Home Left

ଦ୍ୱିତୀୟ ଲହରରେ ଗଞ୍ଜାମରୁ ୩୯ ଜଣଙ୍କ ମୁଣ୍ଡ ନେଲାଣି କରୋନା

ଛତ୍ରପୁର,୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଆଉ ୨ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାରୁ ୩୯ ଜଣଙ୍କ ଜୀବନ ଗଲାଣି। ମିଳିଥିବା ସୂଚନା ଅନୁସାରେ, କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରେ ଏଯାବତ ୨୮୭…

ବିଶାଳ ସମୁଦ୍ର ଉପରେ ଗାଁ: ୧୩୦୦ ବର୍ଷରୁ ସେଭଳି ଅଛି; ଉତ୍ପତି ଇତିହାସ କିଛି…

ନୂଆଦିଲ୍ଲୀ: ଦୁନିଆରେ ବହୁତ ଅଦ୍ଭୁତ ଜିନିଷ ଅଛି, କିନ୍ତୁ ଆପଣ ସମୁଦ୍ର ଉପରେ ଥିବା ଗାଁ ବିଷୟରେ ଶୁଣିଛନ୍ତି? ହୁଏତ ନା। ଚାଇନାରେ ଏଭଳି ଏକ ଗାଁ ରହିଛି। ଏହା ଚାଇନାର ଫୁଜିଆନ ପ୍ରଦେଶର ନିଙ୍ଗଡେ ସହର ନିକଟରେ ଅବସ୍ଥିତ। ବର୍ତ୍ତମାନର…

କ୍ରିକେଟର ‘ବଲ ଅଫ ଦି ସେଞ୍ଚୁରୀ’: ଜାଣନ୍ତୁ କେଉଁ ବୋଲର୍‌ ପକାଇଥିଲେ

ଅଷ୍ଟ୍ରେଲିଆର ମହାନ ଲେଗ ସ୍ପିନର ସଚିନ ୱାର୍ନ ୧୪ ବର୍ଷ ପୂର୍ବେ ତାଙ୍କର ଶେଷ ଟେଷ୍ଟ ଖେଳିଥିଲେ। କିନ୍ତୁ ଆଜି ମଧ୍ୟ ତାଙ୍କର ‘ବଲ ଅଫ ଦି ସେଞ୍ଚୁରୀ’ ବିଷୟରେ ଚର୍ଚ୍ଚା ହେଉଛି। ଟେଷ୍ଟ କ୍ରିକେଟରେ ୭୦୦ରୁ ଅଧିକ ଉଇକେଟ ନେଇଥିବା…

ଗତ ୨୪ ଘଣ୍ଟାରେ ୭୪ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ

ଚଣ୍ଡିଗଡ଼,୪।୬: ହରିଆଣାରେ ବ୍ଲାକ୍‌ ଫଙ୍ଗସ୍‌ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୪ ନୂଆ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ ହୋଇଥିବା ବେଳେ ୬ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ…

ରଥଖଳାରେ ସେବାୟତ ହାତାହାତି

ପୁରୀ ଅଫିସ,୪ା୬: ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ବଡ଼ଦାଣ୍ଡରେ ଚାଲିଛି ରଥ ନିର୍ମାଣ। ରଥ କାମରେ ବିଶ୍ୱକର୍ମା ମହାରଣା ନିୟୋଜିତ ହୋଇଛନ୍ତି। ତେବେ ଏହି ପବିତ୍ର କାମ ମଧ୍ୟରେ ପୁରୀ ଶ୍ରୀନହରସ୍ଥିତ ରଥଖଳାରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ। କୌଣସି କାରଣକୁ…

ଅମାନିଆଙ୍କ ପାଇଁ ଗଞ୍ଜାମରେ ପାଟ୍ରୋଲିଂ କଡ଼ାକଡ଼ି

ଗଞ୍ଜାମ,୪।୬(ଡି.ଏନ୍‌.ଏ.): କୋଭିଡ୍‌ କଟକଣା ମାନୁ ନ ଥିବା ଅମାନିଆଙ୍କ ପାଇଁ ଗଞ୍ଜାମ ଥାନା ପକ୍ଷରୁ ପାଟ୍ରୋଲିଂକୁ କଡ଼ାକଡ଼ି କରାଯାଇଛି। ହେଲ୍‌ମେଟ ଓ ମାକ୍ସ ପିନ୍ଧୁ ନ ଥିବା ବ୍ୟକ୍ତିଙ୍କୁଠାରୁ ଜରିମାନା ଆଦାୟ କରାଯାଉଛି। ତଥାପି କିଛି ବାଇକ ଆରୋହୀ ଏହାକୁ ମାନୁ…

ଟ୍ରମ୍ପ କହିଲେ, ମୋ ଅନୁମାନ ଠିକ୍‌ ଥିଲା

ନ୍ୟୁୟର୍କ, ୪।୬: କରୋନା ଭୂତାଣୁ ଚାଇନାର ଉହାନ ଲ୍ୟାବରୁ ଆସିଥିବା ଅନେକ ଅନୁସନ୍ଧାନରୁ ଜଣାପଡିଛି। ପୂର୍ବରୁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ କରୋନା ଭୂତାଣୁ ଚାଇନାରୁ ଆସିଛି ବୋଲି ଦାବି କରିଥିଲେ। ଏବେ ବିଭିନ୍ନ ଅନୁସନ୍ଧାନ ଏହା ସତ…

ଖବରଦାତାଙ୍କ ସୁରକ୍ଷା ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରେସ କ୍ଲବ ପକ୍ଷରୁ ଶୁକ୍ରବାର ଏକ ପ୍ରତିବାଦ ସଭା କରାଯିବା ସହ ସମସ୍ତ ଖବରଦାତା ତହସିଲ କାର୍ଯ୍ୟାଳୟକୁ ଯାଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ତହସିଲଦାର ନୀତିଶ କୁମାର ତ୍ରିପାଠୀଙ୍କୁ ପ୍ରଦାନ କରିଛନ୍ତି। ଖବରଦାତାମାନେ ଦାବି…

ମୋ ଭାଇ ମୃତ୍ୟୁର ଫାଇଦା ନ ଉଠାଯାଉ

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଆଜି ବି ରହସ୍ୟ ଘେରରେ। ଦୀର୍ଘ ଦିନ ଧରି ଅନୁସନ୍ଧାନ ଏବଂ ତଦନ୍ତ ସତ୍ତ୍ୱେ ମୃତ୍ୟୁ ସହ ଜଡିତ ସତ୍ୟତା ଏଯାବତ୍‌ ଜଣାପଡ଼ି ନାହିଁ। । ସୁଶାନ୍ତଙ୍କ ପରିବାର ଏବଂ ପ୍ରଶଂସକମାନେ ସୋସିଆଲ ମିଡିଆରେ…

ସଚିନ ତେନ୍ଦୁଲକରଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

କ୍ରିକେଟର୍‌ ଭଗବାନ କୁହାଯାଉଥିବା ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର କ୍ରିକେଟରୁ ଅବସର ନେବା ପରେ ବି ଚର୍ଚ୍ଚାରେ ରହୁଚନ୍ତି। ୨୪ ବର୍ଷର ଅନ୍ତର୍ଜାତୀୟ କ୍ରିକେଟ୍‌ କ୍ୟାରିୟର୍‌ରେ ସେ ଅନେକ ରେକର୍ଡ କରିଚନ୍ତି। କ୍ରିକେଟ୍‌ ଛଡା ସେ ବିଜ୍ଞାପନରେ ମଧ୍ୟ ସକ୍ରିୟ। ଆଜି ବି…

ଚାଇନା ଭାକ୍ସିନ ଲଗାଇବା ଏହି ଦେଶକୁ ପଡ଼ିଲା ଭାରି, ସାମ୍ନାକୁ ଆସିଲା ସତ

ଓ୍ବାଶିଂଟନ,୪ା୬: ବାହାରେନ୍‌ ଏବଂ ସେଚେଲ୍ସ ଦେଶ ଚାଇନା ଭାକ୍ସିନ ସିନୋଭାକ୍‌ ଏବଂ ସିନୋଫର୍ମକୁ ଅଧିକାଂଶ ନାଗରିକଙ୍କୁ ପ୍ରଦାନ କରିଛନ୍ତି। ଏହା ସତ୍ତ୍ୱେ କରୋନା ସଂକ୍ରମଣ ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଫଳରେ ଏହି ଦେଶରେ ବର୍ତ୍ତମାନ ଫାଇଜର ଭାକ୍ସିନ ଲଗାଇବା…

ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୪।୬: ରେପୋ ଓ ରିଭର୍ସ ରେପୋ ରେଟକୁ ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ଲଗାତର ଷଷ୍ଠଥର ପାଇଁ ଏହି ନିଷ୍ପତ୍ତି ନେଇଛି ଆରବିଆଇ। ଏପ୍ରିଲ-ଜୁନ ତ୍ରୈମାସିକ ସମୀକ୍ଷା ପରେ ରେପୋ ରେଟ ୪ ପ୍ରତିଶତ ଓ ରିଭର୍ସ ରେପୋ ରେଟକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri