Home Left

ଦୁଆର ମୁହଁରେ ଚାଲିଗଲା ଜୀବନ

ଗୋଳାମୁଣ୍ଡା,୩୧।୫: କଳାହାଣ୍ଡି ଜିଲା ଗୋଳାମୁଣ୍ଡା ଥାନା ଅଧୀନ ସିନାମାଳ ଗ୍ରାମରେ ସୋମବାର ବଜ୍ରପାତ ଘଟି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପଙ୍କଜ ନାଗଙ୍କ ସାନ ପୁଅ ନରେନ୍ଦ୍ର ନାଗ। ମିଳିଥିବା ସୂଚନା ଅନୁଯାୟୀ, ନରେନ୍ଦ୍ର ଖାଇ ସାରି ହାତ…

ନିର୍ମାଣାଧୀନ ବ୍ରିଜ୍‌ ଭୁଶୁଡ଼ିଲା

ଯାଜପୁର ଅଫିସ,୩୧ା୫: ଯାଜପୁର ଜିଲା ପାଣିକୋଇଲି ଥାନା ଅଧୀନ ବ୍ରଜନଗର ପାଖରେ ୧୬ ନମ୍ବର ଜାତୀୟ ରାଜପଥରେ ନିର୍ମାଣାଧୀନ ବ୍ରିଜ୍‌ ସୋମବାର ଭୁଶୁଡ଼ିପଡ଼ିଛି। ପାଣିକୋଇଲିଠାରୁ ୬ କି.ମି. ଦୂର ଭଦ୍ରକ ରାସ୍ତାରେ ଠିକାସଂସ୍ଥା ଡିବିଏଲ୍‌ ଦ୍ୱାରା ନିର୍ମାଣାଧୀନ ଏହି ବ୍ରିଜ କାର୍ଯ୍ୟ…

ଚୋକ୍‌ସିଙ୍କୁ ଭାରତ ଆଣିବା ଲାଗି କେତେ ଖର୍ଚ୍ଚ ହେବ

ନୂଆଦିଲ୍ଲୀ, ୩୧।୫: ପିଏନ୍‌ବି ବ୍ୟାଙ୍କରୁ ୧୩,୫୦୦ କୋଟି ଟଙ୍କାର ଋଣ ଠକେଇ ମାମଲାର ମୁଖ୍ୟ ଅଭିଯୁକ୍ତ ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସିଙ୍କୁ ଆଣିବା ପାଇଁ କାରିବିୟନ ଦେଶ ଆଣ୍ଟିଗୁଆକୁ ଭାରତ ପଠାଇଛି ବମ୍‌ବାରେଡର ଗ୍ଲୋବାଲ ୫୦୦୦ ଜେଟ୍‌। ଏହି ସ୍ବତନ୍ତ୍ର…

ପ୍ରେମିକାଙ୍କ ପାଇଁ ସାଙ୍ଗର ଜୀବନ ନେଲା ସାଙ୍ଗ

ରାୟଗଡ଼ା ଅଫିସ/ଟିଟିଲାଗଡ଼,୩୧।୫: ପ୍ରେମ ପାଇଁ ତୁଚ୍ଛ ହୋଇଗଲା ବନ୍ଧୁତ୍ୱ। ପ୍ରେମିକାଙ୍କୁ ପାଇବା ପାଇଁ ବନ୍ଧୁଙ୍କ ଜୀବନ ନେଇଗଲେ ସାଙ୍ଗ। ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅଞ୍ଚଳରେ ଘଟିଛି ଏଭଳି ଏକ ଘଟଣା। ପୋଲିସ ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ…

ବିବାହ ପରେ ଭୁଲ ମାଗିଲେ ଟଲିଉଡ୍‌ ସୁନ୍ଦରୀ

ନୂଆଦିଲ୍ଲୀ, ୩୧।୫: କନ୍ନଡ଼, ତାମିଲ ଓ ତେଲୁଗୁ ଫିଲ୍ମର ଜଣାଶୁଣା ଚେହେରା ପ୍ରଣିଥା ସୁଭାଷ। ଏହି ୨୮ ବର୍ଷୀୟା ସୁନ୍ଦରୀ ରବିବାର ବେଙ୍ଗାଲୁରୁଠାରେ ବ୍ୟବସାୟୀ ନୀତିନ ରାଜୁଙ୍କ ହାତ ଧରିଛନ୍ତି। ଏହି ବିବାହ ଉତ୍ସବକୁ କୋଭିଡ୍‌-୧୯ କାରଣରୁ ପୂରା ପ୍ରାଇଭେଟ ରଖାଯାଇଥିଲା।…

ଯବାନଙ୍କ ଗୁଳିରେ ଓ୍ବାଣ୍ଟେଡ୍‌ ମହିଳା ମାଓବାଦୀ ମୃତ

ମାଲକାନଗିରି,୩୧ା୫: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତଓ୍ବୋଡା ଜିଲାର ଗୁମେଲନାଡ ଜଙ୍ଗଲରେ ମାଓବାଦୀ ଦମନ ଅପରେଶନ ବେଳେ ଯବାନଙ୍କ ଗୁଳିରେ ଜଣେ ଦୁର୍ଦ୍ଦାନ୍ତ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପାୟୋକେ ବେକୋ। ସୂଚନା ଅନୁଯାୟୀ, ମାଓବାଦୀମାନେ ଏକ କ୍ୟାମ୍ପରେ…

ପାଇଖାନା ଟାଙ୍କିରେ ଗଲା ଜୀବନ

ଫୁଲବାଣୀ ଅଫିସ, ୩୧।୫: କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ଆଲାମୀ ପଞ୍ଚାୟତ ପିଟବାରୀ ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ନିର୍ମାଣାଧୀନ ପାଇଖାନା ଟାଙ୍କିରେ ପଶି କାଠ କାଢ଼ୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ…

ଶାକାହାରୀ କହୁଥିବା କୋହଲି ଖାଆନ୍ତି ଅଣ୍ଡା

ନୂଆଦିଲ୍ଲୀ, ୩୧।୫: ଟିମ୍‌ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଗତ କିଛି ବର୍ଷ ହେଲା ନିଜକୁ ଶାକାହାରୀ କହି ଆସୁଛନ୍ତି। କିନ୍ତୁ ଡାଏଟ୍‌ରେ ଅଣ୍ଡା ସାମିଲ ଥିବା ଭୁଲ ବଶତଃ ସ୍ବୀକାର କରିଛନ୍ତି ବିଶ୍ୱର ସବୁଠୁ ଫିଟ୍‌ କ୍ରିକେଟର। ନିକଟରେ ଇନଷ୍ଟାଗ୍ରାମରେ…

ଅଷ୍ଟ୍ରେଲିଆ ଖେଳାଳିଙ୍କ ସହ କରାଯାଇନାହିଁ ଆଲୋଚନା

ମେଲବୋର୍ନ, ୩୧।୫: ସେପ୍ଟେମ୍ବର ୧୮ରୁ ଅକ୍ଟୋବର ୧୦ ମଧ୍ୟରେ ୟୁଏଇଠାରେ ଆଇପିଏଲର ବଳକା ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ରେ ଅଂଶଗ୍ରହଣ କରିବା ପାଇଁ ଅଷ୍ଟ୍ରେଲିଆ ଖେଳାଳିଙ୍କ ସହ ଏପର୍ଯ୍ୟନ୍ତ କୌଣସି ଆଲୋଚନା କରାଯାଇ ନାହିଁ। ଆଇପିଏଲ ଅଂଶଗ୍ରହଣ କରିଥିବା ଖେଳାଳିମାନେ ବାଧ୍ୟତାମୂଳକ…

ଧସିଲା ବୈତରଣୀ ନଦୀବନ୍ଧ

ଭଦ୍ରକ ଅଫିସ, ୩୧।୫- ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ହସିନାବାଦ ପଞ୍ଚାୟତ ଉପର ଅସ୍ତକ ଗ୍ରାମ ନିକଟରେ ରବିବାର ରାତିରେ ବୈତରଣୀର ୩୦ ଫୁଟ ଲମ୍ବର ନଦୀବନ୍ଧ ଧସି ଯାଇଛି। ବାତ୍ୟା ‘ୟାସ୍‌’ ଯୋଗୁ ନଦୀରେ ବନ୍ୟା ଆସିଥିଲା। ଜଳସ୍ତର…

ଟି୨୦ ବିଶ୍ୱକପ୍‌: ଆଇସିସିକୁ ଏକ ମାସ ସମୟ ମାଗିବ ବିସିସିଆଇ

ନୂଆଦିଲ୍ଲୀ, ୩୧।୫: ଟି୨୦ ବିଶ୍ୱକପ୍‌ ଆୟୋଜନ ସମ୍ପର୍କରେ ଅନ୍ତିମ ନିଷ୍ପତ୍ତି ପାଇଁ ଆଇସିସିକୁ ଅଧିକ ଏକ ମାସ ସମୟ ମାଗିବ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)। ଭିଡିଓ କନଫରେନ୍ସିଂ ମାଧ୍ୟମରେ ମଙ୍ଗଳବାର ହେବାକୁ ଥିବା ଆଇସିସି ବୋର୍ଡ ମିଟିଂରେ ଏହି…

‘ଶେରନୀ’ ଅବତାରରେ ବିଦ୍ୟା

ମୁମ୍ବାଇ: ବଲିଉଡ୍‌ ଡାର୍ଟି ଗର୍ଲ ବିଦ୍ୟା ବାଲାନଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ‘ଶେରନୀ’ର ଅଫିସିଆଲ ଟିଜର ରିଲିଜ୍‌ ହୋଇଛି। ୨୦ ସେକେଣ୍ଡର ଥିବା ଏହି ଟିଜରରେ ବିଦ୍ୟାଙ୍କ ଦମ୍‌ଦାର ଲୁକ୍‌ ସହ ସେ ଏକ ଘଞ୍ଚ ଜଙ୍ଗଲରେ ଥିବା ଦେଖିବାକୁ ମିଳିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri