୪ ନୂଆ ହେଲ୍ପଲାଇନ ନମ୍ବର ଦେଖାଅ
ନୂଆଦିଲ୍ଲୀ, ୩୧।୫ (ପି.ଟି.): କୋଭିଡ୍-୧୯ ସଚେତନତା ପଦକ୍ଷେପର ଅଂଶବିଶେଷ ଭାବେ ନାଗରିକଙ୍କ ସୁବିଧା ପାଇଁ ୪ଟି ନୂଆ ଜାତୀୟ ହେଲ୍ପଲାଇନ ନମ୍ବର ପ୍ରଦର୍ଶନ କରିବା ଲାଗି କେନ୍ଦ୍ର ସରକାର ରବିବାର ଘରୋଇ ନ୍ୟୁଜ୍ ଚ୍ୟାନେଲଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ବିରତି ସମୟରେ ଏହି…
୩ରେ କେରଳ ଛୁଇଁବ ମୌସୁମୀ
ନୂଆଦିଲ୍ଲୀ,୩୧ା୫: ମୌସୁମୀ ସାଧାରଣତଃ ଜୁନ୍ ୧ରେ କେରଳ ଛୁଇଁଥାଏ। ଦେଶରେ ଏଇଠୁ ଆରମ୍ଭ ହୋଇଥାଏ ୪ ମାସିଆ ବର୍ଷାଋତୁ। କିନ୍ତୁ ଏଥର ପୂର୍ବାନୁମାନଠାରୁ ଆଉ ୨ ଦିନ ବିଳମ୍ବରେ ଅର୍ଥାତ୍ ଜୁନ୍ ୩ରେ କେରଳକୁ ଆସିପାରେ। ଏନେଇ ରବିବାର ଭାରତୀୟ ପାଣିପାଗ…
କାହିଁକି ସର୍ବସାଧାରଣରେ ମୁହଁ ଲୁଚାନ୍ତି ଇର୍ଫାନ୍ ପଠାନଙ୍କ ସ୍ତ୍ରୀ: ଖୋଲିଲେ ରହସ୍ୟ
ଟିମ ଇଣ୍ଡିଆର ପୂର୍ବତନ ଅଲରାଉଣ୍ଡର ଇର୍ଫାନ୍ ପଠାନଙ୍କ ସ୍ତ୍ରୀ ସଫା ବାଗ ଏବେ ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ସୋସିଆଲ ମିଡିଆରେ ଇରଫାନ ପଠାନଙ୍କ ସ୍ତ୍ରୀଙ୍କ ଏକ ଫଟୋ ଭାଇରାଲ ହେବାରେ ଲାଗିଛି, ଯାହା ପରେ ଅନେକ ଯୁଜର୍ସ ତାଙ୍କୁ ସମାଲୋଚନା କରୁଛନ୍ତି।…
ପୁଣି ରେକର୍ଡ ଭାଙ୍ଗିଲା ମୃତ୍ୟୁସଂଖ୍ୟା: ଦିନକରେ କରୋନା ନେଲା ୩୫ ଜୀବନ
ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ ସୋମବାର କରୋନାରେ ୩୫ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୭୫୪ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଜାଣନ୍ତୁ କାହିଁକି ହୁଏ ଅର୍ଶ
ପାଚନତନ୍ତ୍ରରେ ହେଉଥିବା ସମସ୍ୟା ନେଇ ବିଭିନ୍ନ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଯାଉ ଥିବା ବେଳେ କୋଷ୍ଠକାଠିନ୍ୟ ବା ମଳତ୍ୟାଗ ସମୟରେ କଷ୍ଟ ହୋଇଥାଏ। ଏ ନେଇ ଅର୍ଶ ସମସ୍ୟା ଦେଖାଯାଇଥାଏ। ତେଣୁ ଏ ନେଇ ବିଶେଷ ଭାବେ ଖାଦ୍ୟପେୟ ଉପରେ ଧ୍ୟାନ ଦେବାକୁ…
ଉଡ଼ନ୍ତା ବିମାନରେ ମହିଳା ପାଇଲଟଙ୍କ ସହ କ୍ୟାପଟେନ୍ କଲେ ଏମିତି, କୋର୍ଟ ଦେଲେ ଏପରି ରାୟ
ଓ୍ବାଶିଂଟନ,୩୦ା୫: ଆମେରିକାରେ ଏକ ଉଡ଼ନ୍ତା ବିମାନରେ ଜଣେ ମହିଳା ପାଇଲଟଙ୍କ ସାମ୍ନାରେ କ୍ୟାପଟେନ୍ ଖରାପ ଆଚରଣ ପ୍ରଦର୍ଶନ କରିଥିଲେ। ଫଳରେ ଅଭିଯୁକ୍ତ କ୍ୟାପଟେନଙ୍କୁ ବର୍ଷେ ପାଇଁ ଚାକିରିରୁ ନିଲମ୍ବନ କରାଯାଇଥିବା ବେଳେ ୫ ହଜାର ଡଲାର ଜରିମାନା ବି କରାଯାଇଛି। ଏହି…
ମଜୁରିଆ, ଗରିବଙ୍କ ପାଇଁ ପ୍ୟାକେଜ୍ ଘୋଷଣା ଦାବି
ଭୁବନେଶ୍ୱର,୩୧।୫(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଥିଲେ ମଧ୍ୟ ଭୟ ଦୂର ହୋଇ ନାହିଁ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଶେଷଜ୍ଞମାନଙ୍କ ମତାମତ ନେଇ ଜୁନ ୧୭ ପର୍ଯ୍ୟନ୍ତ ଲକ୍ଡାଉନ ବୃଦ୍ଧି କରିଛନ୍ତି। ସାମୂହିକ ସ୍ବାର୍ଥ ଦୃଷ୍ଟିରୁ ଲକ୍ଡାଉନ…
ଗୁରୁତର ରୋଗୀଙ୍କୁ ଅନ୍ୟତ୍ର ପଠାଉଛି ଏମ୍ସ
ଭୁବନେଶ୍ୱର,୩୧ା୫(ବ୍ୟୁରୋ):କୋଭିଡ୍ ମହାମାରୀ ସମୟରେ ମେଡିକାଲରେ ବେଡ୍ ପାଇବାକୁ ରୋଗୀଙ୍କୁ ହଇରାଣ ହେବାକୁ ପଡ଼ୁଛି। ଏପରିସ୍ଥିତିରେ ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ରେ ଗୁରୁତର ଅଣକୋଭିଡ୍ ରୋଗୀଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି କରିବାକୁ ଅନୁମତି ଦିଆ ନ ଯାଇ ଅନ୍ୟତ୍ର ନେବାକୁ…
ଟିକା ଅଭାବରୁ ସ୍ବତନ୍ତ୍ର ଟିକାକରଣ ବନ୍ଦ
ଭୁବନେଶ୍ୱର, ୩୧ା୫ (ବ୍ୟୁରୋ):ସ୍ବାସ୍ଥ୍ୟ ବିଭାଗ ଯେଉଁ ଆଶଙ୍କା କରୁଥିଲା ଶେଷରେ ସେୟା ହିଁ ହେବାକୁ ଯାଉଛି। ଟିକା ଅଭାବରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଚାଲିଥିବା ସ୍ବତନ୍ତ୍ର ଟିକାକରଣ ବାଧାପ୍ରାପ୍ତ ହୋଇଛି। ସୋମବାରଠାରୁ ରାଜଧାନୀର ୧୮ରୁ ୪୪ବର୍ଷ ବୟସ୍କଙ୍କ ପାଇଁ…
‘ପୃଥିବୀ ମନ୍ଥନ’କୁ ଜାତିସଂଘର ସମର୍ଥନ
ଭୁବନେଶ୍ୱର, ୩୧।୫(ବ୍ୟୁରୋ):ପୁଣି ବିଶ୍ୱସ୍ତରରେ ଚମକିଛନ୍ତି ଓଡ଼ିଆ କଳାକାର। ଆସନ୍ତା ୫ ତାରିଖରେ ବିଶ୍ୱ ପରିବେଶ ଦିବସ ପରିପ୍ରେକ୍ଷୀରେ ପ୍ରଦୂଷଣ ଓ ପରିବେଶକୁ ନେଇ ପ୍ରସ୍ତୁତ ହୋଇଛି ସଚେତନତା ଧର୍ମୀ ମ୍ୟୁଜିକ୍ ଭିଡିଓ ‘ପ୍ରଥିବୀ ମନ୍ଥନ’। ଏହାର ପ୍ରଚାର ପ୍ରସାର ପାଇଁ ସମର୍ଥନ…
ଖବରଦାତାଙ୍କୁ ପୋଲିସର ଆକ୍ରମଣ: ଏନ୍ଏଚ୍ଆର୍ସିରେ ଅଭିଯୋଗ
ଯାଜପୁର ଅଫିସ,୩୧ା୫:ଧରିତ୍ରୀର ପୁରୀ ଜିଲା ପ୍ରତିନିଧି ଦତ୍ତାତ୍ରେୟ ନାୟକଙ୍କୁ ପୋଲିସର ଆକ୍ରମଣ ଘଟଣା ସମ୍ପର୍କରେ ଜାତୀୟ ମାନବାଧିକାର କମିଶନ (ଏନ୍ଏଚ୍ଆର୍ସି)ଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ଜାତୀୟ ମାନବାଧିକାର ଡିଫେଣ୍ଡର ଭଜମନ ବିଶ୍ୱାଳଙ୍କ ଆବେଦନ (୮୫୦୦/ଆଇଏନ୍/୨୦୨୧)କୁ ଏନ୍ଏଚ୍ଆର୍ସି ଶନିବାର ଗ୍ରହଣ କରିଛନ୍ତି। ବିଶ୍ୱାଳ…
୧୪ ଜିଲାରୁ ୪.୨୫ ଲକ୍ଷ ମେଟ୍ରିକ୍ ଟନ୍ ରବିଧାନ କ୍ରୟ
ଭୁବନେଶ୍ୱର,୩୧।୫(ବ୍ୟୁରୋ):ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ପାକ୍ସ/ଲ୍ୟାମ୍ପସ୍ ଜରିଆରେ ରବିଧାନ କିଣା ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ୧୪ ଜିଲାରୁ ମୋଟ ୬୩,୮୨୭ଜଣ ଚାଷୀଙ୍କ ନିକଟରୁ ୭୯୩କୋଟି ଟଙ୍କାରେ ୪ ଲକ୍ଷ ୨୫ ହଜାର ମେଟ୍ରିକ ଟନ୍…
Archives


