ଚିନ୍ତା ଘାରିଲେ ବି ପ୍ରତିକାର ଶୂନ
ନୟାଗଡ଼ ଅଫିସ,୫।୬: ବଣପାହାଡ଼ ଘେରା ନୟାଗଡ଼ ଜିଲାରେ ଜଙ୍ଗଲିଆ ଅଞ୍ଚଳ ଧୀରେ ଧୀରେ ପଦା ହେଉଛି। ଜଙ୍ଗଲ ପରିମାଣ କମି ଚାଲିଥିବାବେଳେ କଂକ୍ରିଟ କୋଠାବାଡି ଓ ରାସ୍ତା ନିର୍ମାଣ ବୃଦ୍ଧି ପାଇଛି। ସଚେତନତାର ଅଭାବ ଓ ବିକାଶ ନାଁରେ ବିନାଶ ଚାଲିଥିବାରୁ…
ଆଉ ସପ୍ତାହେ ବଢ଼ିଲା ଲକ୍ଡାଉନ
ଚେନ୍ନାଇ,୫।୬: ତାମଲିନାଡୁରେ ଆଉ ସପ୍ତାହେ ବଢ଼ିଲା ଲକ୍ଡାଉନ। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ ଷ୍ଟାଲିନ ରାଜ୍ୟରେ କଟକଣା କୋହଳ କରିବା ସହ ଆଉ ସପ୍ତାହେ ଲକ୍ଡାଉନ ଅବଧିକୁ ବୃଦ୍ଧି କରିଛନ୍ତି। ଜୁନ ୧୪ଯାଏ ଏହି ଲକ୍ଡାଉନ ଜାରି ରହିବ ବୋଲି ଶନିବାର ରାଜ୍ୟସରକାରଙ୍କ…
କରୋନାରେ ମାହାଙ୍ଗାର ପୂର୍ବତନ ବିଧାୟକଙ୍କ ପରଲୋକ
ନିଶ୍ଚିନ୍ତକୋଇଲି,୫ା୬(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ବିଧାନସଭା କ୍ଷେତ୍ରର ପ୍ରାକ୍ତନ ବିଧାୟକ ବିକ୍ରମକେଶରୀ ବର୍ମାଙ୍କ କରୋନାରେ ଶନିବାର ପରଲୋକ ହୋଇଯାଇଛି। ସେ ଦୀର୍ଘଦିନ ହେବ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସିତ ହେଉଥିଲେ। ତାଙ୍କ ବିୟୋଗରେ ମନ୍ତ୍ରୀ ପ୍ରତାପ ଜେନା, କଟକ ସଦର…
ଭାରତୀୟ ଟି୨୦ ଟିମ୍ରୁ କାହିଁକି ବାହାର ହୋଇଥିଲେ ଦିନେଶ କାର୍ତ୍ତିକ; କାରଣ ନେଇ ଏଭଳି କହିଲେ…
ନୂଆଦିଲ୍ଲୀ,୫।୬: ଭାରତୀୟ କ୍ରିକେଟ ଟିମ୍ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ପୂର୍ବରୁ ଉଇକେଟକିପର ବ୍ୟାଟ୍ସମ୍ୟାନ ଦିନେଶ କାର୍ତ୍ତିକ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଥିଲେ। ହେଲେ ଧୋନୀ ଦଳରେ ସାମିଲ ହେବା ପରେ କାର୍ତ୍ତିକଙ୍କ କ୍ୟାରିୟର ଶୀର୍ଷରେ ପହଞ୍ଚି ପାରି ନ…
କରୋନା ସଂକଟରେ ରୋଜଗାର ହରାଇ ହାତବାନ୍ଧି ବସିଛନ୍ତି ଅଟୋ ଚାଳକ
ବୁଗୁଡ଼ା, ୫।୬(ଡି.ଏନ୍.ଏ.): ଚକ ଗଡ଼ିଲେ ଜଳୁଥିଲା ଚୁଲି। ଏବେ ତେଲ ପଇସା ମଧ୍ୟ ବାହାରୁନି। ଫଳରେ ଭୋକ ଉପାସରେ ଜୀବନ ବିତାଉଛନ୍ତି ଅଧିକାଂଶ ପରିବାର। କରୋନା ସଂକଟରେ ରୋଜଗାର ହରାଇ ଗଞ୍ଜାମ ଜିଲା ବୁଗୁଡ଼ା ସହରର ଅଟୋ ଚାଳକମାନେ ଏବେ ହାତବାନ୍ଧି…
ମୋହନ ଭାଗଓ୍ବତଙ୍କ ସମେତ ବହୁ ଆର୍ଏସ୍ଏସ୍ ନେତାଙ୍କ ଆକାଉଣ୍ଟ୍ରୁ ବ୍ଲୁ ଟିକ୍ ହଟାଇଲା ଟୁଇଟର୍…
ନୂଆଦିଲ୍ଲୀ,୫।୬: ଉପ ରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କ ଆକାଉଣ୍ଟ୍ରୁ ବ୍ଲୁ ଟିକ୍ ହଟାଇ ଏହାକୁ ପୁଣି ରିଷ୍ଟୋର କରିବା ପରେ ଟୁଇଟର୍ ଏବେ ବିବାଦରେ ଘେରରେ ଛନ୍ଦି ହୋଇ ପଡ଼ିଛି। ଟୁଇଟର୍ ପକ୍ଷରୁ ମୋହନ ଭାଗଓ୍ବତଙ୍କ ସମେତ ବହୁ ଆର୍ଏସ୍ଏସ୍ ନେତାଙ୍କ ଆକାଉଣ୍ଟ୍ରୁ…
କିଛି ଏଭଳି ୟାମି-ଆଦିତ୍ୟଙ୍କ ଲଭ୍ଷ୍ଟୋରୀ: କେହି ବି ଟେର୍ ପାଇଲେନି; ଶୁଟିଂ ସେଟ୍ରୁ…
ବମ୍ବେ: ଲୁଚିଛପି ବିବାହ କରିଛନ୍ତି ବଲିଉଡ୍ର ସୁନ୍ଦରୀ ଅଭିନେତ୍ରୀ ୟାମି ଗୌତମ। ଆଦିତ୍ୟ ଧରଙ୍କୁ ସେ ବିବାହ କରିଥିବା ନେଇ ଏକ ପୋଷ୍ଟ କରି ପ୍ରଶଂସକଙ୍କୁ ଜଣାଇଥିଲେ। ପୂର୍ବରୁ ଉଭୟଙ୍କ ସମ୍ପର୍କକୁ ନେଇ କେହି ଟେର ପାଇ ନ ଥିବା ବେଳେ…
ବାଘ, ସିଂହର କରୋନା ମୃତ୍ୟୁ
ରାଞ୍ଚି/ଚେନ୍ନାଇ: ତାମିଲନାଡୁର ଭଣ୍ଡାଲୁରସ୍ଥିତ ଆରିଗ୍ନାର ଆନ୍ନା ଜାତୀୟ ଉଦ୍ୟାନରେ ୯ ସିଂହ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୯ ବର୍ଷର ଏକ ମାଈ ସିଂହର ମୃତ୍ୟୁ ଘଟିଛି। ଜୁଲୋଜିକାଲ ପାର୍କର ସଫାରି ଏରିଆରେ ରଖାଯାଇଥିବା ଏହି ସିଂହଟି ଗୁରୁବାର…
ନାଗିନ୍ ଫେମ୍ ଏହି ଲୋକପ୍ରିୟ ଅଭିନେତାଙ୍କୁ ବାନ୍ଧିଲା ପୋଲିସ: ନାବାଳିକାଙ୍କୁ ବଳାତ୍କାର କରିଥିବା ନେଇ…
ବମ୍ବେ: ଲୋକପ୍ରିୟ ଟେଲି ଅଭିନେତା କରନ୍ ମେହେରା ସ୍ତ୍ରୀଙ୍କୁ ମାରପିଟ୍ କରି ଗିରଫ ହେବା ନେଇ ଚର୍ଚ୍ଚା ଥମି ନ ଥିବା ବେଳେ ଆଉ ଜଣେ ଅଭିନେତାଙ୍କୁ ବାନ୍ଧିଛି ପୋଲିସ। ହେଲେ ଏଥର ମାମଲା ଅଧିକ ସଙ୍ଗୀନ ରହିଛି। ବଳାତ୍କାର ଅଭିଯୋଗରେ…
ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ୧୮ ମାସ ଜେଲ
ଅହମ୍ମଦାବାଦ: ଗୁଜରାଟ ହାଇକୋର୍ଟର ଜଣେ ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ଜଣେ ବ୍ୟକ୍ତିଙ୍କୁ ଦେଢ଼ବର୍ଷ ପାଇଁ ଜେଲ ଦଣ୍ଡାଦେଶ ହୋଇଛି। ରାଜକୋଟ ଜିଲା ଭୟଭଦର ଚା’ ଦୋକାନୀ ଭବାନୀଦାସ ଭବାଜୀ ଏକ ମାମଲାର ଫଇସଲା ପାଇଁ ହାଇକୋର୍ଟ ଧାଇଁ ଧାଇଁ ନୟାନ୍ତ ହୋଇଯାଇଥିଲେ।…
ହ୍ରଦରେ କମୁଛି ଅମ୍ଳଜାନ
ଜଳବାୟୁ ପରିବର୍ତ୍ତନ କାରଣରୁ ମଧୁର ଜଳପୂର୍ଣ୍ଣ ହ୍ରଦର ଅମ୍ଳଜାନସ୍ତର କମିବାରେ ଲାଗିଛି। ଏହାଦ୍ୱାରା ଜୀବଜଗତ ସମେତ ପରିବେଶ ଉପରେ ବଡ଼ ବିପତ୍ତି ଘନେଇବାରେ ଲାଗିଛି। ନୂଆଦିଲ୍ଲୀ: ଜଳବାୟୁ ପରିବର୍ତ୍ତନର କଥା ଉଠିଲେ ମନରେ ଉଙ୍କିମାରେ ସମୁଦ୍ର ଜଳପତ୍ତନ ବୃଦ୍ଧି, ବାୟୁ ପ୍ରଦୂଷଣ,…
ପଡ଼ୋଶୀ ଘର ଝିଅଙ୍କ ପ୍ରେମରେ ପଡ଼ିଥିଲେ ପୀୟୁଷ ଚାଓ୍ବଲା: ବାପାଙ୍କୁ ମିଛ କହି ଦିଲ୍ଲୀରେ କିଣିଥିଲେ ଘର
ନୂଆଦିଲ୍ଲୀ,୫।୬: ୨୦୦୭ରେ ଟି୨୦ ବିଶ୍ୱକପ୍ ଖେଳାଯିବା ସମୟରେ ୧୮ ବର୍ଷର ହୋଇଥିଲେ ଭାରତୀୟ ଲେଗ୍ ସ୍ପିନର ପୀୟୁଷ ଚାଓ୍ବଲା। ଏହି ଟୁର୍ନାମେଣ୍ଟରେ ବିଜେତା ହୋଇଥିଲା ଭାରତ। ଏହାପରେ ପୀୟୁଷ ୨୦୧୧ରେ ବିଶ୍ୱକପ୍ ଜିତିଥିବା ଭାରତୀୟ ଟିମ୍ରେ ସାମିଲ ଥିଲେ। ସେତେବେଳେ ୨୨…
Archives


