ମୋଦି ସରକାରଙ୍କୁ ୩୫ ହଜାର କୋଟିର ହିସାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ, ୨।୬: କେନ୍ଦ୍ର ସରକାରଙ୍କ ଟିକାକରଣ ନୀତିକୁ ବୁଧବାର ତୀବ୍ର ସମାଲୋଚନା କରିଛନ୍ତି ସୁପ୍ରିମକୋର୍ଟ। ଟିକାକରଣ ପାଇଁ ବଜେଟ୍ରେ ୩୫ ହଜାର କୋଟି ଟଙ୍କା ଆଗତ କରାଯାଇଥିଲା। କୋଭାକ୍ସିନ, କୋଭିଶିଲ୍ଡ ଓ ସ୍ପୁଟନିକ ଭି ଟିକା କିଣିବାରେ ଏପର୍ଯ୍ୟନ୍ତ କେତେ ଖର୍ଚ୍ଚ…
ବାଡ଼ିରେ ଛେଳି ପଶିବାରୁ ଦମ୍ପତିଙ୍କୁ ଗଛରେ ବାନ୍ଧି ପିଟିଲେ
ଲଙ୍ଗଳେଶ୍ୱର,୨।୬: ଛେଳି ଚରାଇବାକୁ କେନ୍ଦ୍ର କରି ଦେଖାଦେଇଛି ଉତ୍ତେଜନା। ବାଡ଼ିରେ ଛେଳି ପଶିବାରୁ ଚରାଳି ଏବଂ ତାଙ୍କର ସ୍ତ୍ରୀଙ୍କୁ ଗଛରେ ବାନ୍ଧି ଗାଁ ଲୋକେ ମାଡ଼ ମାରିଛନ୍ତି। ମଳିଥିବା ସୂଚନା ମୁତାବକ, ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅଞ୍ଚଳର ଦିଲୀପ ବିଶ୍ୱାଳ…
ଡ୍ୟୁଟିରେ ଫୋନ ବ୍ୟବହାର କରିପାରିବେ ନାହିଁ ପୋଲିସ ଅଧିକାରୀ
ପାଟଣା, ୨।୬: ଡ୍ୟୁଟିରେ ଥିବାବେଳେ ପୋଲିସ କର୍ମୀ ମୋବାଇଲ ଫୋନ କିମ୍ବା କୌଣସି ପ୍ରକାର ବୈଦ୍ୟୁତିକ ଉପକରଣ ବ୍ୟବହାର କରିପାରିବେ ନାହିଁ। ବିହାର ପୋଲିସ ଅଧିକାରୀଙ୍କ ପାଇଁ ଏହି ନିର୍ଦ୍ଦେଶ ଜାରି କରିଛନ୍ତି ରାଜ୍ୟ ଡିଜିପି ଏସ୍କେ ସିଙ୍ଘାଲ। ଏହି ଆଦେଶ…
ରାଜଧାନୀରେ ଥମୁନି ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ବର,୨।୬: ବହୁ ଚେଷ୍ଟା ସତ୍ତ୍ୱେ ରାଜଧାନୀରେ ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନା ନେଉନାହିଁ। ଗତ ୨୪ଘଣ୍ଟା ମଧ୍ୟରେ ଭୁବନେଶ୍ୱରେ ୯୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୧୬୯ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୭୪୯…
ଗ୍ୟାସ ସିଲିଣ୍ଡର ବ୍ଲାଷ୍ଟ : କୋଠା ତଳେ ଚାପିହୋଇ ୭ ମୃତ
ଗୋଣ୍ଡା, ୨।୬: ଉତ୍ତର ପ୍ରଦେଶର ଗୋଣ୍ଡା ଜିଲାରେ ଗ୍ୟାସ ସିଲିଣ୍ଡରରେ ବିସ୍ଫୋରଣ ଘଟି ୭ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଅଘଟଣରେ ୭ ଜଣ ଆହତ ହୋଇଥିବାବେଳେ ୨ କୋଠା ଘର ଭୁଷୁଡ଼ି ପଡ଼ିଛି। ଭଙ୍ଗାକୋଠା ତଳେ ଜଣେ ବ୍ୟକ୍ତି ଫଶିଥିବା…
ମହଙ୍ଗା ପଡ଼ିଲା ବାର୍ହା ମାଂସ କିଣିବା
କୋକସରା,୨।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ବନ ବିଭାଗ କର୍ମଚାରୀ ୫ କେଜି ବାର୍ହା ମାଂସ ସହ ୨ ଜଣ ଯୁବକଙ୍କୁ ଧରିବାରେ ସଫଳ ହୋଇଛନ୍ତି। ଗିରଫ ୨ ଅଭିଯୁକ୍ତ ହେଲେ ମୈଦଲପୁର ଗାଁର ବନମାଳୀ ପୁଝାରୀ(୫୮) ଏବଂ ଗୋପିଗୁଡା…
କାର୍ତ୍ତିକ, ପାର୍ଥିବ ଥାଉ ଥାଉ ଧୋନୀଙ୍କୁ କାହିଁକି ଦିଆଯାଇଥିଲା ସୁଯୋଗ
ନୂଆଦିଲ୍ଲୀ, ୨।୬: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୩ ବର୍ଷ ବୟସରେ ଅନ୍ତର୍ଜାତୀୟ ପଦାର୍ପଣ କରିବା ପରେ ଆଉ ପଛକୁ ଫେରି ଚାହିଁ ନ ଥିଲେ। ଧୋନୀଙ୍କୁ ସୁଯୋଗ ମିଳିବା ପୂର୍ବରୁ ଉଇକେଟକିପର ବ୍ୟାଟ୍ସମ୍ୟାନ ଭାବେ ଦଳରେ ସ୍ଥାନ…
ଶେଷ ହେଲା ହର୍ଷବର୍ଦ୍ଧନଙ୍କ କାର୍ଯ୍ୟକାଳ
ନୂଆଦିଲ୍ଲୀ,୨।୬: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ)ର କାର୍ଯ୍ୟନିର୍ବାହୀ ବୋର୍ଡର ଅଧ୍ୟକ୍ଷ ଭାବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କ କାର୍ଯ୍ୟକାଳ ବୁଧବାର ଶେଷ ହୋଇଛି। ତାଙ୍କ ସ୍ଥାନରେ କେନିୟା ସ୍ବାସ୍ଥ୍ୟ ମନ୍ତ୍ରଣାଳୟର କାର୍ଯ୍ୟନିର୍ବାହୀ ମହାନିର୍ଦ୍ଦେଶକ ପେଟ୍ରିକ ଅମୋଥ ଡବ୍ଲ୍ୟୁଏଚ୍ଓର କାର୍ଯ୍ୟନିର୍ବାହୀ ବୋର୍ଡର ଅଧ୍ୟକ୍ଷ ଭାବେ…
ଏକଦା ବିପାଶାଙ୍କୁ ‘କଳା ବିରାଡ଼ି’ କହିଥିଲେ କରିନା, ରାଗରେ ମାରିଦେଇଥିଲେ ଚାପୁଡ଼ା; ଆଉ ତା’ ପରେ…
ବମ୍ବେ: ପୁଣି ଥରେ ମା’ ହୋଇଥିବା ବେବୋଙ୍କ ଅତୀତ ବେଶ୍ ବିବାଦୀୟ। ଏକଦା ବ୍ଲାକ୍ ବିଉଟି ବିପାଶାଙ୍କ ସହ ତାଙ୍କର ଜୋରଦାର ଝଗଡ଼ା ହୋଇଥିଲା। କଥା ଏତେ ବଢ଼ିଥିଲା ଯେ, କରିନା ବିପାଶାଙ୍କୁ ଚାପୁଡ଼ା ମାରି ‘କଳା ବିରାଡ଼ି’ ବୋଲି କହିଥିଲେ।…
ପ୍ରେମିକାଙ୍କୁ ଭେଟିବା ପାଇଁ ନବବିବାହିତାଙ୍କ ବେଶରେ ପହଞ୍ଚିଲେ ପ୍ରେମିକ; ପରେ ଘଟିଲା କିଛି …
ନୂଆ ନୂଆ ପ୍ରେମରେ ପଡ଼ିଥିବା ବ୍ୟକ୍ତି ସାଥୀଙ୍କୁ ଭେଟିବାକୁ ଆତୁର ହୋଇପଡ଼ନ୍ତି। ହେଲେ ଅନେକ ସମୟରେ ଏହା ମହଙ୍ଗା ପଡ଼ିପାରେ। ଏଭଳି ଏକ ଘଟଣା ଘଟିଛି ଉତ୍ତରପ୍ରଦେଶର ଭଦୋହୀ ଜିଲାରେ। ଏଠାରେ ଜଣେ ଯୁବକ ପ୍ରେମିକାଙ୍କୁ ଭେଟିବା ପାଇଁ ନବ ବିବାହିତାଙ୍କ…
ବାପାଙ୍କୁ ଆକ୍ରମଣ କରି ଜେଲ ଗଲେ ପୁଅ
ଦିଗପହଣ୍ଡି,୨।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଜଙ୍ଘମା ଗ୍ରାମର ରବିନ୍ଦ୍ର ବେହେରାଙ୍କୁ ବୁଧବାର ପୋଲିସ କୋର୍ଟ ଚାଲାଣ କରିଛି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ଆଇଆଇସି ବସନ୍ତ କୁମାର ସେଠୀଙ୍କ ସୂଚନାନୁସାରେ,…
ଭଲପାଇବା ଦେଖି ଚକିତ ହେଲେ ଇଂଲଣ୍ଡ କ୍ରିକେଟର: କହିଲେ ‘ଭାରତରେ କ୍ରିକେଟ ଏବଂ ଧୋନୀଙ୍କ ପୂଜା କରାଯାଏ’
ନୂଆଦିଲ୍ଲୀ,୨।୬: ଆଇପିଏଲ୍ ୨୦୧୮ରେ ଚେନ୍ନାଇ ସୁପରକିଙ୍ଗ୍ସ(ସିଏସ୍କେ) ପାଇଁ ଖେଳିଥିଲେ ଇଂଲଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ୍ ସାମ ବିଲିଙ୍ଗସ୍। ଏବେ ସେ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ଭାରତରେ କ୍ରିକେଟ ଏବଂ ଧୋନୀଙ୍କ ପୂଜା କରାଯାଏ ବୋଲି ସେ କହିଛନ୍ତି।…
Archives


