କରୋନା ସଙ୍କଟ ଯୋଗୁ ବର୍ଷେ ହେଲାଣି ଦରମା ନେଇନାହାନ୍ତି ମୁକେଶ
ନୂଆଦିଲ୍ଲୀ,୩।୬: ଦେଶରେ କରୋନା ପ୍ରକୋପ ଏବେ ବି ଜାରି ରହିଛି। କରୋନା ସଙ୍କଟର ଭୟାବହତାକୁ ଦେଖି ରିଲାଏନ୍ସ ଇଣ୍ଡଷ୍ଟ୍ରିର (ଆର୍ଆଇଏଲ୍)ର ଅଧ୍ୟକ୍ଷ ମୁକେଶ ଆମ୍ବାନୀ ଗତ ଆର୍ଥିକ ବର୍ଷ ୨୦୨୦-୨୧ସମୟରେ କୌଣସି ଦରମା ନେଇ ନ ଥିବା ଜଣାପଡ଼ିଛି। ବୁଧବାର ପ୍ରକାଶ…
ଏହି ସର୍ତ୍ତରେ ଜୟା-ଅମିତାଭଙ୍କ ବିବାହ ପାଇଁ ରାଜି ହୋଇଥିଲେ ପିତା
ଆଜି ବଲିଉଡର ମେଗାଷ୍ଟାର ଅମିତାଭ ବଚ୍ଚନ ଏବଂ ଜୟା ବଚ୍ଚନଙ୍କ ୪୮ ତମ ବିବାହ ବାର୍ଷିକୀ। ଏହି ଅବସରରେ ଅମିତାଭ ଏକ ପୁରୁଣା ଫଟୋ ଶେୟାର କରି ପ୍ରଶଂସକଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଦୀର୍ଘ ବର୍ଷ ଦାମ୍ପତ୍ୟ ଜୀବନକୁ ସଫଳତାର ସହ ଆଗେଇ…
ଇନ୍ସୁଲିନ୍ ନେଇ ପଡିଆକୁ ଓହ୍ଲାଉଥିଲେ ଏହି ଆକ୍ରମକ ବୋଲର୍: କ୍ରିକେଟ୍ରେ ହାସଲ କରିଥିଲେ ଅନେକ ରେକର୍ଡ
ପାକିସ୍ତାନର ପୂର୍ବତନ ଅଧିନାୟକ ୱାସିମ ଆକ୍ରାମ ଦୁନିଆର ଶ୍ରେଷ୍ଠ ବାମହାତୀ ପେସର ଭାବରେ ଜଣାଶୁଣା। ଆକ୍ରାମ ଜୁନ ୩, ୧୯୬୬ରେ ପାକିସ୍ତାନର ଲାହୋରରେ ଜନ୍ମଗ୍ରହଣ କରିଥିଲେ। ଆକ୍ରାମଙ୍କ ଅନ୍ତର୍ଜାତୀୟ କ୍ୟାରିଅର୍ ୧୯ ବର୍ଷ ଧରି ଚାଲିଥିଲା, କିନ୍ତୁ ଏହି ସମୟ ମଧ୍ୟରେ…
ଲେଖିକା ମୀନାକ୍ଷୀ ଦେବୀଙ୍କ ପରଲୋକ
କଟକ ଅଫିସ, ୩।୬: ବିଶିଷ୍ଟ ଲେଖିକା ତଥା ଉତ୍କଳ ସାହିତ୍ୟ ସମାଜ ସାଧାରଣ ସମ୍ପାଦିକା ମୀନାକ୍ଷୀ ଦେବୀ(୬୬)ଙ୍କର ବୁଧବାର ପରଲୋକ ହୋଇଯାଇଛି। କଟକ ରାଜାବଗିଚା ଚକୋଲେଟ୍ ଲେନ୍ସ୍ଥିତ ବାସଗୃହରେ ସେ ହଠାତ୍ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ଏସ୍ସିବି ମେଡ଼ିକାଲକୁ ନିଆଯାଇଥିଲା।…
ଆଇଜାକ୍ ହର୍ଜୋଗ୍ ଇସ୍ରାଏଲ ରାଷ୍ଟ୍ରପତି
ଜେରୁଜେଲମ, ୩ା୬: ଇସ୍ରାଏଲରେ ବୁଧବାର ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ଅଭିଜ୍ଞ ରାଜନେତା ଆଇଜାକ୍ ହର୍ଜୋଗ୍ ବିଜୟୀ ହୋଇଛନ୍ତି। ଇସ୍ରାଏଲ ପାର୍ଲାମେଣ୍ଟ ‘ନେସେଟ୍’ରେ ୧୨୦ ଜଣ ସଦସ୍ୟ ରାଷ୍ଟ୍ରପତିଙ୍କୁ ବାଛିବା ପାଇଁ ଭୋଟ ଦେଇଥିଲେ। ୮୭ ଭୋଟ୍ ତାଙ୍କ ସପକ୍ଷରେ ପଡ଼ିଥିଲା। ଇସ୍ରାଏଲ…
ଦ୍ୱିତୀୟ ଭଳି ଗମ୍ଭୀର ହୋଇପାରେ ତୃତୀୟ ଲହର
ନୂଆଦିଲ୍ଲୀ, ୩।୬: କରୋନାରେ ଦ୍ୱିତୀୟ ଲହର ଭଳି ଭାରତରେ ତୃତୀୟ ଲହର ମଧ୍ୟ ଅନୁରୂପ ଭୟାବହ ସ୍ଥିତି ସୃଷ୍ଟି କରିପାରେ। ଏହା ୯୮ ଦିନ ପର୍ଯ୍ୟନ୍ତ ରହିବ ବୋଲି ଏସ୍ବିଆଇ ଇକୋର଼୍ୟାପ୍ ରିପୋର୍ଟରେ କୁହାଯାଇଛି। ତୃତୀୟ ଲହର ଦ୍ୱିତୀୟଠାରୁ ଭିନ୍ନ ହେବ…
ଧାରଣା ଦେଲେ ପରିବାର
ଭୁବନେଶ୍ୱର,୩।୬(ବ୍ୟୁରୋ): କୋଭିଡ୍ ସଂକ୍ରମିତ ନିଖୋଜ ବାପାଙ୍କୁ ପୁଅ ଖୋଜୁଥିଲେ ମଧ୍ୟ ଏପର୍ଯ୍ୟନ୍ତ ପତ୍ତା ମିଳୁନାହିଁ। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଦ୍ୱନ୍ଦ୍ୱ ଓ ଚିନ୍ତାରେ ଥିବା ନିଖୋଜ ଏନ୍. ତ୍ରିନାଥଙ୍କ ସ୍ତ୍ରୀ ପୋଲିସକୁ ଜବାବ ମାଗିଛନ୍ତି। ଏପରି କି, ନ୍ୟାୟ ପାଇଁ…
ରେଳଧାରଣାରେ ଯାଇଛି ୮,୭୦୦ ଜୀବନ
ନୂଆଦିଲ୍ଲୀ, ୩।୬(ପି.ଟି.): ୨୦୨୦ରେ ଦେଶବ୍ୟାପୀ ଲକ୍ଡାଉନ ଯୋଗୁ ଯାତ୍ରୀବାହୀ ଟ୍ରେନ୍ ଚଳାଚଳ ଯଥେଷ୍ଟ ହ୍ରାସ ସତ୍ତ୍ୱେ ରେଳଧାରଣାରେ ୮,୭୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ ମୃତକ ପ୍ରବାସୀ ଶ୍ରମିକ। ମଧ୍ୟପ୍ରଦେଶର ଚନ୍ଦ୍ରଶେଖର ଗୌର ସୂଚନା ଅଧିକାର ଆଇନ…
୨୫ ବର୍ଷ ପୁରୁଣା ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଏହି କ୍ରିକେଟର୍
ଲର୍ଡସ,୩।୬: ନ୍ୟୁଜିଲ୍ୟାଣ୍ଡର ଓପନର୍ ଡେଭନ କନୱେ ଇତିହାସ ସୃଷ୍ଟି କରିଛନ୍ତି। ସେ ଗାଙ୍ଗୁଲିଙ୍କ ୨୫ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଛନ୍ତି। ୮୪ ତମ ଓଭରର ଚତୁର୍ଥ ବଲରେ କନୱେ ଗାଙ୍ଗୁଲିଙ୍କ ରେକର୍ଡ ଭାଙ୍ଗିଥିଲେ। କନୱେ ତାଙ୍କର ଡେବ୍ୟୁ ମ୍ୟାଚରେ ଶତକ ସ୍କୋର…
ଇସ୍ତଫା ଦେଲେଣି ୮ ସ୍ବାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ, ୩।୬ : ବିଭିନ୍ନ ଦେଶରେ କୋଭିଡ୍ ପରିଚାଳନାଗତ ତ୍ରୁଟି ପାଇଁ ଗତ ୫ ମାସ ମଧ୍ୟରେ ୮ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇସାରିଲେଣି। ଇକୁଏଡର ସ୍ବାସ୍ଥ୍ୟମନ୍ତ୍ରୀ ଭାବେ ରୋଡଲ୍ଫ ଫାର୍ଫାନ ନିଯୁକ୍ତ ହେବାର ୩ ସପ୍ତାହ ପରେ ଗତ ମାର୍ଚ୍ଚରେ ଇସ୍ତଫା…
ନିଃଶୁଳ୍କ ଅମ୍ଳଜାନ ଆଶ୍ରୟସ୍ଥଳୀ
ଭୁବନେଶ୍ୱର,୩।୬: କୋଭିଡ୍ ମହାମାରୀରେ ଅମ୍ଳଜାନର ଆବଶ୍ୟକତାକୁ ନଜରରେ ରଖି ସ୍ଲାଇଲ ପ୍ଲିଜ୍, ସ୍ପର୍ଶ ହସ୍ପିଟାଲ ଏବଂ ଓଡ଼ିଶା ସୋସାଇଟି ଅଫ୍ ଦ ଆମେରିକା ହେଲ୍ଥ ଆଣ୍ଡ ଓ୍ବେଲନେସ୍ ଗ୍ରୁପ୍ ପକ୍ଷରୁ (ଓଏସ୍ଏ-ଏଚ୍ଡବ୍ଲ୍ୟୁଜି) ନିଃଶୁଳ୍କ ଅମ୍ଳଜାନ ଆଶ୍ରୟସ୍ଥଳୀ ଆରମ୍ଭ କରାଯାଇଛି। ଭୁବନେଶ୍ୱର ଉତ୍ତର…
ଇରାନ ନୌସେନା ଜାହାଜ ଜଳିଗଲା
ତେହରାନ, ୩ା୬: ଇରାନ ନୌସେନାର ବୃହତ୍ତମ ଯୁଦ୍ଧ ଜାହାଜରେ ମଙ୍ଗଳବାର ବିଳମ୍ବିତ ରାତିରେ ନିଆଁ ଲାଗିଯିବା ସହ ଏହା ଗଲ୍ଫ ଅଫ୍ ଓମାନରେ ବୁଡ଼ିଯାଇଛି। ଏପରି ଘଟିବା ପଛର କାରଣ ଜଣାପଡିନାହିଁ। ଏକ ଦ୍ୱୀପର ନାଁ ଅନୁସାରେ ଜାହାଜର ନାମ ଖର୍ଗ…
Archives


