Home Left

ସତର୍କ କଲା ଏସ୍‌ବିଆଇ: ଜୁନ୍‌ ୩୦ ମଧ୍ୟରେ କରି ନିଅନ୍ତୁ ଏହି କାମ; ନଚେତ…

ନୂଆଦିଲ୍ଲୀ,୨।୬: ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ଗ୍ରାହକମାନଙ୍କୁ ଜୁନ୍‌ ୩୦ ସୁଦ୍ଧା ସେମାନଙ୍କର ପାନ୍‌-ଆଧାର ଲିଙ୍କ୍‌ କରିବାକୁ କହିଛି। ଏହାଦ୍ୱାରା ସେମାନେ ଭବିଷ୍ୟତରେ କୌଣସି ପ୍ରକାରର ଅସୁବିଧାର ସମ୍ମୁଖୀନ ହେବେ ନାହିଁ ବୋଲି ବ୍ୟାଙ୍କ କହିଛି। ଟୁଇଟ୍‌ କରି ଏସ୍‌ବିଆଇ କହିଛି,…

କ୍ରିକେଟର ବ୍ଲକବଷ୍ଟର ମାସ ଆରମ୍ଭ: ୨୪ ଦିନରେ ନିଅନ୍ତୁ ୧୮ ଅନ୍ତର୍ଜାତୀୟ ମ୍ୟାଚ୍‌ର ମଜା

କ୍ରିକେଟର ବ୍ଲକବଷ୍ଟର ମାସ ଜୁନ ୨ରୁ ଆରମ୍ଭ ହେଉଛି। କ୍ରିକେଟ୍‌ ଦର୍ଶକମାନେ ଜୁନ ମାସରେ ୨୪ ଦିନ ଅନ୍ତର୍ଜାତୀୟ କ୍ରିକେଟ ଉପଭୋଗ କରିପାରିବେ। ଏଥିରେ ଇଂଲଣ୍ଡ-ନ୍ୟୁଜିଲାଣ୍ଡ ସିରିଜ ସହିତ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ରୋମାଞ୍ଚ ମଧ୍ୟ ସାମିଲ ଅଛନ୍ତି। ପ୍ରଥମ ଥର…

ପ୍ରଥମ ଥର ପାଇଁ ବ୍ରିଟେନରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଶୂନ

ଲଣ୍ଡନ,୨ା୬: ମାର୍ଚ୍ଚ ୨୦୨୦ ପରଠାରୁ ବ୍ରିଟେନରେ କରୋନା ଜନିତ ମୁତ୍ୟୁ ହୋଇନାହିଁ। ପ୍ରଥମ ଥର ପାଇଁ ବ୍ରିଟେନରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଶୂନ ରହିଛି। ସରକାରୀ ଆକଳନରୁ ଜଣାପଡ଼ିଛି, ଦେଶରେ ୨୮ ଦିନ ମଧ୍ୟରେ ୩,୧୬୫ ନୂତନ ମାମଲା ରିପୋର୍ଟ…

ବାଡ଼ିରେ ବୁଲୁଥିଲା ୫ ଫୁଟିଆ ନାଗ, ଆଉ ତା’ ପରେ

ବାଲେଶ୍ୱର ଅଫିସ,୨।୬: ବାଲେଶ୍ୱର ଜିଲାର ରାଇବଣିଆ ଥାନା ଅନ୍ତର୍ଗତ ଗୋପାଳପୁର ଗାଁରୁ ଏକ ନାଗ ସାପ ଉଦ୍ଧାର ହୋଇଛି। ଉକ୍ତ ଗାଁର ଜୟଦେବ ବେହେରାଙ୍କ ବାଡିରୁ ଏହି ୫ ଫୁଟିଆ ନାଗ ଉଦ୍ଧାର ହୋଇଛି। ତେବେ ଏକ ବର୍ଷ ପୂର୍ବେ ସେଠାରୁ…

ସଞ୍ଜୟ ସବୁବେଳେ ନିଜ ରୁମ୍‌ରେ ରହୁଥିବାରୁ, ନର୍ଗିସ କହିଥିଲେ ଏଭଳି

ମୁମ୍ବାଇ: ହିନ୍ଦି ସିନେମା ଚଳଚ୍ଚିତ୍ର ଜଗତରେ ଅଭିନେତ୍ରୀ ନର୍ଗିସ ଦତ୍ତ ହେଉଛନ୍ତି ଶ୍ରେଷ୍ଠ ଅଭିନେତ୍ରୀଙ୍କ ମଧ୍ୟରୁ ଅନ୍ୟତମ। ଖୁବ୍‌ କମ୍‌ ବୟସରେ ସେ ଶିଶୁ କଳାକାର ଭାବେ ଅଭିନୟ କ୍ଷେତ୍ରରେ ଡେବ୍ୟୁ କରିଥିଲେ। ସେ ଆଜି ଏହି ଦୁନିଆରେ ନାହାନ୍ତି ସତ,…

ପ୍ରେମିକାଙ୍କ ସହ ବୁଲୁଥିଲେ ଟାଇଗର୍‌: ଗାଡି ରୋକିଲା ପୋଲିସ

ବଲିଉଡ ଅଭିନେତା ଟାଇଗର ଶ୍ରଫ୍‌ ନିକଟରେ ନିଜ ଗର୍ଲଫ୍ରେଣ୍ଡ ଦିଶା ପଟାନୀଙ୍କ ସହ ମୁମ୍ବାଇ ରାସ୍ତାରେ କାର୍‌ରେ ବୁଲୁଥିବାର ନଜର ଆସିଥିଲେ। ଏହି ସମୟରେ ପୋଲିସ ତାଙ୍କୁ ଅଟକାଇଥିଲା। ଦିଶା ଏବଂ ଟାଇଗର ଜିମରୁ ଫେରିବା ପରେ ମୁମ୍ବାଇର ବାନ୍ଦ୍ରାରେ ଗାଡିରେ…

ବାଇକ୍‌ରେ ଯାଉଥିଲେ ଯୁବକ, ପଛରୁ ଆସିଲେ ଦୁଇ ମହାବଳ ବାଘ; ଆଉ ତା’ ପରେ…

ମୁମ୍ବାଇ,୨ା୬: ମହାରାଷ୍ଟ୍ରର ଚନ୍ଦ୍ରପୁରରୁ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଯେଉଁଥିରେ ଦେଖିବେ ଦୁଇଟି ମହାବଳ ବାଘ ହଠାତ୍‌ ରାସ୍ତା ଉପରକୁ ଚାଲି ଆସୁଛନ୍ତି। ବାଘ ଦୁଇଟିକୁ ରାସ୍ତାରେ ବୁଲିବା ଦେଖି ଲୋକେ ଭୟଭୀତ ହୋଇପଡ଼ିଛନ୍ତି। କେହି କେହି…

ଲକ୍‌ଡାଉନରେ ଡ୍ରାଇଭ୍‌ କରି ଫସିଲେ ଦିଶା-ଟାଇଗର

ମୁମ୍ବାଇ: ବି-ଟାଉନର ଲଭ୍‌ବାର୍ଡ ଦିଶା ପଟାନୀ ଓ ଟାଇଗର ଶ୍ରଫ୍‌ଙ୍କୁ ଲକ୍‌ଡାଉନରେ ଘରୁ ବାହାରିବା ମହଙ୍ଗା ପଡ଼ିଛି। ମଙ୍ଗଳବାର ଏହି ଚର୍ଚ୍ଚିତ ଯୋଡ଼ି ଡ୍ରାଇଭ୍‌ରେ ବାହାରିଥିବା ବେଳେ ମୁମ୍ବାଇ ପୋଲିସ ତାଙ୍କୁ ଅଟକାଇଦେଇଥିଲେ। ହେଲେ ପରେ ପୋଲିସ ତାଙ୍କୁ ଛାଡ଼ିଦେଇଥିବା ଜଣାପଡ଼ିଛି।…

ବୋଲ୍ଡ ସିନ୍‌ ପୂର୍ବରୁ ଅଭିନେତ୍ରୀ-ଅଭିନେତା ପରସ୍ପରକୁ ପଚାରୁଥିଲେ ଏମିତି ପ୍ରଶ୍ନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଅଭିନେତ୍ରୀ ରାଧିକା ଆପ୍ଟେ ବଲିଉଡର ବୋଲ୍ଡ ଅଭିନେତ୍ରୀମାନଙ୍କ ମଧ୍ୟରୁ ଅନ୍ୟତମ। ଚଳଚ୍ଚିତ୍ରରେ ତାଙ୍କର ଚରିତ୍ର ଏବଂ ବୋଲ୍ଡ ଦୃଶ୍ୟ ସବୁବେଳେ ଚର୍ଚ୍ଚାରେ ଥାଏ। ସେ ଯେକୌଣସି ଚରିତ୍ରରେ ଅଭିନୟ କରିବାକୁ ପଛାନ୍ତି ନାହିଁ ଏବଂ ସେଥିପାଇଁ ପ୍ରତ୍ୟେକ ଚରିତ୍ରରେ ସେ ଫିଟ୍‌…

କେବେହେଲେ ଘରେ ଲଗାନ୍ତୁ ନାହିଁ ଏସବୁ ଗଛ: ଲାଗି ରହିବ ଝଗଡ଼ା, ସ୍ବାସ୍ଥ୍ୟଗତ ସମସ୍ୟାରେ…

ଏପରି କିଛି ବୃକ୍ଷ ରହିଛି ଯାହାକୁ ଘରେ ଲଗାଇବା ଦ୍ୱାରା ନକରାତ୍ମକ ଶକ୍ତି ବୃଦ୍ଧି ପାଏ ବୋଲି ବାସ୍ତୁଶାସ୍ତ୍ରରେ କୁହାଯାଇଛି। ଏଣୁ ଏହାକୁ କେବେହେଲେ ଘରେ ଲଗାଇବା ଉଚିତ ନୁହେଁ। ଯଦି ଏହା ଥାଏ ତେବେ ତାହାକୁ ଘରୁ ବାହାର କରିଦେବା…

ଅଧିକ ଲୁଣ ଖାଉଛନ୍ତି କି? ଦେଖାଦେଇପାରେ ଏହି ଜଟିଳ ସ୍ବାସ୍ଥ୍ୟ ସମସ୍ୟା; ଜାଣନ୍ତୁ..

ଆଜିକାଲି ସମୟରେ କିଡନୀ ଷ୍ଟୋନ୍‌ ଏକ ସାଧାରଣ ସମସ୍ୟା ପାଲଟିଛି। ହେଲେ ପୋଷକ ତତ୍ତ୍ୱ କମ୍‌ ହେବା କାରଣରୁ ମଧ୍ୟ ଏହି ଷ୍ଟୋନ୍‌ ହୋଇଥାଏ। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ ଶରୀରରେ ପୋଟାଶିୟମ, ପ୍ରୋଟିନ୍‌, ସୋଡିୟମ(ଲବଣ) ଏବଂ ଶୁଗାର(ସର୍କରା) ଆଦି କମ୍‌ ହେବା…

ପଥର ମାଫିଆଙ୍କୁ ସୁହାଉଛି ଲକ୍‌ଡାଉନ୍‌

ଖୋର୍ଦ୍ଧା ଅଫିସ,୨ା୬: ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣ ଲାଗି ଲକ୍‌ଡାଉନ ଓ ଶଟ୍‌ଡାଉନ ଜାରି ରହିଛି। ଏହି ସମୟରେ ପଥର ମାଫିଆମାନେ ସକ୍ରିୟ ହୋଇ ଉଠିଛନ୍ତି। ଦୈନନ୍ଦିନ ଖୋର୍ଦ୍ଧା, ଟାଙ୍ଗୀ ଓ ବେଗୁନିଆ ତହସିଲ ଅଞ୍ଚଳରୁ ବିଳମ୍ବିତ ରାତିରେ ବେଆଇନ ଭାବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri