୧୫ ଦିନରେ ନୂଆ ନିୟମ ଅନୁପାଳନ ବିବରଣୀ ଦିଅ
ନୂଆଦିଲ୍ଲୀ, ୨୮।୫:କେନ୍ଦ୍ର ସରକାରଙ୍କ ପକ୍ଷରୁ ଗତ ଫେବୃୟାରୀରେ ଜାରି ହୋଇଥିବା ନୂଆ ଡିଜିଟାଲ ମିଡିଆ ନିୟମାବଳୀ କେତେଦୂର କାର୍ଯ୍ୟକାରୀ ହୋଇଛି ୧୫ ଦିନ ମଧ୍ୟରେ ତା’ର ସବିଶେଷ ବିବରଣୀ ଦାଖଲ କରିବା ପାଇଁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସମସ୍ତ ଓଭର…
ଫିଫା ସର୍ଭେ: ୭୦ ପ୍ରତିଶତ ମହିଳା କ୍ଲବ କ୍ଷତିରେ ଚାଲୁଛି
ଜେନେଭା,୨୮।୫(ଏପି): ବିଶ୍ୱ ଫୁଟ୍ବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଫିଫାର ଏକ ସର୍ଭେ ବିଶ୍ୱ ମହିଳା ଫୁଟ୍ବଲର ସମସ୍ୟାକୁ ପଦାରେ ପକାଇଛି। ଅନ୍ତର୍ଜାତୀୟସ୍ତରର ୭୦ ପ୍ରତିଶତ ମହିଳା ଫୁଟ୍ବଲ କ୍ଲବ କ୍ଷତିରେ ଚାଲୁଛି ବୋଲି ଏହି ସର୍ଭେରେ ଦର୍ଶାଯାଇଛି। ମାତ୍ର ୧୩ ପ୍ରତିଶତ…
ଭାରତରେ ୪୨ ଲକ୍ଷ କରୋନା ମୃତ୍ୟୁ
ନ୍ୟୁୟର୍କ/ନୂଆଦିଲ୍ଲୀ,୨୮ା୫:କରୋନା ମହାମାରୀ ଯୋଗୁ ଭାରତରେ ଘଟୁଥିବା ମୃତ୍ୟୁସଂଖ୍ୟାକୁ ନେଇ ଲଗାତର ପ୍ରଶ୍ନ ଉଠିବାରେ ଲାଗିଛି। ସରକାର ବତାଉଥିବା ସଂଖ୍ୟାକୁ ଭୁଲ୍ ବୋଲି କୁହାଯାଉଛି। ଶ୍ମଶାନ ଘାଟ ଓ ନଦୀକୂଳର ଚିତ୍ର ଦେଖିଲେ ସରକାରଙ୍କ ଡାଟା ତ୍ରୁଟିଯୁକ୍ତ ମନେହେଉଛି। ଏଭଳି ସମୟରେ ଆମେରିକାର…
ରାତିକ ପାଇଁ ୨ କୋଟି
ବ୍ରିଟେନର ଗ୍ଲାମର ମଡେଲ ରିଆନ ଶାଗଡେନ ତାଙ୍କ ପୋଷ୍ଟକୁ ନେଇ ସୋସିଆଲ ମିଡିଆରେ ଅନେକ ସମୟରେ ଟ୍ରୋଲ ହୋଇଥାନ୍ତି। କିନ୍ତୁ ସେ ଟ୍ରୋଲରମାନଙ୍କୁ କଡ଼ା ଜବାବ ମଧ୍ୟ ଦିଅନ୍ତି। କେତେଥର ସେ ଏଥିପାଇଁ ଲଜ୍ଜିତ ମଧ୍ୟ ହୋଇଛନ୍ତି। ଏବେ ସେମିତି ଏକ…
୭ ଦିନରେ କ୍ଷତି ଆକଳନ ନିର୍ଦ୍ଦେଶ
ଭୁବନେଶ୍ୱର,୨୮ା୫(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତି ଅନୁଧ୍ୟାନ କରିଛନ୍ତି। ସନ୍ଧ୍ୟାରେ ଭିଡିଓ କନ୍ଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ବରିଷ୍ଠ ଅଧିକାରୀ, ଜିଲାପାଳମାନଙ୍କ ସହ ବାତ୍ୟା ‘ୟାସ୍’ ପରବର୍ତ୍ତୀ ପୁନର୍ଗଠନ ଓ ପୁନରୁଦ୍ଧାର…
ବାତ୍ୟା ୟାସ୍ ପରବର୍ତ୍ତୀ ସ୍ଥିତି: ଆଜି ଆକାଶମାର୍ଗରୁ ଦେଖିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, ୨୮ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଓ ପଶ୍ଚିମବଙ୍ଗ ଗସ୍ତ କରି ବାତ୍ୟା ୟାସ୍ ପରବର୍ତ୍ତୀ ସ୍ଥିତି ଓ କ୍ଷୟକ୍ଷତିର ସମୀକ୍ଷା କରିବେ। ବୁଧବାର ସାମୁଦ୍ରିକ ଝଡ଼ ଓଡ଼ିଶା ଉପକୂଳରେ ମାଡ଼ କରିବା ସହ ଉଭୟ ରାଜ୍ୟରେ ବ୍ୟାପକ…
୫୦ ବର୍ଷରେ ଭାରତରେ ୧୧୭ ବାତ୍ୟା: ଓଡ଼ିଶାରେ ବିଧ୍ୱଂସକ ଥିଲା ୧୯୭୧
ନୂଆଦିଲ୍ଲୀ,୨୮/୫: ୧୯୭୦ରୁ ୨୦୧୯ ମଧ୍ୟରେ ଭାରତ ୧୧୭ ବାତ୍ୟାର ସମ୍ମୁଖୀନ ହୋଇଛି। ଏହି ୫୦ ବର୍ଷ ମଧ୍ୟରେ ସାମୁଦ୍ରିକ ଝଡ଼ ଓ ବାତ୍ୟାରେ ୪୦,୦୦୦ ଲୋକଙ୍କ ଜୀବନ ଯାଇଛି। ସାମୁଦ୍ରିକ ଝଡ଼ ଯୋଗୁ ମୃତ୍ୟୁହାର ବିଗତ ୧୦ ବର୍ଷରେ ବହୁଳ ଭାବେ…
ଜୁଲାଇରେ ଆସିବ ଫାଇଜର ଟିକା
ନୂଆଦିଲ୍ଲୀ, ୨୭।୫: ଦେଶରେ କୋଭିଡ୍ ଟିକା ଅଭାବ ପୂରଣ କରିବା ଲାଗି ସରକାର ବିଦେଶରୁ ଭାକ୍ସିନ ଆମଦାନିକୁ ତ୍ୱରାନ୍ବିତ କରିବାକୁ ଚାହୁଁଛନ୍ତି। ଏନେଇ ସରକାରଙ୍କ ପକ୍ଷରୁ ଟିକା ନୀତିରେ ପରବର୍ତ୍ତନ କରାଯିବ ବୋଲି ନୀତି ଆୟୋଗ ସଦସ୍ୟ ଭି.କେ ପଲ୍ ସୂଚନା…
ସାଧାରଣଠାରୁ ୨ଗୁଣ ଉଚ୍ଚତାର ଶିଶୁ ଜନ୍ମ
ଲଣ୍ଡନ,୨୭।୫: ଦକ୍ଷିଣ-ପୂର୍ବ ଇଂଲଣ୍ଡର ବକିଂହାମ୍ଶାୟାରରେ କାଉଣ୍ଟିର ଜଣେ ୨୭ ବର୍ଷୀୟା ଆମି ନାମକ ମହିଳା ଏକ ଶିଶୁଙ୍କୁ ଜନ୍ମ ଦେଇଛନ୍ତି। ଶିଶୁର ଉଚ୍ଚତା ଏବଂ ଓଜନ ସାଧାରଣ ଶିଶୁଙ୍କଠାରୁ ୨ ଗୁଣ। ସାଧାରଣତଃ ନବାଗତ ଶିଶୁଙ୍କ ଉଚ୍ଚତା ୧ଫୁଟ୍ ହୋଇଥାଏ। ସେହିପରି…
ବର୍ଷେ ବଢ଼ିଲା ‘ର’, ଆଇବି ମୁଖ୍ୟଙ୍କ କାର୍ଯ୍ୟକାଳ
ନୂଆଦିଲ୍ଲୀ, ୨୭।୫ : ଦେଶର ବାହ୍ୟ ଗୋଇନ୍ଦା ସଂସ୍ଥା ରିସର୍ଚ୍ଚ ଆଣ୍ଡ ଆନାଲିସିସ୍ ଓ୍ବିଙ୍ଗ୍ (ର) ମୁଖ୍ୟ ସାମନ୍ତ କୁମାର ଗୋୟଲ ଏବଂ ଇଣ୍ଟେଲିଜେନ୍ସ ବ୍ୟୁରୋ (ଆଇବି) ମୁଖ୍ୟ ଅରବିନ୍ଦ କୁମାରଙ୍କ କାର୍ଯ୍ୟକାଳକୁ ଗୋଟିଏ ବର୍ଷ ବଢ଼ାଇ ଦିଆଯାଇଛି। ର’ ମୁଖ୍ୟ…
ଅଲିମ୍ପିକ୍ସ ଖେଳିବା ପାଇଁ ସର୍ତ୍ତ ରଖିଲେ ନମ୍ବର ଓ୍ବାନ୍ ଟେନିସ ଖେଳାଳି
ବେଲଗ୍ରେଡ, ୨୭।୫: ଟୋକିଓ ଅଲିମ୍ପିକ୍ସରେ ଖେଳିବା ଲାଗି ସର୍ତ୍ତ ରଖିଛନ୍ତି ବିଶ୍ୱର ନମ୍ବର ଓ୍ବାନ୍ ପୁରୁଷ ସିଙ୍ଗଲ୍ସ ଟେନିସ ଖେଳାଳି ନୋଭାକ ଜୋକୋଭିଚ୍। ଫ୍ୟାନ୍ସଙ୍କୁ ଷ୍ଟାଡିୟମରେ ଏଣ୍ଟ୍ରି ମିଳିଲେ ହିଁ ଅଲିମ୍ପିକ୍ସରେ ଭାଗନେବେ ବୋଲି ଜଣାଇ ଦେଇଛନ୍ତି। ଟୋକିଓ ଅଲିମ୍ପିକ୍ସ ଖାଲି…
ଅଶ୍ୱିନଙ୍କ ଅପେକ୍ଷାରେ ବିରଳ ରେକର୍ଡ
ନୂଆଦିଲ୍ଲୀ, ୨୭।୫: ଭାରତୀୟ ଅଫ୍ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ଟେଷ୍ଟ ଚାମ୍ପିୟନ୍ଶିପ୍ (ଡବ୍ଲ୍ୟୁଟିସି)ର ପ୍ରଥମ ସଂସ୍କରଣରେ ସର୍ବାଧିକ ଉଇକେଟ ନେଇଥିବା ବୋଲର ହୋଇପାରନ୍ତି। ଏହି ବିରଳ ରେକର୍ଡର ଅଧିକାରୀ ହେବା ପାଇଁ ଅଶ୍ୱିନଙ୍କୁ ଆସନ୍ତା ୧୮ ତାରିଖଠାରୁ ନ୍ୟୁଜିଲାଣ୍ଡ ବିପକ୍ଷରେ…
Archives


