Home Left

ଅମାନିଆଙ୍କ ପାଇଁ ଗଞ୍ଜାମରେ ପାଟ୍ରୋଲିଂ କଡ଼ାକଡ଼ି

ଗଞ୍ଜାମ,୪।୬(ଡି.ଏନ୍‌.ଏ.): କୋଭିଡ୍‌ କଟକଣା ମାନୁ ନ ଥିବା ଅମାନିଆଙ୍କ ପାଇଁ ଗଞ୍ଜାମ ଥାନା ପକ୍ଷରୁ ପାଟ୍ରୋଲିଂକୁ କଡ଼ାକଡ଼ି କରାଯାଇଛି। ହେଲ୍‌ମେଟ ଓ ମାକ୍ସ ପିନ୍ଧୁ ନ ଥିବା ବ୍ୟକ୍ତିଙ୍କୁଠାରୁ ଜରିମାନା ଆଦାୟ କରାଯାଉଛି। ତଥାପି କିଛି ବାଇକ ଆରୋହୀ ଏହାକୁ ମାନୁ…

ଟ୍ରମ୍ପ କହିଲେ, ମୋ ଅନୁମାନ ଠିକ୍‌ ଥିଲା

ନ୍ୟୁୟର୍କ, ୪।୬: କରୋନା ଭୂତାଣୁ ଚାଇନାର ଉହାନ ଲ୍ୟାବରୁ ଆସିଥିବା ଅନେକ ଅନୁସନ୍ଧାନରୁ ଜଣାପଡିଛି। ପୂର୍ବରୁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ କରୋନା ଭୂତାଣୁ ଚାଇନାରୁ ଆସିଛି ବୋଲି ଦାବି କରିଥିଲେ। ଏବେ ବିଭିନ୍ନ ଅନୁସନ୍ଧାନ ଏହା ସତ…

ଖବରଦାତାଙ୍କ ସୁରକ୍ଷା ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରେସ କ୍ଲବ ପକ୍ଷରୁ ଶୁକ୍ରବାର ଏକ ପ୍ରତିବାଦ ସଭା କରାଯିବା ସହ ସମସ୍ତ ଖବରଦାତା ତହସିଲ କାର୍ଯ୍ୟାଳୟକୁ ଯାଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ତହସିଲଦାର ନୀତିଶ କୁମାର ତ୍ରିପାଠୀଙ୍କୁ ପ୍ରଦାନ କରିଛନ୍ତି। ଖବରଦାତାମାନେ ଦାବି…

ମୋ ଭାଇ ମୃତ୍ୟୁର ଫାଇଦା ନ ଉଠାଯାଉ

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଆଜି ବି ରହସ୍ୟ ଘେରରେ। ଦୀର୍ଘ ଦିନ ଧରି ଅନୁସନ୍ଧାନ ଏବଂ ତଦନ୍ତ ସତ୍ତ୍ୱେ ମୃତ୍ୟୁ ସହ ଜଡିତ ସତ୍ୟତା ଏଯାବତ୍‌ ଜଣାପଡ଼ି ନାହିଁ। । ସୁଶାନ୍ତଙ୍କ ପରିବାର ଏବଂ ପ୍ରଶଂସକମାନେ ସୋସିଆଲ ମିଡିଆରେ…

ସଚିନ ତେନ୍ଦୁଲକରଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

କ୍ରିକେଟର୍‌ ଭଗବାନ କୁହାଯାଉଥିବା ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର କ୍ରିକେଟରୁ ଅବସର ନେବା ପରେ ବି ଚର୍ଚ୍ଚାରେ ରହୁଚନ୍ତି। ୨୪ ବର୍ଷର ଅନ୍ତର୍ଜାତୀୟ କ୍ରିକେଟ୍‌ କ୍ୟାରିୟର୍‌ରେ ସେ ଅନେକ ରେକର୍ଡ କରିଚନ୍ତି। କ୍ରିକେଟ୍‌ ଛଡା ସେ ବିଜ୍ଞାପନରେ ମଧ୍ୟ ସକ୍ରିୟ। ଆଜି ବି…

ଚାଇନା ଭାକ୍ସିନ ଲଗାଇବା ଏହି ଦେଶକୁ ପଡ଼ିଲା ଭାରି, ସାମ୍ନାକୁ ଆସିଲା ସତ

ଓ୍ବାଶିଂଟନ,୪ା୬: ବାହାରେନ୍‌ ଏବଂ ସେଚେଲ୍ସ ଦେଶ ଚାଇନା ଭାକ୍ସିନ ସିନୋଭାକ୍‌ ଏବଂ ସିନୋଫର୍ମକୁ ଅଧିକାଂଶ ନାଗରିକଙ୍କୁ ପ୍ରଦାନ କରିଛନ୍ତି। ଏହା ସତ୍ତ୍ୱେ କରୋନା ସଂକ୍ରମଣ ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଫଳରେ ଏହି ଦେଶରେ ବର୍ତ୍ତମାନ ଫାଇଜର ଭାକ୍ସିନ ଲଗାଇବା…

ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୪।୬: ରେପୋ ଓ ରିଭର୍ସ ରେପୋ ରେଟକୁ ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ଲଗାତର ଷଷ୍ଠଥର ପାଇଁ ଏହି ନିଷ୍ପତ୍ତି ନେଇଛି ଆରବିଆଇ। ଏପ୍ରିଲ-ଜୁନ ତ୍ରୈମାସିକ ସମୀକ୍ଷା ପରେ ରେପୋ ରେଟ ୪ ପ୍ରତିଶତ ଓ ରିଭର୍ସ ରେପୋ ରେଟକୁ…

ମୃତ କର୍ମଚାରୀଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲା ରିଲାଏନ୍ସ

ନୂଆଦିଲ୍ଲୀ,୪।୬: ଦେଶରେ କରୋନା ପ୍ରକୋପ ଜାରି ରହିଛି। କରୋନା ମହାମାରୀ ସମୟରେ ଅନେକ ଲୋକ ନିଜ ଆତ୍ମୀୟଙ୍କୁ ହରାଇ ବେସାହାରା ହୋଇଯାଇଛନ୍ତି। କିଏ ନିଜ ବାପାମା’ଙ୍କୁ ହରାଇଛି ତ କିଏ ନିଜ ପୁଅକୁ ହରାଇଛି। ଏଭଳି ସ୍ଥିତିରେ ଅନେକ ସେଲିବ୍ରିଟି ଓ…

ଭୋ’ ଭୋ’ ହୋଇ କାନ୍ଦିଲେ ସୁଶୀଲ କୁମାର

ନୂଆଦିଲ୍ଲୀ,୪।୬: ଅଲିମ୍ପିଆନ ସୁଶୀଲ କୁମାର ଜେଲ୍‌ରେ ଅତ୍ୟନ୍ତ ଭାବପ୍ରବଣ ହୋଇଯାଇଛନ୍ତି। ଦୁଇ ଦିନ ହେବ ମାଣ୍ଡୋଲି ଜେଲକୁ ଆସିଥିବା ସୁଶୀଲଙ୍କୁ ଜେଲ ପ୍ରଶାସନ ତାଙ୍କ ପରିବାର ସଦସ୍ୟଙ୍କ ସହ ଫୋନରେ କଥା ହେବାକୁ ଅନୁମତି ଦେଇଥିଲେ। ପରିବାର ଲୋକଙ୍କ ସହ କଥା…

ଶେଷରେ କ୍ଷମା ମାଗିଲା ଗୁଗଲ୍‌, ଜାଣନ୍ତୁ କାହିଁକି

ଗୁଗଲ୍‌ରେ ସର୍ଚ୍ଚ କରିବା ବେଳେ ‘ଭାରତରେ ସବୁଠାରୁ ଖରାପ ଭାଷା କ’ଣ? ଏହାର ଉତ୍ତରରେ ଗୁଗଲ୍‌ ସର୍ଚ୍ଚ ଇଞ୍ଜିନ୍‌ରେ ଉତ୍ତର ଥିଲା ‘କନ୍ନଡ’। ଏହି କଥା ଜାଣିବା ପରେ କନ୍ନଡ ଭାଷାଭାଷୀ ଗୁଗଲ୍‌ ଏହାକୁ ହଟାଇବା ପାଇଁ ଦାବି କରିଥିଲେ। ପରେ…

ଆଇସିୟୁରେ ଭର୍ତ୍ତି ହେଲେ ମିଲ୍‌ଖା ସିଂ: ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୬: ଭାରତର ମହାନ ଧାବକ ମିଲ୍‌ଖା ସିଂଙ୍କୁ ଆଇସିୟୁ ଭର୍ତ୍ତି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ ଫୋନରେ କଥା ହୋଇ ସ୍ବାସ୍ଥ୍ୟ ବିଷୟରେ ପଚାରି ବୁଝିଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ଶୀଘ୍ର ଆରୋଗ୍ୟ କାମନା କରିବା ସହ ସେ…

ଶୁଟିଂ ସେଟ୍‌ରେ ମାଗାଜିନ୍‌ ପଢ଼ୁପଢ଼ୁ ହିରୋଙ୍କୁ ଶକ୍ତ ଚାପୁଡ଼ା ମାରିଥିଲେ ଏହି ଅଭିନେତ୍ରୀ, ଜାଣନ୍ତୁ କାହିଁକି

ଅଭିନେତ୍ରୀ ନୂତନ ତାଙ୍କ ଅଭିନୟ ଏବଂ ସୌନ୍ଦର୍ଯ୍ୟରେ ପ୍ରଶଂସକଙ୍କୁ ପାଗଳ କରି ଦେଉଥିଲେ। ସେ ୪ ଜୁନ୍‌ ୧୯୩୬ ରେ ଜନ୍ମଗ୍ରହଣ କରିଥିଲେ। ନୂତନ ସର୍ବଦା ନିଜର ସରଳତା ଏବଂ ଶାନ୍ତ ବ୍ୟବହାର ପାଇଁ ଜଣାଶୁଣା। ମାତ୍ର ପ୍ରଶଂସକମାନେ ଜାଣି ଆଶ୍ଚର୍ଯ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri