ଭାରତୀୟ ଦଳକୁ ମିଳିଲା ଖୁସି ଖବର
ମୁମ୍ବାଇ,୧।୬: ଭାରତୀୟ ଦଳ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲ୍ୟୁଟିସି-୨୦୨୧) ଫାଇନାଲ ମ୍ୟାଚ ଏବଂ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ଟେଷ୍ଟ ସିରିଜ ପାଇଁ ଜୁନ୍ ୨ରେ ବ୍ରିଟେନ ଗସ୍ତରେ ଯିବ। ଭାରତୀୟ ପୁରୁଷ ଦଳ ଏବଂ ମହିଳା ଦଳ ସମାନ…
ପ୍ରେମିକାଙ୍କ ବିବାହ ଖବର ଶୁଣି ସିଗାରେଟ୍ ଲଗାଇ ହାତ ପୋଡି ଦେଇଥିଲେ ଏହି ପ୍ରସିଦ୍ଧ ଅଭିନେତା
ହିନ୍ଦୀ ସିନେମାର ଜଣେ ମହାନ ଅଭିନେତ୍ରୀ ଥିଲେ ନର୍ଗିସ ଦତ୍ତ। ଗୋଟିଏ ପରେ ଗୋଟିଏ ହିଟ୍ ଫିଲ୍ମ ଦେଇଥିଲେ। ତାଙ୍କର ପ୍ରକୃତ ନାମ ଥିଲା ଫାତିମା ରସିଦ। ଜୁନ ୧, ୧୯୨୯ରେ ଜନ୍ମ ହୋଇଥିବା ନର୍ଗିସ ପାଞ୍ଚ ବର୍ଷ ବୟସରେ ଶିଶୁ…
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୩୭ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୩୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୭୯୧କୁ ବୃଦ୍ଧି ପାଇଛି। ଏହି ୩୭ ମୃତକଙ୍କ…
ହାତକୁ ଦି’ ହାତ ହେଲେ ଏହି ଅଭିନେତ୍ରୀ
ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ଅନେକ ସେଲିବ୍ରିଟି ଲକ୍ଡାଉନ୍ ସମୟରେ ବିବାହ କରିଛନ୍ତି। ଏବେ ଏହି କ୍ରମରେ ସାମିଲ ହୋଇଛନ୍ତି ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରୀର ପ୍ରସିଦ୍ଧ ଅଭିନେତ୍ରୀ ପ୍ରଣିଥା ସୁଭାଷ। ପ୍ରଣିଥା ବିବାହ ଫଟୋ ନିଜ ଇନଷ୍ଟାଗ୍ରାମ ପୋଷ୍ଟରେ ଶେୟାର କରି ଏନେଇ ସୂଚନା…
ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: କେବଳ ଖୋର୍ଦ୍ଧାରୁ…
ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୮,୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୪,୮୯୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୩୮୪୩ ଜଣ ଲୋକାଲ କେସ୍ ଥିବା…
ରାଜଧାନୀରେ ଲୋକଙ୍କୁ ଘରେ ଯୋଗାଇ ଦିଆଯିବ ମଦ: ମିଳିଲା ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ…
ନୂଆଦିଲ୍ଲୀ,୧।୬: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଏବେ ଲୋକଙ୍କ ଘରେ ମଦ ପହଞ୍ଚାଇବା ପ୍ରସ୍ତାବକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସରକାରଙ୍କ ପକ୍ଷରୁ ମଞ୍ଜୁରୀ ମିଳିଛି। ଫଳରେ ଏଣିକି ରାଜଧାନୀରେ ଗ୍ରାହକଙ୍କୁ ଆଉ ମଦ ଦୋକାନ ଆଗରେ ଭିଡ଼ ଜମାଇବାକୁ…
୪ ଅତିରିକ୍ତ ଏସ୍ପିଙ୍କୁ ନୂଆ ନିଯୁକ୍ତି
ଭୁବନେଶ୍ୱର, ୧ା୬(ବ୍ୟୁରୋ): ଓଡ଼ିଶା ପୋଲିସର ୪ଜଣ ଅତିରିକ୍ତ ଏସ୍ପି ପାହ୍ୟାର ଅଫିସରଙ୍କୁ ନୂଆ ନିଯୁକ୍ତି ପ୍ରଦାନ କରାଯାଇଛି। ଗତ ୭ ତାରିଖରେ ଗୃହ ବିଭାଗ ପକ୍ଷରୁ ସେମାନଙ୍କୁ ଡିଏସ୍ପି ପାହ୍ୟାରୁ ଅତିରିକ୍ତ ଏସ୍ପି ପାହ୍ୟାକୁ ପଦୋନ୍ନତି ଦିଆଯାଇଥିଲା। ସୋମବାର ସେମାନଙ୍କୁ ନୂଆ…
ସ୍ତ୍ରୀଙ୍କୁ ମାରପିଟ୍ କରି ଗିରଫ ହେଲେ ଏହି ଅଭିନେତା
ଅନେକ ଦିନ ଧରି ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ନିଶା ରାୱଲଙ୍କ ମଧ୍ୟରେ ମତଭେଦ ଥିବା ଖବର ଆସିଥିଲା। ଏବେ ନିଶାଙ୍କ ସହ ପାରିବାରିକ ହିଂସା ଘଟାଇବା ଅଭିଯୋଗରେ କରଣ ମେହେରାଙ୍କୁ ମୁମ୍ବାଇ ପୋଲିସ ଗିରଫ…
କ୍ଷମତାରୁ ଯାଇପାରନ୍ତି ନେତାନ୍ୟାହୁ
ଜେରୁଜେଲମ୍ , ୧।୬: ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ପଦ ହରାଇପାରନ୍ତି ବେଞ୍ଜାମିନ ନେତାନ୍ୟାହୁ। ବିରୋଧୀ ଦଳଗୁଡ଼ିକ ସହଯୋଗରେ ସରକାର ଗଢ଼ିବା ପାଇଁ ଦାବି ଉପସ୍ଥାପନ କରିବେ ବୋଲି ନେତାନ୍ୟାହୁଙ୍କ ପୂର୍ବତନ ସହଯୋଗୀ ନାଫଟାଲି ବେନ୍ନେଟ୍ କହିଛନ୍ତି। ଫଳରେ ଦୀର୍ଘବର୍ଷ ଧରି ଦେଶକୁ ଶାସନ…
୪ ଜିଲାରେ ହେବ ଅଣଧାନ ଫସଲ
ଭୁବନେଶ୍ୱର, ୧ା୬(ବ୍ୟୁରୋ): ଚଳିତ ଖରିଫ୍ରେ ରାଜ୍ୟର ମୋଟ ୧୨ ହଜାର ୨୦୭ ହେକ୍ଟର ଚାଷଜମିରେ ଫସଲର ବିବିଧୀକରଣର ଏକ ପାଇଲଟ୍ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏହାକୁ କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ…
ବାୟୋମେଟ୍ରିକ୍ସକୁ ଲକ୍ କରିପାରିବେ କାର୍ଡଧାରୀ
ନୂଆଦିଲ୍ଲୀ, ୧।୬: ଆଧାର ନିୟମାବଳୀରେ କେତେକ ପରିବର୍ତ୍ତନ ହେବାକୁ ଯାଉଛି। ଏଥିପାଇଁ ଭାରତର ବିଶିଷ୍ଟ ପରିଚୟ ପ୍ରାଧିକରଣ (ୟୁଆଇଡିଏଆଇ) ଏକ ଚିଠା ନିୟମାବଳୀ ପ୍ରସ୍ତୁତ କରିଛନ୍ତି। ଏହି ଚିଠା ଆଧାର (ପ୍ରମାଣୀକରଣ ଓ ଅଫ୍ଲାଇନ ଯାଞ୍ଚ) ନିୟମାବଳୀ, ୨୦୨୧ ଅନୁଯାୟୀ ଜଣେ…
୧୭ ଯାଏ ଓଏଚ୍ଆର୍ସିକୁ ସର୍ବସାଧାରଣ ପ୍ରବେଶ ମନା
ଭୁବନେଶ୍ୱର, ୧ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଓଡିଶା ମାନବାଧିକାର କମିଶନ(ଓଏଚ୍ଆର୍ସି)ଙ୍କ କାର୍ଯ୍ୟାଳୟରେ ସାଧାରଣ ଲୋକଙ୍କ ପ୍ରବେଶକୁ ବନ୍ଦ କରାଯାଇଛି। ପୂର୍ବରୁ ମେ ୩୧ ପର୍ଯ୍ୟନ୍ତ ପ୍ରବେଶ ବନ୍ଦ ରହିଥିବାବେଳେ ଏବେ ପୁଣି ଅବଧି ବଢାଇ…
Archives


