ଜୁଏଲାରି ମାଲିକଙ୍କ ଘରେ ପଶିଲେ ଦୁର୍ବୃତ୍ତ: ୧୦ ରାଉଣ୍ଡ ଗୁଳି ଚାଳନା, ୩ ଗୁରୁତର ୩ ଆହତ
ବାହାନଗା, ୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାଉଡୁ ଗ୍ରାମର ଜଣେ ଜୁଏଲାରି ମାଲିକଙ୍କ ଘରୁ ଚୋରି ହୋଇଛି। ୬ ଜଣ ଦୁର୍ବୃତ୍ତ ଘର ଭିତରେ ପଶି ୧୦ ରାଉଣ୍ଡ ଗୁଳି ଚଳାଇ ଥିଲେ। ଘରର ୩ ଜଣ ସଦସ୍ୟ ଗୁରୁତର…
ବଜ୍ରପାତରେ ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ
ମହାକାଳପଡା,୨।୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକର ମହାନଦୀର ବରଜ ବାହାକୁଦଠାରେ ଏକ ଅଭାବନୀୟ ଘଟଣା ଘଟିଛି। ମାଛ ଧରୁଥିବା ବେଳେ ବ୍ରଜପାତ ଘଟିବାରୁ ଜଣେ ମତ୍ସ୍ୟଜୀବୀଙ୍କ ପରଲୋକ ଘଟିଛି। ମୃତ ମତ୍ସ୍ୟଜୀବିଙ୍କ ଘର ତନ୍ତି ପାଳ ଥାନା ବିଜୟନଗର ଗାଁ ର…
ଦର୍ଶକଙ୍କୁ ଖୁସି ଖବର ଦେଲା ଆଇସିସି: ୮ ବର୍ଷ ଭିତରେ ହେବ ୧୦ଟି ବିଶ୍ୱକପ୍!
ଦୁବାଇ,୨।୬: ଆଇସିସି କ୍ରିକେଟ ପରିଷଦ (ଆଇସିସି) ବୈଠକରେ ଅନେକ ପ୍ରମୁଖ ନିଷ୍ପତ୍ତି ନିଆଯାଇଛି। ଆଇସିସି ଆସନ୍ତା ୮ ବର୍ଷ ପାଇଁ ଫ୍ୟୁଚର ଟୁର୍ ପ୍ରୋଗ୍ରାମ (ଏଫଟିପି) ପ୍ରସ୍ତୁତ କରିଥିବାବେଳେ ଚଳିତ ବର୍ଷ ଭାରତରେ ଅନୁଷ୍ଠିତ ହେବାକୁ ଥିବା ଟି -୨୦ ବିଶ୍ୱକପ…
ସ୍ବାମୀଙ୍କ ନାଁରେ ଚାଞ୍ଜଲ୍ୟକର ଅଭିଯୋଗ ଆଣିଲେ ଏହି ଅଭିନେତ୍ରୀ
ଟିଭି ଶୋ’ ‘ୟେ ରିସ୍ତା କ୍ୟା କେହଲାତା ହୈ’ ଫେମ ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ନିଶା ରାୱଲ ବ୍ରେକଅପ ହେବାକୁ ଯାଉଛନ୍ତି। ପାରସ୍ପରିକ ବିବାଦ ପରେ ନିଶା ତାଙ୍କ ସ୍ବାମୀଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଏହା ପରେ…
ଭିଜିଲାନ୍ସ ହାତରେ ଟିଡିସିସି ମ୍ୟାନେଜର: ୧୯ଲକ୍ଷ ଟଙ୍କା ଜବତ
ସୁନ୍ଦରଗଡ,୨।୬(ଡି.ଏନ.ଏ.): ସୁନ୍ଦରଗଡ ଟିଡିସିସି ଜିଲା ମ୍ୟାନେଜର ଜୟପ୍ରକାଶ ମହାନ୍ତି ବୁଧବାର ସକାଳେ ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ବିଭାଗ ଅଧିକାରୀମାନେ ତାଙ୍କଠାରୁ ୧୯ ଲକ୍ଷ ଟଙ୍କା ଜବତ କରିଛନ୍ତି। ସେ ସକାଳୁ ନିଜ ଘରକୁ ଯିବା ପାଇଁ ସୁନ୍ଦରଗଡରୁ ଏକ…
ଏହି ୪ ଗୁଣ ଥିବା ବ୍ୟକ୍ତିଙ୍କ ପାଖରେ ରୁହେ ନାହିଁ ଧନର ଅଭାବ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ
ସର୍ବଶ୍ରେଷ୍ଠ ବିଦ୍ୱାନମାନଙ୍କ ମଧ୍ୟରୁ ଜଣେ ହେଲେ ଚାଣକ୍ୟ। ସେ ଜଣେ କୁଶଳ ରାଜନୀତିଜ୍ଞ, ସଫଳ ଅର୍ଥଶାସ୍ତ୍ରୀ ଥିଲେ। ତାଙ୍କର ସବୁ ବିଷୟରେ ଜ୍ଞାନ ଥିବା କୁହାଯାଏ। ସେ ନିଜର ନୀତିଶାସ୍ତ୍ରରେ କେଉଁ ଲୋକଙ୍କୁ ନିଜର ଗୁଣ ପାଇଁ ଧନପ୍ରାପ୍ତି ହୋଇଥାଏ ତାହା…
ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିବାକୁ ଯାଉଛନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍!
ଇସଲମାବାଦ,୨।୬: ପାକିସ୍ତାନ ଅଧିନାୟକ ବାବର ଆଜମଙ୍କ ପ୍ରଶଂସକଙ୍କ ପାଇଁ ବହୁତ ଖୁସି ଖବର ଅଛି । ପାକିସ୍ତାନୀ ଗଣମାଧ୍ୟମ ଅନୁଯାୟୀ ବାବର ଆଜମ ଏଥିରେ ନିୟୋଜିତ ଅଛନ୍ତି। ବାବର ତାଙ୍କ ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିବାକୁ ନିଷ୍ପତ୍ତି ନେଇଛନ୍ତି ଏବଂ ଆସନ୍ତା…
କୋହଲିଙ୍କ ଘରଠାରୁ ଦୁଇଗୁଣ ମହଙ୍ଗା ଘର; ବାପାଙ୍କଠାରୁ ଦୂରରେ ରହୁଛନ୍ତି ଯୁବରାଜ
ଭାରତୀୟ କ୍ରିକେଟ ଟିମ୍ର ସୁପରଷ୍ଟାର ଖେଳାଳି ହେଲେ ଯୁବରାଜ ସିଂହ। ବିଶ୍ୱକପ୍ରେ ସେ ପ୍ଲେୟାର ଅଫ୍ ଦ ଟୁର୍ନାମେଣ୍ଟ ପୁରସ୍କାର ଜିତିଥିଲେ। ତେବେ ଯୁବରାଜ ଯେତିକି ନିଜର ଖେଳ ପାଇଁ ପରିଚିତ ସେତିକି ନିଜର ଜୀବନଚର୍ଯ୍ୟା ପାଇଁ । ବହୁତ କମ୍…
ଡୋମିନିକାରେ ୮ ଜଣିଆ ଟିମ୍
ନୂଆଦିଲ୍ଲୀ,୨ା୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍ସିଙ୍କୁ ସ୍ବଦେଶକୁ ଆଣିବା ପାଇଁ ବିଭିନ୍ନ ଭାରତୀୟ ସଂସ୍ଥାର ଏକ ୮ ଜଣିଆ ଟିମ୍ ଦ୍ୱୀପ ରାଷ୍ଟ୍ର ଡୋମିନିକାରେ ପହଞ୍ଚତ୍ଛି। ‘ମିଶନ ଚୋକ୍ସି’ରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ), ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଏବଂ କେନ୍ଦ୍ରୀୟ…
ସିନୋଭାକ୍କୁ ଡବ୍ଲ୍ୟୁଏଚ୍ଓର ମଞ୍ଜୁରୀ
ଜେନେଭା, ୨ା୬: ଚାଇନା ଦ୍ୱିତୀୟ କରୋନା ଟିକା ସିନୋଭାକ୍ର ଜରୁରିକାଳୀନ ବ୍ୟବହାର ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ମଞ୍ଜୁରୀ ଦେଇଛି। ଏହି ଟିକା ଉତ୍ପାଦନ, କାର୍ଯ୍ୟକାରିତା ଏବଂ ସୁରକ୍ଷା ସମ୍ବନ୍ଧିତ ସମସ୍ତ ଅନ୍ତର୍ଜାତୀୟ ମାନଦଣ୍ଡ ପୂରଣ କରୁଥିବା ନେଇ ଡବ୍ଲ୍ୟୁଏଚ୍ଓର ଏହି…
ଚାଇନା ବ୍ଲଗରଙ୍କୁ ୮ ମାସ ଜେଲ
ବେଜିଂ, ୨ା୬: ଗଲଓ୍ବାନ ଘାଟିରେ ଗତବର୍ଷ ଜୁନ୍ରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷକୁ ନେଇ ନିଜ ବ୍ଲଗ୍ରେ ପୋଷ୍ଟ କରିଥିବା ଚାଇନିଜ୍ ବ୍ଲଗର କ୍ୟୁ ଜିମିଙ୍ଗ୍ଙ୍କୁ ସୋମବାର ୮ ମାସ ଜେଲ ଦଣ୍ଡାଦେଶ ହୋଇଛି। ‘ଶହୀଦଙ୍କୁ ବଦନାମ’ କରିବା…
ଅଣ୍ଡା ଖାଇ ଟ୍ରୋଲ୍ ହେଲେ ବିରାଟ କୋହଲି
ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ସୋସିଆଲ ମିଡିଆରେ ବେଶ୍ ସକ୍ରିୟ। ନିକଟରେ ପ୍ରଶଂସକଙ୍କ ସହ ତାଙ୍କର ଏକ ପ୍ରଶ୍ନ-ଉତ୍ତର କାର୍ଯ୍ୟକ୍ରମ ହୋଇଥିଲା। ପ୍ରଶଂସକମାନେ କୋହଲିଙ୍କୁ ଅନେକ ପ୍ରକାରର ପ୍ରଶ୍ନ ପଚାରିଥିଲେ। ତାଙ୍କ ଡାଏଟ ଠାରୁ ଆରମ୍ଭ କରି ଝିଅ ବିଷୟରେ…
Archives


