Home Left

ଦୁଇ ଷଣ୍ଢ ଲଢ଼େଇ : ଭାଇରାଲ ଭିଡିଓ ଦେଖିଲେ…

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଦୁଇ ଷଣ୍ଢ ଲଢ଼େଇ ଲାଗୁଥିବା ଦେଖିବାକୁ ମିଳୁଛି। ଜଣେ ଜଣଙ୍କୁ…

କାହିଁକି ଭୁଲିହୁଏନି ପ୍ରଥମ ପ୍ରେମ …

କୁହାଯାଏ ପ୍ରଥମ ପ୍ରେମ ଅଭୁଲା। ଯୌବନର ପ୍ରଥମ ଚରଣରେ ସାଥୀ ପାଇଁ ମନରେ ସୃଷ୍ଟି ହୋଇଥିବା ଆବେଗ ପ୍ରେମକୁ ସ୍ବତନ୍ତ୍ର କରିଥାଏ। ଏଥିପାଇଁ ପ୍ରଥମ ପ୍ରେମର ଅନେକ ମୁହୂର୍ତ୍ତ ଜୀବନର ସ୍ମୃତି ହୋଇରହିଯାଏ। ପ୍ରେମ ଯେତେ ପୁରୁଣା ହେଲେ ମଧ୍ୟ ଯେତେବେଳେ…

କିନ୍ନର ବେଶରେ ମାଗୁଥିଲେ ଚାନ୍ଦା

ରାଉରକେଲା ଅଫିସ,୧୭ା୧୦: ରାଉରକେଲା ସହରର ବିଭିନ୍ନ ସ୍ଥାନରେ କିଛି ଯୁବକ ନକଲି କିନ୍ନର ସାଜି ଭିକ୍ଷା ବୃତ୍ତି କରୁଥିବା ୧୫ ନଂ. ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ୫ ଜଣ ନକଲି କିନ୍ନରଙ୍କୁ ଅଟକ ରଖି ତଦନ୍ତ ଜାରି…

କାନ୍ଦାହାର ମସ୍‌ଜିଦ ବିସ୍ଫୋରଣରେ ନିଜକୁ ଦାୟୀ କଲା ଆଇଏସ୍‌

କାବୁଲ, ୧୬।୧୦: ଆଫଗାନିସ୍ତାନର କାନ୍ଦାହାର ସହରରେ ହୋଇଥିବା ମସ୍‌ଜିଦ୍‌ ବିସ୍ଫୋରଣରେ ମୃତ୍ୟୁସଂଖ୍ୟା ୪୭ରେ ପହଞ୍ଚତ୍ଥିବା ବେଳେ ଅନ୍ୟ ୯୦ ଜଣ ଆହତ ହୋଇଛନ୍ତି। ଏହି ଆକ୍ରମଣ ପାଇଁ ଇସ୍‌ଲାମିକ ଷ୍ଟେଟ୍‌ (ଆଇଏସ୍‌) ଆତଙ୍କବାଦୀ ସଂଗଠନ ନିଜକୁ ଦାୟୀ କରିଛି। ମୃତ୍ୟୁସଂଖ୍ୟା ସମ୍ପର୍କରେ…

୪ ଜିଲା ପଛୁଆବର୍ଗ, ୧୪ ଜିଲା ଏସ୍‌ସି,ଏସ୍‌ଟିଙ୍କ ପାଇଁ ସଂରକ୍ଷିତ

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ): ଜିଲା ପରିଷଦ ଅଧ୍ୟକ୍ଷ ପାଇଁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଶନିିବାର ଚିଠା ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଜ୍ଞପ୍ତିରେ ପଛୁଆବର୍ଗଙ୍କ ପାଇଁ ୪ ଜିଲା ସଂରକ୍ଷିତ ରଖାଯାଇଛି। ସେଗୁଡ଼ିକ ହେଲା ଅନୁଗୋଳ, କେନ୍ଦୁଝର, ଖୋର୍ଦ୍ଧା ଓ…

ବଳାତ୍କାର ମାମଲାରେ ଏସ୍‌ପି, ବିଏସ୍‌ପି ନେତା ଗିରଫ

ଲଳିତପୁର, ୧୬।୧୦: ଉତ୍ତରପ୍ରଦେଶରେ ନାବାଳିକା ବଳାତ୍କାର ମାମଲାରେ ସମାଜବାଦୀ ପାର୍ଟି (ଏସ୍‌ପି) ଏବଂ ବହୁଜନ ସମାଜ ପାର୍ଟି (ବିଏସ୍‌ପି)ର ଜିଲା ସଭାପତିଙ୍କ ସମେତ ୭ ଜଣଙ୍କୁ ଗିରଫ କରାଯାଇଛି। ଗତ ୧୨ ତାରିଖରେ ସଦର କୋଟଓ୍ବାଲି ଥାନାରେ ୨୫ ଜଣଙ୍କ ବିରୋଧରେ…

ଆଇଏଏସ ସ୍ତରରେ ଅଦଳ ବଦଳ; ପ୍ରଦୀପ୍ତ ହେଲେ ଓଏଫ୍‌ଡିସି ଅଧ୍ୟକ୍ଷ

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଆଇଏଏସ ଅଫିସର ସ୍ତରରେ ଛୋଟ ଧରଣର ଅଦଳ ବଦଳ କରିଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ୧୯୮୮ ବ୍ୟାଚର ଆଇଏଏସ ଅଫିସର ପ୍ରଦୀପ୍ତ କୁମାର ମହାପାତ୍ରଙ୍କୁ ଓଡିଶା…

ଦୁର୍ଗାପୂଜା ଭସାଣିରେ ୨ ହିନ୍ଦୁଙ୍କୁ ହତ୍ୟା

ଢାକା,୧୬।୧୦: ବାଂଲାଦେଶରେ ପୁଣିଥରେ ସାମ୍ପ୍ରଦାୟିକ ହିଂସାକାଣ୍ଡ ଘଟିଛି। ଏଥିରେ ୨ ଜଣ ହିନ୍ଦୁଙ୍କୁ ହତ୍ୟା କରାଯାଇଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ହିଂସାକାଣ୍ଡରେ ୬ ଜଣଙ୍କ ଜୀବନ ଗଲାଣି। ଦୁର୍ଗାପୂଜା ଉତ୍ସବ ବେଳେ ଜଣେ ହିନ୍ଦୁ ଦେବତାଙ୍କ ଆଣ୍ଠୁ ଉପରେ କୋରାନ…

ଜଙ୍ଗଲରେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର

ବେତନଟୀ, ୧୬।୧୦(ସ୍ବ.ପ୍ର.): ବାଲେଶ୍ୱର-ବାରିପଦା ରାସ୍ତାର ୧୮ନଂ. ଜାତୀୟ ରାଜପଥର କଳମା ଛକ ନିକଟ ଜଙ୍ଗଲରେ ଜଣେ ଯୁକ୍ତ ୩ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ଛାତ୍ରୀଙ୍କ ସହ ଥିବା ଜଣେ ଯୁବକଙ୍କୁ ମଧ୍ୟ ପ୍ରବଳ ମାଡ ମାରିବା ପରେ ଗଛରେ ବାନ୍ଧି ଅଭିଯୁକ୍ତମାନେ…

ଗାଡ଼ିରେ ଡାକି ନେଇ ମହିଳାଙ୍କୁ ଗଣବଳାତ୍କାର

ବାରିପଦା ଅଫିସ, ୧୬ା୧୦: ମୟୂରଭଞ୍ଜ ଜିଲା ରରୁଆଁ ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଲିଫ୍ଟ ଦେବା ବାହାନାରେ ୨ଜଣ ଯୁବକ ନଦୀକୂଳକୁ ନେଇ ଗଣବଳାତ୍କାର କରିବା ଘଟଣା ଚର୍ଚ୍ଚା ସୃଷ୍ଟି କରିଛି। ମହିଳାଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ଦମକଳବାହିନୀ ଯୋଗେ…

କେରଳରେ ବନ୍ୟା: ଗଲାଣି ୫ ଜୀବନ, ଅନେକ ନିଖୋଜ

ଥିରୁଭାନନ୍ତପୁରମ୍‌, ୧୬।୧୦: ଆରବ ଏବଂ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ କେରଳରେ ଶୁକ୍ରବାର ରାତିରୁ ପ୍ରବଳ ବର୍ଷା ଲାଗିରହିଛି। ଏନେଇ ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ ହୋଇଯାଇଛି। କୋଟାୟାମ ଜିଲାର କୂଟିକାଲ ପଞ୍ଚାୟତରେ ପ୍ରବଳ ବର୍ଷାରେ ଭୂସ୍ଖଳନ ଘଟି ୩ ଜଣଙ୍କ…

ବଡ଼ବାପା ମୋ ମା’ଙ୍କୁ ହାଣିଦେଲେ

ଆନନ୍ଦପୁର/ଘସିପୁରା,୧୬।୧୦(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନ ଅମାରଙ୍ଗ ଗ୍ରାମ ନିକଟ ବୈତରଣୀ ନଦୀରେ ଏକ ମୁଣ୍ଡ ବିହୀନ ମୃତଦେହ ମିଳିଛି। ଗ୍ରାମର କିଛି ଲୋକ ନଦୀ ପାର ହୋଇ ଅପରପାର୍ଶ୍ୱକୁ ଯିବା ସମୟରେ ପାଣିରେ ଏକ ମୁଣ୍ଡ ବିହୀନ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?