Home Left

ସିବିଆଇ କାର୍ଯ୍ୟାଳୟରେ ବଡ଼ ପରିବର୍ତ୍ତନ: ଏଣିକି ଜିନ୍ସ,ଟି-ଶାର୍ଟ ପିନ୍ଧି କାର୍ଯ୍ୟାଳୟକୁ ଆସିପାରିବେନି କର୍ମଚାରୀ

ନୂଆଦିଲ୍ଲୀ,୪।୬: ସିବିଆଇ କାର୍ଯ୍ୟାଳୟରେ ବଡ଼ ପରିବର୍ତ୍ତନ ହୋଇଛି। ଏଣିକି ସିବିଆଇ କର୍ମଚାରୀ ଫର୍ମାଲ ଲୁକ୍‌ରେ ନଜର ଆସିବେ। ସୂଚନାଯୋଗ୍ୟ, ନିକଟରେ କେନ୍ଦ୍ର ଯାଞ୍ଚ ବ୍ୟୁରୋ(ସିବିଆଇ)ର ନୂଆ ନିର୍ଦ୍ଦେଶକ ଭାବେ ଆଇପିଏସ୍‌ ସୁବୋଧ କୁମାର ଜୟସଓ୍ବାଲ ଦାୟିତ୍ୱ ଗ୍ରହଣ କରିଛନ୍ତି। ନିର୍ଦ୍ଦେଶକ ହେବା…

ବାପା ହେବାକୁ ଯାଉଛନ୍ତି ଅଭିନେତା ଅପାରଶକ୍ତି, ବିବାହର ୭ ବର୍ଷ ପରେ…

ବମ୍ବେ: ବାପା ହେବାକୁ ଯାଉଛନ୍ତି ବଲିଉଡ୍‌ ଅଭିନେତା ତଥା ଆୟୁଷ୍ମାନ ଖୁରାନ୍ନାଙ୍କ ଭାଇ ଅପାରଶକ୍ତି। ଖୁବ୍‌ଶୀଘ୍ର ତାଙ୍କ ଘରକୁ ନୂଆ ଅତିଥି ଆସିବାକୁ ଯାଉଛି। ବିବାହର ସାତ ବର୍ଷ ପରେ ସେ ବାପା ହେବାକୁ ଯାଉଥିବା ନେଇ ସୋସିଆଲ ମିଡିଆରେ ସୂଚନା…

୧୫ ବର୍ଷ ବୟସରେ ସୁନ୍ଦରତାକୁ ନେଇ କଟୁକଥା ଶୁଣୁଥିଲେ ଏହି ଅଭିନେତ୍ରୀ, ଏବେ କିନ୍ତୁ…

ବମ୍ବେ: କଥାରେ ଅଛି କଷ୍ଟ କଲେ କୃଷ୍ଣ ମିଳନ୍ତି। ଏହାର ତାତ୍ପର୍ଯ୍ୟ ସଫଳତା ପାଇବାକୁ ହେଲେ ସଂଘର୍ଷ କରିବାକୁ ପଡ଼ିଥାଏ। ସେଭଳି କିଛି ଘଟିଛି ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ କ୍ଷେତ୍ର। ବର୍ତ୍ତମାନ ସମୟରେ ଆଗଧାଡ଼ିର ନାୟିକା ଭାବେ ସେ ଅର୍ଜିଛନ୍ତି ସୁନାମ।…

ଜୁନ ୭ରୁ ୧୦୦ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ସମସ୍ତ ଘରୋଇ, ସରକାରୀ କାର୍ଯ୍ୟାଳୟ

ଅହମଦାବାଦ, ୪।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଏବେବି ଜାରି ରହିଛି। ହେଲେ ଦୈନିକ ସଂକ୍ରମଣର ପଜିଟିଭ୍‌ ହାର ତଳକୁ ଖସିଛି। ଗତ ୨ ମାସ ତଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୪ହଜାରରୁ ଊର୍ଦ୍ଧ୍ୱ ରହିଥିବା ବେଳେ ବର୍ତ୍ତମାନ ଦୈନିକ…

ନିଶାଙ୍କ ସମର୍ଥନରେ ବାହାରିଲେ ରାମାୟଣର ‘ସୀତା’: ମୁଣ୍ଡର କ୍ଷତ ଦେଖି କହିଲେ…

ବମ୍ବେ: କିଏ ସତ କହୁଛି ଆଉ କିଏ ମିଛ। କିଛି ଜଣାପଡ଼ୁନାହିଁ। ଏପରିସ୍ଥଳେ ଦିନକୁ ଦିନ ନୂଆ ନୂଆ ବିବାଦ ମୁଣ୍ଡ ଟେକୁଛି। ଆମେ କଥା ହେଉଛି ଅଭିନେତ୍ରୀ ନିଶା ରାଓ୍ବଲ ଏବଂ ତାଙ୍କ ସ୍ବାମୀ ତଥା ଅଭିନେତା କରନ୍‌ ମେହେରାଙ୍କ…

ସତ ହେଲା ନିଶାଙ୍କ କଥା! ଏହି ଯୁବତୀଙ୍କ ପ୍ରେମରେ ପଡ଼ିଛନ୍ତି କରନ୍‌; ରୋମାଣ୍ଟିକ୍‌ ଚାଟ୍‌ ଭାଇରାଲ

ବମ୍ବେ: ନିକଟରେ ଅଭିନେତା କରନ୍‌ ମେହେରା ଗିରଫ ହେବାକୁ ନେଇ ଚର୍ଚ୍ଚାରେ ରହିଥିଲେ। ସ୍ତ୍ରୀ ତଥା ଅଭିନେତ୍ରୀ ନିଶା ତାଙ୍କ ବିରୋଧରେ ଘରୋଇ ହିଂସାର ଅଭିଯୋଗ ଆଣିଥିଲେ। ଏପରିକି କରନ୍‌ ଅନ୍ୟ ଯୁବତୀଙ୍କ ପ୍ରେମରେ ପଡ଼ି ପରିବାରକୁ ଅଣଦେଖା କରୁଥିବାରୁ ଦୁହେଁ…

ବାତ୍ୟା କ୍ଷତିପୂରଣ ଅର୍ଥ ମିଳୁନି: ଅତିରିକ୍ତ ତହସିଲଦାର, ଆର୍‌ଆଇଙ୍କୁ ଘେରିଲେ ଲୋକେ

ଖଇରା,୪ା୬(ଡି.ଏନ୍‌.ଏ.): ବାତ୍ୟା ‘ୟାସ୍‌’ କୁ ୧୦ଦିନ ବିତିଯାଇଥିଲେ ହେଁ ବାଲେଶ୍ବର ଜିଲା ଖଇରା ତହସିଲ ଅଧୀନ ଗଣ୍ଡିବେଡ଼ ତଥା ଅନ୍ୟାନ୍ୟ ରାଜସ୍ବ କ୍ଷେତ୍ର ଅଧୀନରେ ବନ୍ୟା ତଥା ବାତ୍ୟା କ୍ଷତିଗ୍ରସ୍ତମାନଙ୍କୁ ଏ ପର୍ଯ୍ୟନ୍ତ ପଲିଥିନ ଓ କ୍ଷତିପୂରଣ ଅର୍ଥ ପ୍ରଦାନ କରା…

ସେପ୍ଟେମ୍ବର ସୁଦ୍ଧା ୭୦କୋଟି ଲୋକଙ୍କୁ ଟିକା ଦିଆଯିବା ଲକ୍ଷ୍ୟ: ସିଇଏ

ନୂଆଦିଲ୍ଲୀ,୪।୬: ଦେଶରେ କରୋନା ଟିକାକରଣକୁ ଆହୁରି ତ୍ୱରାନ୍ବିତ କରାଯିବ। ସେପ୍ଟେମ୍ବର ସୁଦ୍ଧା ଦେଶର ୭୦କୋଟି ଲୋକଙ୍କୁ କରୋନା ଭାକ୍ସିନର ପ୍ରଥମ ଡୋଜ୍‌ ଦିଆଯିବା ନେଇ ସରକାର ଲକ୍ଷ୍ୟ ରଖିଛନ୍ତି। ଏନେଇ କେନ୍ଦ୍ର ସରକାରଙ୍କ ମୁଖ୍ୟ ଆର୍ଥିକ ପରାମର୍ଶଦାତା(ସିଇଏ) କେ.ବି ସୁବ୍ରମଣ୍ୟମ କହିଛନ୍ତି।…

