ପାକିସ୍ତାନ ଟି୨୦ ଦଳରେ ମୋଇନଙ୍କ ପୁଅ
କରାଚୀ,୫।୬(ପି.ଟି.): ଆଗାମୀ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ପାକିସ୍ତାନ ଟି୨୦ ଦଳ ଘୋଷଣା କରିଛି। ପୂର୍ବତନ ଅଧିନାୟକ ମୋଇନ ଖାଁଙ୍କ ପୁଅ ଆଜାମଙ୍କୁ ଏଥିରେ ସ୍ଥାନ ମିଳିଛି। ଚୟନକର୍ତ୍ତାମାନେ ଇମାଦ ଓ୍ବାସିମଙ୍କୁ ଏହି ଦଳରେ ପୁଣିଥରେ ସାମିଲ କରିଛନ୍ତି। ଇଂଲଣ୍ଡ…
ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ ଏହି ତେଲ
ନଡ଼ିଆ ତେଲ ସ୍ବାସ୍ଥ୍ୟ ଉପକାରୀ। ଏହା ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ। ତେବେ ସୁସ୍ଥ ରହିବାକୁ ଚାହୁଁଥିଲେ ଏହାକୁ ଖାଦ୍ୟରେ ସାମିଲ କରିପାରିବେ। ଏହାଦ୍ୱାରା ପାଚନତନ୍ତ୍ରଠାରୁ ଆରମ୍ଭ କରି ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ଉପଶମ ମିଳିବ। ଏହି ତେଲ ରୋଗ…
୨୦୨୩ ପର୍ଯ୍ୟନ୍ତ ଫେସବୁକ୍ ବ୍ୟବହାର କରିପାରିବେ ନାହିଁ ଟ୍ରମ୍ପ
ଓ୍ବାଶିଂଟନ,୪।୬: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅତିକମ୍ରେ ୨୦୨୩ ପର୍ଯ୍ୟନ୍ତ ଫେସ୍ବୁକ ବ୍ୟବହାର କରିପାରିବେ ନାହିଁ। କାରଣ ଲୋକପ୍ରିୟ ସୋସିଆଲ ମିଡିଆ ପ୍ଲାଟଫର୍ମ ତାଙ୍କୁ ଶୁକ୍ରବାର ୨ ବର୍ଷ ପାଇଁ ବାସନ୍ଦ କରିଛି। ଏଭଳି ନିଷ୍ପତ୍ତି ଦ୍ୱାରା ଫେସବୁକ୍ ଦର୍ଶାଇ…
ଟୁଇଟରକୁ ବ୍ୟାନ କଲା ନାଇଜେରିଆ
ଅବୁଜ,୪।୬: ନାଇଜେରିଆରେ ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟରକୁ ଶୁକ୍ରବାର ବ୍ୟାନ୍ କରିଦିଆଯାଇଛି। ଦେଶର କର୍ପୋରେଟ୍ ବ୍ୟବସ୍ଥାକୁ ଦୁର୍ବଳ କରୁଥିବାରୁ ଆମେରିକୀୟ କମ୍ପାନୀ ବିରୋଧରେ କେନ୍ଦ୍ର ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସୂଚନା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି, କେନ୍ଦ୍ର ସରକାର ଟୁଇଟରକୁ…
୬ ବୁଡ଼ାଜାହାଜ ନିର୍ମାଣ ପାଇଁ ଖର୍ଚ୍ଚ କରାଯିବ ୪୩ ହଜାର କୋଟି
ନୂଆଦିଲ୍ଲୀ, ୪।୬: ଭାରତୀୟ ନୌସେନା ପାଇଁ ୬ଟି ପାରମ୍ପରିକ ବୁଡ଼ାଜାହାଜ ନିର୍ମାଣ ନିମନ୍ତେ ଏକ ମେଗା ପ୍ରକଳ୍ପକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ଶୁକ୍ରବାର ମଞ୍ଜୁରୀ ପ୍ରଦାନ କରିଛି। ଏହି ପ୍ରକଳ୍ପରେ ୪୩,୦୦୦ କୋଟି ଟଙ୍କା ବ୍ୟୟ କରାଯିବ। ଚାଇନା ସାମୁଦ୍ରିକ ଶକ୍ତି ବୃଦ୍ଧି…
ପ୍ରଥମ ଡୋଜ୍ ଟିକାକରଣ: ଆମେରିକାକୁ ଟପିଲା ଭାରତ
ନୂଆଦିଲ୍ଲୀ, ୪।୬: କୋଭିଡ୍-୧୯ ଟିକା ପ୍ରଥମ ଡୋଜ୍ ଦେବାରେ ଭାରତ ଆମେରିକାକୁ ଟପିଯାଇଛି। ଆମେରିକାରେ ୧୬.୯ କୋଟି ଲୋକଙ୍କୁ ପ୍ରଥମ ଡୋଜ୍ ଦିଆଯାଇଥିବା ବେଳେ ଭାରତରେ ୧୭.୨ କୋଟି ଲୋକ ପ୍ରଥମ ଡୋଜ୍ ନେଇଥିବା ସରକାର ସୂଚନା ଦେଇଛନ୍ତି। ଆଓ୍ବାର ଓ୍ବାଲର୍ଡ…
ଅଙ୍କୁର ଭାଟିଆଙ୍କ ପରଲୋକ
ନୂଆଦିଲ୍ଲୀ,୪।୬: ଇଣ୍ଡିଗୋ ମାଲିକ ତଥା ବାର୍ଡ ଗ୍ରୁପ (ଆଇବିସ୍)ର କାର୍ଯ୍ୟକାରୀ ମୁଖ୍ୟ ଅଙ୍କୁର ଭାଟିଆଙ୍କ ଶୁକ୍ରବାର ହୃଦଘାତ୍ରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୮ ବର୍ଷ ହୋଇଥିଲା। କିଛି ସପ୍ତାହ ତଳେ ସେ କୋଭିଡ୍ରୁ ଆରୋଗ୍ୟ ଲାଭ କରିଥିଲେ। ଶୁକ୍ରବାର…
ମୋଦିଙ୍କୁ ହତ୍ୟା ଧମକ
ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ଦେଇଥିବା ଦିଲ୍ଲୀ ଖଜୁରୀଖସ୍ ଅଞ୍ଚଳର ଜଣେ ୨୨ ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରିଛି। ଜାମିନରେ ଆସିଥିବା ସଲମାନ ନାମକ ଏହି ଯୁବକ ଜେଲ୍ ଫେରିବାକୁ ଚାହୁଁଥିଲେ। ସେଥିପାଇଁ ସେ ଗୁରୁବାର ରାତିରେ…
ଭାଜପା ଏମ୍ପି, ବିଧାୟକଙ୍କ ଘର ଆଗରେ ବସିବେ ଚାଷୀ
ଗାଜିଆବାଦ,୪।୬: କୃଷି ଆଇନ ବିରୋଧରେ ଆନ୍ଦୋଳନ ଚଳାଇଥିବା ଚାଷୀ ସଂଗଠନ ପକ୍ଷରୁ ଶନିବାର ଦେଶବ୍ୟାପୀ ଭାଜପା ଏମ୍ପି ଏବଂ ବିଧାୟକଙ୍କ ଘର ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। କେନ୍ଦ୍ର ସରକାର କୃଷି ଅଧ୍ୟାଦେଶ ଆଣିବାର ଏକ ବର୍ଷ ପୂର୍ତ୍ତି ଅବସରରେ ଏଭଳି…
ଟିକା କିଣିବା ପାଇଁ ପ୍ରାଇଭେଟ ମେଡିକାଲକୁ ଦିଆଯିବ ବିନା ସୁଧରେ ଟଙ୍କା
ଗୁଆହାଟୀ,୪।୬: ଆସାମରେ କୋଭିଡ୍ ଟିକାକରଣକୁ ଦ୍ରୁତ ଗତିରେ ଆଗେଇ ନେବା ପାଇଁ ରାଜ୍ୟ ସରକାର ଏକ ଭିନ୍ନ ଉପାୟ ବାହାର କରିଛନ୍ତି। ବିଭିନ୍ନ ଟିକା ଉତ୍ପାଦନକାରୀ ଫର୍ମା କମ୍ପାନୀଠାରୁ ଯଥେଷ୍ଟ ପରିମାଣର ଟିକା କିଣିବା ପାଇଁ ପ୍ରାଇଭେଟ ମେଡିକଲଗୁଡ଼ିକୁ ବିନା ସୁଧରେ…
ଭାରତରେ ଶିଶୁଙ୍କୁ ଦିଆଯିବ ଏହି ଟିକା
ନୂଆଦିଲ୍ଲୀ,୪।୬: ତୃତୀୟ ଲହର ଶିଶୁମାନଙ୍କ ପ୍ରତି ଅଧିକ ବିପଦ ଥିବା ନେଇ ବିଶେଷଜ୍ଞମାନେ ମତ ଦେଇଛନ୍ତି। ଏଭଳି ସ୍ଥତିରେ ଦେଶରେ ଶିଶୁମାନଙ୍କ ପାଇଁ କୋଭିଡ ଟିକା ନ ଥିବା ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢାଇଦେଇଛି। ହେଲେ ଆମେରିକାରେ ପ୍ରସ୍ତୁତ ଫାଇଜର ଟିକାକୁ…
ପାକିସ୍ତାନ ଟି୨୦ ଦଳରେ ପୂର୍ବତନ ଅଧିନାୟକଙ୍କ ପୁଅ
କରାଚୀ,୪।୬: ଆଗକୁ ହେବାକୁ ଥିବା ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ପିସିବି ପକ୍ଷରୁ ଘୋଷଣା କରାଯାଇଛି ପାକିସ୍ତାନ ଟି୨୦ ଦଳ। ଏହି ଦଳରେ ସ୍ଥାନ ପାଇଛନ୍ତି ପୂର୍ବତନ ଅଧିନାୟକ ମୋଇନ ଖାଁଙ୍କ ପୁଅ ଆଜାମ। ମୋଇନଙ୍କ ୨୨ ବର୍ଷୀୟ ପୁଅଙ୍କୁ…
Archives


