ଡେଭିଡ୍ଙ୍କୁ ଅନ୍ତର୍ଜାତୀୟ ବୁକର ପୁରସ୍କାର
ଲଣ୍ଡନ,୪ା୬:ଏକ ଦୁଃଖଦ କିନ୍ତୁ ଉପନିବେଶବାଦ ଓ ଯୁଦ୍ଧଭୟର କାବି୍ୟକ କାହାଣୀକୁ ନେଇ ଗତିଶୀଳ ହୋଇଥିବା ‘ଆଟ୍ ନାଇଟ୍ ଅଲ୍ ବ୍ଲଡ୍ ଇଜ୍ ବ୍ଲାକ୍’କୁ ମିଳିଛି ଚଳିତ ବର୍ଷର ମର୍ଯ୍ୟାଦାଜନକ ଇଣ୍ଟରନ୍ୟାଶନାଲ ବୁକର ପ୍ରାଇଜ୍। ଫ୍ରାନ୍ସର ବିଶିଷ୍ଟ ସାହିତି୍ୟକ ଡେଭିଡ୍ ଡିଓପ୍ଙ୍କ ଏହି…
ନୀତି ଆୟୋଗ ଏସ୍ଡିଜି ସୂଚକାଙ୍କ: ଓଡ଼ିଶା ର଼୍ୟାଙ୍କ୍ ଖସିଲା
ନୂଆଦିଲ୍ଲୀ,୪।୬:ସରକାରଙ୍କ ଥିଙ୍କ ଟ୍ୟାଙ୍କ ନୀତି ଆୟୋଗ ପକ୍ଷରୁ ଗୁରୁବାର ସଷ୍ଟେନେବଲ ଡେଭଲପମେଣ୍ଟ ଗୋଲ୍ (ଏସ୍ଡିଜି) ବା ନିରନ୍ତର ବିକାଶ ଲକ୍ଷ୍ୟ ସୂଚକାଙ୍କ ୨୦୨୦-୨୧ ପ୍ରକାଶ ପାଇଛି। ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଏହି ସୂଚକାଙ୍କର ତୃତୀୟ ସଂସ୍କରଣକୁ ଉନ୍ମୋଚନ କରିଥିଲେ।…
ଅଗଷ୍ଟରେ ଦ୍ୱିତୀୟ ଦେଶୀ ଟିକା
ନୂଆଦିଲ୍ଲୀ, ୪।୬(ଆଇଏଏନ୍ଏସ୍):କରୋନା ମହାମାରୀ ମୁକାବିଲାରେ ସାମିଲ ହେବାକୁ ଯାଉଛି ଭାରତ ନିର୍ମିତ ଦ୍ୱିତୀୟ ଟିକା ‘କର୍ବେଭାକ୍ସ’। ହାଇଦ୍ରାବାଦର ବାୟୋଲୋଜିକାଲ-ଇ ପ୍ରସ୍ତୁତ କରୁଥିବା ଏହି ଦେଶୀ ଟିକାର ଚୂଡ଼ାନ୍ତ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା ଚାଲିଛି। ତେବେ ପ୍ରଥମ ଓ ଦ୍ୱିତୀୟ ପରୀକ୍ଷାରେ ପ୍ରଭାବ…
‘କୋର୍ଟରେ ସମୟ ନଷ୍ଟ ନ କରି ମହାମାରୀର ଉପଶମ ଖୋଜ’
ନୂଆଦିଲ୍ଲୀ, ୩।୬ : ଏଲୋପାଥି ଔଷଧ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ରାମଦେବଙ୍କ ବିରୋଧରେ ହାଇକୋର୍ଟରେ ଏକ ଜନ ସ୍ବାର୍ଥ ମାମଲା (ପିଆଇଏଲ୍) ଦାଖଲ କରିଥିଲା ଦିଲ୍ଲୀ ମେଡିକାଲ ଆସୋସିଏଶନ (ଡିଏମ୍ଏ)। ଗୁରୁବାର ଏହାର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ ରାମଦେବଙ୍କୁ…
ବଞ୍ଚାଇଦେଲା ପୋଷା କୁକୁର
ଢେଙ୍କାନାଳ ଅଫିସ, ୩।୬: କୁହାଯାଏ କୁକୁର ହେଉଛି ଭାରି ବିଶ୍ୱସ୍ତ। ଏହି ଗୃହପାଳିତ ପ୍ରାଣୀର ଉପସ୍ଥିତ ବୁଦ୍ଧି ଯୋଗୁ ଅନେକ ଜୀବନ ବଞ୍ଚତ୍ୟାଇଥିବା ନଜିର ରହିଛି। ଏଭଳି ଏକ ଘଟଣା ଘଟିଛି ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଷଡଙ୍ଗୀ ରେଞ୍ଜ୍ ଖଙ୍କିରା…
୧୧ରେ ଲଘୁଚାପ: ୫ ଦିନ ପ୍ରବଳ ବର୍ଷିବ
ଭୁବନେଶ୍ୱର,୩।୬(ବ୍ୟୁରୋ): ଆସନ୍ତା ଜୁନ୍ ୧୧ରେ ଉତ୍ତର-ପୂର୍ବ ବଙ୍ଗୋପସାଗର, ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଅବପାତରେ ପରିଣତ ହୋଇ ପ୍ରବଳ ବର୍ଷା କରାଇବ। ଏହାର ପ୍ରଭାବରେ ୧୦ ତାରିଖ ରାତିରୁ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା,…
ପତ୍ନୀଙ୍କୁ କାମୁଡ଼ିଥିବା କୁକୁରକୁ ଗୁଳି କରି ହତ୍ୟା କଲେ ସ୍ବାମୀ
ଇନ୍ଦୋର,୩।୬: ପତ୍ନୀଙ୍କୁ କାମୁଡ଼ି କ୍ଷତାକ୍ତ କରି ଦେଇଥିଲା ପଡ଼ୋଶୀଙ୍କ ପୋଷା କୁକୁର। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ବାମୀ ଗୁଳିକରି ଉକ୍ତ କୁକୁରକୁ ହତ୍ୟା କରିଛନ୍ତି। ଅଭିଯୁକ୍ତଙ୍କୁ ଗୁରୁବାର ପୋଲିସ କରିଛି। ୫୩ ବର୍ଷୀୟ ଅଭିଯୁକ୍ତ ନରେନ୍ଦ୍ର ବିଶ୍ୱଭାୟାଙ୍କୁ ପଶୁ ସୁରକ୍ଷାଙ୍କ ଲାଗି…
ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ରାଶନ କାର୍ଡ ଦିଅ
ନୂଆଦିଲ୍ଲୀ,୩।୬: ବାସହୀନ, ଜରି ଗୋଟାଳି, ହକର ଏବଂ ରିକ୍ସା ଚାଳକଙ୍କ ଭଳି ସମାଜର ଆର୍ଥତ୍କ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ଚିହ୍ନଟ କରି ଜାତୀୟ ଖାଦ୍ୟ ନିରାପତ୍ତା ଆଇନ (ଏନ୍ଏଫ୍ଏସ୍ଏ) ଅଧୀନରେ ତୁରନ୍ତ ରାଶନ କାର୍ଡ ଦିଆଯାଉ। ଓଡ଼ିଶା ସମେତ ବିଭିନ୍ନ ରାଜ୍ୟ…
ଭୁଲ ମାଗିଲା ଗୁଗଲ
ବେଙ୍ଗାଲୁରୁ,୩।୬: ଭାରତର ସବୁଠୁ ଖରାପ ଭାଷା ଲେଖି ଗୁଗଲରେ ସର୍ଚ୍ଚ କଲେ ଉତ୍ତର ଆସୁଥିଲା କନ୍ନଡ଼। ଏ ନେଇ ମୁଣ୍ଡ ଟେକିଛି ବିବାଦ। ବିଶ୍ୱର ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କର୍ନାଟକ ସରକାରଙ୍କ ପକ୍ଷରୁ କୁହାଯାଇଛି।…
ସ୍ବାମୀଙ୍କୁ ଛାଡ଼ି ଥାନାରେ ପ୍ରେମିକଙ୍କୁ ବିବାହ
ହିନ୍ଦୋଳ,୩।୬: ବିବାହିତା ଥିଲେ। ହସଖୁସିର ପରିବାର ଥିଲା। ତଥାପି ଆଉ ଜଣଙ୍କୁ ମନ ଦେଇଥିଲେ ମହିଳା। ସ୍ବାମୀଙ୍କୁ ଛାଡ଼ି ୧୫ ଦିନ ତଳେ ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ। ଗୁରୁବାର ସମ୍ପୃକ୍ତ ପ୍ରେମୀଯୁଗଳଙ୍କୁ ପୋଲିସ ଉଦ୍ଧାର କରିବା ପରେ ଥାନା ପରିସରରେ…
ସୋସିଆଲ ମିଡ଼ିଆରେ ଅମ୍ରିତଙ୍କ ପାଇଁ ଚାଲିଛି ପାଣ୍ଠି ସଂଗ୍ରହ
ଭୁବନେଶ୍ୱର,୩।୬(ବ୍ୟୁରୋ): ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସିତ ଜଣେ ଗୁରୁତର ରୋଗୀଙ୍କୁ ଗୁରୁବାର ଗ୍ରୀନ କରିଡରେ ଭୁବନେଶ୍ୱର ବିମାନବନ୍ଦରକୁ ଅଣାଯାଇଥିଲା। ସେ ହେଲେ ବ୍ରହ୍ମପୁରର ଅମ୍ରିତ ପ୍ରଧାନ। ୬ ଜଣିଆ ଡାକ୍ତରୀ ଦଳଙ୍କ ତତ୍ତ୍ୱାବଧାନରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ତାଙ୍କୁ ଚେନ୍ନାଇ…
ପୁଅର ଭିଜା ପାଇଁ କ୍ରୀଡ଼ା ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ସାନିଆ
ନୂଆଦିଲ୍ଲୀ,୩।୬: ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ସାନିଆ ମିର୍ଜା ୟୁକେରେ କେତେକ ଟୁର୍ନାମେଣ୍ଟ ଖେଳିବେ। ଏଥି ଲାଗି ସେ ପୁଅ ଓ ଭଉଣୀଙ୍କ ପାଇଁ ଭିଜା ଆବେଦନ କରିଥିଲେ। କ୍ରୀଡ଼ା ମନ୍ତ୍ରଣାଳୟର ହସ୍ତକ୍ଷେପ ପରେ ସାନିଆଙ୍କ ଆବଦେନର କିଛି ଦିନ ମଧ୍ୟରେ ପୁଅ…
Archives


