ଉଦାହରଣ ସାଜିଛନ୍ତି ଗର୍ଭବତୀ ଆଶାକର୍ମୀ
ବ୍ରହ୍ମପୁର ଅଫିସ,୨୬ା୫: କରୋନା ଯୁଦ୍ଧରେ ବହୁ ଆଗଧାଡ଼ିର ଯୋଦ୍ଧା ଲଢ଼େଇ କରୁଛନ୍ତି। ତନ୍ମଧ୍ୟରେ ଆଶାକର୍ମୀ ହେଉଛନ୍ତି ଅନ୍ୟତମ। ସେମାନେ କରୋନା ସମୟରେ ଜୀବନକୁ ବାଜି ଲଗାଇ ତାଙ୍କର ଦାୟିତ୍ୱ ନିର୍ବାହ କରୁଛନ୍ତି। ଏପରିକି ଗଞ୍ଜାମ ଜିଲାରେ କେତେକ ଆଶାକର୍ମୀ ଗର୍ଭବତୀ ଥିବା…
ପ୍ରବଳ ବର୍ଷା ନେଇ ୯ ଜିଲାକୁ ରେଡ୍ ୱାର୍ନିଂ
ଭୁବନେଶ୍ୱର,୨୬।୫: ବାତ୍ୟା ‘ୟାସ’ର ପ୍ରଭାବରେ ଆଗାମୀ ୬ ଘଣ୍ଟା ପ୍ରବଳ ବର୍ଷା ଆଶଙ୍କା ରହିଛି। ଏନେଇ ରାଜ୍ୟର ୯ ଜିଲାକୁ ରେଡ୍ ୱାର୍ନିଂ ଜାରି କରାଯିବା ସହ ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର,…
ସ୍ବାଭାବିକ ଅବସ୍ଥା ଫେରାଇ ଆଣିବାକୁ ଚାଲିଛି ଉଦ୍ୟମ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୬।୫: ବାତ୍ୟା ‘ୟାସ’ର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବିଶେଷ କରି ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି। ସ୍ବାଭାବିକ ଅବସ୍ଥା…
ଶୀର୍ଷ ସ୍ଥାନ ଠାରୁ ୮ ପଏଣ୍ଟ ଦୂରରେ କୋହଲି
ଦୁବାଇ, ୨୬।୫: ଭାରତୀୟ ଅଧିନାୟକ ବିରାଟ କୋହଲି ଦିନିକିଆ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍ର ଶୀର୍ଷ ସ୍ଥାନଠାରୁ ମାତ୍ର ୮ ପଏଣ୍ଟ ପଛରେ ଅଛନ୍ତି। ବର୍ତ୍ତମାନ ସର୍ବାଧିକ ୮୬୫ ପଏଣ୍ଟ ସହ ଶୀର୍ଷରେ ରହିଛନ୍ତି ପାକିସ୍ତାନ ଅଧିନାୟକ ଅଧିନାୟକ ବାବର ଆଜାମ। ଦ୍ୱିତୀୟ ସ୍ଥାନରେ…
ଟମ୍ କ୍ରୁଜଙ୍କ ସହ ନଜର ଆସିପାରନ୍ତି ପ୍ରଭାସ: ଟୁଇଟ୍ କଲେ ମିଶନ ଇମ୍ପସିବଲ ୭’ ଡିରେକ୍ଟର
ନୂଆଦିଲ୍ଲୀ, ୨୬।୫: ସାଉଥ୍ ସୁପରଷ୍ଟାର ପ୍ରଭାସଙ୍କୁ ହଲିଉଡ୍ ଫିଲ୍ମ ‘ମିଶନ ଇମ୍ପସିବଲ ୭’ରେ କାଷ୍ଟ କରାଯାଇପାରେ। ଏ ସମ୍ପର୍କିତ କିଛି ରିପୋର୍ଟ ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ହଲିଉଡରେ ପ୍ରଭାସଙ୍କ ଏଣ୍ଟ୍ରି ନେଇ ଚର୍ଚ୍ଚ ଜୋର ଧରିଛି। ସାଉଥ୍ ଷ୍ଟାରଙ୍କ…
ଏହି ରାଜ୍ୟରେ ଅନ୍ଲକ୍ ପାଇଁ ଚିନ୍ତା କରୁଛନ୍ତି ସରକାର
ନୂଆଦିଲ୍ଲୀ,୨୬।୫: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀର ଦ୍ୱିତୀୟ ଲହରର ପ୍ରକୋପ ଜାରି ରହିଥିବା ବେଳେ ଏବେ କିଛି ଦିନ ହେଲା ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଛି। ଦିଲ୍ଲୀରେ ଏବେ କରୋନାର ନୂଆ ମାମଲା କମ୍ ଆସୁଥିବାରୁ ଏବେ ଆଶାର ଏକ…
ରାଜଧାନୀରୁ ଦୂର ହେବ ଭାକ୍ସିନ ସଙ୍କଟ
ନୂଆଦିଲ୍ଲୀ,୨୬।୫: ଦିଲ୍ଲୀରେ କରୋନା ପ୍ରକୋପ ଜାରି ରହିଛି। କିଛି ଦିନର ବ୍ୟବଧାନ ପରେ ରାଜ୍ୟରେ ଦୈନିକ ସଂକ୍ରମଣରେ ହ୍ରାସ ଘଟିଛି। ଗତ କିଛି ଦିନ ତଳେ ଦିଲ୍ଲୀରେ କରୋନା ସଂକ୍ରମଣ ହାର ଓ ଅକ୍ସିଜେନ ଅଭାବ ସରକାରଙ୍କ ସମସ୍ୟାକୁ ଆହୁରି ଦ୍ୱିଗୁଣିତ…
ଚାହିଁ ରହିଥିଲା ମୃତ୍ୟୁ: ହେଲେ ଏମିତି ଚାଲାକି ଦେଖାଇଲା କୁକୁଡ଼ା, ଆଉ ତା’ପରେ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ମଣିଷକୁ ଭିତରୁ ଭାଙ୍ଗି ଦିଏ ଏହି ୪ ଦୁଃଖ, ସଳଖି ଛିଡ଼ା ହେବା ହୋଇପଡେ କଷ୍ଟକର; ଜାଣନ୍ତୁ..
ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ଅନେକ ପ୍ରଶ୍ନର ଉତ୍ତର ଦେଇଛନ୍ତି ଆଚାର୍ଯ୍ୟ ଚାଣକ୍ୟ। ଧନ, ମାନ-ସମ୍ମାନ, ସୁଖଶାନ୍ତି ଏବଂ ବୈବାହିକ ଜୀବନକୁ ନେଇ ଅନେକ କଥା ସେଥିରେ ଉଲ୍ଲେଖ ରହିଛି। ଉକ୍ତ ନୀତିଗୁଡ଼ିକୁ ଆପଣାଇଲେ ସଫଳତା ପାଇବା ସହଜ। ଚାଣକ୍ୟ…
ଚାରି ଥର ପ୍ରତ୍ୟାଖ୍ୟାନ ପରେ ବରୁଣଙ୍କୁ ହଁ କହିଥିଲେ ପ୍ରେମିକା; ଲିଭ୍ ଇନ୍ରେ ରହିବାକୁ…
ବମ୍ବେ: ଦୀର୍ଘ ଦିନ ଧରି ନତାଶା ଦଲାଲଙ୍କୁ ଡେଟ୍ କରିବା ପରେ ନିକଟରେ ବିବାହ କରିଛନ୍ତି ଅଭିନେତା ବରୁଣ ଧଓ୍ବନ। ହେଲେ ତାଙ୍କ ପ୍ରେମ କାହାଣୀ ସେତେଟା ସହଜ ନ ଥିଲା। ପିଲାଦିନର ବନ୍ଧୁ ହୋଇଥିଲେ ହେଁ ବରୁଣଙ୍କ ପ୍ରେମକୁ ସହଜରେ…
ଖାଲି ପ୍ରେମରେ କଥା ଚଳେନା, ପୁରୁଷ ସାଥୀଙ୍କ ଭିତରେ ଏସବୁ ଗୁଣକୁ ଖୋଜିଥାନ୍ତି ମହିଳା…
ଖାଲି ପ୍ରେମରେ କଥା ଚଳେନାହିଁ, ସମ୍ପର୍କକୁ ହୃଷ୍ଟପୃଷ୍ଟ କରିବା ଲାଗି ଅନେକ ଜିନିଷର ଆବଶ୍ୟକତା ରହିଛି। ବିଶେଷକରି ମହିଳାମାନେ ନିଜ ସାଥୀଙ୍କ ପାଖରେ ପ୍ରେମ ବ୍ୟତିତ ଅନ୍ୟ ଗୁଣକୁ ଦେଖନ୍ତି ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ଯେପରିକି: ନମ୍ରତା: ମହିଳାମାନେ ସାଥୀଙ୍କ…
ପରଦାରେ ସାଧାସିଧା, ହେଲେ ବାସ୍ତବ ଜୀବନରେ ବେଶ୍ ହଟ୍ ଇମଲୀଙ୍କ ଅନ୍ସ୍କ୍ରିନ୍ ମା’; ହ୍ରିତିକଙ୍କ ସହ…
ବମ୍ବେ: ପରଦାରେ ଗାଁର ଅପାଠୁଆ ମା’ର ଚରିତ୍ର ତୁଲାଇଥାନ୍ତି। ହେଲେ ବାସ୍ତବ ଜୀବନରେ ସେ ବେଶ୍ ବୋଲ୍ଡ ଏବଂ ଷ୍ଟାଇଲିସ୍। ଆମେ କଥା ହେଉଛୁ ଷ୍ଟାର ପ୍ଲସ୍ରେ ପ୍ରସାରିତ ହେଉଥିବା ଲୋକପ୍ରିୟ ଧାରାବାହିକ ‘ଇମଲୀ’ରେ ନଜର ଆସୁଥିବା ମିଠି ଓରଫ କିରଣ…
Archives


