Home Left

୧ କୋଟି ପ୍ରଭାବିତ, ୩ ଲକ୍ଷ ଘର ଭାଙ୍ଗିଲା

କୋଲକାତା,୨୭ା୫: ବଙ୍ଗୋପସାଗରରୁ ମାଡ଼ିଆସିଥିବା ସାମୁଦ୍ରିକ ଝଡ଼ ୟାସ୍‌ ଉତ୍ତର ଓଡ଼ିଶାର ଧାମରା ବନ୍ଦର ନିକଟରେ ସ୍ଥଳଭାଗ ଛୁଇଁଛି। କିନ୍ତୁ ଏହାର ଦୌରାମତ୍‌ୟ ପଡ଼ୋଶୀ ପଶ୍ଚିମବଙ୍ଗରେ ମଧ୍ୟ ଦେଖିବାକୁ ମିଳିଛି। ଏଥିରେ ଅନୂ୍ୟନ ୧ କୋଟି ଲୋକ ପ୍ରଭାବିତ ହୋଇଛନ୍ତି। ବର୍ଷା ଓ…

୫୩ ଦେଶରେ ଭାରତ ଭାରିଆଣ୍ଟ

ନୂଆଦିଲ୍ଲୀ,୨୭ା୫: ଭାରତୀୟ ଭାରିଆଣ୍ଟ କୁହାଯାଉଥିବା କୋଭିଡ୍‌-୧୯ର ବି.୧.୬୧୭ ରୂପ ୫୩ ଦେଶକୁ ବ୍ୟାପିଥିବା ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି। ଏହାସହ ଅନ୍ୟ ୭ ଦେଶରେ ମଧ୍ୟ ଏହି ଭାରିଆଣ୍ଟ ଦେଖାଯାଇଥିବା ନେଇ ବେସରକାରୀ ଭାବେ ସୂଚନା ହସ୍ତଗତ ହୋଇଥିବା ନେଇ…

ବାତ୍ୟା ସମୟରେ ଭଦ୍ରକରେ ୬୯ ଶିଶୁ ଜନ୍ମ

ଭଦ୍ରକ,୨୭।୫: ଭଦ୍ରକ ଜିଲା ପ୍ରଶାସନର ରେକର୍ଡ ଅନୁଯାୟୀ, ୟାସ୍‌କୁ ଦୃଷ୍ଟିରେ ରଖି ୨୨୪ ଜଣ ଆସନ୍ନ ପ୍ରସବାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସ୍ଥାନୀୟ ଆଶା ଓ ଅଙ୍ଗନୱାଡି କର୍ମୀଙ୍କ ଉଦ୍ୟମ କ୍ରମେ ଏହି ଗର୍ଭବତୀମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ନିକଟସ୍ଥ…

ଦ୍ୱିତୀୟ ଲହରରେ ୫୭୭ ଶିଶୁ ଅନାଥ

ନୂଆଦିଲ୍ଲୀ,୨୭ା୫: କୋଭିଡ୍‌-୧୯ର ଦ୍ୱିତୀୟ ଲହର ପ୍ରଥମଠାରୁ ଅଧିକ ଘାତକ ହୋଇଛି। ଏହି ଲହର ଆସିବା ପରେ ଦେଶର ବିଭିନ୍ନ ଭାଗରେ ୫୭୭ ଶିଶୁ ସେମାନଙ୍କ ମା’ବାପାଙ୍କୁ ହରାଇ ଅନାଥ ହୋଇଯାଇଛନ୍ତି। ଏହା ସରକାରୀ ତଥ୍ୟଠାରୁ ପ୍ରକୃତ ସଂଖ୍ୟା ଅଧିକ ହୋଇପାରେ ବୋଲି…

ଦକ୍ଷିଣ, ଉତ୍ତରପୂର୍ବରେ ବଡ଼ ଚିନ୍ତା

ନୂଆଦିଲ୍ଲୀ,୨୭ା୫: ଭାରତରେ ମଙ୍ଗଳବାର ୨,୦୮,୯୨୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ଦେଶର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୧,୫୭,୭୯୫ରେ ପହଞ୍ଚତ୍ଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୪,୧୫୭ ଜଣଙ୍କ ଜୀବନ ଯିବା ପରେ ମୋଟ ମୃତ୍ୟୁସଂଖ୍ୟା ୩,୧୧,୩୮୮ ଡେଇଁଛି। ମୋଟାମୋଟି…

ଦେଶଦ୍ରୋହ ମାମଲା ପାଇଁ ମୋଦିଙ୍କୁ ଆଇଏମ୍‌ଏର ଚିଠି

ନୂଆଦିଲ୍ଲୀ, ୨୭।୫: କୋଭିଡ୍‌ ଟିକାକରଣ ବିରୋଧରେ ବାବା ରାମଦେବ ଚଳାଇଥିବା ଅପପ୍ରଚାର ରୋକିବା ଲାଗି ଇଣ୍ଡିଆନ ମେଡିକାଲ ଆସୋସିଏଶନ (ଆଇଏମ୍‌ଏ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖି ଅନୁରୋଧ କରିଛି। ଏଥିସହିତ ଦେଶଦ୍ରୋହ ଆଇନ ଅନୁଯାୟୀ ଯୋଗଗୁରୁଙ୍କ ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ…

ଜେଇଇ ଆଡଭାନ୍ସଡ୍‌ ସ୍ଥଗିତ

ନୂଆଦିଲ୍ଲୀ, ୨୭।୫: ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଜୁଲାଇ ୩ରେ ଅନୁଷ୍ଠିତ ହେବାକୁ ଥିବା ଚଳିତ ବର୍ଷର ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଆଡଭାନ୍ସଡ୍‌କୁ ସ୍ଥଗିତ ରଖାଯାଇଛି। ପରବର୍ତ୍ତୀ ପରୀକ୍ଷା ତାରିଖ ସମ୍ପର୍କରେ ପରେ ଜଣାଇ ଦିଆଯିବ ବୋଲି ବୁଧବାର…

କରୋନାରେ ବିଶିଷ୍ଟ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକଙ୍କ ପରଲୋକ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଆଲବମ୍‌ ଓ ଓଡ଼ିଆ ଜଗତର ବେଶ୍‌ ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତିରାଜ ଖୋସଲାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୫ବର୍ଷ ହୋଇଥିଲା। କଟକ ଏସ୍‌ସିବିି ସ୍ଥିତ କୋଭିଡ ହସ୍ପିଟାଲରେ ଗୁରୁବାର ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସୂଚନାଯୋଗ୍ୟ,…

କମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୩୪ ଜୀବନ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୩୪ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨,୬୧୮କୁ ବୃଦ୍ଧି ପାଇଛି। ଏନେଇ…

କରୋନା କାଳରେ କେବଳ ଏହି କାରଣ ପାଇଁ ବଢୁଛି ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡ଼ା

କରୋନାର ଦ୍ୱିତୀୟ ଲହରି ଖାଲି ଯେ, ଆମ ସ୍ବାସ୍ଥ୍ୟ ଉପରେ ପ୍ରଭାବ ପକାଉଛି ତାହା ନୁହେଁ, ଏହା ମାନସିକ ସ୍ତରରେ ମଧ୍ୟ ବେଶ୍‌ ପ୍ରଭାବ ପକାଉଛି। ଏହି କରୋନା ସମୟରେ ଘରୋଇ ହିଂସା ବହୁତ ବଢ଼ିଛି। ଶାରୀରିକ, ମାନସିକ, ମୌଖିକ, ଭାବନାତ୍ମକ…

ବିଶାଖାପାଟଣାରୁ ଆସିଲା ୩୦ ଜେନେରେଟର

ଭୁବନେଶ୍ୱର,୨୭।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ପ୍ରଭାବିତ ଅଞ୍ଚଳରେ ବିଦ୍ୟୁତ୍‌ ସମସ୍ୟା ଦୂର ପାଇଁ ବିଶାଖାପାଟଣାରୁ ଉଚ୍ଚଶକ୍ତି ସମ୍ପନ୍ନ ୩୦ ଡିଜେଲ ଜେନେରେଟର (ଡିଜି) ସେଟ୍‌ ଅଣାଯାଇଛି। ଟ୍ରକ୍‌ରେ ଆସିଥିବା ଏହି ଜେନେରେଟରକୁଡ଼ିକ ବୁଧବାର ଭୁବନେଶ୍ୱରରେ ପହଞ୍ଚତ୍ବା ପରେ ଜରୁରୀ ଆବଶ୍ୟକତା ଭିତ୍ତିରେ କ୍ଷତିଗ୍ରସ୍ତ…

ନଦୀରେ ଫସିଥିବା ୧୦ଜଣଙ୍କୁ କୂଳକୁ ଆଣିଲା ଏନ୍‌ଡିଆର୍‌ଏଫ୍‌

ଜଗତ୍‌ସିଂହପୁର ଅଫିସ, ୨୭।୫: ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଅଞ୍ଚଳର ଜପା ପଞ୍ଚାୟତର ଦାଶମଠ ନିକଟ ନଦୀରେ ମଙ୍ଗଳବାର ସନ୍ଧ୍ୟାରେ ୧୦ ଜଣ ଫସି ଯାଇଥିଲେ। ସେମାନେ ମାଛ ଧରିବାକୁ କିମ୍ବା ଚିଙ୍ଗୁଡି ଘେରିରୁ ଫେରୁଥିଲେ। ଡଙ୍ଗା ଓଲଟି ପଡ଼ିବାରୁ ପାଣିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri