Home Left

ଉଦ୍ଧାର, ଥଇଥାନ ପାଇଁ ଅଗ୍ନିଶମ ଅଧିକାରୀଙ୍କ ନମ୍ବର ଜାରି

ଭୁବନେଶ୍ୱର,୨୬ା୫(ବ୍ୟୁରୋ):ବାତ୍ୟା ‘ୟାସ୍‌’ର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ବାତ୍ୟା କ୍ଷତିଗ୍ରସ୍ତଙ୍କୁ ଉଦ୍ଧାର ଓ ଥଇଥାନ କରିବା ପାଇଁ ୧୦ ଜିଲାରେ ଅଗ୍ନିଶମ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ସେମାନଙ୍କୁ ସାଧାରଣ ଲୋକେ ଆବଶ୍ୟକସ୍ଥଳେ ଯୋଗାଯୋଗ କରିପାରିବେ। ଏନେଇ ଅଗ୍ନିଶମ…

ଈଶ୍ୱରଙ୍କ ଦହିବରାକୁ ଝୁରୁଛନ୍ତି କଟକବାସୀ

କଟକ ଅଫିସ,୨୬ା୫: ଆଉ ମିଳିବନି କଟକର ପ୍ରସିଦ୍ଧ ଦହିବରା ଆଳୁଦମ୍‌ର ସ୍ବାଦ। ବିଜୁ ପଟ୍ଟନାୟକ ଛକ ନିକଟ ଠେଲାଗାଡି ଚାରିପାଖେ ଆଉ ଆଗଭଳି ଗହଳି ଚହଳି ହେବନି କି କଟକରୁ ଦିଲ୍ଲୀଯାଏ ପହଞ୍ଚତ୍ବନି ନିଆରା ବ୍ୟଞ୍ଜନର ବାସ୍ନା। କାରଣ ଦହିବରା ଆଳୁଦମରେ…

ଆଜି ୟାସ୍‌ ତାଣ୍ଡବ

ଭୁବନେଶ୍ୱର,୨୬/୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ(ଡିପ୍ରେସନ) ମଙ୍ଗଳବାର ଅତି ଭୟଙ୍କର ବାତ୍ୟା (ୟାସ୍‌)ରେ ପରିଣତ ହୋଇଛି। ବୁଧବାର ଏହା ୧୫୫ରୁ ୧୬୫ କିଲୋମିଟର ବେଗରେ ସ୍ଥଳଭାଗକୁ ମାଡ଼ କରିବା ନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପକ୍ଷରୁ ଅନୁମାନ କରାଯାଇଛି।…

‘ମୋ କୁକୁର ବି ଆପଣଙ୍କ ଫିଲ୍ମ ଅଫର୍‌ ଗ୍ରହଣ କରୁନାହିଁ’

ହିନ୍ଦୀ ସିନେମାରେ ଅନେକ ଅଭିନେତା ଅଛନ୍ତି ଯିଏ ନିଜ ଅଭିନୟ ମାଧ୍ୟମରେ ଏକ ସ୍ବତନ୍ତ୍ର ଛାପ ଛଡିଛନ୍ତି। ସେମିତି ଜଣେ ଅଭିନେତା ଥିଲେ ରାଜ କୁମାର। ଫିଲ୍ମରେ ତାଙ୍କ ସଂଳାପ କହିବା ଶୈଳୀ ଆଜିବି ଲୋକଙ୍କ ମନରେ ଉଜ୍ଜିବୀତ ଅଛି। ବ୍ୟକ୍ତିଗତ…

ମୁମ୍ବାଇ ପୋଲିସକୁ ୟୁଜରଙ୍କ ପ୍ରଶ୍ନ-ମୋ ନାଁ ସନି, ମୁଁ ବାହାରକୁ ଯାଇପାରିବି କି?

ମୁମ୍ବାଇ, ୨୫।୫: ମଜାଳିଆ ପୋଷ୍ଟ ମାଧ୍ୟମରେ ସଚେତନତାର ବାର୍ତ୍ତା ଦେବାରେ ମୁମ୍ବାଇ ପୋଲିସର କେହି ସମକକ୍ଷ ହୋଇପାରିବେ ନାହିଁ। ନିକଟରେ ଜଣେ ୟୁଜର ଟୁଇଟରରେ ମୁମ୍ବାଇ ପୋଲିସକୁ ଟ୍ୟାଗ କରି ଏକ ପ୍ରଶ୍ନ କରିଥିଲେ। ମୋ ନାଁ ସନି। ମୁଁ ବାହାରକୁ…

ଶିକ୍ଷକଙ୍କୁ ମହଙ୍ଗା ପଡ଼ିଲା ଟାଓ୍ବେଲ ପିନ୍ଧି ଅନଲାଇନ କ୍ଲାସ ନେବା

ଚେନ୍ନାଇ, ୨୫।୫: ଟାଓ୍ବେଲ ପିନ୍ଧି ଅନଲାଇନ କ୍ଲାସ ନେବା ଶିକ୍ଷକଙ୍କୁ ମହଙ୍ଗା ପଡ଼ିଛି। ଚାକିରି ହରାଇବା ସହ ଗିରଫ ହୋଇଛନ୍ତି ଚେନ୍ନାଇର ଜଣାଶୁଣା ସ୍କୁଲର ଜଣେ ୫୯ ବର୍ଷୀୟ ଶିକ୍ଷକ। ଚେନ୍ନାଇର କେକେ ନଗର ଅଞ୍ଚଳରେ ଥିବା ସ୍କୁଲ ସେଶାଦ୍ରି ବାଳା…

ଭାଇ-ଭାଉଜଙ୍କୁ ହତ୍ୟା କରିବା ପରେ କାଟିଦେଲେ ବର୍ଷକର ପୁତୁରାଙ୍କ ଗୋଡ଼, ହାତ

ଭାଡୋଇ, ୨୫।୫: ପାରିବାରିକ କଳହ ଯୋଗୁ ଜଣେ ବ୍ୟକ୍ତି ତାଙ୍କ ବଡ଼ ଭାଇ ଓ ଭାଉଜଙ୍କୁ ହତ୍ୟା କରିବା ପରେ ବର୍ଷକର ପୁତୁରାଙ୍କ ଗୋଡ଼ ଓ ହାତ କାଟି ଦେଇଛନ୍ତି। ଏଭଳି ହୃଦୟ ଥରାଇ ଦେଲା ଭଳି ଘଟଣା ଉତ୍ତର ପ୍ରଦେଶର…

ବଡ଼ ଭୁଲ ପରେ କ୍ଷମା ମାଗିଲେ ଜନ ସିନା

ବେଜିଂ, ୨୫।୫: ଡବ୍ଲ୍ୟୁଡବ୍ଲ୍ୟଇ ସୁପରଷ୍ଟାର ତଥା ‘ଫାଷ୍ଟ ଆଣ୍ଡ୍‌ ଫ୍ୟୁରିଅସ ୯’ ଷ୍ଟାର ଜନ ସିନା ଚାଇନିଜ ଫ୍ୟାନ୍ସଙ୍କୁ ମଙ୍ଗଳବାର କ୍ଷମାପ୍ରାର୍ଥନା କରିଛନ୍ତି। ଆମେରିକାନ ରେସଲିଂ ଷ୍ଟାର ତାଇଓ୍ବାନକୁ ଏକ ଦେଶ ବୋଲି କହିଥିଲେ। ଏଥି ନେଇ ବିବାଦ ସୃଷ୍ଟି ହୋଇଥିଲା।…

ବାତ୍ୟା ବେଳେ ସେଲ୍‌ଫି ନେବାକୁ ବାହାରକୁ ଯାଆନ୍ତୁ ନାହିଁ, ଆମ୍ବ-ନଡ଼ିଆ ନ ଗୋଟାଇ ଲୋଭ ସମ୍ବରଣ କରନ୍ତୁ: ଏସ୍‌ଆରସି

ଭୁବନେଶ୍ୱର,୨୫।୫(ବ୍ୟୁରୋ): ମାଡ଼ି ଆସୁଛି ବାତ୍ୟା ‘ୟାସ୍‌’। ଏହାର ବିଶେଷ ପ୍ରଭାବ ଭଦ୍ରକ ଓ ବାଲେଶ୍ୱର ଜିଲାରେ ପଡ଼ିବ। ବାତ୍ୟା ସମୟରେ ସର୍ବାଧିକ ୧୮୫ କିମି ପବନ ବହିବାର ସମ୍ଭାବନା ରହିଛି। ଏହି ସମୟରେ ସେଲ୍‌ଫି ନେବାକୁ ବାହାରକୁ ଯାଆନ୍ତୁ ନାହିଁ ବୋଲି…

ବିଶାଖାପାଟଣା ଅଏଲ ରିଫାଇନାରିରେ ଅଗ୍ନିକାଣ୍ଡ

ବିଶାଖାପାଟଣା, ୨୫।୫: ଆନ୍ଧ୍ର ପ୍ରଦେଶର ବିଶାଖାପାଟଣାସ୍ଥିତ ହିନ୍ଦୁସ୍ଥାନ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ୍‌ (ଏଚ୍‌ପିସିଏଲ) ପ୍ଲାଣ୍ଟରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଛି। ଘଟଣା ସ୍ଥଳରେ ନିଆଁକୁ ଆୟତ କରିବାକୁ ଉଦ୍ୟମ କରୁଛନ୍ତି ଫାୟାର ଟେଣ୍ଡର୍ସ। ଏଚ୍‌ପିସିଏଲର ୟୁନିଟ୍‌ ୩ ପ୍ଲାଣ୍ଟରେ ବିସ୍ଫୋରଣ ଘଟିଛି। ନିଆଁକୁ…

ରାଜଧାନୀରୁ ଆଉ ୧୦୬୨ କରୋନା ପଜିଟିଭ୍‌ ଚିହ୍ନଟ: ଚିନ୍ତା ବଢ଼ାଉଛି ପଟିଆ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ରାଜଧାନୀରେ ବେଲଗାମ କରୋନା। ମଙ୍ଗଳବାର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଆଉ ୧୦୬୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୭୨ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୮୯୦ ଲୋକାଲ କେସ୍‌ ରହିଛି। ଏନେଇ ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା…

ଉପକୂଳମୁହାଁ ‘ୟାସ’: ପାରାଦୀପଠାରୁ ଏବେ ୨୦୦ କିମି ଦୂରରେ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଧିରେ ଧିରେ ଉପକୂଳମୁହାଁ ବାତ୍ୟା ‘ୟାସ’। ଏବେ ଏହା ୧୫ କିମି ବେଗରେ ଗତି କରୁଛି। ପାରାଦୀପଠାରୁ ୨୦୦ କିମି ଦୂରରେ ବାତ୍ୟା ରହିଥିବା ବେଳେ ବାଲେଶ୍ୱର-ଦୀଘାରୁ ୨୯୦ କିମି ଦୂରରେ ରହିଛି। ତେବେ ବାତ୍ୟା ଆସନ୍ତା ୬ ଘଣ୍ଟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri