ମାତୃଗର୍ଭରୁ ସ୍ଥିର ହୁଏ ଏସବୁ
ଚାଣକ୍ୟଙ୍କ ନୀତିଶାସ୍ତ୍ରରେ ମାନବ ଜୀବନରେ ଘଟୁଥିବା ଘଟଣାଗୁଡ଼ିକ ବିଷୟରେ ବର୍ଣ୍ଣନା କରାଯାଇଛି। ସେ ତାଙ୍କ ନୀତିଶାସ୍ତ୍ରରେ କହିଛନ୍ତି, ମାନବ ଜୀବନ ସହିତ ଜଡ଼ିତ ୫ କଥା ମାତୃଗର୍ଭରେ ସ୍ଥିର ହୋଇଥାଏ। ତେବେ ଜାଣନ୍ତୁ ସେ ସମ୍ପର୍କରେ… ଏହି ଶ୍ଳୋକରେ ଚାଣକ୍ୟ କହିଛନ୍ତି,…
ଘରୁ ବାହାରିବା ଟାଇଗରଙ୍କୁ ପଡ଼ିଲା ମହଙ୍ଗା
ମୁମ୍ବାଇ,୨।୬ : କୋଭିଡ୍-୧୯ କଟକଣା ଉଲ୍ଲଂଘନ କରିବାରୁ ବଲିଉଡ୍ ଅଭିନେତା ଟାଇଗର ଶ୍ରଫଙ୍କ ନା’ରେ ବୁଧବାର ଥାନାରେ ମାମଲା ରୁଜୁ ହୋଇଛି। ସେ ବିନା କାରଣରେ ସର୍ବସାଧାରଣ ସ୍ଥାନରେ ବୁଲୁଥିଲେ। ଏ ନେଇ ମୁମ୍ବାଇ ପୋଲିସ ପକ୍ଷରୁ କୁହାଯାଇଛି। ବୁଧବାର ସନ୍ଧ୍ୟାରେ…
ଅମ୍ରିତସରରେ ‘ସିଦ୍ଧୁଙ୍କ ନିଖୋଜ’ ପୋଷ୍ଟର
ଅମ୍ରିତସର,୨।୬ : କଂଗ୍ରେସ ବିଧାୟକ ନବଜୋତ ସିଂ ସିଦ୍ଧୁ ନିଖୋଜ ଥିବା ପୋଷ୍ଟର ଅମ୍ରିତସରର ପୂର୍ବ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ଲଗାଯାଇଛି। ଏକ ଏନ୍ଜିଓ ପକ୍ଷରୁ ମଙ୍ଗଳବାର ରାତିରେ ଲଗାଇଯାଇଛି ଏହି ପୋଷ୍ଟର। ଏଥିରେ ନିଖୋଜ ବିଧାୟକଙ୍କୁ ବିଧାନସଭା…
ଏମିତି ବି ମାଡ଼ିଆସେ ମୃତ୍ୟୁ
କେନ୍ଦୁଝର,୨ା୬: ଘର ଅଗଣାରେ ବସିଥିବା ବେଳେ ଟ୍ରକ ମାଡ଼ି ଯିବାରୁ ଜେଜେମା’ ଓ ନାତିଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ସଦର ଥାନା ଅଧୀନ ୨୦ନମ୍ବର ଜାତୀୟ ରାଜପଥର ବାଙ୍କମାରୁଣୀ ସାହି ନିକଟରେ ବୁଧବାର ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ…
ସାଲାଡ ପାଇଁ ସ୍ତ୍ରୀଙ୍କୁ ହତ୍ୟା
ଲକ୍ଷ୍ନୌ,୨।୬ : ରାତ୍ରି ଭୋଜନରେ ସାଲାଡ ଦେବାରେ ବିଳମ୍ବ ହେବାରୁ ସ୍ତ୍ରୀଙ୍କୁ ବେଲଚାରେ ପିଟି ପିଟି ହତ୍ୟା କରିଛନ୍ତି ସ୍ବାମୀ। ଉତ୍ତର ପ୍ରଦେଶର ଶାମଲି ଜିଲାର ଗୋଗାଓ୍ବାନ ଜଲାଲପୁରରୁ ଘଟିଛି ଏଭଳି ଘଟଣା। ହତ୍ୟା ପରଠାରୁ ଅଭିଯୁକ୍ତ ସ୍ବାମୀ ଫେରାର ଅଛନ୍ତି।…
ଗଣବଳାତ୍କାର ଅଭିଯୁକ୍ତଙ୍କୁ ଗୁଳି କଲା ପୋଲିସ
ବେଙ୍ଗାଲୁରୁ,୨।୬ : କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ବାଂଲାଦେଶୀ ମହିଳାଙ୍କୁ ଗଣବଳାତ୍କାର ଓ ନିର୍ଯାତନା ମାମଲାର ଆଉ ଜଣେ ଅଭିଯୁକ୍ତ ପୋଲିସ ଗୁଳିରେ ଆହତ ହୋଇଛନ୍ତି। ଗିରଫ ଭୟରେ ପୋଲିସ କର୍ମୀଙ୍କୁ ଆକ୍ରମଣ କରି ଫେରାର ହେବାକୁ ଉଦ୍ୟମ କରିଥିବାବେଳେ ପୋଲିସକୁ ଗୁଳି…
କୋଭିଡ୍ ପରିଚାଳନାରେ ବିଫଳତା ନେଲାଣି ୮ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ପଦ
ନୂଆଦିଲ୍ଲୀ,୨।୬: କୋଭିଡ୍ ପରିଚାଳନା ତ୍ରୁଟି ପାଇଁ ଗତ ୫ ମାସ ମଧ୍ୟରେ ବିଭିନ୍ନ ଦେଶର ୮ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ବ୍ରାଜିଲରେ କୋଭିଡ୍ ପରିଚାଳନାରେ ବିଫଳତାକୁ ନେଇ ହଜାର ହଜାର ଲୋକ ରାସ୍ତାକୁ ଓହ୍ଲାଇବା ସହ ପ୍ରଧାନମନ୍ତ୍ରୀ ଜୈର ବଲସୋନାରୋଙ୍କ ବିରୋଧରେ…
ଅଭ୍ୟାସ ପାଇଁ ସମୟ ନ ଥିବାରୁ ଚିନ୍ତିତ ନୁହେଁ : କୋହଲି
ମୁମ୍ବାଇ,୨।୬ : ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନଠାରେ ନ୍ୟୁଜିଲାଣ୍ଡ ଓ ଭାରତ ମଧ୍ୟରେ ଖେଳାଯିବ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ। ଏଥି ପୂର୍ବରୁ ଅଭ୍ୟାସ ପାଇଁ ଭାରତୀୟ ଖେଳାଳିଙ୍କ ହାତରେ ଯଥେଷ୍ଟ ସମୟ ନାହିଁ। ହେଲେ ଏଥି ନେଇ ଆମେ…
ତ୍ରିକୋଣୀୟ ପ୍ରେମ: ଭଡାଘରୁ ମିଳିଲା ଯୁବତୀଙ୍କ ମୃତଦେହ
ଲୋଇସିଂହା,୨।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନାଠାରୁ ୨ଶହ ମିଟର ଦୂର ମଣ୍ଟୁ କଲୋନୀର ଏକ ଭଡା ଘରୁ ବୁଧବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତ ଯୁବତୀ ହେଲେ ସେମେଲମୁଣ୍ଡା ଗାଁର ମିନାକ୍ଷୀ ବେହେରା। ଝିଅ…
ମୋଦି ସରକାରଙ୍କୁ ୩୫ ହଜାର କୋଟିର ହିସାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ, ୨।୬: କେନ୍ଦ୍ର ସରକାରଙ୍କ ଟିକାକରଣ ନୀତିକୁ ବୁଧବାର ତୀବ୍ର ସମାଲୋଚନା କରିଛନ୍ତି ସୁପ୍ରିମକୋର୍ଟ। ଟିକାକରଣ ପାଇଁ ବଜେଟ୍ରେ ୩୫ ହଜାର କୋଟି ଟଙ୍କା ଆଗତ କରାଯାଇଥିଲା। କୋଭାକ୍ସିନ, କୋଭିଶିଲ୍ଡ ଓ ସ୍ପୁଟନିକ ଭି ଟିକା କିଣିବାରେ ଏପର୍ଯ୍ୟନ୍ତ କେତେ ଖର୍ଚ୍ଚ…
ବାଡ଼ିରେ ଛେଳି ପଶିବାରୁ ଦମ୍ପତିଙ୍କୁ ଗଛରେ ବାନ୍ଧି ପିଟିଲେ
ଲଙ୍ଗଳେଶ୍ୱର,୨।୬: ଛେଳି ଚରାଇବାକୁ କେନ୍ଦ୍ର କରି ଦେଖାଦେଇଛି ଉତ୍ତେଜନା। ବାଡ଼ିରେ ଛେଳି ପଶିବାରୁ ଚରାଳି ଏବଂ ତାଙ୍କର ସ୍ତ୍ରୀଙ୍କୁ ଗଛରେ ବାନ୍ଧି ଗାଁ ଲୋକେ ମାଡ଼ ମାରିଛନ୍ତି। ମଳିଥିବା ସୂଚନା ମୁତାବକ, ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅଞ୍ଚଳର ଦିଲୀପ ବିଶ୍ୱାଳ…
ଡ୍ୟୁଟିରେ ଫୋନ ବ୍ୟବହାର କରିପାରିବେ ନାହିଁ ପୋଲିସ ଅଧିକାରୀ
ପାଟଣା, ୨।୬: ଡ୍ୟୁଟିରେ ଥିବାବେଳେ ପୋଲିସ କର୍ମୀ ମୋବାଇଲ ଫୋନ କିମ୍ବା କୌଣସି ପ୍ରକାର ବୈଦ୍ୟୁତିକ ଉପକରଣ ବ୍ୟବହାର କରିପାରିବେ ନାହିଁ। ବିହାର ପୋଲିସ ଅଧିକାରୀଙ୍କ ପାଇଁ ଏହି ନିର୍ଦ୍ଦେଶ ଜାରି କରିଛନ୍ତି ରାଜ୍ୟ ଡିଜିପି ଏସ୍କେ ସିଙ୍ଘାଲ। ଏହି ଆଦେଶ…
Archives