କରୋନାରେ ଡ୍ରିମ୍‌ଗର୍ଲ ଫେମ୍‌ ରିଙ୍କୁ ସିଂଙ୍କ ପରଲୋକ

ମୁମ୍ବାଇ,୪।୬: ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍‌ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମେ’୨୫ରେ ରିଙ୍କୁ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହାପରେ ସେ ହୋମ୍‌ ଆଇସୋଲେଶନ୍‌ରେ ରହିଥିଲେ।…

ସ୍ବାମୀ ଅନିଲ ଅମ୍ବାନୀଙ୍କୁ ଜନ୍ମଦିନରେ ଏମିତି ହୃଦୟସ୍ପର୍ଶୀ ବାର୍ତ୍ତା ଲେଖିଲେ ଟିନା

ଆଜି ଅର୍ଥାତ୍‌ ଜୁନ୍‌ ୪ରେ ହେଉଛି ବିଶିଷ୍ଟ ଶିଳ୍ପପତି ଅନିଲ ଅମ୍ବାନୀଙ୍କ ଜନ୍ମଦିନ। ଏହି ଅବସରରେ ସ୍ତ୍ରୀ ଟିନା ଅମ୍ବାନୀ ସ୍ବାମୀ ଅନିଲଙ୍କ ପାଇଁ ଜନ୍ମଦିନର ଏକ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କରିଛନ୍ତି। ଏହି ପୋଷ୍ଟରେ ସେ ଅନିଲଙ୍କୁ ପରିବାର ପ୍ରତି…

ନିର୍ବାଚନ ଢାଞ୍ଚାରେ ହେବ କୋଭିଡ୍‌ ଟିକାକରଣ: ବୟସ୍କ, ଦିବ୍ୟାଙ୍ଗ ପାଇଁ ଗାଡ଼ି ସୁବିଧା

ଛତ୍ରପୁର,୪।୬(ଡି.ଏନ୍‌.ଏ.): କରୋନାର ଦ୍ବିତୀୟ ଲହର ପ୍ରତିହତ କରିବା ନିମନ୍ତେ ଟିକାକରଣ ଏକାନ୍ତ ଅପରିହାର୍ଯ୍ୟ। ମୋବାଇଲ ଟିମ୍‌ ଗଠନ କରି ଦୁର୍ଗମ ପାହାଡ଼ିଆ ଅଞ୍ଚଳ, ସହରାଞ୍ଚଳ ଓ ଗ୍ରାମାଞ୍ଚଳର ୪୫ ବର୍ଷରୁ ଊଦ୍ଧର୍‌ବ ବୁଲା ବିକାଳୀ, ପରିବା ବିକ୍ରେତା,ସେଲୁନ ବାଲା, ତେଜରାତି ଦୋକାନୀ,…

ରେଡ ଜୋନ୍‌ରେ ଗଞ୍ଜାମର ୨୮୮ ଗାଁ: ୨୧.୭୮ ଲକ୍ଷ ଲୋକଙ୍କ ହେଲାଣି ଥର୍ମାଲ ସ୍କ୍ରିନିଂ

ଛତ୍ରପୁର,୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଘରକୁ ଘର ଯାଇ ସମସ୍ତ ପରିବାର ସଦସ୍ୟଙ୍କ ଥର୍ମାଲ ସ୍କ୍ରିନିଂ ଗତ ୧୯ ତାରିଖରୁ ଚାଲିଛି। ଗଞ୍ଜାମରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାର ଜିଲାପାଳ ଏହି ନିଷ୍ପତ୍ତି ନେଇଥିଲେ। ଗୁରୁବାର ସୁଦ୍ଧା ଗଞ୍ଜାମର ୨୮୮ ଗାଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri