କରୋନାରେ ମୃତ୍ୟୁ ହୋଇଥିବା ଖବରଦାତାଙ୍କ ପରିବାରକୁ ମିଳିବ ୫ଲକ୍ଷ
ରାୟପୁର,୩୧।୫: ଦେଶରେ ଜାରି ରହିଥିବା କରୋନା ମହାମାରୀ ସମୟରେ ନିଜ ଜୀବନକୁ ବାଜି ଲଗାଇ ପ୍ରତ୍ୟେକଟି ଅପଡେଟ୍ ଖବରକୁ ଲୋକଙ୍କ ନିକଟକୁ ପହଞ୍ଚାଇ ଅନେକ ଖବରଦାତା ମୃତ୍ୟୁମୁଖରେ ପଡ଼ିଛନ୍ତି। ଏଭଳି ସ୍ଥିତିରେ ଖବରଦାତାଙ୍କ ପରିବାର ପାଇଁ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଏକ ବଡ଼…
ରଣବୀରଙ୍କୁ ଐଶ୍ୱର୍ଯ୍ୟାଙ୍କ ଝିଅ ଜାବୁଡ଼ି ଧରିବାରୁ ଏମିତି ଥିଲା ଅଭିଷେକଙ୍କ ପ୍ରତିକ୍ରିୟା
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ରଣବୀର କପୁର ଦୀର୍ଘଦନ ଦିନ ଧରି ଭଲ ବନ୍ଧୁ ଥିଲେ। ଦୁଇଜଣ ମିଶି କରଣ ଜୋହରଙ୍କ ଫିଲ୍ମ ‘ୟେ ଦିଲ୍ ହୈ ମୁସ୍କିଲ’ରେ ଅଭିନୟ ବି କରିଥିଲେ। ପ୍ରଶଂସକମାନେ ଦୁହିଁଙ୍କ ଯୋଡ଼ିକୁ…
ଅଜୟ ଦେବଗନ କିଣିଲେ ନୂଆ ବଙ୍ଗଳା, ଦାମ୍ ଜାଣିଲେ…
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଅଭିନେତାଙ୍କ ବିଳାସମୟ ବଙ୍ଗଳା ଏବଂ ସେମାନଙ୍କ ଲାଇଫ୍ଷ୍ଟାଇଲ ସବୁବେଳେ ଚର୍ଚ୍ଚାରେ ରହିଥାଏ। ଇଣ୍ଡଷ୍ଟ୍ରିରୁ କିଛି ସେଲିବ୍ରିଟି ମୋଟା ଅଙ୍କର ଅର୍ଥ ରୋଜଗାର କରିଥାନ୍ତି। ସେହି ହିସାବରେ ତାଙ୍କ ଜୀବନଶୈଳୀ ମଧ୍ୟ ବିତାଇଥାନ୍ତି। ବର୍ତ୍ତମାନ ସମୟରେ ବଲିଉଡ୍ର ଷ୍ଟାରମାନେ…
କରୋନା କଟକଣାକୁ ଫୁ: ୪ ଦୋକାନକୁ ୮୫ ହଜାର ଜରିମାନା
କେସିଙ୍ଗା,୩୧।୫(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରରେ କୋଭିଡ୍ ଗାଇଡ୍ଲାଇନ୍ ଉଲ୍ଲଂଘନ ନେଇ ସୋମବାର ୪ଟି ଦୋକାନକୁ ସିଲ କରାଯାଇଛି। ଏହି ୪ଟି ଦୋକାନରୁ ୮୫ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ସାମାଜିକ ଦୂରତାକୁ ଅବମାନନା କରିବା ଏବଂ ଦୋକାନ ଖୋଲିବା…
କରୋନା ଯୋଗୁ ତୁଟିଲା ବାପ-ପୁଅ ସମ୍ପର୍କ
ଲକ୍ଷ୍ନୌ,୩୧।୫: କରୋନା ସମୟରେ ଅନେକ ଲୋକ ବିଭିନ୍ନ ସ୍ଥିତି ଦେଇ ଗତି କରୁଛନ୍ତି। କେହି ନିଜ ଆତ୍ମୀୟଙ୍କୁ ହରାଇଥିବା ବେଳେ ଆଉ କେହି ନିଜର ଚାକିରି ଓ ବ୍ୟବସାୟ ହରାଇଛନ୍ତି। କରୋନା ସଙ୍କଟରେ ବହୁ ସମୟରେ ଅମାନବୀୟ ଦୃଶ୍ୟ ଓ ମୃତଦେହକୁ…
ମା-ବାପା ଗାଳି କରିବାରୁ ନାବାଳକ ନେଲେ ଏମିତି ନିଷ୍ପତ୍ତି, ଯାହା ଆଗରୁ କେବେ ଶୁଣି ନ ଥିବେ
ପିଲାମାନେ ଦୁଷ୍ଟ ହେଲେ କିମ୍ବା କିଛି ଭୁଲ କଲେ ମା-ବାପା ଗାଳି ଦେବା ସାଧାରଣ କଥା। ମାତ୍ର ଜଣେ ନାବାଳକ ମା-ବାପାଙ୍କ ଗାଳି ଶୁଣି ରାଗି କି ଏମିତି କିଛି କାମ କରିଛନ୍ତି ଯାହା ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହେବେ। ୧୪…
ହୋଟେଲର ୬ ଲକ୍ଷ ବାକି ପୈଠ କରି ନାହାନ୍ତି ରାହୁଲ: ସିପିଆଇଏମ୍…
କୋଚି,୩୧।୫: କେରଳ ବିଧାନସଭା ନିର୍ବାଚନ ସମୟରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ କୋଲ୍ଲମ୍ଠାରେ ଏକ ହୋଟେଲରେ ରହିଥିଲେ। ତେବେ ବର୍ତ୍ତମାନ ସୁଦ୍ଧା ହୋଟେଲର ବାକି ଟଙ୍କା ରାହୁଲ ପୈଠ କରି ନ ଥିବା ସିପିଆଇଏମ୍ର ପ୍ରବକ୍ତା ଦେଶାଭିମାନୀ ଅଭିଯୋଗ କରିଛନ୍ତି। ଏନେଇ…
କୋଭାକ୍ସିନ-କୋଭିଶିଲ୍ଡର ହେବ ମିଶ୍ରଣ ବ୍ୟବହାର ପରୀକ୍ଷା
ନୂଆଦିଲ୍ଲୀ,୩୧ା୫: ଦେଶରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଟିକାକୁ ନେଇ ବିଭିନ୍ନ ପ୍ରକାର ପରୀକ୍ଷା ନିରୀକ୍ଷା କରାଯାଉଛି। ଭାରତ ନିକଟରେ ବର୍ତ୍ତମାନ କୋଭିଶିଲ୍ଡ ଏବଂ କୋଭାକ୍ସିନ ଟିକା ରହିଛି। ତେବେ ଦେଶରେ ଏହି ଦୁଇ ଅଲଗା ଅଲଗା ଟିକାକୁ ମିଶାଇ ଟ୍ରାୟଲ…
ଜୁନ ୮ପର୍ଯ୍ୟନ୍ତ ରାଜ୍ୟରେ ବଢ଼ିଲା ଲକ୍ଡାଉନ: ଜାଣନ୍ତୁ କ’ଣ ଖୋଲା କ’ଣ ବନ୍ଦ
ପାଟନା,୩୧।୫: କରୋନା ସଙ୍କଟକୁ ଦୃଷ୍ଟିରେ ରଖି ବିହାରରେ ପୁଣିଥରେ ଲକ୍ଡାଉନ ବୃଦ୍ଧି କରାଯାଇଛି। ଏଣିକି ଜୁନ ୮ପର୍ଯ୍ୟନ୍ତ ରାଜ୍ୟରେ ପୂର୍ବଭଳି ରହିବ ଲକ୍ଡାଉନ କଟକଣା। ଏନେଇ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଟୁଇଟ କରି ଘୋଷଣା କରିଛନ୍ତି। ସୋମବାର କ୍ରାଇସିସ୍ ମ୍ୟାନେଜମେଣ୍ଟ ଗ୍ରୁପ୍…
ଗାଈ ଆଲିଙ୍ଗନ ପାଇଁ ୨୦୦ ଡଲାର…
ଓ୍ବାଶିଂଟନ,୩୧।୫: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ଏପରିସ୍ଥଳେ ସାମାଜିକ ଦୂରତା ଯୋଗୁ ପରସ୍ପର ମଧ୍ୟରେ ସାକ୍ଷାତ୍ ହେବା ସମ୍ଭବ ହେଉନାହିଁ। ଆମେରିକାରେ ଏବେ ଗାଈ ଆଲିଙ୍ଗନ( କାଓ ହଗିଙ୍ଗ୍) ନେଇ ଲୋକଙ୍କ ମଧ୍ୟ ଏକ ପ୍ରକାର ପ୍ରତିଯୋଗୀତା ଆରମ୍ଭ ହୋଇଯାଇଛି।…
କରୋନା ସଙ୍କଟ ମଧ୍ୟରେ ଧର୍ମଘଟ କଲେ ୩ହଜାର ଜୁନିଅର ଡାକ୍ତର
ଭୋପାଳ,୩୧।୫: ଦେଶରେ କରୋନା ସଙ୍କଟ ଜାରି ରହିଛି। ଇତିମଧ୍ୟରେ ମଧ୍ୟପ୍ରଦେଶରେ ପ୍ରାୟ ୩ହଜାର ଜୁନିଅର ଡାକ୍ତର ଧାରଣାରେ ଯାଇଛନ୍ତି। ସୋମବାର ଡାକ୍ତରମାନେ କୋଭିଡ ଡ୍ୟୁଟି ସମେତ ଓପିଡ଼ି, ଆଇପିଡ଼ି ଓ ଅନ୍ୟ ସ୍ବାସ୍ଥ୍ୟ ବିଭାଗ କାମ ଛାଡ଼ି ବିଭିନ୍ନ ଦାବିରେ ଧାରଣା…
ହଜାରିବାଗ୍ରେ ଏଲିଅନ୍: ସୋସିଆଲ ମିଡ଼ିଆରେ ଭାଇରାଲ…
ହଜାରିବାଗ୍,୩୧।୫: ଏଲିଅନ୍ ନେଇ ବିଭିନ୍ନ ସମୟରେ ଖବର ପ୍ରକାଶ ପାଇବାରେ ଲାଗିଛି। ଏବେ ଝାଡ଼ଖଣ୍ଡର ହଜାରିବାଗ୍ରେ ଏଲିଅନ୍ ଦେଖାଦେଇଥିବା ନେଇ ସୋସିଆଲ୍ ମିଡ଼ିଆରେ ପ୍ରଚାର ଜାରି ରହିଛି। ଏବେ ଏହାର ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓକୁ…
Archives


