ବିନା କାର୍ଯ୍ୟାନୁଷ୍ଠାନରେ ‘ଅପରେଶନ କ୍ଲିନ୍ ଅପ୍’
ଭୁବନେଶ୍ୱର, ୩୦ା୫(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜେଲରେ ଚାଲିଛି ଅପରାଧୀଙ୍କ ରାଜ୍। ଜେଲ୍ର ସେଲ୍ ଭିତରୁ ହେଉଛି ଅପରାଧର ବ୍ଲୁ ପ୍ରିଣ୍ଟ୍। ବାହାରେ ଫୁଟୁଛି ଗୁଳି,ଗଡୁଛି ମୁଣ୍ଡ। ମୋବାଇଲ୍ ଫୋନ୍ ମାଧ୍ୟମରେ ଅପରାଧୀମାନେ ଅପରାଧ ନିୟନ୍ତ୍ରଣ କରୁଥିବାବେଳେ ନିଶା ସେବନ କରି ମଉଜ…
କରୋନାରେ ଚାଲିଗଲେ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ
ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଦିବଂଗତ ବିଜେଡି ନେତା ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କର କରୋନାରେ ଦେହାନ୍ତ ହୋଇଛି। ୬୪ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ନିକଟରେ କରୋନା ସଂକ୍ରମିତ ହୋଇଥିଲେ ପ୍ରଣୟ। ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱରର ଏକ…
ଘରୋଇ ହିଂସାର ଶିକାର ମହିଳା, ଶିଶୁଙ୍କୁ ସହାୟତା ଦେବ ନଂ.୧୮୧
ଭୁବନେଶ୍ୱର, ୩୦।୫(ବ୍ୟୁରୋ): ଏଣିକି ଘରୋଇ ହିଂସାର ଶିକାର ମହିଳା ଓ ଶିଶୁଙ୍କୁ ସହାୟତା ଦେବ ନଂ.୧୮୧। ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ଶନିବାର ଏହି ସ୍ବତନ୍ତ୍ର ନମ୍ବର ଜାରି କରିଛି। ଏହା ୨୪ ଘଣ୍ଟା ସେବା…
ଲକ୍ଡାଉନ ବୃଦ୍ଧି ପାଇଁ ବିଶେଷଜ୍ଞଙ୍କ ପରାମର୍ଶ
ଭୁବନେଶ୍ୱର, ୩୦।୫(ବ୍ୟୁରୋ): ଏବେ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ଲକ୍ଡାଉନ୍ ଯୋଗୁ ସଂକ୍ରମଣ ଅଧିକ ହେଲା ନାହିଁ। ତେଣୁ ଆଉ କିଛିଦିନ ଲକ୍ଡାଉନ୍ କରିବା ପାଇଁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେଇଛନ୍ତି ସ୍ବାସ୍ଥ୍ୟ ବିଶେଷଜ୍ଞ। ଏ ନେଇ ସ୍ବାସ୍ଥ୍ୟ ବିଶେଷଜ୍ଞ…
ଆଜି ପୁଣି ୩୩ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୭୦୦ ଟପିଲା; ମୃତକଙ୍କ ମଧ୍ୟରେ ଅଛନ୍ତି ୧୦ ମହିଳା
ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ରବିବାର ଆଉ ୩୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…
୧ରୁ ଉଚ୍ଚଶିକ୍ଷା ବିଭାଗ ଅଧୀନକୁ ଆସିବ ସମସ୍ତ ବିଏଡ୍ କଲେଜ
ଭୁବନେଶ୍ୱର,୩୦।୫(ବ୍ୟୁରୋ): ରାଜ୍ୟରେ ବ୍ୟାଚେଲର ଅଫ୍ ଏଜୁକେଶନ(ବିଏଡ୍) ପାଠ୍ୟକ୍ରମ ପ୍ରଦାନ କରୁଥିବା ସମସ୍ତ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟ ଜୁନ୍ ୧ରୁ ଉଚ୍ଚଶିକ୍ଷା ବିଭାଗ ଅଧୀନକୁ ଆସିବ। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଉକ୍ତ ବିଜ୍ଞପ୍ତିରେ କୁହାଯାଇଛି ଯେ,…
ଆଜି ରାଜ୍ୟରୁ ୯୫୪୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୩୦।୫(ବ୍ୟୁରୋ): ରବିବାର ରାଜ୍ୟରୁ ୯୫୪୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭,୫୬,୬୮୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫୩୪୩ ଜଣ ଚିହ୍ନଟ…
ଏଲିଅନ୍ ଆତଙ୍କ: ଆମେରିକା ନୌବାହିନୀ ଯୁଦ୍ଧପୋତ ଉପରେ ଉଡ଼ିବୁଲିଲା ୧୪ ୟୁଏଫ୍ଓ…
ଓ୍ବାଶିଂଟନ,୩୦।୫: ଏଲିଅନ୍ଙ୍କୁ ନେଇ ଆମେରିକାର ଡେଲି ମେଲ୍ ଡଟ୍ କମ୍ରେ ଫିଲ୍ମ ମେକର ଜେରେମି କୋରଓ୍ବେଲଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ୪୬ ସେକେଣ୍ଡର ଏକ ଭିଡ଼ିଓ ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ଆମେରିକା ନୌବାହିନୀର ଯୁଦ୍ଧପୋତ ଉପରେ…
ପହିଲାରୁ ବଢ଼ିବ ବିମାନ ଭଡ଼ା
ନୂଆଦିଲ୍ଲୀ: ମହାମାରୀ ସମୟରେ ପୁଣି ଥରେ ବିମାନ ଭଡ଼ା ବୃଦ୍ଧି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ଶୁକ୍ରବାର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଘରୋଇ ବିମାନ ଚଳାଚଳର କମ୍ ସମୟ ସୀମା ଦରକୁ ୧୩ ରୁ ୧୬ %କୁ…
ବେରୋଜଗାର ଚିନ୍ତା ବଢ଼ାଇଛି
ନୂଆଦିଲ୍ଲୀ: କରୋନା ମହାମାରୀ ସମୟରେ ବିଭିନ୍ନ ସମସ୍ୟା ସାମ୍ନାକୁ ଆସିଛି। ଏହି ମହାମାରୀ ଯୋଗୁ କେବଳ ଲୋକଙ୍କ ଜୀବନ ଯାଇନାହିଁ, ଜୀବିକା ମଧ୍ୟ ଛଡ଼ାଇ ନେଇଛି। ସରକାରଙ୍କ କୋଭିଡ୍ କଟକଣା ଯୋଗୁ ବିଭିନ୍ନ ସଂସ୍ଥା ବନ୍ଦ ହୋଇ ରହିଛି। ଫଳରେ ଅନେକ ବ୍ୟକ୍ତି…
ଲୁଚାଛପାରେ ବିବାହ କଲେ ପ୍ରଧାନମନ୍ତ୍ରୀ: କେହି ବି ଜାଣି ପାରିଲେନି !…
ଲଣ୍ଡନ,୩୦।୫: କାହାକୁ ନ ଜଣାଇ ଲୁଚାଛପାରେ ବ୍ରିଟେନ୍ର ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ୍ ବିବାହ କରିଛନ୍ତି। ୫୬ ବର୍ଷ ବୟସ୍କ ବୋରିସ୍ ପ୍ରେମିକା ୩୩ ବର୍ଷ ବୟସ୍କା କେରି ସାଇମଣ୍ଡସ୍ଙ୍କୁ ଅତି ଗୁପ୍ତ ଭାବେ ବିବାହ କରିଥିବା ଖବର ପ୍ରଚାର ହେବାରେ ଲାଗିଛି।…
ନଭନୀତ କାର୍ଲାଙ୍କୁ ଜାମିନ
ନୂଆଦିଲ୍ଲୀ, ୩୦।୫: ଅକ୍ସିଜେନ୍ କନ୍ସେଣ୍ଟ୍ରେଟର ବେଆଇନ ମହଜୁଦ୍ ରଖିବା ମାମଲାରେ ବ୍ୟବସାୟୀ ନଭନୀତ କାର୍ଲାଙ୍କୁ ଦିଲ୍ଲୀର ଏକ ଅଦାଲତ ଶନିବାର ଜାମିନ ପ୍ରଦାନ କରିଛନ୍ତି। ତାଙ୍କୁ ଲକ୍ଷେ ଟଙ୍କା ଲେଖାଏଁ ଦୁଇଟି ସିଓରିଟି ବ୍ୟକ୍ତିଗତ ବଣ୍ଡ୍ ଦାଖଲ କରି ଜାମିନରେ ଯିବାକୁ…
Archives


