Home Left

୧୫୦ ଛାତ୍ରୀଛାତ୍ରଙ୍କୁ ଅପହରଣ

ଆବୁଜା, ୧ା୬: କେତେଜଣ ବନ୍ଧୁକଧାରୀ ରବିବାର ନାଇଜେରିଆର ନାଇଜର୍‌ ପ୍ରଦେଶରେ ଥିବା ଏକ ଇସ୍‌ଲାମିକ୍‌ ସ୍କୁଲରୁ ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ଅପହରଣ କରିନେଇଛନ୍ତି। ଏ ନେଇ ନାଇଜର ରାଜ୍ୟ ସରକାରଙ୍କ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଉତ୍ତର-ପଶ୍ଚିମ ନାଇଜେରିଆର…

୫-ଜି ବିରୋଧରେ ଜୁହି

ଟେଲିକମ୍ୟୁନିକେଶନ ଇଣ୍ଡଷ୍ଟ୍ରିଗୁଡ଼ିକ ୫-ଜି ଟେକ୍ନୋଲୋଜି ଆଣିବା ଦୌଡ଼ରେ ସାମିଲ ହୋଇଥିବାବେଳେ ଭାରତରେ ଏହି ନେଟ୍‌ଓ୍ବର୍କ ବ୍ୟବସ୍ଥା ବିରୋଧରେ ବାହାରିଛନ୍ତି ବଲିଉଡ୍‌ ଅଭିନେତ୍ରୀ ତଥା ପରିବେଶ କର୍ମୀ ଜୁହି ଚାଓ୍ବଲା। ଏ ନେଇ ସେ ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିଛନ୍ତି। ସେ କହିଛନ୍ତି,…

କୋଭିଡ୍‌ ମୂଳକୁ ଖୋଜ

ଓ୍ବାଶିଂଟନ, ୧ା୬: କୋଭିଡ୍‌-୧୯ର ମୂଳ ଖୋଜି ବାହାର କରିବା ସହ ଭବିଷ୍ୟତ ମହାମାରୀ ଆଶଙ୍କାକୁ ରୋକିବାକୁ ହେବ। ଏଥିପାଇଁ ସାରା ବିଶ୍ୱ ଚାଇନା ସରକାରଙ୍କ ସହଯୋଗ ଚାହେଁ ବୋଲି ଆମେରିକାର ପ୍ରମୁଖ ରୋଗ ବିଶେଷଜ୍ଞ କହିଛନ୍ତି। ଚାଇନାର ଉହାନ୍‌ ଗବେଷଣାଗାରରୁ ସାର୍ସ-କୋଭ-୨…

ବିନା ଭକ୍ତରେ ହୋଇପାରେ ସ୍ନାନଯାତ୍ରା

ପୁରୀ ଅଫିସ, ୧ା୬: କୋଭିଡ୍‌ କଟକଣା ମଧ୍ୟରେ ବିନା ଭକ୍ତରେ ଚଳିତ ବର୍ଷର ସ୍ନାନଯାତ୍ରା ହୋଇପାରେ। ତେବେ ଏ ନେଇ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇନାହିଁ। କେବଳ ଆଲୋଚନା ଚାଲିଛି। ସ୍ନାନଯାତ୍ରା ସହ ସଂଶ୍ଲିଷ୍ଟ ସମସ୍ତ ବ୍ୟକ୍ତିବିଶେଷଙ୍କ ସହିତ ବିଚାର ବିମର୍ଶ…

ବାସ୍ତବତାକୁ ଦୃଷ୍ଟି ଦିଅ

ନୂଆଦିଲ୍ଲୀ, ୧ା୬: କରୋନା ସଂକ୍ରମଣରୁ ବର୍ତ୍ତିବା ଲାଗି ଜନସାଧାରଣ ଟିକା ଉପରେ ଭରସା କରୁଥିବାବେଳେ ଯୋଗାଣ ଅଭାବରୁ ଟିକାକରଣ ଅଭିଯାନ ଆଗେଇ ପାରୁନାହିଁ। ଲୋକେ ଅନ୍‌ଲାଇନରେ ସ୍ଲଟ୍‌ ବୁକ୍‌ କରିବା ସତ୍ତ୍ୱେ ଟିକା ପାଇପାରୁନାହାନ୍ତି। ଅନେକ କୋଓ୍ବିନ୍‌ ଆପ୍‌ରେ ନାମ ପଞ୍ଜୀକରଣ…

ବୟସ୍କ, ଦିବ୍ୟାଙ୍ଗଙ୍କ ପାଇଁ ‘ନିଅର ଟୁ ହୋମ୍‌ ଟିକାକରଣ କେନ୍ଦ୍ର’

ଭୁବନେଶ୍ୱର, ୩୧।୫(ବ୍ୟୁରୋ): ବୟସ୍କ ଓ ଦିବ୍ୟାଙ୍ଗଙ୍କ ପାଇଁ ଘର ନିକଟରେ ଟିକାକରଣ କେନ୍ଦ୍ର ବା ନିଅର ଟୁ ହୋମ୍‌ ଟିକାକରଣ କେନ୍ଦ୍ର (ଏନ୍‌ଏଚ୍‌ସିଭିସି) କରିବାକୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ଏହି ଆଧାରରେ ଟିକାକରଣ କରିବାକୁ ଓଡ଼ିଶା ପ୍ରସ୍ତୁତ ହେଉଛି। ଏଥିପାଇଁ…

ନବରଙ୍ଗପୁର, କୋରାପୁଟରେ ୩ ଅକ୍ସିଜେନ ପ୍ଲାଣ୍ଟ୍‌

ଭୁବନେଶ୍ୱର(ବ୍ୟୁରୋ)/ନବରଙ୍ଗପୁର/ ଜୟପୁର, ୧ା୬ (ବି.ପ୍ର./ନି.ପ୍ର.): ରାଜ୍ୟର କୋଭିଡ୍‌ ମୁକାବିଲା କ୍ଷେତ୍ରରେ ନବରଙ୍ଗପୁର ଓ କୋରାପୁଟ ଜିଲା ପ୍ରମୁଖ ଭୂମିକା ନେବ। ଏଥିପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର…

ୟାସ୍‌ ଯୋଗୁ ଜଳ ସମ୍ପଦ ବିଭାଗର ୮୭ କୋଟି କ୍ଷତି

ଭୁବନେଶ୍ୱର, ୧ା୬(ବ୍ୟୁରୋ): ବାତ୍ୟା ୟାସ୍‌ ଯୋଗୁ ଜଳ ସମ୍ପଦ ବିଭାଗର ୮୭ କୋଟି କ୍ଷୟକ୍ଷତି ହୋଇଛି। ବିଭାଗ ପକ୍ଷରୁ କରାଯାଇଥିବା ପ୍ରାଥମିକ ରିପୋର୍ଟ ଆକଳନ ଅନୁଯାୟୀ ବୃହତ୍‌ ଜଳ ସେଚନ ପ୍ରକଳ୍ପ ଏବଂ ଲୁଣାବନ୍ଧ ନଷ୍ଟ ହେବା ଯୋଗୁ ଯଥାକ୍ରମେ ୬୯.୧୮…

ଅବସର ନେଲେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ନିରଞ୍ଜନ ସେଠୀଙ୍କୁ ନିର୍ଦ୍ଦେଶକ ଦାୟିତ୍ୱ

ଭୁବନେଶ୍ୱର, ୩୧।୫(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ସୋମବାର ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ସେ ୧ବର୍ଷ ୧୦ମାସ ଧରି ବିଭାଗର ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଥିଲେ। ତାଙ୍କ କାର୍ଯ୍ୟକାଳ ସମୟରେ କୋଭିଡ୍‌ ପରିସ୍ଥିତିରେ ଗଣମାଧ୍ୟମ ସୁପରିଚାଳନା…

ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍‌

ଯାଜପୁର ଅଫିସ, ୧ା୬: ଯାଜପୁର ଜିଲା ପାଣିକୋଇଲି ଥାନା ଅଧୀନ ବ୍ରଜନଗର ପାଖରେ ୧୬ ନମ୍ବର ଜାତୀୟ ରାଜପଥରେ ନିର୍ମାଣାଧୀନ ବ୍ରିଜ୍‌ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୩ଟାରେ ଭୁଶୁଡ଼ିପଡ଼ିଛି। ପାଣିକୋଇଲିଠାରୁ ୬ କି.ମି. ଦୂର ଭଦ୍ରକ ରାସ୍ତାରେ ଠିକାସଂସ୍ଥା ଡିବିଏଲ୍‌…

ସିବିଏସ୍‌ଇ, ସିଆଇଏସ୍‌ସିଇ ଦ୍ୱାଦଶ ବୋର୍ଡ ପରୀକ୍ଷା ଶୁଣାଣି ୩କୁ ଘୁଞ୍ଚିଲା

ଭୁବନେଶ୍ୱର, ୧ା୬(ବ୍ୟୁରୋ): ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଏବଂ କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ ସ୍କୁଲ୍‌ ସାର୍ଟିଫିକେଟ୍‌ ଏଜୁକେଶନ (ସିଆଇଏସ୍‌ସିଇ)ର ଦ୍ୱାଦଶ ବୋର୍ଡ ପରୀକ୍ଷା ହେବ କି ନାହିଁ ତାହା ଆସନ୍ତା ୩ ତାରିଖରେ ସ୍ପଷ୍ଟ ହେବ। ସୋମବାର…

ସବୁଜ ବଳୟ ଉଜାଡ଼ି ବିପର୍ଯ୍ୟୟକୁ ସାମ୍ନା

ଭୁବନେଶ୍ୱର,୧ା୬(ବ୍ୟୁରୋ): ବିକାଶ ନଁାରେ ରାଜ୍ୟରେ ବୃକ୍ଷସମ୍ପଦକୁ କାଟି ପଦା କରି ଦିଆଯାଉଛି। ଫଳରେ ପରିବେଶ ସନ୍ତୁଳନ ବିଗିଡ଼ିବା ସହ ଜଳବାୟୁର ପ୍ରତିକୂଳ ପରିସ୍ଥିତି ଭୋଗିବାକୁ ପଡୁଛି। ବାତ୍ୟା, ବନ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ରାଜ୍ୟ ପାଇଁ ବଡ଼ ବିପତ୍ତିରେ ପରିଣତ ହେଲାଣି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri