଡ ବିପକ୍ଷରେ ଏକମାତ୍ର ଟେଷ୍ଟ ମ୍ୟାଚ ଖେଳିବ। ଏଥି ସହିତ ପୁରୁଷ…

ବୋହୂଙ୍କୁ ଜାଣିଶୁଣି ମାଡ଼ି ବସିଲେ କରୋନା ଆକ୍ରାନ୍ତ ଶାଶୁ

ହାଇଦ୍ରାବାଦ,୬।୬ : କୋଭିଡ୍‌-୧୯ରେ ଆକ୍ରାନ୍ତ ହେବା ପରେ ଜଣେ ବୃଦ୍ଧା ଘରେ ଆଇସୋଲେଶନରେ ରହି ରହି ବିରକ୍ତ ହୋଇଯାଇଥିଲେ। ନିୟମ ଅନୁସାରେ ସମାଜିକ ଦୂରତା ପାଳନ କରି ଦୂରରୁ ଖାଇବାକୁ ଦେଉଥିଲା ବୋହୂ। ଏପରି କି ମହିଳାଙ୍କ ପାଖକୁ ଛାଡ଼ୁ ନ…

ବେଙ୍ଗ ସହ ହିନ୍ଦୁଙ୍କୁ ତୁଳନା କଲେ ଆରଏସ୍‌ଏସ୍‌ ନେତା

କୋଲକାତା,୬।୬ : ହିନ୍ଦୁ ସମ୍ପ୍ରଦାୟ ବେଙ୍ଗ ଭଳି ଆଚରଣ କରୁଛନ୍ତି। ଓଜନ ମପା ଯାଉଥିବା ଯନ୍ତ୍ରରେ ଦୁହିଁଙ୍କୁ ମାପିବା କଷ୍ଟକର। ଏଭଳି ମନ୍ତବ୍ୟ ଦେଇଛନ୍ତି ପଶ୍ଚିମବଙ୍ଗର ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସ୍‌ଏସ୍‌)ର ଇଣ୍ଟେଲେକଚୁଆଲ ବିଭାଗର ସଭାପତି ରାଜେଶ ଶ୍ରୀବାସ୍ତବ। ରାଧିକା…

ଟିକାକରଣ ପ୍ରମାଣପତ୍ରରେ ରହିବ ମମତାଙ୍କ ଫଟୋ

କୋଲକାତା,୬ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ଚାଲିଥିବା ଟଣାଓଟରା ଏତେ ଶୀଘ୍ର ଥମିବାର ଆଶା ଦିଶୁନାହିଁ। କାରଣ କୋଭିଡ୍‌-୧୯ ଭାକ୍ସିନ ପ୍ରମାଣପତ୍ରରେ ପୂର୍ବରୁ ଥିବା ମୋଦିଙ୍କ ଫଟୋକୁ ହଟାଇ ମମତା ନିଜ ଫଟୋ ଛାପିଛନ୍ତି।…

ରାଜ୍ୟପାଳଙ୍କୁ ‘ଅଙ୍କଲ ଜୀ’ କହିଲେ ଟିଏମ୍‌ସି ଏମ୍‌ପି

ନୂଆଦିଲ୍ଲୀ,୬।୬ : ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଥିବା ଟୁଇଟ୍‌ କରି ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ସରକାରଙ୍କୁ ସମାଲୋଚନା କରିଥିଲେ ରାଜ୍ୟପାଳ ଜଗଦୀପ ଧାଙ୍କର। ଆଉ ନିର୍ବାଚନ ପରବର୍ତ୍ତୀ ହିଂସାକୁ ରୋକିବା ପାଇଁ ରାଜ୍ୟରେ କେଉଁ କେଉଁ ପଦକ୍ଷେପ ନିଆଯାଇଛି…

୨୨ ଜିଲାରେ ହେବ ୧୮ରୁ ୪୪ବର୍ଗଙ୍କ ଟିକାକରଣ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ଏବେ ତୃତୀୟ ପର୍ଯ୍ୟାୟ ଟିକାକରଣ ଜାରି ରହିଛି। ଏଥିରେ ୧୮ରୁ ୪୪ ବର୍ଷ ବର୍ଗର ଲୋକଙ୍କୁ ଟିକା ଦିଆଯାଉଛି। ତେବେ ଏହା କେବଳ ମେ’ ମାସରେ ଆରମ୍ଭ ହୋଇଥିଲେ ବି ମାତ୍ର ୫ଟି ମହାନଗର ନିଗମ ଓ ୬…

ମୁଁ ଆଇନକୁ ମାନୁଥିବା ନାଗରିକ- ଚୋକ୍‌ସି

ନୂଆଦିଲ୍ଲୀ,୬।୬ : ମୁଁ ଜଣେ ଆଇନ ମାନୁଥିବା ନାଗରିକ। କେବଳ ଚିକିତ୍ସା ପାଇଁ ଭାରତ ଛାଡ଼ି ଆଣ୍ଟିଗୁଆ ଆସିଥିଲି ବୋଲି ଦାବି କରିଛନ୍ତି ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସି। ଆଉ ଭାରତୀୟ ଅଧିକାରୀଙ୍କୁ ଖୋଲାଖୋଲି ସାକ୍ଷାତ୍‌କାର ପାଇଁ ଆମନ୍ତ୍ରଣ କରିଛନ୍ତି।…

ମା’ଙ୍କ ସୁଦ୍ଧି କ୍ରିୟାରେ ଭୋଜି ନ କରି ବୃଦ୍ଧାଶ୍ରମରେ ବାଣ୍ଟିଲେ ଶୁଖିଲା ଖାଦ୍ୟ

ମାଲକାନଗିରି,୬ା୬: ମାଲକାନଗିରି ଜିଲା ସଦର ବ୍ଲକ ଏମଭି-୮୪ ଗ୍ରାମର ସଞ୍ଜୟ ଢାଲି ତାଙ୍କ ମା’ଙ୍କ ପରଲୋକରେ ଦଶାହ କାର୍ଯ୍ୟରେ ଜ୍ଞାତି କୁଟୁମ୍ବ, ଅତିଥିମାନଙ୍କୁ ନିମନ୍ତ୍ରଣ କରି ଭୋଜି ନ ଦେଇ ଗରିବ ଅସହାୟ, ବୃଦ୍ଧାଶ୍ରମ ଏବଂ ବିଭିନ୍ନ ମନ୍ଦିର ସମ୍ମୁଖରେ ଭିକ୍ଷାବୃତ୍ତି…

ସେଲ୍‌ଫି ନିଶା ନେଲା ୨ ଯୁବକଙ୍କ ଜୀବନ

ରାଜଗାଙ୍ଗପୁର,୬।୬: ସେଲ୍‌ଫି ନେବା କାଳ ହୋଇଛି। ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବ୍ଲକ ଅନ୍ତର୍ଗତ କାଂଶବାହାଲ ଡ୍ୟାମ୍‌ରେ ଖସିପଡ଼ି ରବିବାର ୨ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରାଉରକେଲା ଡିଏଭି ଗଳିର ସୁମନ୍ତ ଦେ(୨୫) ଏବଂ ବାସନ୍ତୀ କଲୋନୀର ପ୍ରମୋଦ ପରିଡ଼ା…

ପୁଲଓ୍ବାମାରେ ପୁଣି ଥରେ ପଡ଼ିଲା ରକ୍ତ ଛିଟା

ଶ୍ରୀନଗର,୬।୬ : ପୁଣି ଥରେ ପୁଲଓ୍ବାମାରେ ପଡ଼ିଛି ରକ୍ତ ଛିଟା। ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଗ୍ରେନେଡ୍‌ ବିସ୍ଫୋରଣ ଘଟିଛି। ଘଟଣାରେ ଅତିକମ୍‌ରେ ୮ ଜଣ ଆହତ ହୋଇଥିବା ପୋଲିସ କଣ୍ଟ୍ରୋଲ ରୁମ୍‌ରୁ ଅଧିକାରୀ ରବିବାର କହିଛନ୍ତି। ଦକ୍ଷିଣ କଶ୍ମୀରର ଅଓ୍ବନ୍ତିପୁରାର ଟ୍ରାଲ…

୩ ବର୍ଷରୁ ଊର୍ଦ୍ଧ୍ୱ ପିଲାଙ୍କୁ ଦିଆଯିବ ଏହି ଟିକା

ବେଜିଂ,୬।୬: ଚାଇନା କର୍ତ୍ତୃପକ୍ଷ କୋଭିଡ୍‌-୧୯ ଟିକା କରୋନାଭାକ୍‌କୁ ୩ରୁ ୧୭ ବର୍ଷ ବର୍ଗର ପିଲାଙ୍କୁ ଦେବା ନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଉକ୍ତ ଟିକାର ଉତ୍ପାଦନକାରୀ ସିନୋଭାକ୍‌ର ଅଧ୍ୟକ୍ଷ ୟିନ୍‌ ଓ୍ବେଇଡଙ୍ଗ ଏହି ସୂଚନା ଦେଇଛନ୍ତି। ସିନୋଭାକ୍‌ର ଏହି ଟିକା ପ୍ରଥମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri