Home Left

ଆଉନାହାନ୍ତି ମାରୁତିରାଓ କାଲେ

‘ସୌଦାଗର’ ‘ଡିସ୍କୋ ଡ୍ୟାନ୍ସର’ ଭଳି ସୁପର୍‌ହିଟ୍‌ ଚଳଚ୍ଚିତ୍ରର ନିର୍ଦ୍ଦେଶକ ମାରୁତିରାଓ କାଲେଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ସେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ମାରୁତିରାଓ ୧୦୦ରୁ ଅଧିକ ଚଳଚ୍ଚିତ୍ର ପାଇଁ କାର୍ଯ୍ୟ କରିଥିଲେ। ସେ…

ଆନ୍ଧ୍ରକୁ ଋଷିକୂଲ୍ୟା ନଦୀରୁ ବାଲି ଚୋରା ଚାଲାଣ: ଚଢାଉରେ ୩୦ ଗାଡ଼ି ଜବତ

ଛତ୍ରପୁର,୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଋଷିକୁଲ୍ୟା ନଦୀରୁ ଆନ୍ଧ୍ରପ୍ରଦେଶକୁ ବେଆଇନ ଭାବେ ବାଲି ଚୋରା ଚାଲାଣ ହେଉଛି। ଏହି ଚୋରା ଚାଲାଣ ପ୍ରାୟ ରାତ୍ର ସମୟରେ ଚାଲୁଥିବା କୁହାଯାଉଛି। ଏନେଇ ବାରମ୍ବାର ଜିଲାପ୍ରଶାସନ ନିକଟରେ ଅଭିଯୋଗ ହେବା ପରେ କିଛି ଦିନ ତଳେ…

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପଡିଲା ହାତଗଣ୍ଠି

ୱେଷ୍ଟଇଣ୍ଡିଜ ଏବଂ ଆଇପିଏଲର ପଞ୍ଜାବ କିଙ୍ଗ୍ସ ବ୍ୟାଟ୍ସମ୍ୟାନ ନିକୋଲାସ ପୁରନ ତାଙ୍କ ପ୍ରେମିକା କ୍ୟାଥରିନ ମିଗୁଲଙ୍କୁ ବିବାହ କରିଛନ୍ତି। ନିକୋଲାସ ବିବାହ ଫଟୋ ଶେୟାର କରି ଲେଖିଛନ୍ତି ଯେ, ଯୀଶୁ ମୋତେ ଅନେକ ଜିନିଷରେ ସମ୍ମାନିତ କରିଛନ୍ତି। କିନ୍ତୁ ମୋ ଜୀବନରେ,…

ମୋଦି ସରକାର ଦେଶର ଅର୍ଥନୀତିକୁ ରୁଗ୍‌ଣ କରିଛନ୍ତି: ସୁବ୍ରମଣ୍ୟମ ସ୍ବାମୀ…

ନୂଆଦିଲ୍ଲୀ,୧।୬: ଭାଜପା ରାଜ୍ୟସଭା ଏମ୍‌ପି ସୁବ୍ରମଣ୍ୟମ ସ୍ବାମୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ପୁଣି ବର୍ଷିଛନ୍ତି। ସେ ମଙ୍ଗଳବାର ଟୁଇଟ୍‌ କରି କହିଛନ୍ତି ଯେ, ମୋଦି ସରକାରଙ୍କ ଅଦୂରଦର୍ଶୀ ଆର୍ଥିକ ନୀତି ଯୋଗୁ ଦେଶରେ ଅର୍ଥନୀତି ରୁଗ୍‌ଣ ହୋଇଯାଇଛି। କେନ୍ଦ୍ର ସରକାର…

ରାମଦେବ ଭର୍ସେସ ଡାକ୍ତର: ବେକରେ ପୋଷ୍ଟର-ପିପିଇ କିଟ୍‌ ପିନ୍ଧି ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ,୧।୬: ଏଲୋପାଥି ଚିକିତ୍ସା ଓ ଡାକ୍ତରଙ୍କୁ ନେଇ ଯୋଗଗୁରୁ ବାବା ରାମଦେବ ଦେଇଥିବା ବୟାନର ବିବାଦ ଥମିବାର ନା ନେଉନି। ଏହି ମାମଲାରେ ବାବା ରାମଦେବ ନିଜର ସଫେଇ ରଖିଥିଲେ ମଧ୍ୟ ଏଥିରେ ଡାକ୍ତର ଅସନ୍ତୁଷ୍ଟ ଅଛନ୍ତି। ଏଥିପାଇଁ ମଙ୍ଗଳବାର ସାରା…

ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ,୧।୬: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡା. ରମେଶ ପୋଖରିଆଲଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। କରୋନାରେ ଆକ୍ରାନ୍ତ ହେବାର ପରବର୍ତ୍ତୀ ସମସ୍ୟା ଯୋଗୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡା. ରମେଶ ପୋଖରିଆଲ ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।…

ବ୍ୟାଙ୍କରେ ରହୁନି ସାମାଜିକ ଦୂରତା:ଗୋଷ୍ଠୀ ସଂକ୍ରମଣ ଆଶଙ୍କା

ଗଞ୍ଜାମ,୧।୬(ଡି.ଏନ୍‌.ଏ.): ଗଞ୍ଜାମ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି। ଦ୍ୱିତୀୟ ଲହରରେ ଏହି ସହରରୁ ପ୍ରାୟ ୧୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ କରୋନାରେ ମୃତ୍ୟୁ ଘଟିଲାଣି । ଏହିଭଳି ସମୟରେ ଦୁର୍ଗାଦେବୀ ସାହିସ୍ଥିତ ଗଞ୍ଜାମ ଏକ ବ୍ୟାଙ୍କରେ ମଙ୍ଗଳବାର ଲୋକଙ୍କ…

ଗର୍ଭବତୀ ପ୍ରେମିକାଙ୍କୁ ଦେଖି ଭାବପ୍ରବଣ ହେଲେ ଏହି କ୍ରିକେଟର୍‌

କରୋନା ଯୋଗୁ ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜିନକୁ ସ୍ଥଗିତ ରଖାଯାଇଛି। ଏହି ଲିଗ ଅଧାରୁ ସ୍ଥଗିତ ରଖିବା ପରେ ଯାତ୍ରା ପ୍ରତିବନ୍ଧକ ଯୋଗୁ ଅଷ୍ଟ୍ରେଲିଆ କ୍ରିକେଟରମାନେ ସିଧାସଳଖ ଘରକୁ ଫେରିପାରି ନ ଥିଲେ। ତାଙ୍କୁ ପ୍ରଥମ କିଛି ଦିନ ମାଳଦ୍ୱୀପରେ…

ଏନ୍‌ଏଚ୍‌ଆରସିର ନୂଆ ଅଧ୍ୟକ୍ଷ ବିଚାରପତି ଅରୁଣ ମିଶ୍ରା

ନୂଆଦିଲ୍ଲୀ,୧।୬: ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଅରୁଣ କୁମାର ମିଶ୍ରା ଜାତୀୟ ମାନବଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ନିଯୁକ୍ତି କମିଟି ଏହି ନିଯୁକ୍ତିକୁ ମଞ୍ଜୁରୀ ପ୍ରଦାନ କରିଛି। ଏଥିସହ ମହେଶ…

ସୋନୁ ସୁଦଙ୍କୁ ପ୍ରଧାନମନ୍ତ୍ରୀ ରୂପେ ଦେଖିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ

ବଲିଉଡ ଅଭିନେତା ସୋନୁ ସୁଦ କରୋନା ମହାମାରୀ ସମୟରେ ନିଃସ୍ବାର୍ଥପର ଭାବରେ ଲୋକଙ୍କ ସେବା କରୁଛନ୍ତି। ତାଙ୍କୁ ସାରା ଦେଶରେ ପ୍ରଶଂସା କରାଯାଉଛି। ବଲିଉଡ୍‌ ଅଭିନେତ୍ରୀ ମାନେ ମଧ୍ୟ ତାଙ୍କୁ କାର୍ଯ୍ୟକୁ ପ୍ରଶଂସା କରିଛନ୍ତି। ଅଭିନେତ୍ରୀ ହୁମା କୁରେଶୀ କହିଛନ୍ତି ଯେ,…

ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧।୬(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ଏହି ଖବର ଜାଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆରେ ଶେୟାର କରି ଲେଖିଛନ୍ତି, ‘ବିଶିଷ୍ଟ ଫୁଟବଲ…

କୋଦାଳ ଧରି ମାଟି ହାଣୁଛନ୍ତି ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ନିକଟରେ ସେ ନିଜ ଇନଷ୍ଟାଗ୍ରାମରେ କିଛି ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ରବିନା ତାଙ୍କ ଗାଁ ଫାର୍ମରେ ଏକ କୋଦାଳ ଧରି ମାଟି ହାଣୁଥିବା ନଜର ଆସିଛନ୍ତି। ଭିଡିଓ ଭାଇରାଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri