Home Left

ରଥରେ ଲାଗିଲା ଅଖ

ପୁରୀ ଅଫିସ,୩ା୬: ଆଜି ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ଉଭଁରୀ ଯାତ୍ରା। ଏହି ଅବସରରେ ପରମ୍ପରା ଅନୁଯାୟୀ ରଥଯାତ୍ରାର ଆଉ ଏକ ପର୍ଯ୍ୟାୟ ଆରମ୍ଭ ହୋଇଯାଇଛି। ମହାପ୍ରଭୁଙ୍କ ତିନି ରଥର ଚକ ଅଖ ଡେରା ନୀତି ସମ୍ପନ୍ନ ହୋଇଛି। ଆଜି ଶ୍ରୀଜିଉଙ୍କ ସକାଳ…

ଆତଙ୍କବାଦୀଙ୍କ ୯ ଗୁଳି ବାଜିବା ପରେ ମୃତ୍ୟୁ ସହ ସଂଗ୍ରାମରେ ବିଜେତା ହୋଇଥିଲେ ଚେତନ ଚିତା; ଏବେ କୋଭିଡ୍‌ ସହ ଲଢ଼ୁଛନ୍ତି ଯୁଦ୍ଧ

ନୂଆଦିଲ୍ଲୀ,୩।୬: ସାହସିକତାର ଦ୍ୱିତୀୟ ସର୍ବୋଚ୍ଚ ସମ୍ମାନ କିର୍ତ୍ତୀ ଚକ୍ରରେ ପୁରସ୍କୃତ ହୋଇଥିବା କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ(ସିଆର୍‌ପିଏଫ୍‌) କମାଣ୍ଡାଣ୍ଟ ଚେତନ ଚିତାଙ୍କ ସ୍ବାସ୍ଥାବସ୍ଥା ଗୁରୁତର ରହିଛି। କୋଭିଡରେ ଆକ୍ରାନ୍ତ ହୋଇଥିବା ଯୋଗୁ ଏମ୍ସରେ ତାଙ୍କର ଚିକିତ୍ସା ଜାରି ରହିଛି। ତେବେ ଶରୀରର…

କରୋନାରେ ୯,୩୪୬ ପିଲା ହୋଇଛନ୍ତି ବେସାହାରା

ନୂଆଦିଲ୍ଲୀ,୩।୬: କରୋନାର ଦ୍ୱିତୀୟ ଲହର ସମଗ୍ର ଦେଶକୁ ପ୍ରଭାବିତ କରିଛି। ମହାମାରୀ ଦ୍ୱାରା ପିଲାମାନେ ଅଧିକ ପ୍ରଭାବିତ ହୋଇଛନ୍ତି। ଏକ ଆକଳନରୁ ଜଣାପଡିଛି ଯେ, ସମଗ୍ର ଦେଶରେ ଏପର୍ଯ୍ୟନ୍ତ ୯୩୪୬ ପିଲା ଅନାଥ କିମ୍ବା ବେସାହାରା ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ…

ବିବାହ ପୂର୍ବରୁ ଗର୍ଭବତୀ ଥିଲେ ଏହି ଅଭିନେତ୍ରୀ, ଭାଙ୍ଗିଯାଇଥିଲା ସମ୍ପର୍କ

ମୁମ୍ବାଇ: ବଲିଉଡ୍‌ର ଜଣାଶୁଣା ଅଭିନେତ୍ରୀ ସାରିକାଙ୍କ ପରିଚୟର ଆବଶ୍ୟକତା ନାହିଁ। କାରଣ ତାଙ୍କ ଅଭିନୟ ଯିଏ ଦେଖିଛି ସେ ଜାଣିଛି ସେ କେତେ ଦକ୍ଷ। ତାଙ୍କର ଦୀର୍ଘଦିନର ବଲିଉଡ୍‌ ଯାତ୍ରାରେ ସେ ଅନେକ ଭେଟେରାନ ଅଭିନେତାଙ୍କ ସହ କାମ କରିଛନ୍ତି ଏବଂ…

ସାତ ଫେରା ନେବାବେଳେ ଧୀରେ ଧୀରେ ଚାଲୁଥିଲେ କନ୍ୟା: ଆଉ ତା’ପରେ ଘଟିଲା ଏମିତି

ବିବାହ ଅବସରରେ ଏପରି ଅନେକ ରୀତିନୀତି ଅଛି, ଯାହା ସମ୍ପୂର୍ଣ୍ଣ ହେବାକୁ ପ୍ରାୟ ୨-୪ ଘଣ୍ଟା ଲାଗେ। ଏହି ସମୟରେ ପରିବାର ସଦସ୍ୟଙ୍କଠାରୁ ଆରମ୍ଭ କରି ସମ୍ପର୍କୀୟ ଏବଂ ବନ୍ଧୁମାନେ ବର-କନ୍ୟା ମଜା କରିବାକୁ ଭୁଲନ୍ତି ନାହିଁ । ବରଣମାଳା ପକାଇବା…

ସାବଧାନ ! ମିଛ ହ୍ବାଟସ୍‌ଆପ୍‌ ମେସେଜ୍‌ରେ ମୋବାଇଲ୍‌ରେ ଭାଇରସ୍‌ ପ୍ରବେଶ ଆଶଙ୍କା…

ନୂଆଦିଲ୍ଲୀ,୩।୬: ସମ୍ପ୍ରତି ଏକ ମିଛ ହ୍ବାଟସ୍‌ଆପ୍‌ ମେସେଜ୍‌ ମୋବାଇଲ୍‌ ୟୁଜରଙ୍କ ପାଖକୁ ଅସୁଛି। ଭାରତ ସରକାର ୧୦ କୋଟି ମୋବାଇଲ ୟୁଜରଙ୍କୁ ୩ ମାସର ମାଗଣା ଇଣ୍ଟରନେଟ୍‌ ଫ୍ରି ଦେଉଥିବା ନେଇ ସେମେଜ୍‌ରେ ଉଲ୍ଲେଖ କରାଯାଉଛି। ଏହା ସହିତ ଏକ ଲିଙ୍କ୍‌କୁ…

ପାଦୁକ ପାଣି ପିଇଲେ ଭଲ ହେଉଛି କରୋନା: ଭିଡ଼ିଓ ଭାଇରାଲ…

ରାଜଗଡ଼,୩।୬: କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ମଧ୍ୟପ୍ରଦେଶର ରାଜଗଡ଼ ଜିଲାରେ ପାଦୁକ ପାଣି ପିଇଲେ କରୋନା ଭଲ ହେଉଥିବା ପ୍ରଚାର ହେବାରେ ଲାଗିଛି। ଏହାର ୫୫ ସେକେଣ୍ଡର ଏକ ଭିଡ଼ିଓ ଟୁଇଟରରେ ଅପଲୋଡ୍‌…

କ୍ୟାରିୟରରେ ଗୋଟିଏ ବି ନୋ ବଲ୍‌ ପକାଇନାହାନ୍ତି ଏହି ୫ ବୋଲର୍‌: ତାଲିକାରେ କପିଲ-ଇମ୍ରାନଙ୍କ ସହ…

ନୂଆଦିଲ୍ଲୀ,୩।୬: ଅନିଶ୍ଚିତତାର ଖେଳ ହେଉଛି କ୍ରିକେଟ। କାରଣ କେଉଁ ମୂହୁର୍ତ୍ତରେ କ’ଣ ହେବ କୁହାଯାଇ ନ ପାରେ। ଅନେକ ସମୟରେ ଗୋଟିଏ ଭୂଲ, ତାହା ନୋ ବଲ୍‌ ହେଉ ଅଥବା ଓ୍ବାଇଡ୍‌ ବଲ୍‌, କୌଣସି ଟିମ୍‌କୁ ଅଡ଼ୁଆରେ ପକାଇପାରେ। ବିଶେଷକରି ନୋ…

ଭୟ କରନାହିଁ , ଭାକ୍ସିନ୍‌ ନିଅ, ମାଗଣାରେ ବିୟର ପିଅ: ରାଷ୍ଟ୍ରପତି…

ଓ୍ବାଶିଂଟନ,୩।୬: କରୋନା ମହାମାରୀ ବିରୋଧରେ ପୃଥିବୀ ବ୍ୟାପୀ ଲଢ଼େଇ ଜାରି ରହିଛି। କରୋନା ଲଢ଼େଇରେ ଭାକ୍ସିନ୍‌ ଏକମାତ୍ର ବିକଳ୍ପ ସାବ୍ୟସ୍ତ ହୋଇଛି। ଏପରିସ୍ଥଳେ ଜନସାଧାରଣଙ୍କୁ ଭାକ୍ସିନ୍‌ ନେବା ଲାଗି ସଚେତନ କରାଇବା ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ନିଆରା ଉଦ୍ୟମ…

ଜାଣନ୍ତି ବିମାନରେ କାହିଁକି ପୁରୁଷଙ୍କ ତୁଳନାରେ ନିଯୁକ୍ତି ପାଇଥାନ୍ତି ଅଧିକ ମହିଳା କର୍ମଚାରୀ

ଆପଣ କେବେ ବିମାନରେ ଯାତ୍ରା କରିଛନ୍ତି କି? ଯଦି ନା ତେବେ ନିଶ୍ଚିତ କୌଣସି ଫିଲ୍ମ କିମ୍ବା ବ୍ଲଗରେ ବିମାନ ଯାତ୍ରାର ଦୃଶ୍ୟ ଦେଖିଥିବେ। ଏହି ସମୟରେ ନିଶ୍ଚୟ ଗୋଟିଏ କଥା ଲକ୍ଷ୍ୟ କରିଥିବେ ଯେ, ଅଧିକାଂଶ ମହିଳା କର୍ମଚାରୀ ଯାତ୍ରୀମାନଙ୍କୁ…

ଆଧୁନିକ କ୍ରିକେଟରେ କେଉଁ ଖେଳାଳିଙ୍କ ଭଳି ବ୍ୟାଟିଂ କରିବାକୁ ଚାହାନ୍ତି ପ୍ରଶ୍ନରେ ଏଭଳି କହିଲେ ଗାଭାସ୍କର; ଚକିତ କଲା ନାମ…

ନୂଆଦିଲ୍ଲୀ,୩।୬: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ସୁନିଲ ଗାଭାସ୍କର ଟି୨୦ କ୍ରିକେଟର ବଡ଼ ପ୍ରଶଂସକ ବୋଲି ସ୍ବୀକାର କରିଛନ୍ତି। ତାଙ୍କ ସମୟର ଅନେକ ଖେଳାଳି କ୍ରିକେଟର ଏହି ଫର୍ମାଟକୁ ପସନ୍ଦ କରୁ ନ ଥିବା ବେଳେ ଗାଭାସ୍କର ଭିନ୍ନ ମତ…

କରୋନା ମୁକାବିଲା ପାଇଁ ନିଆରା ଉପାୟ ଆପଣାଇଲେ ମହାରାଷ୍ଟ୍ର ସରକାର

ମୁମ୍ବାଇ,୩।୬: କରୋନା ଭାଇରସ୍‌ ପ୍ରଥମ ଲହରରେ ଗ୍ରାମାଞ୍ଚଳ ସୁରକ୍ଷିତ ରହିଥିଲା କିନ୍ତୁ ଦ୍ୱିତୀୟ ଲହରରେ କରୋନା କାବୁରେ ରହିଛି ଗ୍ରାମାଞ୍ଚଳ। ପୂର୍ବରୁ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ଅତ୍ୟଧିକ ରହିଥିବା ବେଳେ ବର୍ତ୍ତମାନ ଗାଁଗୁଡ଼ିକରେ ସଂକ୍ରମଣ ଅଧିକ ବ୍ୟାପିବାରେ ଲାଗିଛି। ଇତିମଧ୍ୟରେ ଗାଁରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri