Home Left

ମାଓବାଦୀ କମାଣ୍ଡରରୁ ବିଧାୟିକା

ମାଲକାନଗିରି,୨୯ା୫: ଦିନ ଥିଲା ମାଓବାଦୀ ସଙ୍ଗଠନର ସେ ନେତୃତ୍ୱ ନେଉଥିଲେ। ତାଙ୍କ ନିର୍ଦ୍ଦେଶରେ ପରିଚାଳିତ ହେଉଥିଲେ ସମସ୍ତେ। ଯେକୌଣସି ସ୍ଥାନରେ ପୋଲିସ ଉପରକୁ ଆକ୍ରମଣ ହେଉ ଅବା ହତ୍ୟା ଘଟଣାର ସେ ପ୍ରସ୍ତୁତ କରୁଥିଲେ ନକ୍ସା। ସେ ଥିଲେ ମହିଳା ମାଓବାଦୀଙ୍କ…

ମଦ ଦୋକାନ ସିଲ୍‌ କଲା ପୋଲିସ

କେନ୍ଦୁଝର,୨୯ା୫(ସ୍ବ.ପ୍ର./ଡି.ଏନ.ଏ.): କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ କରି ମଦ ବିକ୍ରି କରୁଥିବା ଅଭିଯୋଗରେ ନରଣପୁର ନିକଟରେ ଥିବା ଏକ ବିଦେଶୀ ମଦ ଦୋକାନକୁ ଟାଉନ ପୋଲିସ ଶନିବାର ସିଲ୍‌ କରି ଦେଇଛି। ସୂଚନା ଯୋଗ୍ୟ, ସରକାର ମଦ ବିକ୍ରି ପାଇଁ କଟକଣା ଲାଗୁ…

୨ବର୍ଷର ପୁଅକୁ ଧରି ଟ୍ରେନ୍‌ ଆଗକୁ ଡେଇଁଲେ ମହିଳା

ରୂପ୍‌ସା,୨୯।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଦକ୍ଷିଣ-ପୂର୍ବ ରେଳପଥ ଖଡ଼ଗପୁର ଡିଭିଜନ୍‌ ଅଧୀନ ରୂପ୍‌ସା-ବସ୍ତା ଷ୍ଟେଶନ ମଝି ନୂଆଗାଁ ରେଳଷ୍ଟେଶନ ନିକଟରେ ଶନିବାର ଜଣେ ମହିଳା ୨ବର୍ଷର ଶିଶୁପୁତ୍ରକୁ ଧରି ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳା ଜଣକ…

କମ୍ପାନୀଠାରୁ ରେମେଡେସିଭିର କିଣିବେ ରାଜ୍ୟ ସରକାର

ନୂଆଦିଲ୍ଲୀ,୨୯।୫: କେନ୍ଦ୍ର ସରକାର ଏଣିକି ରାଜ୍ୟ ସରକାରଙ୍କୁ ରେମେଡେସିଭିର ଇଞ୍ଜେକ୍ସନ ଯୋଗାଇଦେବେ ନାହିଁ। ରେମେଡେସିଭିର ଇଞ୍ଜେକ୍ସନ ପାଇଁ ରାଜ୍ୟ ସରକାର ସିଧାସଳଖ କମ୍ପାନୀ ସହ ଯୋଗାଯୋଗ କରି ପାରିବେ। ରେମଡେସିଭିର କମ୍‌ ଉତ୍ପାଦନ ହେତୁ କେନ୍ଦ୍ର ସରକାର ରାଜ୍ୟକୁ ଏହି ଇଞ୍ଜେକ୍ସନ…

ଗୋଆରେ ପୁଣି ବଢ଼ିଲା କର୍ଫ୍ୟୁ

ପାନାଜି,୨୯ା୫: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ସଂକ୍ରମଣ ବଢୁଥିବାରୁ ଅଧିକାଂଶ ରାଜ୍ୟରେ ଲଗାତର ଲକ୍‌ଡାଉନ୍‌ ଏବଂ ନାଇଟ୍‌ କର୍ଫ୍ୟୁ କ୍ରମାଗତ ଭାବେ ବଢ଼ାଯାଉଛି।କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଗୋଆରେ କର୍ଫ୍ୟୁକୁ ୭ ଜୁନ୍‌ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହି…

ଜୁନ୍‌ ୧ରୁ ବିଶ୍ୱବିଦ୍ୟାଳୟରେ ଅନ୍‌ଲାଇନ୍‌ ପାଠପଢ଼ା

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦାରା ପରିଚାଳିତ ସମସ୍ତ ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଜୁନ୍‌ ୧ରୁ ଅନ୍‌ଲାଇନ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଶନିବାର ଏକ ବିଜ୍ଞପ୍ତି ଜାରି କରାଯାଇଛି। ସୂଚନା ଅନୁଯାୟୀ, ଶ୍ରେଣୀଗୃହରେ କୌଣସି ଶିକ୍ଷାଦାନ ହେବ…

ସଲମାନ୍‌ ମାମଲା କଲେ, ହେଲେ ମୁଁ ସିଧା ଚାପୁଡ଼ା ମାରିବି: ମିକା

ବମ୍ବେ: ଅଭିନେତା ତଥା ସ୍ବଘୋଷିତ ଫିଲ୍ମ ସମୀକ୍ଷକ କମାଲ ରଶିଦ ଖାନ୍‌(କେଆର୍‌କେ) ବିବାଦକୁ ନେଇ ଏବେ ଚର୍ଚ୍ଚାରେ। ସଲମାନ୍‌ ଖାନ୍‌ ତାଙ୍କ ଉପରେ ମାନହାନି ମାମଲା କରିଛନ୍ତି। ଏବେ ସେ ଗାୟକ ମିକା ସିଂହଙ୍କୁ କଟାକ୍ଷ କରି ଅଡ଼ୁଆରେ ପଡ଼ିଛନ୍ତି। ମେ’…

ବଲିଉଡ୍‌ର ଏହି ଅଭିନେତ୍ରୀ ଅଜବ କାରଣ ଦର୍ଶାଇ ରିଜେକ୍ଟ କରିଥିଲେ ହଲିଉଡ୍‌ର ବଡ଼ ପ୍ରୋଜେକ୍ଟ

ମୁମ୍ବାଇ: ବଲିଉଡ୍‌ର ଅନେକ ଅଭିନେତ୍ରୀ ଅଛନ୍ତି, ଯେଉଁମାନେ ହଲିଉଡ୍‌ ଫିଲ୍ମରେ କାମ କରି ବେଶ୍‌ ନାଁ କମାଇଛନ୍ତି। ବେଳେବେଳେ ଏମିତି ହୋଇଛି ଏହି ଅଭିନେତ୍ରୀମାନଙ୍କ ମଧ୍ୟରୁ କେତେଜଣ ହଲିଉଡ୍‌ର ବଡ଼ ପ୍ରୋଜେକ୍ଟର ଫିଲ୍ମକୁ ବି ଅଗ୍ରାହ୍ୟ କରିଥିଲେ। ଏହା ପଛରେ କିଛି…

ପଶ୍ଚିମବଙ୍ଗବାସୀଙ୍କ କଲ୍ୟାଣ ପାଇଁ ମୋଦିଙ୍କ ପାଦ ଛୁଇଁବାକୁ ପ୍ରସ୍ତୁତ: ମମତା

କୋଲକାତା,୨୯।୫: ବାତ୍ୟା ‘ୟାସ’ ପ୍ରଭାବରେ ଓଡ଼ିଶା ସହ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଭୟ ରାଜ୍ୟ ଗସ୍ତ କରି ବନ୍ୟା କ୍ଷୟକ୍ଷତିର ସମୀକ୍ଷା କରିଥିଲେ। ଏଥିନିମନ୍ତେ ସେ ଏକ ବୈଠକ ମଧ୍ୟ କରିଥିଲେ। ବୈଠକରେ ପଶ୍ଚିମବଙ୍ଗ…

ବିସିସିଆଇ ବୈଠକରେ ବଡ଼ ନିଷ୍ପତ୍ତି: ଏହି ଦେଶରେ ଖେଳାଯିବ ଆଇପିଏଲ୍‌-୨୦୨୧ର ବାକି ମ୍ୟାଚ୍‌

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ର ଚଳିତ ସିଜନ୍‌ର ଅବଶିଷ୍ଟ ମ୍ୟାଚ୍‌ ୟୁଏଇରେ ଖେଳାଯିବ। ଆସନ୍ତା ସେପ୍ଟେମ୍ବର-ଅକ୍ଟୋବର ମାସରେ ବାକିଥିବା ମ୍ୟାଚ୍‌ ଖେଳାଯିବାନେଇ ଶନିବାର ବିସିସିଆଇର ସ୍ପେଶାଲ ଜେନେରାଲ ମିଟିଂ(ଏସ୍‌ଜିଏମ୍‌)ରେ ଏହି ନିଷ୍ପତ୍ତି ନିଆଯାଇଛି। ଏଥିନିମନ୍ତେ ୟୁଏଇ ବୋର୍ଡ ରାଜି ହୋଇଛି ବୋଲି ବିସିସିଆଇ ପକ୍ଷରୁ…

ବାତ୍ୟା ଧୋଇନେଲା କଲଭର୍ଟ: ୮୦ ହଜାରରୁ ଊର୍ଦ୍ଧ୍ୱ ଲୋକ ହଇରାଣ

ପାଟଣା,୨୯।୫(ସ୍ବ.ପ୍ର.): ବାତ୍ୟା ୟାସ୍‌ ପ୍ରଭାବରେ କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ସାହାରପଡା ରାସ୍ତା ମଧ୍ୟରେ ଥିବା ଜହ୍ନଇନାଳ କଲଭର୍ଟ ଧୋଇ ହୋଇଯାଇଛି। ଏ ନେଇ ଗମନାଗମନ ବାଧାପ୍ରାପ୍ତ ହୋଇଛି। ୟାସ୍‌ ଯିବାର ୩ ଦିନ ବିତି ଯାଇଥିଲେ ହେଁ ଘାଇ…

ଗଞ୍ଜାମର ୫.୮୩ ଲକ୍ଷ ନେଲେଣି ପ୍ରଥମ ଡୋଜ ଟିକା

ଛତ୍ରପୁର,୨୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଅପରପକ୍ଷରେ କରୋନା ଟିକା ନେବାକୁ ଲୋକଙ୍କ ଆଗ୍ରହ ବଢିଛି। ଜିଲାରେ ଶୁକ୍ରବାର ସୁଦ୍ଧା ୫ ଲକ୍ଷ ୮୩ ହଜାର ୫୩୫ ଜଣଙ୍କୁ ଟିକାର ପ୍ରଥମ ଡୋଜ ଦିଆଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri