IPLକୁ ଲାଗିଲା GST ଝଟ୍କା: ଏବେ ମହଙ୍ଗା ହୋଇଯିବ ମ୍ୟାଚ୍ ଦେଖିବା, ଜାଣନ୍ତୁ ପୂରା ହିସାବ
ନୂଆଦିଲ୍ଲୀ,୪।୯: ସାମଗ୍ରୀ ଏବଂ ସେବା ଟିକସ (GST ସଂସ୍କାର)ର ନୂତନ ଦର କ୍ରିକେଟକୁ ମଧ୍ୟ ପ୍ରଭାବିତ କରିବ। ଏବେ ପ୍ରଶଂସକମାନଙ୍କ ପାଇଁ ଷ୍ଟାଡିୟମକୁ ଯାଇ IPL ମ୍ୟାଚ ଦେଖିବା ମହଙ୍ଗା ହେବ। ସେପ୍ଟେମ୍ବର ୩ରେ, କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ,…
ଭୁବନେଶ୍ୱରରେ ରେଡ୍ କରୁଛି ଆସାମ ପୋଲିସ, ଆତ୍ମଗୋପନ କରିଥିବା…
ଭୁବନେଶ୍ୱର,୪ା୯: ରାଜଧାନୀ ଭୁବନେଶ୍ବରରେ ଆସାମ ପୋଲିସ ଗୁରୁବାର ରେଡ୍ କରିଛି। ତେବେ ଜଣେ ମୋଷ୍ଟ ଓ୍ବାଣ୍ଟେଡ୍ ଆତ୍ମଗୋପନ କରିଥିବା ସୂଚନା ପରେ ଏହି ଚଢ଼ାଉ ଜାରି ରହିଛି। କମିଶନରେଟ ପୋଲିସ ସହାୟତାରେ ଆସାମ ପୋଲିସ ରେଡ୍ କରୁଛି। ଇନ୍ଫୋସିଟି ପୋଲିସ ସହାୟତାରେ…
GST ହ୍ରାସ ପରେ କେତେ ଶସ୍ତା ହୋଇଯିବ ୧୦ ଲକ୍ଷର କାର୍? ଜାଣନ୍ତୁ…
ନୂଆଦିଲ୍ଲୀ,୪।୯: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ଟ୍ୟାକ୍ସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ନେଇ ଘୋଷଣା କରିଥିଲେ। ସେ କହିଥିଲେ ଯେ ବର୍ତ୍ତମାନର ୪-ସ୍ଲାବ ବିଶିଷ୍ଟ GST ଢାଞ୍ଚାକୁ ସରଳ କରାଯାଇ ମାତ୍ର ୨ଟି ସ୍ଲାବରେ ପରିଣତ କରାଯିବ।…
ଧସିଲା ପାହାଡ଼, ରାସ୍ତାରେ ଗଡ଼ିଲା ବଡ଼ବଡ଼ ପଥରଖଣ୍ଡ
ଗଜପତି,୪ା୯(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକଠାରେ ପାହାଡ଼ ଧସି ରାସ୍ତା ଅବରୋଧ ହୋଇଥିବା ଦେଖିବାକୁ ମିଳିଛି। ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ବୁଧବାର ସନ୍ଧ୍ୟାରେ ହୋଇଥିବା ଲଗାଣ ବର୍ଷା ଯୋଗୁ ଗୁମ୍ମା ବ୍ଲକର ନାମନଗଡ଼ଠାରୁ ଅଜୟଗଡ଼ ଯିବା…
କୋହଲିଙ୍କ ସହ ସମ୍ପର୍କଙ୍କୁ ନେଇ ମୁହଁ ଖୋଲିଲେ ଅବନୀତ କୌର: କହିଲେ ମନର କଥା
କିଛି ଦିନ ପୂର୍ବରୁ କ୍ରିକେଟର ବିରାଟ କୋହଲି ଇନଷ୍ଟାଗ୍ରାମରେ ଅଭିନେତ୍ରୀ ଅବନୀତ କୌରଙ୍କ ଫଟୋକୁ ଭୁଲବଶତଃ ଲାଇକ କରିଥିଲେ। ଏହାର ସ୍କ୍ରିନସଟ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏବେ ଏହାକୁ ନେଇ ଅବନୀତଙ୍କ ପ୍ରତିକ୍ରିୟା ପୁଣି ଥରେ ଆସିଛି। ଅବନୀତ କହିଛନ୍ତି,…
୭ ଦିନିଆ ଗଞ୍ଜାମ ଗସ୍ତରେ ଏଆଇସିସି ସଭ୍ୟ: ଭାଜପା-କଂଗ୍ରେସ ସଂଗଠନ ସଜାଡ଼ିବାରେ ବ୍ୟସ୍ତ, ବିଜେଡି ନୀରବ
ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ଗତ ସାଧାରଣ ନିର୍ବାଚନରେ ଭଞ୍ଜନଗର ନିର୍ବାଚନ ମଣ୍ଡଳୀରେ ବିଜେଡିର ପରାଜୟ ସହ ଭାଜପାରୁ ବିଧାୟକ ଭାବେ ପ୍ରଦ୍ୟୁମ୍ନ କୁମାର ନାୟକ ନିର୍ବାଚିତ ହୋଇଥିଲେ। ଏହାପରେ ପ୍ରଦ୍ୟୁମ୍ନ ଦଳକୁ ଆହୁରି ଶକ୍ତିଶାଳୀ କରିବା ପାଇଁ ଲାଗି ପଡ଼ିଥିଲେ। ଫଳରେ ବିଜେଡି,…
ବିଜ୍ଞାପିତ ଅଞ୍ଚଳ ଘୋଷଣାରୁ ବାଦ୍ ପଡ଼ିଲା ମ.ରାମପୁର, ତାତିଲେ ଲୋକେ
ମ.ରାମପୁର,୪ା୯(ଶଶିଭୂଷଣ ପ୍ରହରାଜ): ରାଜ୍ୟ ସରକାରଙ୍କ ଦ୍ୱାରା ଗତ ୩୧ ତାରିଖ ରାଜ୍ୟର ଅନେକ ଅଞ୍ଚଳ ବିଜ୍ଞାପିତ ଅଞ୍ଚଳ ଘୋଷଣା କରାଯାଇଥିଲା। କିନ୍ତୁ ମ.ରାମପୁର ଏହି ଘୋଷଣାରେ ସାମିଲ ନ ହେବା ଯୋଗୁ ଅଞ୍ଚଳବାସୀ ତୀବ୍ର ଅସନ୍ତୋଷ ପ୍ରକାଶ କରି ଆଜି ୪…
ଭିନ୍ନ ଭିନ୍ନ ଜନ୍ମତାରିଖ, ଚାକିରିରୁ ବିଦା ହେଲେ ଅଙ୍ଗନଓ୍ବାଡ଼ି ଦିଦି
ଉଦଳା,୪ା୯(ସନ୍ତୋଷ କୁମାର ବାଛିନି): ଜଣେ ମହିଳାଙ୍କର ଗୋଟିଏ କି ଦୁଇଟି ନୁହେଁ, ରହିଛି ଭିନ୍ନ ଭିନ୍ନ ଜନ୍ମ ତାରିଖ। ଯାହା ଆଜି ତାଙ୍କ ପାଇଁ ମହଙ୍ଗା ପଡ଼ିଛି। ଚାକିରିରୁ ବିଦା ହୋଇଛନ୍ତି ଜଣେ ଅଙ୍ଗନଓ୍ବାଡ଼ି ଦିଦି। ଜିଲା ସମାଜ କଲ୍ୟାଣ ବିଭାଗ…
ବଢିଲା ଶିଖର ଧାଓ୍ବନଙ୍କ ଅଡ଼ୁଆ: ED ସମନ ଜାରି
ନୂଆଦିଲ୍ଲୀ,୪।୯:ଭାରତୀୟ ଦଳର ପୂର୍ବତନ ଓପନର ଶିଖର ଧାଓ୍ବନଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ସମନ କରିଛି। ଏକ ବେଟିଂ ଆପ ପ୍ରମୋସନ ସହ ଜଡିତ ଏକ ମାମଲାରେ ପଚରାଉଚରା ପାଇଁ ED ତାଙ୍କୁ ଡକାଯାଇଛି। ରିପୋର୍ଟ ଅନୁଯାୟୀ, ଏହି ତଦନ୍ତ ଧାୱନ ସୋସିଆଲ…
୪ ଦିନ ହେଲା ଡାକସେବା ଅଚଳ, ଦୂରଦୂରାନ୍ତରୁ ଆସି ନିରାଶ ହେଉଛନ୍ତି ଉପଭୋକ୍ତା
ଦାରିଙ୍ଗବାଡ଼ି,୪ା୯(ଅରୁଣ ସାହୁ): ଦିନେ କି ଓଳିଏ ନୁହଁ ଦୀର୍ଘଦିନ ଧରି ବାରମ୍ବାର ଡାକସେବା ଅଚଳ ହେଉଥିବା ଅଭିଯୋଗ ହୋଇଆସୁଛି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଉପଡାକଘରେ। ପ୍ରକାଶ ଯେ, ଉକ୍ତ ଡାକ ଘର ଉପରେ ଦାରିଙ୍ଗବାଡ଼ିର ୧୭…
ପୁଅ ଥାଉ ଥାଉ ଝିଅକୁ କାହିଁକି ଉତ୍ତରାଧିକାରୀ ପାଇଁ ବାଛିଲେ ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ
ବେଜିଂ,୪।୯: ବେଜିଂ ଗସ୍ତରେ ଥିବା କିମ ଜୋଙ୍ଗ ଉନଙ୍କ ଝିଅ କିମ ଜୋ ଆହ ପୁଣିଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ୧୫ ବର୍ଷୀୟା କିମ ଜୋ ଆହଙ୍କୁ ଉତ୍ତର କୋରିଆର ଏକଛତ୍ରବାଦୀଙ୍କ ଉତ୍ତରାଧିକାରୀ ବୋଲି ବିବେଚନା କରାଯାଏ। କିମ ଜୁ ଆହଙ୍କୁ…
ନୂଆ GST ଲାଗୁ ହେବା ପରେ ଏତେ ଶସ୍ତା ହେଲା ସୁନା, ଜାଣନ୍ତୁ ଆପଣଙ୍କ ସହରରେ କେତେ…
ନୂଆଦିଲ୍ଲୀ,୪।୯: ଦେଶରେ ସୁନା କିଣୁଥିବା ଲୋକଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତି ଖବର ଆସିଛି। GST ପରିଷଦର 56ତମ ବୈଠକରେ ବଡ଼ ନିଷ୍ପତ୍ତି ନିଆଯାଇଛି, ଯାହାର ପ୍ରଭାବ ସିଧାସଳଖ ବଜାର ଉପରେ ଦେଖାଯାଉଛି। ଏହି ବୈଠକ ପରେ ସାରା ଦେଶରେ ସୁନା…
Archives


