‘ପାରୋଲ ଦରକାର ନାହିଁ ଆମେ ଜେଲ୍ରେ ସୁରକ୍ଷିତ ଅଛୁ’
ଲକ୍ଷ୍ନୌ, ୩୦।୫: ଜେଲ୍ରୁ ବାହାରିବା ପାଇଁ ପ୍ରାୟ ଅନ୍ତେବାସୀ ପାରୋଲ ଲାଗି ଅନେଇ ବସିଥାନ୍ତି। କିନ୍ତୁ ଉତ୍ତର ପ୍ରଦେଶର ୯ ଜେଲ୍ରେ କାରାଦଣ୍ଡ ଭୋଗୁଥିବା ୨୧ ଅନ୍ତେବାସୀଙ୍କ କଥା ସମ୍ପୂର୍ଣ୍ଣ ଭିନ୍ନ। କୋଭିଡ୍-୧୯ ମହାମାରୀ ସମୟରେ ଆମେ ପାରୋଲରେ ଯିବାକୁ ଚାହୁଁ…
ପର୍ଯ୍ୟାପ୍ତ ଟିକା ମିଳିଲେ ୩ ମାସରେ ସାରିଦେବୁ
ଭୁବନେଶ୍ୱର, ୩୦।୫(ବ୍ୟୁରୋ): କରୋନା ଟିକା ପାଇଁ ଗ୍ଲୋବାଲ ଟେଣ୍ଡର ବ୍ୟବସ୍ଥା ହୋଇଛି। ଟେଣ୍ଡର ମାଧ୍ୟମରେ ୩ କୋଟି ୮୨ ଲକ୍ଷ ଡୋଜ୍ ଟିକା ଆଣିବା ପାଇଁ ଲକ୍ଷ୍ୟ ରଖାଯାଇଛି। ପର୍ଯ୍ୟାପ୍ତ ଟିକା ମିଳିଲେ ୩ ମାସରେ ସମସ୍ତଙ୍କୁ ଟିକାକରଣ ସରିଯିବ ବୋଲି…
ଚୋକ୍ସିଙ୍କ ପ୍ରତ୍ୟର୍ପଣ ପାଇଁ ଡୋମିନିକାକୁ ଡକ୍ୟୁମେଣ୍ଟ ପଠାଇଲା ଭାରତ
ନୂଆଦିଲ୍ଲୀ, ୩୦।୫: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍ବି)ରୁ ୯ ହଜାର କୋଟି ଟଙ୍କାର ଋଣ ଠକେଇ ମାମଲାର ମୁଖ୍ୟ ଅଭିଯୁକ୍ତ ମେହୁଲ ଚୋକ୍ସିଙ୍କୁ ପ୍ରତ୍ୟର୍ପଣ ପାଇଁ ଆବଶ୍ୟକୀୟ ଡକ୍ୟୁମେଣ୍ଟ ଡୋମିନିକାକୁ ପଠାଇଛି ଭାରତ। ପଳାତକ ହୀରା ବ୍ୟବସାୟୀ ଏବେ କାରିବିଆନ ଦ୍ୱୀପ…
ତହସିଲ ଅଫିସରୁ ୬୩ ଲକ୍ଷ ଟଙ୍କା ଆତ୍ମସାତ
ଡାବୁଗାଁ, ୩୦।୫: ନବରଙ୍ଗପୁର ଜିଲା ଡାବୁଗାଁ ତହସିଲ କାର୍ଯ୍ୟାଳୟରେ ୬୩ ଲକ୍ଷ ୬୨ ହଜାର ୭୩ରୁ ଊର୍ଦ୍ଧ୍ୱ ଟଙ୍କାର ଆର୍ଥିକ ଅନିୟମିତତା ଅଭିଯୋଗରେ ବରିଷ୍ଠ ରାଜସ୍ବ ସହାୟିକା ଚନ୍ଦନା ମଣ୍ଡଳଙ୍କୁ ନବରଙ୍ଗପୁର ଜିଲାପାଳ ଡ. ଅଜିତ କୁମାର ମିଶ୍ର ଚାକିରିରୁ ନିଲମ୍ବିତ…
ଚେକିଂରୁ ବଞ୍ଚିବା ପାଇଁ ଗାଡ଼ିରେ ଲଗାଇଥିଲେ କୋଭିଡ୍-୧୯ ଷ୍ଟିକର
ପାରଳାଖେମୁଣ୍ଡି,୩୦ା୫: କରୋନା ମହାମାରୀ ଏବଂ ଲକ୍ଡାଉନ ସମୟରେ ପ୍ରତିବନ୍ଧକ ମୁକ୍ତ ଯାତାୟତ ପାଇଁ ମେଡିକାଲ ଅଫିସର ଏବଂ ଉଚ୍ଚପଦସ୍ତ ସରକାରୀ କର୍ମଚାରୀଙ୍କୁ ଗାଡିରେ କୋଭିଡ୍-୧୯ ଷ୍ଟିକର ଲାଗାଇବାକୁ ସରକାର ଅନୁମତି ଦେଇଛନ୍ତି। କିନ୍ତୁ ଏହି ନିୟମର ଫାଇଦା ଉଠାଇ ଜଣେ ଚାଳକ…
ସଚିବାଳୟରେ ବୋମା ଆତଙ୍କ
ମୁମ୍ବାଇ,୩୦।୫: ମହାରାଷ୍ଟ୍ର ବିଧାନସଭା ସଚିବାଳୟରେ ଏକ ବୋମା ରଖାଯାଇଥିବା ସୂଚନା ମିଳିଛି। କଣ୍ଟ୍ରୋଲ ରୁମରୁ ଏହି ସୂଚନା ପାଇବା ପରେ ମୁମ୍ବାଇ ପୋଲିସର ବୋମା ନିଷ୍କ୍ରୀୟକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ବୋମା ଧମକ ପାଇବା ପରେ ପୋଲିସ…
ବିରୋଧୀଙ୍କ ଦୋମୁହାଁ ନୀତିକୁ ପଦାରେ ପକାଇଲେ ନଡ୍ଡା
ନୂଆଦିଲ୍ଲୀ,୩୦।୫: ମୋଦି ସରକାରଙ୍କ ୭ ବର୍ଷ ପୂରଣ ଅବସରରେ ରବିବାର ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଦଳୀୟ କର୍ମୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ଟିକା ପ୍ରସଙ୍ଗରେ ବିରୋଧୀଙ୍କୁ ଘେରି ରହି ସେ କହିଛନ୍ତି…
ଆଜିର ଦିନରେ ରାଇନା ଖେଳିଥିଲେ ଆଇପିଏଲ କ୍ୟାରିୟରର ସ୍ମରଣୀୟ ଇନିଂସ
ଚେନ୍ନାଇ, ୩୦।୫: ଠିକ୍ ୭ ବର୍ଷ ତଳେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ବ୍ୟାଟ୍ସମ୍ୟାନ ତଥା ଚିନା ଥାଲା ଭାବେ ଜଣାଶୁଣା ସୁରେଶ ରାଇନା ଖେଳିଥିଲେ ଆଇପିଏଲ କ୍ୟାରିୟରର ସ୍ମରଣୀୟ ଇନିଂସ। ଏହାକୁ ମନେ ପକାଇ ଦେଇଛି ସିଏସ୍କେ ପକ୍ଷରୁ କରାଯାଇଥିବା…
ଆଇପିଏଲ ପାଇଁ ଆଗୁଆ ଶେଷ ହୋଇପାରେ ସିପିଏଲ
ନୂଆଦିଲ୍ଲୀ, ୩୦।୫: ଆଇପିଏଲର ବଳକା ମ୍ୟାଚ୍କୁ ସୁଚାରୁ ରୂପେ ଆୟୋଜନ କରିବା ପାଇଁ ବିସିସିଆଇ କାରିବିଅନ ପ୍ରିମିୟ ଲିଗ୍ (ସିପିଏଲ)କୁ ଏକ ସପ୍ତାହ କିମ୍ବା ୧୦ ଦିନ ଆଗରୁ ଶେଷ କରିବାକୁ କ୍ରିକେଟ ଓ୍ବେଷ୍ଟଇଣ୍ଡିଜ ବୋର୍ଡକୁ ପ୍ରସ୍ତାବ ଦେଇଛି। ଏହାଦ୍ୱାରା ଆଇପିଏଲ…
ପୁଣି ଥରିଲା ଆସାମ
ଦିସ୍ପୁର,୩୦।୫: ପୁଣି ଥରିଛି ଆସାମ। ରବିବାର ଅପରାହ୍ନରେ ଆସାମର ସୋନିତପୁରରେ ଭୂକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ଥିଲା। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଏ ବିଷୟରେ ସୂଚନା ଦେଇଛି। ତେବେ ଭୂକମ୍ପରେ କୌଣସି ଜୀବନ କିମ୍ବା…
ଆଇପିଏଲ ପୂର୍ବରୁ କେକେଆରକୁ ଲାଗିଲା ଶକ୍ତ ଧକ୍କା
ସିଡ୍ନୀ, ୩୦।୫: ଆଇପିଏଲ-୧୪ର ଦ୍ୱିତୀୟ ପର୍ଯ୍ୟାୟ ତଥା ବଳକା ୩୧ ମ୍ୟାଚ୍ ୟୁଏଇଠାରେ ଆସନ୍ତା ସେପ୍ଟେମ୍ବର ୧୮ରୁ ଅକ୍ଟୋବର ୧୦ ତାରିଖ ପର୍ଯ୍ୟନ୍ତ ଖେଳାଯିବ। ଏହି ପର୍ଯ୍ୟାୟ ଆରମ୍ଭ ହେବା ପୂର୍ବରୁ ଦୁଇ ଥର ଚାମ୍ପିୟନ କୋଲକାତା ନାଇଟ୍ ରାଇଡର୍ସ (କେକେଆର୍)କୁ…
ରାଜ୍ୟରେ କମୁଛି ସଂକ୍ରମଣ, ତୃତୀୟ ଲହର ପାଇଁ ସରକାର ପ୍ରସ୍ତୁତ: ଏସିଏସ୍
ଭୁବନେଶ୍ୱର,୩୦।୫: ରାଜ୍ୟରେ ଧିରେ ଧିରେ ପଜିଟିଭ ରେଟ ଖସିବାରେ ଲାଗିଛି ବୋଲି ରବିବାର ଏସିଏସ ପ୍ରଦିପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ରାଜ୍ୟରେ ଏବେ କରୋନା ପଜିଟିଭ ହାର କମି ୧୪ ପ୍ରତିଶତରେ ପହଞ୍ଚିଛି। ରାଜ୍ୟରେ ବହୁ ପରିମାଣରେ କରୋନା ଟେଷ୍ଟ କରାଯାଉଛି।…
Archives


