ଘର ବାହୁଡ଼ିବାକୁ ଦିଦିଙ୍କ ଅନୁମତି ଲୋଡିଲେ ଦିପେନ୍ଦୁ, କହିଲେ ଭାଜପାରେ ଯୋଗଦେବା ଥିଲା ଭୁଲ୍ ନିଷ୍ପତ୍ତି…
କୋଲକାତା,୧।୬: ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ଛାଡ଼ି ବହୁ ନେତା ଭାଜପାରେ ଯୋଗଦେଇଥିଲେ। ଏବେ ନିର୍ବାଚନ ଶେଷ ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାର ଗଠନ ହୋଇଛି। ଭାଜପାରେ ଯୋଗଦେଇଥିବା ନେତା ଏବେ ତୃଣମୂଳ କଂଗ୍ରେସ ମୁହାଁ ହୋଇଛନ୍ତି।…
ପାରିବାରିକ ହିଂସା ମାମଲାରେ କରନଙ୍କୁ ମିଳିଲା ଜାମିନ
ମୁମ୍ବାଇ,୧।୬: ଅନେକ ଟିଭି ସିରିୟଲ୍ରେ କାମ କରି ବେଶ୍ ଲୋକପ୍ରିୟତା ହାସଲ କରିଥିବା ଅଭିନେତା କରନ ମେହେରାଙ୍କୁ ପାରିବାରିକ ହିଂସା ମାମଲାରେ ଜାମିନ ମିଳିଛି। ସୋମବାର କରନ ତାଙ୍କ ପତ୍ନୀ ନିଶା ରାଓ୍ବଲଙ୍କ ସହ ଘରୋଇ ହିଂସା ଘଟାଇଥିବା ଅଭିଯୋଗରେ ମୁମ୍ବାଇ…
ବଟର ଚିକେନ୍
ଆବଶ୍ୟକ ସାମଗ୍ରୀ: ୨ ଟେବ୍ଲସ୍ପୁନ୍ ତେଲ, ୧ ଟେବଲ୍ସ୍ପୁନ୍ ବଟର, ଛୋଟ ଛୋଟ କଟା ହୋଇଥିବା ଗୋଟିଏ ପିଆଜ, ୧ ଟି ସ୍ପୁନ୍ ଅଦା ଛେଚା କିମ୍ବା ବଟା, ୨-୩ କୋଲା ରସୁଣ ଛେଚା କିମ୍ବା ବଟା, ୫୦୦ଗ୍ରାମ ବୋନ୍ଲେସ୍ ଚିକେନ୍,…
ଘରୁ ଦୂରାନ୍ତୁ ମଶା
ଘରେ ମଶା ହେଲେ ଅଧିକାଂଶ ମଶା ମରା କଏଲ୍, ଲିକ୍ୱିଡ୍, ହିଟ୍ ଆଦିର ସାହାଯ୍ୟ ନିଅନ୍ତି । କିନ୍ତୁ ଏସବୁରୁ ନିର୍ଗତ ବିଷାକ୍ତ ଧୂଆଁ ସ୍ବାସ୍ଥ୍ୟୋପକାରୀ ନୁହେଁ। ତେଣୁ ଆପଣ ଚାହିଁଲେ ଘରେ କେତୋଟି ଗଛ ରଖି ପାରିବେ ଯାହାକି ମଶା…
ପିଲାଙ୍କ ସାଥୀ ଇଣ୍ଟରନେଟ୍
ପୁଣି ବଢ଼ିଲା ଲକ୍ଡାଉନ୍ । ନା ସ୍କୁଲ୍ ନା କଲେଜ୍, ନା ସମ୍ଭବ ହେଉଛି ବାହାରେ ଖେଳିବା ବୁଲିବା। ଏମିତିରେ ଇଣ୍ଟରନେଟ୍ ପାଲଟିଯାଇଛି ପିଲାମାନଙ୍କ ସାଥୀ। ହେଲେ ଅପରପକ୍ଷେ ଏହାର ଅଧିକ ବ୍ୟବହାର ପିଲାଙ୍କ ସ୍ବାସ୍ଥ୍ୟ ଉପରେ ପକାଉଛି ନକାରାତ୍ମକ ପ୍ରଭାବ।…
ରହିବନି ଷ୍ଟ୍ରେଚ୍ମାର୍କ
ଅନେକ ମହିଳା ଶିଶୁ ଜନ୍ମ ପରେ ପେଟ ଏବଂ ଶରୀରର ଅନ୍ୟ କେତେକ ସ୍ଥାନରେ ହୋଇଥିବା ଷ୍ଟ୍ରେଚ୍ମାର୍କ କମ୍ କରିବାକୁ ନେଇ ବ୍ୟସ୍ତ ହୋଇପଡନ୍ତି। ହେଲେ ଏହା ଏକ ପ୍ରାକୃତିକ ପରିବର୍ତ୍ତନ ହୋଇଥିବାରୁ ଏଥିପାଇଁ ସମୟ ଲାଗିଥାଏ। ତଥାପି ଅପେକ୍ଷାକୃତ ଶୀଘ୍ର…
ଭୁବନେଶ୍ୱରଙ୍କ ଦୁଃଖ ସରୁନି: ପିତାଙ୍କ ମୃତ୍ୟୁ ପରେ ମା’ ହସ୍ପିଟାଲରେ, ନିଜଠାରେ କରୋନା ଲକ୍ଷଣ
ଟିମ ଇଣ୍ଡିଆର ଦ୍ରୁତ ବୋଲର ଭୂବନେଶ୍ୱର କୁମାରଙ୍କ ସମସ୍ୟା ଶେଷ ହେବାର ନାଁ ନେଉନାହିଁ। ନିକଟରେ ତାଙ୍କ ପିତାଙ୍କ ମୃତୁ ପରେ ଏବେ ଭୁବନେଶ୍ୱରଙ୍କ ମା’ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏବେ ସେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଭୁବନେଶ୍ୱର…
ସହର, ଗ୍ରାମାଞ୍ଚଳରେ ହେବ ବର୍ଜ୍ୟବସ୍ତୁ ପରିଚାଳନା
ଭୁବନେଶ୍ୱର, ୧ା୬(ବ୍ୟୁରୋ): ପୌରସଂସ୍ଥା ଏବଂ ଗ୍ରାମପଞ୍ଚାୟତ ମଧ୍ୟରେ ଉତ୍ତମ ସମନ୍ବୟ ରକ୍ଷା ସହିତ ପୌରସଂସ୍ଥାଗୁଡିକରେ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ଥିବା ଆବଶ୍ୟକ ଭିତ୍ତିଭୂମି ବ୍ୟବହାର କରି ଗାଁଗୁଡିକର ଠିକ୍ ମଳ ପରିଚାଳନା ଏବଂ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ରାଜ୍ୟ ସରକାର…
ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର
କଟକ ଅଫିସ, ୧ା୬: ବିଶିଷ୍ଟ କବି ତଥା ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ଜୟନ୍ତ ମହାପାତ୍ର(୯୪) ସୋମବାର ଏସ୍ସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଛନ୍ତି। ଦୀର୍ଘଦିନ ହେବ ସେ ଅସୁସ୍ଥ ଥିଲେ। ସୋମବାର ଦ୍ୱିପ୍ରହରରେ ହଠାତ୍…
ଉପକୂଳ ଅଞ୍ଚଳ ସୁରକ୍ଷାକୁ ଗୁରୁତ୍ୱ
ବାଲେଶ୍ୱର ଅଫିସ, ୧ା୬: କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ବାଲେଶ୍ୱର ଜିଲାର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଗସ୍ତ କରି ସ୍ଥିତି ସମୀକ୍ଷା କରିଛନ୍ତି। ସେ ପୂର୍ବାହ୍ନ ୧୦ଟା ବେଳେ ଚାନ୍ଦିପୁର ହେଲିପ୍ୟାଡ୍ରେ ଅବତରଣ କରି ସମୁଦ୍ର ଉପକୂଳବର୍ତ୍ତୀ ଶ୍ରୀକୋଣା…
କିସ୍ତି ଶୁଝିବା ଚିନ୍ତାରେ ଋଣଗ୍ରହୀତା
ପୁରୀ ଅଫିସ,୧ା୬: କିସ୍ତି ଟଙ୍କା ଦେବା ପାଇଁ ଋଣ ଗ୍ରହୀତାମାନେ ଚାପରେ ପଡ଼ି ନୟାନ୍ତ ହେଲେଣି। ଋଣ ଆଦାୟ ପାଇଁ କ୍ଷୁଦ୍ର ଅର୍ଥଲଗାଣକାରୀ ସଂସ୍ଥା ଓ ବ୍ୟାଙ୍କଗୁଡ଼ିକ ଜୁଲମ କରୁଛନ୍ତି। ଋଣ ଅର୍ଥ ଆଦାୟ ପାଇଁ ଏଜେଣ୍ଟମାନଙ୍କୁ ଟାର୍ଗେଟ ଦିଆଯାଉଥିବାରୁ ସେମାନେ…
ଭାରତୀୟ ଦଳକୁ ମିଳିଲା ଖୁସି ଖବର
ମୁମ୍ବାଇ,୧।୬: ଭାରତୀୟ ଦଳ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲ୍ୟୁଟିସି-୨୦୨୧) ଫାଇନାଲ ମ୍ୟାଚ ଏବଂ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ଟେଷ୍ଟ ସିରିଜ ପାଇଁ ଜୁନ୍ ୨ରେ ବ୍ରିଟେନ ଗସ୍ତରେ ଯିବ। ଭାରତୀୟ ପୁରୁଷ ଦଳ ଏବଂ ମହିଳା ଦଳ ସମାନ…
Archives


