ଚିଲିକାରେ ୧୦୬ ପ୍ରଜାତିର ୪୮,୭୨୮ ପକ୍ଷୀ
ବାଲୁଗଁା,୨ା୬(ଡି.ଏନ୍.ଏ.):ପ୍ରଚଣ୍ଡ ରୌଦ୍ରତାପ ସତ୍ତ୍ୱେ ନୀଳାମ୍ବୁ ଚିଲିକାରେ ଏବେ ୧୦୬ ପ୍ରଜାତିର ୪୮ହଜାର ୭୨୮ଟି ପକ୍ଷୀ ଅବସ୍ଥାନ କରିଛନ୍ତି। ବାଲୁଗଁା ବନ୍ୟପ୍ରାଣୀ ବିଭାଗ ପକ୍ଷରୁ କରାଯାଇଥିବା ଗ୍ରୀଷ୍ମକାଳୀନ ପକ୍ଷୀଗଣନା ରିପୋର୍ଟରୁ ଜଣାପଡ଼ିଛି। ଗତବର୍ଷ ଅପେକ୍ଷା ଚଳିତ ବର୍ଷ ପକ୍ଷୀ ସଂଖ୍ୟା ବୃଦ୍ଧି ପାଇଛି।…
ଏଥର ସ୍ବାଭାବିକ ମୌସୁମୀ
ଭୁବନେଶ୍ୱର,୨ା୬(ବ୍ୟୁରୋ):ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ସ୍ବାଭାବିକ ରହିବ। ଓଡ଼ିଶାରେ ସ୍ବାଭାବିକ ବର୍ଷା ହେବ। ରାଜ୍ୟରେ ହାରାହାରି ବୃଷ୍ଟିପାତ ୧୧୫ରୁ ୧୨୦ ସେଣ୍ଟିମିଟର ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୩ ତାରିଖ ସୁଦ୍ଧା ମୌସୁମୀ କେରଳ ଛୁଇଁବ…
ପ୍ରାଣୀଟିଏ ପାଇଁ ଜୀବନକୁ ବାଜି ଲଗାଇ ଦେଉଛନ୍ତି ଯୁବକ,ଭିଡିଓ ଭାଇରାଲ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ରଘୁନାଥଙ୍କ ସ୍ଥାନରେ ମହେଶ ଜେଠମାଲାନି ରାଜ୍ୟସଭାକୁ ମନୋନୀତ
ମୁମ୍ବାଇ, ୧।୬: ବିଶିଷ୍ଟ ଆଇନଜୀବୀ ମହେଶ ଜେଠମାଲାନିଙ୍କୁ ରାଜ୍ୟ ସଭାକୁ ମନୋନୀତ କରାଯାଇଛି। କେନ୍ଦ୍ର ସରକାରଙ୍କ ସୁପାରିଶ ପରେ ସ୍ବର୍ଗତ ଆଇନଜୀବୀ ତଥା ପୂର୍ବତନ ଆଇନ ମନ୍ତ୍ରୀ ରାମ ଜେଠମାଲାନିଙ୍କ ପୁଅ ମହେଶଙ୍କୁ ରାଜ୍ୟସଭା ସଦସ୍ୟ ଭାବେ ମନୋନୀତ କରିଛନ୍ତି ରାଷ୍ଟ୍ରପତି…
ଦିନିକିଆ ବିଶ୍ୱକପ୍ରେ ଖେଳିବେ ୧୪ ଦଳ
ନୂଆଦିଲ୍ଲୀ, ୧।୬: ୨୦୨୭ ଓ ୨୦୩୧ ଦିନିକିଆ ବିଶ୍ୱକପ୍ରେ ୧୪ ଦଳକୁ ସାମିଲ କରାଯିବ। ଏ ନେଇ ଅନ୍ତର୍ଜାତୀୟକ କ୍ରିକେଟ କାଉନ୍ସିଲ (ଆଇସିସି) ପକ୍ଷରୁ ମଙ୍ଗଳବାର କୁହାଯାଇଛି। ଆଇସିସି ବୋର୍ଡ ମିଟିଂ ପରେ ପ୍ରକାଶ ପାଇଛି ୨୦୨୪ରୁ ୨୦୩୧ ପର୍ଯ୍ୟନ୍ତ ବିଶ୍ୱ…
ବଲିଉଡ୍ ଅଭିନେତାଙ୍କ ଘରୁ ଚୋରି
ମୁମ୍ବାଇ, ୧।୬: ବଲିଉଡ୍ ଷ୍ଟାର ସଲମାନ ଖାନଙ୍କ ସହ ବିବାଦ ପାଇଁ ଏବେ ଚର୍ଚ୍ଚାରେ ଥିବା କେଆର୍କେ ଭାବେ ଜଣାଶୁଣା କମଲ ରଶିଦ ଖାନଙ୍କ ଘରୁ ଚୋରି ହୋଇଛି। ଚୋରି ବେଳର ସିସିଟିଭି ଫୁଟେଜ ସେ ସୋସିଆଲ ମିଡିଆରେ ଶେୟାର କରିଛନ୍ତି।…
ଟି୨୦ ବିଶ୍ୱକପ୍: ୨୮ ସୁଦ୍ଧା ନିଷ୍ପତ୍ତି
ନୂଆଦିଲ୍ଲୀ, ୧।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କୁ ଟି୨୦ ବିଶ୍ୱକପ୍ ଆୟୋଜନ ସମ୍ପର୍କରେ ନିଷ୍ପତ୍ତି ନେବା ପାଇଁ ୨୮ ତାରିଖ ପର୍ଯ୍ୟନ୍ତ ସମୟ ଦେଇଛି ଅନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ (ଆଇସିସି)। ମଙ୍ଗଳବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ହୋଇଥିଲା ଆଇସିସି…
ଯୁବତୀଙ୍କ ସହ ବନ୍ଧୁତା ରଖିବାରୁ ଦଳିତ ଯୁବକଙ୍କୁ ଲଣ୍ଡା କରି ନିର୍ଯାତନା
ଜବଲପୁର, ୧।୬: ଯୁବତୀଙ୍କ ସହ ବନ୍ଧୁତା ରଖିବା କାରଣରୁ ୨୦ ବର୍ଷୀୟ ଦଳିତ ଯୁବକ ଓ ତାଙ୍କ ସାଙ୍ଗକୁ ଅର୍ଦ୍ଧ ଲଣ୍ଡା କରି ନିର୍ଯାତନା ଦିଆଯାଇଛି। ମଧ୍ୟପ୍ରଦେଶର ଜବଲପୁରରେ ଗତ ୨୨ ତାରିଖରେ ଏଭଳି ଘଟଣା ଘଟିଛି। ଘଟଣାରେ ସମ୍ପୃକ୍ତ ମହିଳାଙ୍କ…
ମୋଦିଙ୍କ ନିକଟରେ ବଡ଼ ଅଭିଯୋଗ କଲେ କଶ୍ମୀରର ଏହି କୁନି ଝିଅ: ଭିଡିଓ ଦେଖିଲେ କହିବେ…
ନୂଆଦିଲ୍ଲୀ: କଶ୍ମୀରର ଜଣେ ୬ ବର୍ଷ ବାଳିକାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ୍ ହେବାରେ ଲାଗିଛି। ଭିଡିଓରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ସ୍କୁଲ ପିଲାଙ୍କ ଉପରେ ହୋମଓ୍ବାର୍କ ବୃଦ୍ଧି ଏବଂ ଅଧ୍ୟୟନର ବୋଝକୁ ନେଇ ଅଭିଯୋଗ…
ଆଇପିଏଲର ବଳକା ମ୍ୟାଚ୍ରେ ନ ଖେଳିପାରନ୍ତି ବହୁ ଅନ୍ତର୍ଜାତୀୟ ତାରକା
ନୂଆଦିଲ୍ଲୀ, ୧।୬: ଆଇପିଏଲ-୧୪’ର ବଳକା ୩୧ ମ୍ୟାଚ୍ ସେପ୍ଟେମ୍ବର ୧୮ରୁ ଅକ୍ଟୋବର ୧୦ ମଧ୍ୟରେ ୟୁଏଇଠାରେ ଖେଳାଯିବ। କିନ୍ତୁ ଏହି ମ୍ୟାଚ୍ଗୁଡ଼ିକରେ ବହୁ ଅନ୍ତର୍ଜାତୀୟ ତାରକା ଭାଗନେବେ ନାହିଁ। କାରଣ ଆଇପିଏଲ ଦ୍ୱିତୀୟ ପର୍ଯ୍ୟାୟର ତୁରନ୍ତ ପରେ ଖେଳାଯିବାର ଅଛି ଟି୨୦…
ରାଜଧାନୀରୁ ଆଉ ୯୭୪ ସଂକ୍ରମିତ ଚିହ୍ନଟ: ଜାଣନ୍ତୁ କେଉଁଠୁ କେତେ…
ଭୁବନେଶ୍ୱର,୧।୬(ବ୍ୟୁରୋ): ସଂକ୍ରମଣରେ ରୋକ୍ ଲାଗୁନି। ରାଜଧାନୀ ଭୁବନେଶ୍ୱରରେ ମଙ୍ଗଳବାର ଆଉ ୯୭୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭୦ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୮୦୪ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ତେବେ ଏହାକୁ ମିଶାଇ ଭୁବନେଶ୍ୱର ମହାନଗର ନିଗମ…
ବିମାନ ଦୁର୍ଘଟଣାରେ ଆଖି ବୁଜିଲେ ଟାର୍ଜନ ଅଭିନେତା
ବମ୍ବେ: ପରଲୋକରେ ଅଭିନେତା ଜୋ ଲାରା। ଏକ ବିମାନ ଦୁର୍ଘଟଣାରେ ସେ ପ୍ରାଣ ହରାଇଛନ୍ତି। ୫୮ ବର୍ଷୀୟ ଜୋ ବିମାନରେ ସ୍ତ୍ରୀ ଏବଂ ପାଞ୍ଚଜଣ ଅନ୍ୟ ଲୋକଙ୍କ ସହ ଯାତ୍ରା କରୁଥିଲେ। ଏବେ ପୋଲିସ ସେମାନଙ୍କର ମୃତଦେହକୁ ଖୋଜିବାକୁ ପ୍ରୟାସ ଜାରି…
Archives


