Home Left

ଅରଖକୁଦାରେ ପଶିଲା ଜୁଆରପାଣି

ବ୍ରହ୍ମଗିରି,୨୭।୫(ଡି.ଏନ୍‌.ଏ.): ସାମୁଦ୍ରିକ ବାତ୍ୟା ୟାସ୍‌ ପୁରୀ ଜିଲାରେ ବିଶେଷ କ୍ଷୟକ୍ଷତି କରିନାହିଁ। ତଥାପି ବ୍ରହ୍ମଗିରି ଅଞ୍ଚଳରେ ବାତ୍ୟା ପ୍ରଭାବରେ ବୁଧବାର କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଅରଖକୁଦା ଗାଁରେ ସମୁଦ୍ରର ଜୁଆର ପାଣି ପଶିଯାଇଛି। ଫଳରେ ଲୋକମାନେ ଭୟଭୀତ ହୋଇପଡିଛନ୍ତି। ‘ୟାସ’ ମୁକାବିଲା…

୧୫୦ ବର୍ଷ ବଞ୍ଚି ପାରିବ ମଣିଷ, ପ୍ରକାଶ ପାଇଲା ରିପୋର୍ଟ..

ସିଙ୍ଗାପୁର,୨୭।୫: ଜଣେ ମଣିଷ ସର୍ବାଧିକ କେତେ ବର୍ଷ ବଞ୍ଚିପାରିବ। ପୃଥିବୀରେ ସବୁଠାରୁ ବୟସ୍କ ବ୍ୟକ୍ତିଙ୍କ ବର୍ଷ ୧୧୪ ଅବା ୧୧୬ ରହିଛି। ତେବେ ନେଚର କମ୍ୟୁନିକେଶନ ପତ୍ରିକାରେ ପ୍ରକାଶିତ ରିପୋର୍ଟ ଅନୁସାରେ ଜଣେ ମଣିଷ ସର୍ବାଧିକ ୧୫୦ ବର୍ଷ ଜୀବିତ ରହିପାରିବ।…

ବାତ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟ

ଜଟଣୀ,୨୭।୫(ଡି.ଏନ୍‌.ଏ.): ବାତ୍ୟା ୟାସ୍‌ ପରେ ଖୋର୍ଦ୍ଧା ରୋଡ୍‌ ରେଳମଣ୍ଡଳ (ଜଟଣୀ) ପକ୍ଷରୁ ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ କରାଯାଇଛି। ବାତ୍ୟା ଯୋଗୁ କ୍ଷୟକ୍ଷତିକୁ ରୋକିବା ନିମନ୍ତେ ଟ୍ରେନ୍‌ ଚଳାଚଳ, ବିଭିନ୍ନ ବନ୍ଦରଗୁଡ଼ିକରେ ମାଲ ପରିବହନ ପାଇଁ ମାଲ୍‌ଗାଡି ଚଳାଚଳ ବନ୍ଦ କରିବା ସହ…

ବିମାନ ଚଳାଚଳ ଆରମ୍ଭ ହେଲା

ଭୁବନେଶ୍ୱର,୨୭।୫ (ବ୍ୟୁରୋ): ବାତ୍ୟାକୁ ଦୃଷ୍ଟିରେ ରଖି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ୨୫ ତାରିଖ ମଙ୍ଗଳବାର ରାତି ୧୧ଟାରୁ ୨୭ତାରିଖ ଗୁରୁବାର ସକାଳ ୫ଟା ପର୍ଯ୍ୟନ୍ତ ବିମାନ ସେବା ବନ୍ଦ ରହିବ ବୋଲି ଘୋଷଣା କରାଯାଇଥିଲା। କିନ୍ତୁ ବାତ୍ୟାର ପ୍ରଭାବ…

୬ଟି ବଲ୍‌ରୁ ୬ଟି ଛକା ମାରିବାରେ ପ୍ରଥମ ଭାରତୀୟ ହୋଇଥିଲେ ଏହି କ୍ରିକେଟର୍‌

ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ରବି ଶାସ୍ତ୍ରୀ ଆଜି ୫୯ ବର୍ଷରେ ପଦାର୍ପଣ କରିଛନ୍ତି। ମେ ୨୭, ୧୯୬୨ରେ ସେ ମୁମ୍ବାଇରେ ଜନ୍ମ ହୋଇଥିଲେ। ରବି ଶାସ୍ତ୍ରୀ ଟିମ ଇଣ୍ଡିଆ ପାଇଁ ୮୦ଟି ଟେଷ୍ଟ ମ୍ୟାଚ ଏବଂ ୧୫୦ଟି ଏକଦିବସୀୟ ଖେଳିଥିଲେ।…

ଆକ୍ରାନ୍ତ କଏଦୀଙ୍କୁ ଚିକିତ୍ସା ଅବହେଳା ଅଭିଯୋଗ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଝାରପଡା ଜେଲ୍‌ରେ ଏବେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ଶତାଧିକ କଏଦୀ ଆକ୍ରାନ୍ତ ହୋଇଥିବାବେଳେ କେତେଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିଛି। ଜେଲ୍‌ ଆଇସୋଲେଶନ ଓ୍ବାର୍ଡରେ ଠିକ୍‌ ଭାବେ ଚିକିତ୍ସା ମିଳୁ ନ ଥିବା ଓ ଗୁରୁତରଙ୍କୁ କୋଭିଡ୍‌ ହସ୍ପିଟାଲକୁ…

ବର୍ନାଡ ଆର୍‌ନଲ୍ଟ ବିଶ୍ୱର ୧ ନମ୍ବର ଧନୀ

ନୂଆଦିଲ୍ଲୀ,୨୭।୫: ଫ୍ରାନ୍ସର ଫ୍ୟାଶନ ଟାଇକୁନ ବର୍ନାଡ ଆର୍‌ନଲ୍ଟ(୭୨) ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ସ୍ଥାନ ହାସଲ କରିଛନ୍ତି। ତାଙ୍କ କମ୍ପାନୀ ଏଲ୍‌ଭିଏମ୍‌ଏଚ୍‌ର ଶେୟାର ପ୍ରାଇସ ବଢିବାରୁ ପ୍ରଥମ ସ୍ଥାନରେ ଥିବା ଆମାଜନ ସିଇଓ ଜେଫ୍‌ ବେଜୋସଙ୍କୁ ସେ ପଛରେ ପକାଇ ଦେଇଛନ୍ତି।…

ବାତ୍ୟା ପ୍ରଭାବିତ ଅଞ୍ଚଳରେ ଏରିଏଲ୍‌ ସର୍ଭେ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁବାର ଅପରାହ୍ନ ସାଢେ ୧୨ଟାରେ ମୁଖ୍ୟମନ୍ତ୍ରୀ ଏରିଏଲ୍‌ ସର୍ଭେ କରିବେ ବୋଲି ଜଣାପଡ଼ିଛି। ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାୟ ୧…

ଡୋମିନିକାରୁ ଧରାହେଲେ ଚୋକ୍‌ସି

ନୂଆଦିଲ୍ଲୀ,୨୭।୫: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ରୁ ୧୪ ହଜାର କୋଟି ଟଙ୍କାର ଋଣ ଠକେଇ ମାମଲାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ପଳାତକ ମେହୁଲ ଚୋକ୍‌ସିଙ୍କୁ ଡୋମିନିକାରୁ ଧରାଯାଇଥିବା ଏକ ମିଡିଆ ରିପୋର୍ଟରେ ପ୍ରକାଶ ପାଇଛି। ସେ ମଙ୍ଗଳବାର ଆଣ୍ଟିଗୁଆରୁ ନିଖୋଜ ହୋଇଯାଇଥିବା…

୧ କୋଟି ପ୍ରଭାବିତ, ୩ ଲକ୍ଷ ଘର ଭାଙ୍ଗିଲା

କୋଲକାତା,୨୭ା୫: ବଙ୍ଗୋପସାଗରରୁ ମାଡ଼ିଆସିଥିବା ସାମୁଦ୍ରିକ ଝଡ଼ ୟାସ୍‌ ଉତ୍ତର ଓଡ଼ିଶାର ଧାମରା ବନ୍ଦର ନିକଟରେ ସ୍ଥଳଭାଗ ଛୁଇଁଛି। କିନ୍ତୁ ଏହାର ଦୌରାମତ୍‌ୟ ପଡ଼ୋଶୀ ପଶ୍ଚିମବଙ୍ଗରେ ମଧ୍ୟ ଦେଖିବାକୁ ମିଳିଛି। ଏଥିରେ ଅନୂ୍ୟନ ୧ କୋଟି ଲୋକ ପ୍ରଭାବିତ ହୋଇଛନ୍ତି। ବର୍ଷା ଓ…

୫୩ ଦେଶରେ ଭାରତ ଭାରିଆଣ୍ଟ

ନୂଆଦିଲ୍ଲୀ,୨୭ା୫: ଭାରତୀୟ ଭାରିଆଣ୍ଟ କୁହାଯାଉଥିବା କୋଭିଡ୍‌-୧୯ର ବି.୧.୬୧୭ ରୂପ ୫୩ ଦେଶକୁ ବ୍ୟାପିଥିବା ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି। ଏହାସହ ଅନ୍ୟ ୭ ଦେଶରେ ମଧ୍ୟ ଏହି ଭାରିଆଣ୍ଟ ଦେଖାଯାଇଥିବା ନେଇ ବେସରକାରୀ ଭାବେ ସୂଚନା ହସ୍ତଗତ ହୋଇଥିବା ନେଇ…

ବାତ୍ୟା ସମୟରେ ଭଦ୍ରକରେ ୬୯ ଶିଶୁ ଜନ୍ମ

ଭଦ୍ରକ,୨୭।୫: ଭଦ୍ରକ ଜିଲା ପ୍ରଶାସନର ରେକର୍ଡ ଅନୁଯାୟୀ, ୟାସ୍‌କୁ ଦୃଷ୍ଟିରେ ରଖି ୨୨୪ ଜଣ ଆସନ୍ନ ପ୍ରସବାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସ୍ଥାନୀୟ ଆଶା ଓ ଅଙ୍ଗନୱାଡି କର୍ମୀଙ୍କ ଉଦ୍ୟମ କ୍ରମେ ଏହି ଗର୍ଭବତୀମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ନିକଟସ୍ଥ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri