ସୋସିଆଲ ମିଡ଼ିଆରେ ଅମ୍ରିତଙ୍କ ପାଇଁ ଚାଲିଛି ପାଣ୍ଠି ସଂଗ୍ରହ
ଭୁବନେଶ୍ୱର,୩।୬(ବ୍ୟୁରୋ): ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସିତ ଜଣେ ଗୁରୁତର ରୋଗୀଙ୍କୁ ଗୁରୁବାର ଗ୍ରୀନ କରିଡରେ ଭୁବନେଶ୍ୱର ବିମାନବନ୍ଦରକୁ ଅଣାଯାଇଥିଲା। ସେ ହେଲେ ବ୍ରହ୍ମପୁରର ଅମ୍ରିତ ପ୍ରଧାନ। ୬ ଜଣିଆ ଡାକ୍ତରୀ ଦଳଙ୍କ ତତ୍ତ୍ୱାବଧାନରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ତାଙ୍କୁ ଚେନ୍ନାଇ…
ପୁଅର ଭିଜା ପାଇଁ କ୍ରୀଡ଼ା ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ସାନିଆ
ନୂଆଦିଲ୍ଲୀ,୩।୬: ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ସାନିଆ ମିର୍ଜା ୟୁକେରେ କେତେକ ଟୁର୍ନାମେଣ୍ଟ ଖେଳିବେ। ଏଥି ଲାଗି ସେ ପୁଅ ଓ ଭଉଣୀଙ୍କ ପାଇଁ ଭିଜା ଆବେଦନ କରିଥିଲେ। କ୍ରୀଡ଼ା ମନ୍ତ୍ରଣାଳୟର ହସ୍ତକ୍ଷେପ ପରେ ସାନିଆଙ୍କ ଆବଦେନର କିଛି ଦିନ ମଧ୍ୟରେ ପୁଅ…
ଆଇନକୁ ହାତକୁ ନେଲେ ମାଜିଷ୍ଟ୍ରେଟ: ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼ ମାରିଲେ
ଝାରସୁଗୁଡ଼ା ଅଫିସ୍,୩।୬: ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଅନ୍ୟ ଜିଲା ଭଳି ଝାରସୁଗୁଡ଼ାରେ ମଧ୍ୟ ଲକ୍ଡାଉନ୍ ଓ ଶଟ୍ଡାଉନ୍ ଜାରି ରହିଛି। ଏହାକୁ ତଦାରଖ କରିବା ପାଇଁ ଜିଲାରେ ୧୭ଟି ସ୍କ୍ବାର୍ଡ ଗଠନ କରାଯାଇଛି। ଏଥିରେ ମାଜିଷ୍ଟ୍ରେଟ୍, ପ୍ରଶାସନିକ ଅଧିକାରୀ…
କୋର୍ଟରେ ଦୋଷୀ ସାବ୍ୟସ୍ତ ହେବା ପରେ ଏମିତି ଟୁଇଟ୍ କଲେ ଗମ୍ଭୀର
ନୂଆଦିଲ୍ଲୀ, ୩।୬: ଭାଜପା ଏମ୍ପି ଗୌତମ ଗମ୍ଭୀରଙ୍କ ଫାଉଣ୍ଡେଶନ ବେଆଇନ ଭାବେ କୋଭିଡ୍-୧୯ ଔଷଧ କିଣିଥିଲା। ଆଉ ତାହାକୁ ବିନା ଅନୁମତିରେ ବାଣ୍ଟି ଥିଲେ ବୋଲି ଦିଲ୍ଲୀର ଔଷଧ ନିୟନ୍ତ୍ରକ ଗୁରୁବାର ଦିଲ୍ଲୀ ହାଇକୋର୍ଟରେ କହିଛନ୍ତି। କୋର୍ଟଙ୍କ ଶୁଣାଣି ପରେ ଗମ୍ଭୀର…
ପୁଅ ନ ହେବାରୁ ମା’ ଝିଅଙ୍କୁ ଦେଢ଼ ବର୍ଷ ବନ୍ଦୀ କରି ରଖିଥିଲେ ସ୍ବାମୀ
ମୁମ୍ବାଇ, ୩।୬: ୪୧ ବର୍ଷୀୟା ସ୍ତ୍ରୀଙ୍କୁ ଯୌନ ନିର୍ଯାତନା ଦେବା ସହ ୩ ଝିଅଙ୍କ ସହ ଘରେ ବନ୍ଦୀ କରି ରଖିଥିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ମହାରାଷ୍ଟ୍ରର ସୋଲାପୁର ଜିଲାରୁ ଗୁରୁବାର ସାମ୍ନାକୁ ଆସିଛି ଏଭଳି ଘଟଣା। ଅଭିଯୁକ୍ତ…
ଟିକା ଭୟରେ ଡ୍ରମ ପଛରେ ଲୁଚିଲେ ବୃଦ୍ଧା
ଲକ୍ଷ୍ନୌ, ୩।୬: ଲୋକସଂଖ୍ୟା ଓ ଆକାର ଦୃଷ୍ଟିରୁ ଦେଶର ସବୁଠୁ ବଡ଼ ରାଜ୍ୟରେ ଟିକାକରଣ ପାଲଟିଛି ଏକ ବଡ଼ ଚ୍ୟାଲେଞ୍ଜ। ରାଜ୍ୟର ଗ୍ରାମାଞ୍ଚଳରେ ଲୋକଙ୍କୁ ଟିକାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ କର୍ମୀମାନେ ଗାଁ ଗାଁ ବୁଲୁଛନ୍ତି। ସେହିଭଳି ଏଟାଓ୍ବା ଜିଲାର ଚନ୍ଦନପୁର…
କୋରାପୁଟ ଏମ୍ପି ଛତିଶଗଡ଼ ଇନ୍ଚାର୍ଜ
ଭୁବନେଶ୍ୱର,୩।୬: କୋରାପୁଟ ଏମ୍ପି ସପ୍ତଗିରି ଉଲାକାଙ୍କୁ ଛତିଶଗଡ଼ ଦାୟିତ୍ୱ ଦେଇଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ଏପରିକି ତାଙ୍କୁ ରାଷ୍ଟ୍ରୀୟ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କେନ୍ଦ୍ର ସରକାରଙ୍କ ବୈଦେଶିକ, ଅର୍ଥନୀତି ଏବଂ ସୁରକ୍ଷା ନୀତିର ସମୀକ୍ଷା…
ସାଉଥାମ୍ପଟନରେ ପହଞ୍ଚିଲା ଟିମ୍ ଇଣ୍ଡିଆ
ଲଣ୍ଡନ, ୩।୬:ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନର ଏଜେସ ବାଉଲ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ ଖେଳିବା ପାଇଁ ଟିମ୍ ଇଣ୍ଡିଆର ଖେଳାଳିମାନେ ଗୁରୁବାର ସାଉଥାମ୍ପଟନରେ ପହଞ୍ଚିଛନ୍ତି। ଏ ନେଇ ଟୁଇଟରରେ ଫଟୋ ଶେୟାର…
ଶିକ୍ଷକ ଯୋଗ୍ୟତା ପରୀକ୍ଷା ପ୍ରମାଣପତ୍ରର ବୈଧତା ବୃଦ୍ଧି
ନୂଆଦିଲ୍ଲୀ,୩ା୬: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଶିକ୍ଷକ ଯୋଗ୍ୟତା ପରୀକ୍ଷା (TET) ପ୍ରମାଣପତ୍ରର ବୈଧତା ୭ ବର୍ଷରୁ ଆଜୀବନ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ଗୁରୁବାର କହିଛନ୍ତି। କେବଳ ଏତିକି ନୁହେଁ,…
ଆକ୍ସନ୍ ମୋଡ୍ରେ ମାୟାବତୀ
ଲକ୍ଷ୍ନୌ,୩।୬: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ବହୁଜନ ସମାଜ ପାର୍ଟି(ବିଏସ୍ପି) ବିଦ୍ରୋହୀ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ବିଏସ୍ପି ଅଧ୍ୟକ୍ଷ ମାୟାବତୀଙ୍କ ନିର୍ଦ୍ଦେଶରେ ଦଳୀ ନେତା ଲାଲଜୀ ବର୍ମା ଏବଂ ପୂର୍ବ ପ୍ରଦେଶ ଅଧ୍ୟକ୍ଷ ରାମ ଅଚଲ ରାଜଭରଙ୍କୁ ଦଳ ବିରୋଧୀ…
ବିଦ୍ୟୁତ୍ତାରରେ କଳାକୌଶଳ ପ୍ରଦର୍ଶନ କରୁଛି କୁକୁର
ସୋସିଆଲ ମିଡିଆରେ ବେଳେବେଳେ ଏମିତି ଦୃଶ୍ୟ ଦେଖିବାକୁ ମିଳିଥାଏ ଯାହା କଳ୍ପନା ବାହାରେ ଥାଏ। ସେହିପରି ଟୁଇଟରରେ ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଯାହା ଦେଖିଲେ ଆପଣ ଆଶ୍ଚର୍ଯ୍ୟ ହେବେ। ସାଧାରଣତଃ କଳାକାରମାନଙ୍କୁ ସର୍କସରେ ଦଉଡ଼ିରେ କୌଶଳ ପ୍ରଦର୍ଶନ…
ମୋଦିଙ୍କୁ କୁକିଙ୍କ ନିବେଦନ: ସାର୍ ବିଦାୟ ସମ୍ବର୍ଦ୍ଧନା ତ କରି ଦିଅନ୍ତୁ, +୨ ପଢ଼ୁଥିବା ନେହାଙ୍କୁ ଶାଢ଼ିରେ ଦେଖିବାକୁ ଇଚ୍ଛା ଥିଲା
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ବସିଥିବା ବୈଠକ ପରେ ସିବିଏସ୍ଇର ଦ୍ୱାଦଶ ଶ୍ରେଣୀ ପରୀକ୍ଷା ରଦ୍ଦ କରାଯିବା ନେଇ ଘୋଷଣା କରାଯାଇଥିଲା। କୋଭିଡର ଦ୍ୱିତୀୟ ଲହରକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଥିଲା। ଏହାପରେ ସୋସିଆଲ ମିଡିଆରେ ସିବିଏସ୍ଇ…
Archives


