Home Left

ନାବାଳିକାଙ୍କ ଅଶ୍ଳୀଳ ଭିଡ଼ିଓ ଭାଇରାଲ୍‌

ବ୍ରହ୍ମପୁର ଅଫିସ,୫ା୬: ଜନୈକା ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖି ଭିଡ଼ିଓ ଭାଇରାଲ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ପନ୍ଦରାସାହିର ଦୀପକ କୁମାର…

ମମତାଙ୍କ ପୁତୁରା ଅଭିଷେକ ହେଲେ ତୃଣମୂଳ କଂଗ୍ରେସର ସାଧାରଣ ସମ୍ପାଦକ

କୋଲକାତା,୫।୬: ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ସାଂଗଠନିକସ୍ତରରେ ଶୁକ୍ରବାର ଏକ ବଡଧରଣର ଅଦଳବଦଳ କରାଯାଇଛି। ଟିଏମ୍‌ସି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଏମ୍‌ପି ଅଭିଷେକ ବାନାର୍ଜୀଙ୍କୁ ଦଳର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତି କରାଯାଇଛି। ନିର୍ବାଚନ ପରେ ପ୍ରଥମ ଥର ପାଇଁ…

ଘରେ ରହି ଚିକିତ୍ସିତ ହେବାକୁ ଥିବା କରୋନା ଆକ୍ରାନ୍ତଙ୍କୁ ଯୋଗାଇ ଦିଆଯିବ ଅକ୍ସିଜେନ କନସେନ୍‌ଟ୍ରେଟର

ଭୁବନେଶ୍ୱର,୫ା୬(ବ୍ୟୁରୋ): କରୋନା ମହାମାରୀର ଦ୍ୱିତୀୟ ଲହରରେ ଅକ୍ସିଜେନର ଘୋର  ଅଭାବ ଦେଖାଦେଇଛି। ତେବେ ଅକ୍ସିଜେନ ଯୋଗାଣ ପାଇଁ ବିଏମ୍‌ସି ବଡ଼ ପଦକ୍ଷେପ ନେଇଛି। ଏଣିକି ଘରେ ରହି ଚିକିତ୍ସିତ ହେବାକୁ ଚାହୁଁଥିବା କରୋନା ରୋଗୀଙ୍କୁ ଅକ୍ସିଜେନ କନସେନ୍‌ଟ୍ରେଟର ଯୋଗାଇ ଦିଆଯିବ ବୋଲି…

ଆର୍‌ପିଡିଏସିକୁ ଡର

ଯାଜପୁର ଅଫିସ,୫।୬:ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଏବଂ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍‌ପିଡିଏସି) ବୈଠକ ଶେଷ ଥର ପାଇଁ ୧୪ା୯ା୨୦୧୬ରେ ଅନୁଷ୍ଠିତ ହୋଇଥିଲା। ଇତିମଧ୍ୟରେ କଟକଠାରେ ଆର୍‌ପିଡିଏସି ବୈଠକ ହୋଇଛି…

ମାଲିକଙ୍କୁ ଏମିତି ଅନ୍ତିମ ଶ୍ରଦ୍ଧାଞ୍ଜଳି ଜଣାଇଲା ହାତୀ, ଦେଖିଲେ ଆଖିରେ ରହିବନି ଲୁହ

ହାତୀ ଏବଂ ମଣିଷ ମଧ୍ୟରେ ବନ୍ଧୁତା ଫିଲ୍ମ ‘ହାଥୀ ମେରା ସାଥୀ’ରେ ନିଶ୍ଚିତ ଦେଖିଥିବେ। ଫିଲ୍ମରେ ହାତୀ ମରିବା ପରେ ଅଭିନେତା ହାତୀକୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ମାତ୍ର କେରଳର କୋଟାୟମ ଜିଲାରେ ଏକ ହାତୀ ତା’ର ମାଲିକ ମରିଯିବା ପରେ କେମିତି…

ବର୍ଷକ ମଧ୍ୟରେ ୨୦ ସନ୍ତାନର ମା’ ହେଲେ ଏହି ମହିଳା, ପିଲାଙ୍କ ପାଇଁ ସପ୍ତାହକୁ ଖର୍ଚ୍ଚ ହୁଏ…

ରୁଷିଆର ଜଣେ ମହିଳା ବର୍ଷକ ମଧ୍ୟରେ ୨୦ ସନ୍ତାନର ମା’ ହୋଇଛନ୍ତି। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ କଥାଟା ସତ। ୨୩ ବର୍ଷୀୟା କ୍ରିଷ୍ଟିନାଙ୍କ ସ୍ବାମୀ ଜଣେ କୋଟିପତି। ତାଙ୍କ ସ୍ବାମୀ ଚାହାନ୍ତି ଗୋଟିଏ ବଡ଼ ପରିବାର। ୫୭ ବର୍ଷୀୟ ଗ୍ୟାଲିପ୍‌ ଆଗରୁ…

ବ୍ରାହ୍ମଣ ଏବଂ ସ୍ତ୍ରୀଙ୍କ ସବୁଠାରୁ ବଡ଼ ଶକ୍ତି କ’ଣ ଆପଣ ଜାଣନ୍ତି କି?

ସ୍ତ୍ରୀ ହୁଅନ୍ତୁ ଅବା ପୁରୁଷ, ସମସ୍ତଙ୍କ ପାଖରେ କିଛି ଗୁଣ, କିଛି ଶକ୍ତି ରହିଥାଏ। ଏହାଦ୍ୱାରା ସେମାନେ କାର୍ଯ୍ୟ ସିଦ୍ଧି କରନ୍ତି। ଆଚାର୍ଯ୍ୟ ଚାଣକ୍ୟ ନୀଜର ନୀତିଶାସ୍ତ୍ରରେ ରାଜା, ବ୍ରାହ୍ମଣ ଏବଂ ସ୍ତ୍ରୀଙ୍କ ସବୁଠାରୁ ବଡ ଶକ୍ତି କ’ଣ ତାହା ବର୍ଣ୍ଣନା…

ଜଗ୍ଗି ବାସୁଦେବରୁ ସଦ୍‌ଗୁରୁ: ଜାଣନ୍ତୁ ଆଧ୍ୟାତ୍ମ୍ୟ ପଥରେ ଯାତ୍ରା କରୁଥିବା ଏହି …

ଯୋଗ ଏବଂ ଧ୍ୟାନର ପ୍ରଚାରକ ହେଲେ ଜଗ୍ଗି ବାସୁଦେବ ଓରଫ ସଦ୍‌ଗୁରୁ। ସେ ଇଶା ଫାଉଣ୍ଡେଶନର ସଂସ୍ଥାପକ ମଧ୍ୟ। ଏହି ଅନୁଷ୍ଠାନ ସାମାଜିକ କଲ୍ୟାଣ ଦିଗରେ କାର୍ଯ୍ୟ କରିଆସୁଛି। ଯୋଗର ପ୍ରଚାର-ପ୍ରସାର କରିବା ଫାଉଣ୍ଡେଶନର ମୁଖ୍ୟ ଉଦ୍ଦେଶ୍ୟ । ଅନେକଙ୍କ ଗୁରୁ…

‘ଦ ଫାମିଲି ମ୍ୟାନ୍‌-୨’ର ଏହି ଅଭିନେତା କିଏ କାଣନ୍ତି: ଅଭିନୟ ପାଇଁ ଛାଡ଼ିଥିଲେ ଚାକିରି, ବିକିଥିଲେ ସ୍ତ୍ରୀଙ୍କ ଗହଣା

ବମ୍ବେ: ଆମାଜନ୍‌ ପ୍ରାଇମ୍‌ରେ ରିଲିଜ ହୋଇଛି ଲୋକପ୍ରିୟ ଓ୍ବେବ୍‌ ସିରିଜ୍‌ ‘ଦ ଫାମିଲି ମ୍ୟାନ୍‌’ର ଦ୍ୱିତୀୟ ସିଜିନ। ଏହି ସିଜିନ୍‌ରେ ପୁରୁଣା ଅଭିନେତାଙ୍କ ସହ ଅନେକ ନୂଆଁ ମୁହଁ ଦେଖିବାକୁ ମିଳୁଛି। ସେଭଳି ଏକ ଚରିତ୍ର ହେଲା ଜେ.କେ.ତଲପଡେ। ଶାରିବ ହାସମୀ…

କଥା ରଖିଲେ ସଲମାନ, ୨୫୦୦୦ ସିନେ କଳାକାରଙ୍କ ଆକାଉଣ୍ଟକୁ ପଠାଇଲେ ଟଙ୍କା

ମୁମ୍ବାଇ: ବଲିଉଡ୍‌ ଦବଙ୍ଗ ଖାନ୍‌ ସଲମାନ ସିନେ କଳାକାରଙ୍କୁ ଦେଇଥିବା କଥା ରଖିଛନ୍ତି। ସଲମାନ ୨୫୦୦୦ ସିନେ କଳାକାରଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୧୫୦୦ ଟଙ୍କା ଲେଖାଏ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ତେବେ ଏହି ଟଙ୍କା କଳାକାରଙ୍କ ଆକାଉଣ୍ଟକୁ ଆସିବା ଆରମ୍ଭ…

କୋହଲିଙ୍କ ସବୁଠାରୁ ଭଲ ଗୁଣ କ’ଣ ଜାଣନ୍ତି: ପ୍ରଶଂସାରେ ଶତମୁଖ ହୋଇ ଏଭଳି କହିଲେ କୋଚ୍‌…

ନୂଆଦିଲ୍ଲୀ,୫।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ମୁକାବିଲା ହେବ। ଜୁନ୍‌ ୧୮ରୁ ଡବ୍ଲୁଟିସି ଫାଇନାଲ ଇଂଲଣ୍ଡରେ ଖେଳାଯିବ। ଏହି ମହାମୁକାବିଲା ପୂର୍ବରୁ ଭାରତୀୟ ଟିମ୍‌ର ବ୍ୟାଟିଂ କୋଚ୍‌ ବିକ୍ରମ ରାଠୋର ଅଧିନାୟକ ବିରାଟ କୋହଲିଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି।…

ଯୁକ୍ତ ଦୁଇ ମୂଲ୍ୟାୟନ, ରେଜଲ୍ଟ ନେଇ ମନ୍ତ୍ରୀ ଦେଲେ ଏହି ସୂଚନା

ଭୁବନେଶ୍ୱର,୫ା୬(ବ୍ୟୁରୋ): କରୋନା ମହାମାରୀକୁ ଦୃଷ୍ଟିରେ ରଖି ଚଳିତବର୍ଷ ସରକାର ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ କରିଛନ୍ତି। ତେବେ ବର୍ତ୍ତମାନ କେମିତି ମୂଲ୍ୟାୟନ ହେବ ଏବଂ କେବେ ରେଜଲ୍ଟ ପ୍ରକାଶ ପାଇବ ସେନେଇ ଚିନ୍ତାରେ ଅଛନ୍ତି ଛାତ୍ରୀଛାତ୍ର ଏବଂ ଅଭିଭାବକ। ଏହି ଚିନ୍ତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri