ପୁରୀରେ ପହଞ୍ଚିଲା ରଥ ଦଉଡ଼ି
ପୁରୀ ଅଫିସ, ୩।୬: ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରସୋରରେ ପ୍ରସ୍ତୁତି ଆଗେଇ ଚାଲିଛି। ବୁଧବାର ରଥଯାତ୍ରା ପାଇଁ ତିନିରଥର ଦଉଡ଼ି ଏବଂ ଘେର ଦଉଡ଼ି ପୁରୀରେ ପହଞ୍ଚତ୍ଛି। ଏକ ଟ୍ରକ ଯୋଗେ ପୁରୀରେ ୧୪ଟି…
ଝିଅକୁ ଛାତିରେ ଜାବୁଡି ଧରିଲେ ଅନୁଷ୍କା: ରାଗିଗଲେ ପ୍ରଶଂସକ
କିଛି ସେଲିବ୍ରିଟି ନିଜର ବ୍ୟକ୍ତିଗତ ଜୀବନକୁ ଜନସାଧାରଣଙ୍କ ସାମ୍ନାରେ ପ୍ରକାଶ କରିବାକୁ ଇଚ୍ଛା କରନ୍ତି ନାହିଁ। ଏହିପରି ଜଣେ ଦମ୍ପତି ହେଉଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା। ୨୦୧୭ରେ…
ପ୍ରତ୍ୟର୍ପଣ ପାଇଁ ଡୋମିନିକା ରାଜି
ରୋଷେଉ,୩ା୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍ସିଙ୍କ ଅଡ଼ୁଆ ବଢ଼ିଛି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍ବି)ର ୧୩,୫୦୦ କୋଟି ଋଣ ଜାଲିଆତି କରି ଫେରାର ହୋଇଥିବା ଏହି ଅଭିଯୁକ୍ତଙ୍କୁ ଭାରତକୁ ପ୍ରତ୍ୟର୍ପଣ କରାଗଲେ କିଛି ଆପତ୍ତି ନାହିଁ ବୋଲି ଡୋମିନିକା ସରକାର…
ଅନିର୍ଦ୍ଦିଷ୍ଟ କାଳ ଯାଏ ବସ୍ ଚଳାଚଳ ବନ୍ଦ
ଭୁବନେଶ୍ୱର,୩।୬(ବ୍ୟୁରୋ): କୋଭିଡ୍-୧୯ ମହାମାରୀ ଦ୍ୱିତୀୟ ଲହରରେ ଯାତ୍ରୀ ପରିବହନ ସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ବିଶେଷକରି ଯାତ୍ରୀବାହୀ ବସ୍ଗୁଡ଼ିକ ବହୁମାତ୍ରାରେ କ୍ଷତିଗ୍ରସ୍ତ ହୋଇଛନ୍ତି। ଲକ୍ଡାଉନ, ଶଟ୍ଡାଉନ, ତୈଳଦର ବୃଦ୍ଧି, ଯାତ୍ରୀସଂଖ୍ୟା ହ୍ରାସ ଆଦି ସମସ୍ୟା ନେଇ ରାଜ୍ୟର ୧୪ ହଜାର…
ଗୋଇନ୍ଦା, ସୁରକ୍ଷା ଅଧିକାରୀଙ୍କ ଉପରେ ଅଙ୍କୁଶ
ନୂଆଦିଲ୍ଲୀ, ୩।୬(ଆଇଏଏନ୍ଏସ୍): ଦେଶର ଗୋଇନ୍ଦା କିମ୍ବା ସୁରକ୍ଷା ବିଭାଗରେ କାର୍ଯ୍ୟରତ ଅଧିକାରୀ ଉପଯୁକ୍ତ କର୍ତ୍ତୃପକ୍ଷଙ୍କର ପ୍ରାକ୍ ମଞ୍ଜୁରୀ ବିନା କୌଣସି ବିଷୟ ପ୍ରକାଶ କରିପାରିବେ ନାହିଁ। ସେମାନଙ୍କୁ କାର୍ମିକ ଓ ତାଲିମ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ମାଧ୍ୟମରେ ଏହା ଜଣାଇଦିଆଯାଇଛି।…
ଭଉଁରି ଯାତ୍ରାରେ ନିୟୋଜିତ ହେବେ ୫ ପ୍ଲାଟୁନ ଫୋର୍ସ
ପୁରୀ ଅଫିସ, ୩।୬: ଅକ୍ଷୟତୃତୀୟାଠାରୁ ମହାପ୍ରଭୁଙ୍କ ଆରମ୍ଭ ହୋଇଥିବା ବାହାର ଚନ୍ଦନ ଯାତ୍ରାର ବିଂଶତମ ଦିବସକୁ ଭଉଁରି ଯାତ୍ରା କୁହାଯାଏ। ଶ୍ରୀମନ୍ଦିର ସ୍ବତ୍ୱଲିପି ଏବଂ ରଥସଂହିତା ଅନୁଯାୟୀ ଏହିଦିନ ଚକଡେରା ନୀତି ସମ୍ପନ୍ନ ହୋଇଥାଏ। ଏଣୁ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ପୋଲିସ…
ଟିକା ନୀତି ସ୍ବେଚ୍ଛାଚାରୀ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୩ା୬(ପି.ଟି.): କରୋନା କାଳରେ ରାଜ୍ୟଗୁଡ଼ିକର ଆର୍ଥିକ ସ୍ଥିତି ଦୋହଲିଯାଇଛି। ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ହଜାର ହଜାର କୋଟି ଟଙ୍କା ଖର୍ଚ୍ଚ କରି ଟିକା କିଣିବା ଅବସ୍ଥାରେ ନାହାନ୍ତି। ତେଣୁ ଯୁବବର୍ଗଙ୍କ ଟିକାକରଣ ଦାୟିତ୍ୱ କେନ୍ଦ୍ର ସରକାର ବହନ କରନ୍ତୁ ବୋଲି…
ଦିଆସିଲି କାଠିରେ ସାଇକେଲ ପ୍ରତିକୃତି
ପୁରୀ ଅଫିସ,୩।୬: ଜୁନ ୩ ତାରିଖକୁ ସାରା ବିଶ୍ୱରେ ୱାର୍ଲଡ ସାଇକେଲ ଦିବସ ଭାବେ ପାଳନ କରାଯାଏ। ସାଇକେଲ ଚଳାଇବା ଦ୍ୱାରା ସ୍ବାସ୍ଥ୍ୟ ଠିକ ରହିବା ସହ ପରିବେଶ ପ୍ରଦୂଷଣ ହୋଇ ନ ଥାଏ। ଏଣୁ ପରିବେଶ ପ୍ରଦୂଷଣ ରୋକିବା ଏବଂ…
ନୂଆ ବିପିଏଲ୍ ତାଲିକା ପ୍ରସ୍ତୁତିରେ ଅନିଶ୍ଚିତତା
କଟକ ସଦର, ୩।୬(ଡି.ଏନ.ଏ.): ଦେଶରେ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଲୋକଙ୍କୁ ଚିହ୍ନଟ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିପିଏଲ ଗାଇଡ୍ଲାଇନ୍ ପ୍ରସ୍ତୁତ ହୋଇଥିଲା। ଏହି ଗାଇଡ୍ଲାଇନ୍ ଅନୁଯାୟୀ ବିପିଏଲ୍ ତାଲିକା ପ୍ରସ୍ତୁତ କରିବା ପାଇଁ କେନ୍ଦ୍ର ସରକାର ସବୁ…
ଦିନକୁ ଦିନ ବଢ଼ୁଛି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୨ ଜୀବନ
ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୨ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨,୮୭୩କୁ ବୃଦ୍ଧି…
ଅନିଶ୍ଚିତତାରେ ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା
କେନ୍ଦ୍ରାପଡ଼ା ଅଫିସ,୩।୬: ଶ୍ରୀଜଗନ୍ନାଥ ସଂସ୍କୃତିରେ ଶ୍ରୀକ୍ଷେତ୍ର ପରେ ତୁଳସୀକ୍ଷେତ୍ରର ଗୁରୁତ୍ୱ ଯଥେଷ୍ଟ ଅଧିକ। ପୁରୀରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପରଦିନ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ ରଥ ମାଉସୀ ମା’ ମନ୍ଦିର ଅଭିମୁଖେ ବାହାରିଥାଏ। ୩୦୦ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଇଚ୍ଛାପୁରରେ…
ଏହି ଦେଶରେ କେବଳ ଶୋଇବା ପାଇଁ ମିଳିଥାଏ ଚାକିରି
ଯେକୌଣସି ମଣିଷ ପାଇଁ ଖାଦ୍ୟ, ବସ୍ତ୍ର ଏବଂ ବାସଗୃହ ନିହାତି ଆବଶ୍ୟକ। ଏହି ଆବଶ୍ୟକତା ପୂରଣ କରିବାକୁ ଲୋକଙ୍କୁ ଚାକିରି କରିବା ଦରକାର। ରୋଜଗାରର ସନ୍ଧାନରେ ଅନେକ ଲୋକ ନିଜ ଘର, ସହର ଏବଂ ଏପରିକି ଦେଶ ଛାଡ଼ି ଚାଲିଯାଆନ୍ତି। କିଛି…
Archives


