‘ କୋଭିଡ୍-୧୯ର ଦ୍ୱିତୀୟ ଲହର ପାଇଁ ପ୍ରଧାନମନ୍ତ୍ରୀ ଦାୟୀ ’
ନୂଆଦିଲ୍ଲୀ,୨୮।୫: କୋଭିଡ୍-୧୯ର ଦ୍ୱିତୀୟ ଲହର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦାୟୀ। ଆଉ ଦେଶରେ ଯେଉଁ ଗତିରେ ଟିକାକରଣ ଚାଲିଛି, ବିଭିନ୍ନ ପର୍ଯ୍ୟାୟରେ କରୋନା ସଂକ୍ରମଣ ହାରରେ ବୃଦ୍ଧି ଦେଖାଦେବ ବୋଲି ଆକଳନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏଭଳି…
ସହାୟତା ରାଶି ରିଲିଫ୍, ପୁନରୁଦ୍ଧାର କାର୍ଯ୍ୟରେ ସହାୟକ ହେବ: ଧର୍ମେନ୍ଦ୍ର
ଭୁବନେଶ୍ୱର,୨୮।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି ବାତ୍ୟା ‘ୟାସ୍’ର ପରବର୍ତ୍ତି ସ୍ଥିତି ଏବଂ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରିଥିଲେ। ପରେ ଆକାଶମାର୍ଗରୁ ବତ୍ୟାଞ୍ଚଳ ପରିଦର୍ଶନ କରିଥିଲେ। ପୁନରୁଦ୍ଧାର କାର୍ଯ୍ୟ ପାଇଁ ପ୍ରଧାନମନ୍ତ୍ରୀ ୫୦୦ କୋଟି ଟଙ୍କା ସହାୟତା…
ପ୍ରେମୀଯୁଗଳଙ୍କ ବିବାହ କରାଇଲା ସ୍ବେଚ୍ଛାସେବୀ ଅନୁଷ୍ଠାନ
ଝାରସୁଗୁଡ଼ା ଅଫିସ,୨୮ା୫: ଝାରସୁଗୁଡ଼ା ଜିଲାର ଏକ ପ୍ରେମୀଯୁଗଳ ବିବାହ ପାଇଁ ନିଷ୍ପତ୍ତି ନେଇଥିଲେ ମଧ୍ୟ ଭିନ୍ନ ଜାତିର ହୋଇଥିବାରୁ ଯୁବକଙ୍କ ପରିବାର ଲୋକେ ସ୍ବୀକୃତି ଦେଇ ନ ଥିଲେ। ପରେ ପ୍ରେମିକା ଜଣକ ସମଲେଶ୍ୱରୀ ମା’ଘର ଚେରିଟେବୁଲ୍ ଟ୍ରଷ୍ଟ ସ୍ବେଚ୍ଛାସେବୀ ଅନୁଷ୍ଠାନର…
ବିଷାକ୍ତ ମଦ ମୃତ୍ୟୁ: ଅଭିଯୁକ୍ତଙ୍କ ବିରୋଧରେ ଦେଶଦ୍ରୋହ ମାମଲା
ଆଲିଗଡ଼,୨୮।୫: ଉତ୍ତରପ୍ରଦେଶର ଆଲିଗଡରେ ବିଷାକ୍ତ ମଦ ପିଇ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ ଦେଶଦ୍ରୋହ (ଏନ୍ଏସ୍ଏ) ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆଲିଗଡ଼ ଜିଲା ଅଧିକାରୀ ଚନ୍ଦ୍ର…
ପ୍ରଶଂସକଙ୍କ ମନ ଜିଣୁଛି କାଜଲ ଅଗ୍ରଓ୍ବାଲଙ୍କ ଅନ୍ତରଙ୍ଗ ଫଟୋ
ବଲିଉଡ ଓ ଟଲିଉଡ୍ ଫ୍ୟାନ୍ସଙ୍କ ଅନ୍ୟତମ ଫେଭରାଇଟ୍ ଅଭିନେତ୍ରୀ କାଜଲ ଅଗ୍ରଓ୍ବାଲ ଲକ୍ଡାଉନ ସମୟରେ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି କିଛି ଅନ୍ତିରଙ୍ଗ ଫଟୋ। ଫଟୋରେ ଅବଶ୍ୟ ସ୍ବାମୀ ଗୌତମ କିଚଲୁ ଅଛନ୍ତି। ଏହାସତ୍ତ୍ୱେ କାଜଲଙ୍କ ଫଟୋ ପ୍ରଶଂସକଙ୍କ ମନ ଜିଣୁଛି। ଅପଲୋଡ୍…
ଜୋକ୍ ପାଇଁ ଫସିଲେ ରଣଦୀପ ହୁଡା
ମୁମ୍ବାଇ, ୨୮।୫: ବଲିଉଡ ଅଭିନେତା ରଣଦୀପ ହୁଡାଙ୍କୁ ମହଙ୍ଗା ପଡ଼ିଛି ଏକ ଜୋକ। ଏହି ଅଭିନେତା ୨୦୧୨ରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବହୁଜନ ସମାଜବାଦି ପାର୍ଟି ସୁପ୍ରିମୋ ମାୟାବତୀଙ୍କ ଉପରେ ଆପତ୍ତିଜନକ ଜୋକ କରିଥିଲେ, ଯାହାର ଭିଡିଓ ଏବେ ଭାଇରାଲ…
କରୋନା ଔଷଧ ୨-ଡିଜିର ପାଉଚ ପିଛା ଦାମ ୯୯୦ ଟଙ୍କା
ନୂଆଦିଲ୍ଲୀ,୨୮।୫: ଭାରତୀୟ ପ୍ରତିରକ୍ଷା ଗବେଷଣା ସଂସ୍ଥା (ଡିଆର୍ଡିଓ) ଏବଂ ଫାର୍ମା କମ୍ପାନୀ ଡକ୍ଟର ରେଡ୍ଡୀର ମିଳିତ ସହଯୋଗରେ ପ୍ରସ୍ତୁତ କରୋନା ଔଷଧ ୨-ଡିଜିର ମୂଲ୍ୟ ଶୁକ୍ରବାର ସ୍ଥିର କରାଯାଇଛି। ଏହି ଔଷଧ ପାଉଚ ପିଛା ଦାମ ୯୯୦ ଟଙ୍କା ରଖାଯାଇଛି। ହେଲେ…
ସୁଶାନ୍ତଙ୍କ ଫ୍ଲାଟ୍ମେଟ ସିଦ୍ଧାର୍ଥ ଗିରଫ
ମୁମ୍ବାଇ, ୨୮।୫: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ସହ ଜଡ଼ିତ ନିଶା କାରବାର ମାମଲାରେ ତାଙ୍କ ଫ୍ଲାଟ୍ମେଟ ସିଦ୍ଧାର୍ଥ ପିଠାନିଙ୍କୁ ଶୁକ୍ରବାର ଗିରଫ କରିଛି ନାର୍କୋଟିକ କଣ୍ଟ୍ରୋଲ ବ୍ୟୁରୋ (ଏନ୍ସିବି)। ତାଙ୍କୁ ହାଇଦ୍ରାବାଦରୁ ଗିରଫ କରାଯାଇଥିବା କୁହାଯାଇଛି। ଗତ ବର୍ଷ ଜୁନ…
ଟିକା ନେଇ ସମସ୍ତଙ୍କ ପାଇଁ ଉଦାହରଣ ସାଜିଲେ ୧୧୮ବର୍ଷୀୟ ବୃଦ୍ଧ
ଶ୍ରୀନଗର,୨୮।୫: କରୋନା ଭାଇରସ୍ର ଦ୍ୱିତୀୟ ଲହରର ପ୍ରକୋପ ମଧ୍ୟରେ ଦେଶରେ ଟିକାକରଣ ଅଭିଯାନକୁ ତ୍ୱରାନ୍ବିତ କରାଯାଇଛି। ଇତିମଧ୍ୟରେ ଜଣେ ୧୧୮ ବର୍ଷୀୟ ବୃଦ୍ଧ କରୋନା ଟିକା ନେଇ ସମସ୍ତଙ୍କ ପାଇଁ ଏକ ଉଦାହରଣ ପାଲଟିଛନ୍ତି। ସୂଚନାଯୋଗ୍ୟ, ଯେଉଁଠି ଅନେକ ଲୋକ କରୋନା…
ନାରଦା ଷ୍ଟିଙ୍ଗ୍ ଅପରେଶନ୍ ମାମଲା: ୪ଟିଏମ୍ସି ନେତାଙ୍କୁ ଅନ୍ତରୀଣ ଜାମିନ
କୋଲକାତା,୨୮।୫: ନାରଦା ଷ୍ଟିଙ୍ଗ୍ ଅପରେଶନ୍ ମାମଲାରେ ପଶ୍ଚିମବଙ୍ଗର ୪ଜଣ ଟିଏମ୍ସି ନେତାଙ୍କୁ ଆଶ୍ୱସ୍ତି ମିଳିଛି। ଶୁକ୍ରବାର ହାଇକୋର୍ଟ ୪ଜଣ ଟିଏମ୍ସି ନେତାଙ୍କୁ ସର୍ତ୍ତମୂଳକ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ୨ଲକ୍ଷ ଟଙ୍କାର ବ୍ୟକ୍ତିଗତ ମୁଚ୍ଚାଲିକା ଏବଂ ଯାଞ୍ଚରେ ଏଜେନ୍ସି ସହ ସହଯୋଗ…
ନୀଳ ନୟନା ଐଶ୍ଙ୍କ ପାଇଁ ସଲମାନ୍ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଥିଲେ ଏହି ଅଭିନେତା: ପରେ ଯାହା ଘଟିଲା ସ୍ବପ୍ନରେ ଭାବି ନ ଥିଲେ
ବମ୍ବେ: ଏକଦା ଅଭିନେତ୍ରୀ ଐଶ୍ୱର୍ଯ୍ୟାଙ୍କ ପ୍ରେମରେ ପଡ଼ି ସଲମାନଙ୍କ ଆକ୍ରୋଶର ଶିକାର ହୋଇଥିଲେ ଅଭିନେତା ବିବେକ ଓବରୟ। ଏହାକୁ ଅନେକ ବର୍ଷ ବିତିଥିଲେ ହେଁ ଅନେକ ସମୟରେ ଏହି ପ୍ରସଙ୍ଗ ଉଠେ। ଐଶ୍ଙ୍କ ସହ ପ୍ରେମ ପାଇଁ ବିବେକଙ୍କ ଅଭିନୟ ଜୀବନ…
୨୯ ବର୍ଷ ପୂର୍ବେ ମୁସଲମାନ ଯୁବତୀଙ୍କ ହାତ ଧରିଥିଲେ ସୁନିଲ ସେଟ୍ଟୀ; ପରିବାରକୁ ବୁଝାଇବାକୁ ଲାଗିଥିଲା ନଅ ବର୍ଷ
ବମ୍ବେ: ବଲିଉଡ୍ରେ ଡେବ୍ୟୁ କରିବା ପୂର୍ବରୁ ହାତକୁ ଦୁଇ ହାତ ହୋଇସାରିଥିଲେ ଅଭିନେତା ସୁନିଲ ସେଟ୍ଟୀ। ୧୯୯୧ରେ ମାନାଙ୍କୁ ପ୍ରେମ ବିବାହ କରିଥିଲେ ସୁନିଲ। କୋନେପିୟନ ସି ରୋଡରେ ଥିବା ଏକ କେକ୍ ଦୋକାନରୁ ଆରମ୍ଭ ହୋଇଥିଲା ଉଭୟଙ୍କ ପ୍ରେମକାହାଣୀ। ମାନା…
Archives


